Home Left

ଇତିହାସ ରଚିଲା ଓ୍ବେଷ୍ଟଇଣ୍ଡିଜ୍‌

ଢାକା,୭।୨: ୱେଷ୍ଟଇଣ୍ଡିଜ କ୍ରିକେଟ୍‌ ଦଳ ଇତିହାସ ସୃଷ୍ଟି କରିଛି। ପ୍ରଥମ ଟେଷ୍ଟ ମ୍ୟାଚରେ ଆୟୋଜକ ବାଂଲାଦେଶ ପକ୍ଷରୁ ଦିଆଯାଇଥିବା ୩୯୫ ରନ୍‌ର ଲକ୍ଷ୍ୟ ହାସଲ କରି ସେ ଐତିହାସିକ ବିଜୟ ରେକର୍ଡ କରିଛନ୍ତି। ଟେଷ୍ଟ ଇତିହାସରେ ଏହା ପଞ୍ଚମ ଥର ହୋଇଛି,…

୫୭୮ରେ ଇଂଲଣ୍ଡ ଅଲଆଉଟ୍‌ ; ଟିମ୍‌ ଇଣ୍ଡିଆ ପାଇଁ ଘାତକ ସାବ୍ୟସ୍ତ ହେଲେ ବେସ୍‌

ଚେନ୍ନାଇ, ୭ା୨- ଏଠାରେ ଚାଲିଥିବା ପ୍ରଥମ କ୍ରିକେଟ ଟେଷ୍ଟ ମ୍ୟାଚ୍‌ ସମ୍ପୂର୍ଣ୍ଣ ରୂପେ ଇଂଲଣ୍ଡ ନିୟନ୍ତ୍ରଣରେ ରହିଛି। ଭ୍ରମଣକାରୀ ଦଳ ପ୍ରଥମ ଇନିଂସରେ ୫୭୮ ରନ୍‌ରେ ଅଲଆଉଟ୍‌ ହେବା ପରେ ଅନଭିଜ୍ଞ ସ୍ପିନର ଡୋମିନିକ୍‌ ବେସ୍‌ ଭାରତୀୟ ଦଳ ପାଇଁ ଘାତକ…

ବିବାହ ପୂର୍ବରୁ ପ୍ରଥମ ସ୍ତ୍ରୀଙ୍କୁ ଚିଠି ଲେଖିଥିଲେ ସୈଫ୍‌, କରିନା କହିଥିଲେ ଏମିତି…

ବଲିଉଡ ଅଭିନେତା ସୈଫ୍‌ ଅଲ୍ଲୀ ଖାନ ଏବଂ କରିନା କପୁର ଫିଲ୍ମ ଇଣ୍ଡଷ୍ଟ୍ରିରେ ସବୁଠାରୁ ଅଧିକ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଅନ୍ୟତମ। କରିନା ଖୁବ ଶୀଘ୍ର ତାଙ୍କର ଦ୍ୱିତୀୟ ସନ୍ତାନକୁ ଜନ୍ମ ଦେବାକୁ ଯାଉଛନ୍ତି। ସୈଫ୍‌ ଏବଂ କରିନା ଅଭିନୟ ବ୍ୟତିତ…

ଉତ୍ତରାଖଣ୍ଡ ପାଇଁ ସମଗ୍ର ଦେଶବାସୀ ପ୍ରାର୍ଥନା କରୁଛନ୍ତି: ପ୍ରଧାନମନ୍ତ୍ରୀ

କୋଲକତା,୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗ ଗସ୍ତ ଅଛନ୍ତି। ହଳଦିଆରେ ଆୟୋଜିତ ଏକ ସଭାକୁ ସମ୍ବୋଧିତ କରି ମୋଦି ପ୍ରଥମେ ଉତ୍ତରାଖଣ୍ଡରେ ଘଟିଥିବା ହିମସ୍ଖଳନ ନେଇ ସେ ଦୁଃଖପ୍ରକାଶ କରିଛନ୍ତି। ସେ ଲଗାତର ଅପଡେଟ୍‌ ନେଉଛନ୍ତି, ପୂରା ଦେଶ ସେଠାରେ ଫସିଥିବା…

ଚାମୋଲିରେ ହିମସ୍ଖଳନ: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ମୋଦି

ଲକ୍ଷ୍ନୌ,୭।୨: ଉତ୍ତରାଖଣ୍ଡର ଚାମୋଲିରେ ହୋଇଥିବା ହିମସ୍ଖଳନରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପ୍ରାୟ ୧୫୦ ଲୋକ ନିଖୋଜ ଥିବା କୁହାଯାଉଛି। ପ୍ରଭାବିତ ଅଞ୍ଚଳରେ ସେନାକୁ ନିୟୋଜିତ କରାଯାଇଛି। ଏଥିସହିତ ଆଇଟିବିପି ଏବଂ ଏନ୍‌ଡିଆରଏଫ୍‌ ଟିମ୍‌ ଉତ୍ତରାଖଣ୍ଡର  ପ୍ରଭାବିତ ଅଞ୍ଚଳକୁ ପଠାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଆଜି ଭୁବନେଶ୍ୱରରୁ ମାତ୍ର ଜଣେ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୭।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ଜଣକ ଲୋକାଲ କେସ୍‌ ବୋଲି ଜଣାପଡ଼ିଛି। ସହିପରି ଆଜି ଭୁବନେଶ୍ୱରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)…

