Home Left

ଗୋଟେ ପ୍ଲେଟ ବିରିୟାନିର ଦାମ୍‌ରେ କିଣିପାରିବେ ସୁନା

ଦୁନିଆରେ ଅନେକ ପ୍ରକାରର ଖାଦ୍ୟ ରହିଛି। ଏହି ଖାଦ୍ୟ ମଧ୍ୟରେ କେତେକ ସ୍ବାଦ ପାଇଁ ତ ଆଉ କେତେକ ସ୍ବତନ୍ତ୍ର ଉପାଦାନ ପାଇଁ ଜଣାଶୁଣା। ଭାରତର ଲୋକଙ୍କର ବିରିୟାନି ଖାଇବାକୁ ଅଧିକ ଭଲ ପାଉଥିବା ଦେଖିବାକୁ ମିଳିଥାଏ। ବାସୁମତୀ ଚାଉଳରେ ଚିକେନ୍‌,…

ବିରାଟ କୋହଲିଙ୍କୁ ନେଇ ଚିନ୍ତାରେ ଭାରତୀୟ ଦଳ

ବିରାଟ କୋହଲି ଏବେ ବିଶ୍ୱର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଅଟନ୍ତି। ଏକଦିବସୀୟ ଏବଂ ଟି -୨୦ ବ୍ୟତୀତ କୋହଲି ଟେଷ୍ଟ କ୍ରିକେଟର ଶ୍ରେଷ୍ଠ -୩ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଅଛନ୍ତି। ଘରୋଇ ପଡିଆରେ ତାଙ୍କର ସର୍ବାଧିକ ଆଭରେଜ୍‌ ରହିଛି। ତେବେ ବିରାଟ କୋହଲିଙ୍କ ଫର୍ମ…

ଶଶିକଳାଙ୍କ ପାଇଁ କଡା ସୁରକ୍ଷା ବ୍ୟବସ୍ଥା

ବେଙ୍ଗାଲୁରୁ,୮ ।୨: ଏଆଇଏଡିଏମ୍‌କେରୁ ବହିସ୍କୃତ ହୋଇଥିବା ନେତ୍ରୀ ଶଶିକଳା ସୋମବାର ବେଙ୍ଗାଲୁରୁରୁ ତାମିଲନାଡୁ ଫେରୁଛନ୍ତି । ଏଥିପାଇଁ ହୋସୁରର କର୍ନାଟକ-ତାମିଲନାଡୁ ସୀମାରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ବହୁଦିନ ପରେ ନିଜ ପ୍ରିୟ ନେତାଙ୍କୁ ଦେଖିବାକୁ ବହୁ ସଂଖ୍ୟାରେ ସମର୍ଥକ…

ଆଜି ରାଜ୍ୟରେ ୭୨ ପଜିଟିଭ୍‌ ଚିହ୍ନଟ, ୩୩୫୬୯୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୮।୨(ବ୍ୟୁରୋ): ସୋମବାର ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ୭୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୬୯୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…

ଆମେରିକାରେ ଏବେ କାହାକୁ ମିଳିବ ନାହିଁ ମୃତ୍ୟୁଦଣ୍ଡ!

ୱାଶିଂଟନ,୮ ।୨: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବେ ଦେଶରେ କୌଣସି ଅପରାଧିଙ୍କୁ ମୃତ୍ୟୁଦଣ୍ଡ ଦିଆଯିବା ନିୟମରେ ପରିବର୍ତ୍ତନ କରିବାକୁ ଚିନ୍ତା କରିଛନ୍ତି । ଗତ ନଭେମ୍ବରରେ ନିର୍ବାଚନ ଜିତିବା ବେଳେ ବାଇଡେନ୍ ଏହି ଘୋଷଣା କରିଥିବା ବେଳେ ଏବେ ଏହା…

ଲୋକଙ୍କୁ ସାହାଯ୍ୟ ମାଗିଲେ ରିଷଭ ପନ୍ତ, ଜାଣନ୍ତୁ କାହିଁକି

ଚେନ୍ନାଇ,୮।୨: ରବିବାର ଉତ୍ତରାଖଣ୍ଡର ଚାମୋଲି ଜିଲାରେ ନନ୍ଦାଦେବୀ ଗ୍ଲେସିୟର ଫାଟିବାରୁ ଋଷିଗଙ୍ଗା ଉପତ୍ୟକାରେ ହଠାତ୍‌ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହି କାରଣରୁ ଅତି କମରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୧୫୦ରୁ ଅଧିକ ଶ୍ରମିକ ନିଖୋଜ ଅଛନ୍ତି। ଭାରତୀୟ…

ଏହି ଅଭିନେତ୍ରୀଙ୍କ ସହ ଘୃଣ୍ୟ କାମ କରିଥିଲେ ଆମୀର ଖାନ୍‌

୧୯୯୦ ମସିହାରେ ଆମୀର ଖାନ୍‌ ଏବଂ ମାଧୁରୀ ଦୀକ୍ଷିତଙ୍କ ଫିଲ୍ମ ‘ଦିଲ୍‌’ ରିଲିଜ୍‌ ହୋଇଥିଲା। ଏହା ଦର୍ଶକଙ୍କୁ ବହୁତ ପସନ୍ଦ ମଧ୍ୟ ଆସିଥିଲେ। ସେହି ସମୟରେ ‘ଦିଲ୍‌’ ବ୍ଲକବାଷ୍ଟର ସାବ୍ୟସ୍ତ ହୋଇଥିଲା। ଏଥିରେ ଆମୀର ଏବଂ ମାଧୁରୀଙ୍କ ମଧ୍ୟରେ ଜବରଦସ୍ତ କେମେଷ୍ଟ୍ରି…

