‘ହମ୍ ଦିଲ୍ ଦେ ଚୁକେ ସନମ୍’କୁ ପୂରିଲା ୨୨ବର୍ଷ
ମୁମ୍ବାଇ: ବଲିଉଡ୍ ପ୍ରଯୋଜକ ତଥା ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭଂସାଲିଙ୍କ ଲଭ୍ ଟ୍ରାଏଙ୍ଗଲ୍ ଉପରେ ଆଧାରିତ ହୋଇଥିବା ଫିଲ୍ମ ‘ହମ୍ ଦିଲ୍ ଦେ ଚୁକେ ସନମ୍’କୁ ଆଜି ୨୨ବର୍ଷ ପୂରିଛି। ୧୯୯୯ ଜୁନ ୧୮ରେ ଏହି ଫିଲ୍ମ ରିଲିଜ୍ ହୋଇଥିଲା। ଏହି…
ଘର ବାହାରେ ତାଲା ଝୁଲୁଥିଲା ବୋଲି ଚିମିନି ବାଟଦେଇ ପଶୁଥିଲେ ଯୁବତୀ; ପାଇପ୍ରେ ଏମିତି ଫସିଲେ ଯେ…
ନୂଆଦିଲ୍ଲୀ: ଅନେକ ଥର ଲୋକମାନେ ନିଜ ଘର କିମ୍ବା କାର୍ର ଚାବି ଏଣେତେଣେ ରଖି ଭୁଲିଯିବା ଯୋଗୁ ସେମାନଙ୍କୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଏଭଳି ପରିସ୍ଥିତିରେ କିଛି ଲୋକ ଘରର ତାଲା ଭାଙ୍ଗିଥାନ୍ତି ନହେଲେ ନକଲି ଚାବି ତିଆରି କରିଥିବା ଲୋକଙ୍କୁ…
ରାସ୍ତା ନିର୍ମାଣ ନ ହେଲେ ଭୋଟ, ସରକାରୀ ସହାୟତା ବର୍ଜନ
ଛତ୍ରପୁର,୧୮।୬(ଡି.ଏନ୍.ଏ.): ରାସ୍ତା ନିର୍ମାଣ ନ ହେଲେ ଭୋଟ ସହ ସରକାରୀ ସହାୟତାକୁ ବର୍ଜନ କରିବେ ଗ୍ରାମବାସୀ। ଏଭଳି ଚେତାବନୀ ଦେଇଛନ୍ତି ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଠୁରୁବୁରାଇ ପଞ୍ଚାୟତ କଣଭାଗ ଗାଁର ଲୋକେ। ସ୍ବାଧୀନତାର ଦୀର୍ଘ ବର୍ଷ ପରେ ବି ଗାଁକୁ…
ଦର୍ଶକଙ୍କ ମନ ଜିଣୁଛି ଏହି ଅଭିନେତ୍ରୀଙ୍କ ଶାଢ଼ି ଲୁକ୍
ମୁମ୍ବାଇ: ସୋସିଆଲ ମିଡିଆରେ ହରିୟାଣା ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ସପ୍ନା ଚୌଧୁରୀ ଖୁବ୍ ଆକ୍ଟିଭ। ସେ ନିଜର ହଟ୍ ଲୁକ୍ ଏବଂ ସୌନ୍ଦର୍ଯ୍ୟ ପାଇଁ ଅଧିକାଂଶ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ଏବେ ଆଉ କିଛି ନୂଆ ଲୁକ୍ରେ ଫଟୋ ପୋଜ୍ ଦେଇଛନ୍ତି…
ମାତ୍ର ଗୋଟିଏ ବିଜୟ..ଇତିହାସ ରଚିଦେବ ଭାରତୀୟ ଦଳ
ଲଣ୍ଡନ,୧୮।୬: ୧୯୮୩ରେ ଭାରତୀୟ ଦଳ ପ୍ରଥମଥର ପାଇଁ ବିଶ୍ୱକପ୍ ଜିତି ଇତିହାସ ରଚିଥିଲା। ଏହାପରେ ୨୦୦୭ରେ ଟି-୨୦ ବିଶ୍ୱକପ୍, ୨୦୧୧ରେ ଦ୍ୱିତୀୟଥର ଦିନିକିଆ ବିଶ୍ୱକପ୍ ବିଜେତା ହୋଇଥିଲା। ୨୦୧୩ରେ ଚାମ୍ପିୟନ୍ସ ଟ୍ରଫି ଜିତି ଭାରତ ଆଉ ଏକ ବଡ ଉପଲବ୍ଧି ହାସଲ…
ମଣ୍ଡିରୁ ଉଠୁନି ଧାନ, ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଧାରଣା
ବରଗଡ଼ ଅଫିସ,୧୮ା୬: ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଅବ୍ୟବସ୍ଥିତ ହୋଇପଡ଼ିଛି। ମଣ୍ଡିକୁ ଚାଷୀମାନେ ଧାନ ଆଣୁଛନ୍ତି, କିନ୍ତୁ ବିଭିନ୍ନ ଆଳରେ ସେହି ଧାନକୁ ଉଠାଯାଉ ନ ଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଜିଲାର ଭେଡେନ ବ୍ଲକ ଅନ୍ତର୍ଗତ ସାହ୍ଲେପାଲି…
କରୋନାର ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ
ଭୁବନେଶ୍ୱର,୧୮ା୬(ବ୍ୟୁରୋ): କରୋନାର ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ଏସ୍ଓପି ଜାରି ସହ ଭିତ୍ତିଭୂମି ପ୍ରସ୍ତୁତି ରହିଛି ବୋଲି ଡିଏମ୍ଇଟି ସିବିକେ ମହାନ୍ତି କହିଛନ୍ତି । ଡିଏମଇଟି କହିଛନ୍ତି ଯେ, ତୃତୀୟ ଲହର ପାଇଁ ଓଡ଼ିଶା ସରକାର ପ୍ରସ୍ତୁତ…
କୋଭିଡ ନିୟମ ଉଲ୍ଲଂଘନ କଲେ ଶୀଘ୍ର ଆସିବ ତୃତୀୟ ଲହର: ହାଇକୋର୍ଟ
ନୂଆଦିଲ୍ଲୀ,୧୮।୬: ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସିଥିବା ବେଳେ ଦିଲ୍ଲୀରେ ଦୈନିକ ସଂକ୍ରମଣ ୧ପ୍ରତିଶତରୁ ବି କମ୍ ରହିଛି। ତେଣୁ ଦିଲ୍ଲୀ ସରକାର ରାଜ୍ୟରେ ଅନ୍ଲକ୍ ଘୋଷଣା କରିଛନ୍ତି। ଲକ୍ଡାଉନ ପ୍ରତିବନ୍ଧକ ହଟାଯିବା ପରେ ଦିଲ୍ଲୀ ବଜାରରେ ଦେଖାଦେଇଥିବା…
ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ଲଢ଼େଇ: ଜାଣନ୍ତୁ କେବେ, କେଉଁଠି ଦେଖିବେ ଏହି ହାଇପ୍ରୋଫାଇଲ ମ୍ୟାଚ୍
ସାଉଥାମ୍ପଟନ,୧୮।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲର ହାଇପ୍ରୋଫାଇଲ ମ୍ୟାଚ୍ ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ମୁକାବିଲା ଯିଏ ଜିତିବ ସେ ପ୍ରଥମ ଟେଷ୍ଟ ଚାମ୍ପିୟନ ହେବାର ଗୌରବ ଲାଭ କରିବାକୁ ଥିବାରୁ ଏହା ଉଭୟଦଳ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ। ଏହା ଉପରେ ଉଭୟ…
ଶୁଭେନ୍ଦୁଙ୍କଠାରୁ ହାର୍ ମାନିବାକୁ ପ୍ରସ୍ତୁତ ନାହାନ୍ତି ଦିଦି: ଜୁନ୍ ୨୪ ଶୁଣାଣି
କୋଲକତା,୧୮।୬: ପଶ୍ଚିମବଙ୍ଗର ବିଧାନସଭା ନିର୍ବାଚନରେ ନନ୍ଦିଗ୍ରାମ ଆସନରୁ ଭାଜପା ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀଙ୍କଠାରୁ ହାରିଯାଇଥିଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ପରେ ସେ ଶୁଭେନ୍ଦୁ ଅଧିକାରୀଙ୍କ ବିଜୟ ବିରୋଧରେ କଲିକତା ହାଇକୋର୍ଟରେ ପହଞ୍ଚିଛନ୍ତି। ନନ୍ଦୀଗ୍ରାମରେ ସମଗ୍ର ନିର୍ବାଚନ ପ୍ରକ୍ରିୟାକୁ ଚ୍ୟାଲେଞ୍ଜ କରି ମମତା…
ପ୍ରଥମଥର ଏପରି କରିବାକୁ ଯାଉଛନ୍ତି ସଲମାନ ଖାନ୍
ବଲିଉଡ୍ର ଦବଙ୍ଗ ଷ୍ଟାର୍ ସଲମାନ ଖାନ ତାଙ୍କର ୩୨ ବର୍ଷର କ୍ୟାରିୟରରେ ପ୍ରଥମ ଥର ପାଇଁ ଏମିତି ଏକ ଫିଲ୍ମ କରିବାକୁ ଯାଉଛନ୍ତି, ଯାହା ସେ ପୂର୍ବରୁ କରିନାହାଁନ୍ତି । ପ୍ରଥମ ଥର ପାଇଁ ସେ ଏକ ବାୟୋପିକ ଫିଲ୍ମ କରିବାକୁ…
ସାବ୍ଧାନ ଇଣ୍ଡିଆର ୨ଅଭିନେତ୍ରୀ ଗିରଫ
ମୁମ୍ବାଇ,୧୮।୬: ଟେଲି ସିରିୟଲ୍ର ପପୁଲାର ଶୋ’କ୍ରାଇମ୍ ପେଟ୍ରୋଲ ଓ ସାବ୍ଧାନ ଇଣ୍ଡିଆରେ ଅଭିନୟ କରୁଥିବା ୨ଜଣ ଅଭିନେତ୍ରୀଙ୍କୁ ମୁମ୍ବାଇ ପୋଲିସ ଗିରଫ କରିଛି। ଚୋରି ଅଭିଯୋଗରେ ୨୫ବର୍ଷୀୟ ଅଭିନେତ୍ରୀ ସୁରଭି ସୁରେନ୍ଦ୍ର ଶ୍ରୀବାସ୍ତବ ଓ ୧୯ ବର୍ଷୀୟ ମୋସିନା ମୁଖତାର ଶେଖଙ୍କୁ…