ଆତ୍ମହତ୍ୟା କରିବାକୁ ଚାହୁଁଥିଲି

ବମ୍ବେ: ବିଗ୍‌ବସ୍‌ର ଚଳିତ ସିଜନ୍‌ର ସବୁଠୁ ଚର୍ଚ୍ଚିତ ପ୍ରତିଯୋଗୀ ପାଲଟିଛନ୍ତି ରୁବିନା ଦିଲୈକ। ସ୍ବାମୀ ଅଭିନବ ଶୁକ୍ଳାଙ୍କ ସହ ତାଙ୍କର ଖଟାମିଠା ମୂହୁର୍ତ୍ତକୁ ଦର୍ଶକେ ବେଶ୍‌ ପସନ୍ଦ କରୁଛନ୍ତି। ଏବେ ରୁବିନା ଶୋ’ରେ ଭାବବିହ୍ବଳ ହୋଇଥିବା ଦେଖାଯାଇଛି। ସେ ବେଶି ରାଗୁଥିବାରୁ…

ମୁଣ୍ଡ ପିଟିଦେଲେ ଅଶ୍ୱିନ୍‌

ନୂଆଦିଲ୍ଲୀ,୭।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ଚେନ୍ନାଇରେ ଖେଳାଯାଉଛି। ପ୍ରଥମ ପାଳିରେ ଇଂଲଣ୍ଡ ୫୭୮ ରନ୍‌ କରିଛି। ଭାରତୀୟ ଖେଳାଳିଙ୍କ ଖରାପ ଫିଲ୍ଡିଂର ଭରପୂର ଫାଇଦା ଉଠାଇ ଇଂଲଣ୍ଡ ବିଶାଳ ସ୍କୋର କରିଛି। ମ୍ୟାଚ୍‌ର ତୃତୀୟ ଦିନରେ ଆର୍‌…

ସ୍କୁଟିକୁ ପିଟିଲା ହାଇଓ୍ବା: ଜଣେ ମୃତ, ରାସ୍ତା ଅବରୋଧ କଲେ ଲୋକେ

ଭଦ୍ରକ ଅଫିସ,୭।୨: ଭଦ୍ରକ – ଚାନ୍ଦବାଲି ରାଜ୍ୟରାଜପଥ ସରକାର ନଗର ନିକଟରେ ରବିବାର ମଧ୍ୟାହ୍ନରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଅଛନ୍ତି । ତାଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି।…

ମାଧୁରୀଙ୍କ ସହ ପୁଣି ନଜର ଆସିବେ ଆମିର!

ମୁମ୍ବାଇ: ବଲିଉଡ୍‌ର ଜଣାଶୁଣା ନିର୍ଦ୍ଦେଶକ ଇନ୍ଦ୍ର କୁମାର ଏବେ ତାଙ୍କର ୧୭ ତମ ଫିଲ୍ମ ‘ଥ୍ୟାଙ୍କ ଗଡ’ ଶୁଟିଂରେ ବ୍ୟସ୍ତ ଅଛନ୍ତି । ଏଥିରେ ସିଦ୍ଧାର୍ଥ ମାଲହୋତ୍ରା, ରକୁଲପ୍ରିତ ସିଂ ଓ ଅଜୟ ଦେବଗନଙ୍କୁ ମୁଖ୍ୟ ଚରିତ୍ରରେ ଦେଖିବାକୁ ମିଳିବ ।…

ଅଭିଷେକ ବଚ୍ଚନ ହେବେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ: ଫିଲ୍ମ ‘ଲୁଡୋ’ରେ ନଜର ଆସିଥିବା ବଲିଉଡ୍‌ ଅଭିନେତା ଅଭିଷେକ ବଚ୍ଚନ ବର୍ତ୍ତମାନ ଖୁବ୍‌ଶୀଘ୍ର ଏକ ନୂଆ ଇଂନିସ ଆରମ୍ଭ କରିବାକୁ ଯାଉଛନ୍ତି। ଅଭିଷେକ ବଲିଉଡ୍‌ରେ ୨୦ ବର୍ଷ କ୍ୟାରିୟର ପୂରା କରିଛନ୍ତି। ସେ ଖୁବ୍‌ଶୁଘ୍ର ରାଜନୀତି କରିବେ। ଆପଣ ଭାବୁଥିବେ…

ଦୁଇଲକ୍ଷ ଟଙ୍କା ଲେହେଙ୍ଗାରେ ମଲାଇକାଙ୍କ ଗ୍ଲାମରସ ପୋଜ୍‌

ମୁମ୍ବାଇ: ବଲିଉଡ୍ ନାୟିକା ମଲାଇକା ଆରୋରା ତାଙ୍କ ଭିନ୍ନ ଅନ୍ଦାଜ ପାଇଁ ବେଶ୍ ପରିଚିତ । ଆଉ ତାଙ୍କର ଫ୍ୟାଶନ୍ ସେନ୍ସ ସମସ୍ତଙ୍କ ହୃଦୟ ଜିତିବାରେ ଏକ ନମ୍ବର । ସେଥିପାଇଁ ବୋଧହୁଏ ତାଙ୍କର ବହୁ ପ୍ରଶଂସକ ରହିଛନ୍ତି । ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri