ପ୍ରଧାନମନ୍ତ୍ରୀଙ୍କ ‘ଅମ୍ଫନ’ ସହାୟତା: ଖର୍ଚ୍ଚ କରିବାକୁ ଅନୁମତି ଦେଉନି କେନ୍ଦ୍ର
ଭୁବନେଶ୍ୱର,୮।୨(ବ୍ୟୁରୋ): ଓଡ଼ିଶା ବାତ୍ୟାପ୍ରବଣ ରାଜ୍ୟ। ଏଥିଯୋଗୁ ପ୍ରତ୍ୟେକ ବର୍ଷ ବହୁ ଧନ ଜୀବନ ନଷ୍ଟ ହେଉଛି। ବାତ୍ୟା ଦାଉରୁ ରକ୍ଷା ପାଇବା ପାଇଁ ରାଜ୍ୟ ସରକାର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଦୀର୍ଘକାଳୀନ ବାତ୍ୟା ନିରୋଧୀ ଭିତ୍ତିଭୂମି ନିର୍ମାଣ କରିବାକୁ ଯୋଜନା କରିଛନ୍ତି। ତେବେ…
୧୦ ଯାଏ ଶୀତ ଲହରି
ଭୁବନେଶ୍ୱର,୮।୨(ବ୍ୟୁରୋ): କିଛିଦିନ ଧରି ପାରଦ ସାମାନ୍ୟ ଉପରକୁ ଉଠିବା ପରେ ପୁଣି ନିମ୍ନଗାମୀ ରହିଛି। ରବିବାର ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୫.୪ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ରାଜ୍ୟର ବହୁ ଅଞ୍ଚଳରେ ୧୦ ଡିଗ୍ରୀ ତଳକୁ ରହିଛି। ବର୍ତ୍ତମାନ ରାଜ୍ୟ ମଧ୍ୟକୁ…
ପ୍ରସ୍ତାବିତ ଅଧିନିୟମକୁ ବିରୋଧ
ପୁରୀ ଅଫିସ,୮।୨: ନ୍ୟାଶନାଲ ମନୁମେଣ୍ଟ କର୍ତ୍ତୃପକ୍ଷ (ଏନ୍ଏମ୍ଏ)ଙ୍କ ପକ୍ଷରୁ ଶ୍ରୀମନ୍ଦିର ଐତିହ୍ୟ ପାଇଁ ପ୍ରସ୍ତାବିତ ଚିଠା ଅଧିନିୟମ (ବାଇ-ଲ) ଜାରି ହେବା ପରେ ଏହାକୁ ନେଇ ବିଭିନ୍ନ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଶ୍ରୀମନ୍ଦିର ଚାରିପଟେ ରହୁଥିବା ସ୍ଥାନୀୟ ବାସିନ୍ଦା…
ଯବାନଙ୍କୁ ଜାଳିଦେଲେ
ମୁମ୍ବାଇ, ୮ା୨: ଭାରତୀୟ ନୌସେନାର ଜଣେ ଯବାନଙ୍କୁ ମୁମ୍ବାଇର ପାଲଘର ଜିଲାରେ କେତେଜଣ ଦୁର୍ବୃତ୍ତ ଜିଅନ୍ତା ଜାଳିଦେଇଛନ୍ତି। ମୃତକ ହେଲେ ଝାଡଖଣ୍ଡର ସୁରଜ କୁମାର ମିଥିଲେଶ ଦୁବେ। ସେ ତାମିଲନାଡ଼ୁର କୋଏମ୍ବାଟୁରଠାରେ କାର୍ଯ୍ୟରତ ଥିଲେ। ଜାନୁୟାରୀ ୩୦ରେ ସୁୁରଜ ଘରକୁ ଫେରୁଥିବାବେଳେ…
ପୋତାଗଲା ବିପୁଳ ସସ୍, ଆଚାର
କଟକ ଅଫିସ ,୮।୨: କଟକ ଜଗତ୍ପୁର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଗୋଟିଏ ପରେ ଗୋଟିଏ ଅପମିଶ୍ରିତ ଖାଦ୍ୟ ସାମଗ୍ରୀ କାରଖାନାର ପର୍ଦ୍ଦଫାଶ ହୋଇଆସୁଛି। ସସ୍, ଆଚାରଠୁ ଆରମ୍ଭ କରି ଭିନେଗାର, ଘିଅ, ତେଲ, ମସଲାଗୁଣ୍ଡ ଆଦି ବହୁ ଭେଜାଲ ସାମଗ୍ରୀ…
ନ୍ୟୁୟର୍କ ଆସେମ୍ବ୍ଲିରେ କଶ୍ମୀର ପ୍ରସଙ୍ଗ ଗୃହୀତ
ନ୍ୟୁୟର୍କ, ୮।୨(ପି.ଟି.): ଫେବୃୟାରୀ ୫କୁ ଗଭର୍ନର ଆଣ୍ଡ୍ର୍ୟୁ କୁମୋ ‘କଶ୍ମୀର ଆମେରିକୀୟ ଦିବସ’ ଭାବେ ଘୋଷଣା କରିବା ପାଇଁ ନ୍ୟୁୟର୍କ ରାଜ୍ୟ ଆସେମ୍ବ୍ଲିରେ ଏକ ପ୍ରସ୍ତାବ ଗୃହୀତ ହୋଇଛି। ଏହାକୁ ନେଇ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଜମ୍ମୁ-କଶ୍ମୀରର ଉନ୍ନତ…
ଆଜିଠୁ ନବମ, ଏକାଦଶ
ଭୁବନେଶ୍ୱର, ୮।୨(ବ୍ୟୁରୋ): ରାଜ୍ୟରେ ସୋମବାରଠାରୁ ନବମ ଓ ଏକାଦଶ ଶ୍ରେଣୀ ଖୋଲିବ। ଦୀର୍ଘ ୧୦ମାସ ପରେ ପିଲା ସ୍କୁଲ୍ ଯାଇ ପାଠପଢ଼ିବେ। ସୋମବାରରୁ ଶନିବାର ପ୍ରତ୍ୟହ ସକାଳ ୮ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ପାଠପଢ଼ା ହେବ। ୩ଟି ପିରିୟଡ଼ରେ ଶିକ୍ଷାଦାନ…
ରାତିରେ ଚାଲିଛି ମୋରମ ଲୁଟ୍
ରୂପ୍ସା, ୮।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍ସା ଥାନା ଅଧୀନ ୬୦ନଂ. ଜାତୀୟ ରାଜପଥ ଦେଇ ନିୟମିତ ବେଆଇନ ମୋରମ ଚାଲାଣ ହେଉଥିବା ଅଭିଯୋଗ ହୋଇଛି। ରାତାରାତି ୮ରୁ ୧୦ଟି ଡମ୍ପର ଯୋଗେ ଶହ ଶହ ଟ୍ରିପ୍ ମୋରମ ଲୁଟ୍ କରାଯାଉଥିବାରୁ ସାଧାରଣରେ ଉତ୍ତେଜନା…
ସାତ ଭଉଣୀଙ୍କ ବାସସ୍ଥାନ ସାତକୁଟୁଣିଆ
ଚମ୍ପୁଆ, ୮।୨(ଡି.ଏନ.ଏ)-ଐତିହାସିକ ଓ ଭୌଗୋଳିକ ଦୃଷ୍ଟି କୋଣରୁ ଗୁରୁତ୍ୱପୁର୍ଣ୍ଣ ହୋଇପାରିଛି ଧଳା ପଥରଖଣ୍ଡ ଟିକି ପାହାଡ ସାତକୁଟୁଣିଆ। ନିର୍ଦ୍ଦିଷ୍ଟ ଏକ ଚଟାଣରେ ସାତଟି କୁଟୁଣି ଏହି ପାହାଡର ପରିଚୟ। ଏହି କୁଟୁଣି କାରଣରୁ ଏହାର ନାମ ସାତକୁଟୁଣିଆ ହୋଇପାରିଛି। ଏହି ସାତକୁଟୁଣିଆ…
ୟୁଜର୍ସଙ୍କୁ ଭାଗ ଭାଗ କରି ଦେଲା ଦମ୍ପତିଙ୍କ ଭାଇରାଲ ଫଟୋ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଫଟୋ ଭାଇରାଲ ହୋଇଥାଏ। କେତେକ ଆମକୁ ଏଣ୍ଟରଟେନ କରେ ଆଉ କିଛି ଦେଖି ଆମେ ହତବାକ୍ ହେଇଯାଉ। ଏହା ଛଡ଼ା ଆହୁରି କିଛି ଫଟୋ କିମ୍ବା ଭିଡିଓ ଭାଇରାଲ ହୁଏ, ଯାହା…
୧୮୦ ବର୍ଷ ବଞ୍ଚିବା ପାଇଁ ଏହି ବ୍ୟକ୍ତି ପ୍ରତିଥର ଖର୍ଚ୍ଚ କରୁଛନ୍ତି ଏତିକି ଟଙ୍କା, ଜାଣିଲେ…
ଆମେରିକାର ଜଣେ କୋଟିପତି ତଥା ବ୍ୟବସାୟୀ ୧୮୦ ପର୍ଯ୍ୟନ୍ତ ବଞ୍ଚିବା ପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି। ଯାହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ମାତ୍ର ଏହା ସତ। ଏଠାକାର ୪୭ ବର୍ଷୀୟ ଡେଭ୍ ଏସ୍ପ୍ରେ ଦୀର୍ଘ ଜୀବନ ହାସଲ କରିବା ପାଇଁ…
ରକ୍ତ ଶର୍କରା କମ୍ କରେ ପିଜୁଳି ପତ୍ର କାଢା
ପିଜୁଳି ଏକ ସ୍ୱାଦିଷ୍ଟ ଫଳ । ଏହା ସ୍ୱାସ୍ଥ୍ୟ ପାଇଁ ମଧ୍ୟ ଖୁବ୍ ଉପକାରୀ । ବିଶେଷ କରି ଯେଉଁମାନଙ୍କର ଡାଇବେଟିସ ବା ମଧୁମେହ ରହିଛି ସେମାନଙ୍କୁ ପିଜୁଳି ଖାଇବାକୁ ଡାକ୍ତର କହିଥାଆନ୍ତି । ତେବେ ଏହି ଫଳ ଯେତିକି ଲାଭକାରୀ…
Archives