କୃଷକ ଆନ୍ଦୋଳନ: ଖଲିସ୍ତାନ-ପାକିସ୍ତାନ ଲିଙ୍କ ଥିବା ୧୧୭୮ ଟୁଇଟର ଆକାଉଣ୍ଟକୁ ବନ୍ଦ କରିବାକୁ କହିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୮ ।୨: କୃଷକ ଆନ୍ଦୋଳନକୁ ନେଇ ସୋସିଆଲ ମିଡିଆରେ ବିଭିନ୍ନ ପ୍ରକାର ଭୁଲ ତଥ୍ୟ ଯାଉଥିବା ଅଭିଯୋଗ ଆସୁଛି । ଏବେ କେନ୍ଦ୍ର ସରକାର ଟୁଇଟରକୁ ନିର୍ଦ୍ଦେଶ ଦେଇଛନ୍ତି ପ୍ରାୟ ୧୧୭୮ ପାକିସ୍ତାନ-ଖଲିସ୍ତାନ ଲିଙ୍କ ଥିବା ଟୁଇଟର ଆକାଉଣ୍ଟକୁ ବନ୍ଦ କରିବାକୁ…

ମୃତ୍ୟୁକୁ ହରାଇଥିବା କ୍ରିକେଟର୍‌ ରଚିଲେ ଇତିହାସ

ଚଟ୍ଟୋଗ୍ରାମ,୮।୨: ବାଂଲାଦେଶର ଚଟ୍ଟୋଗ୍ରାମରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜ୍‌ ଘରୋଇ ଦଳକୁ ୩ ଉଇକେଟ୍‌ରେ ପରାସ୍ତ କରିଛି। ଏହି ବିଜୟ ଓ୍ବେଷ୍ଟଇଣ୍ଡିଜ୍‌ ପାଇଁ ଖାସ୍‌ ଥିଲା। ବାଂଲାଦେଶ ଓ୍ବେଷ୍ଟଇଣ୍ଡିଜ୍‌କୁ ୩୯୫ରନ୍‌ର ବିଶାଳ ବିଜୟ ଲକ୍ଷ୍ୟ ଦେଇଥିଲା। ଏହି ଲକ୍ଷ୍ୟକୁ ପିଛା କରିବା…

ବିନା ଭକ୍ତରେ ଆରମ୍ଭ ହେଲା ଓଳାସୁଣୀ ମେଳା

ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର,୮।୨(ଡି.ଏନ.ଏ.): ପ୍ରସିଦ୍ଧ ଓଳାସୁଣୀ ଗୁମ୍ଫା ମେଳା ରବିବାର ଆରମ୍ଭ ହୋଇଛି। ପବିତ୍ର ମାଘ କୃଷ୍ଣ ଏକାଦଶୀ ତିଥିରେ ଆରମ୍ଭ ହେଇଥିବା ଏହି ମେଳା ଚଳିତ ବର୍ଷ କରୋନା କଟକଣା ଯୋଗୁ ଭକ୍ତ ଶୂନ୍ୟ ରହିଛି। ମେଳା ପଡିଆରେ କୌଣସି ଦୋକାନ ବଜାର…

ଫୁଟ୍‌ପାଥରେ ମାନସିକ ରୋଗୀ: ପ୍ରଶାସନର ନିଘା ନାହିଁ

ଜଗତ୍‌ସିଂହପୁର ଅଫିସ,୮।୨: ମାନସିକ ରୋଗୀମାନେ ବହୁ ସମୟରେ ଅଲୋଡ଼ା ହୋଇ ରହିଯାଉଛନ୍ତି। ପରିସ୍ଥିତିରେ ପଡ଼ି ସେମାନେ ଦୁର୍ଦ୍ଦିନରେ ଦିନ କାଟୁଛନ୍ତି । ସେମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ବିଭିନ୍ନ ସମୟରେ କ୍ୟାମ୍ପ ଏବଂ କାର୍ଯ୍ୟକ୍ରମ ମାଧ୍ୟମରେ ସଚେତନତା ସୃଷ୍ଟି କରାଯାଉଛି। ଆଇନ୍‌…

ଭିନ୍ନକ୍ଷମ ତାଲିମ କେନ୍ଦ୍ରରେ ଯୌନ ଶୋଷଣ ଘଟଣା: ବନ୍ଧାହେଲେ ସୁରେଶଙ୍କ ସମେତ ୬

ଭୁବନେଶ୍ୱର,୮।୨(ବ୍ୟୁରୋ): ସରକାରୀ ପ୍ରତିଷ୍ଠାନରେ ସେକ୍ସ ର଼୍ୟାକେଟ ଚଳାଥିଲେ ସରକାରୀ ବାବୁ। ସମ୍ପୃକ୍ତ ଥିଲେ ଅଫିସରଙ୍କ ସମେତ କର୍ମଚାରୀ ଓ ଦଲାଲ। ଭୁବନେଶ୍ୱର ପଳାସପଲ୍ଲୀସ୍ଥିତ ନିଖିଳ ଉତ୍କଳ ଶାରୀରିକ ଭିନ୍ନକ୍ଷମ କଲ୍ୟାଣ ମହାସଂଘ ତାଲିମ୍‌ କେନ୍ଦ୍ରରେ ଯୌନ ଶୋଷଣ ଘଟଣାର ମାଷ୍ଟରମାଇଣ୍ଡ୍‌ ତଥା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri