ଅନେକରେ ଏକ ଅଶ୍ରୁମୋଚନ
ସେଇ ଶୀତସକାଳ। ସେଇ ସୋରିଷ ଫୁଲ। ସେଇ ଆମ୍ବବଉଳ। ସେଇ ବରଓହଳ। ସେଇ ଝିପିଝିପି ବର୍ଷା। ସେଇ କାଦୁଅର ରାସ୍ତା। ଧାନଭରା କିଆରି, କଇଁଭରା ପୋଖରୀ। ଡାକେ ଆଜି ହାତଠାରି, ଚାଲ ଗାଁକୁ ଯିବା ଫେରି। ଏବେ ଗାଁକୁ ଫେରିବାର ସମୟ…
ସବୁଠୁ ରାଗ ଲଙ୍କା ଖାଇ କଲେ ବିଶ୍ୱ ରେକର୍ଡ, ଆଉ ତା’ ପରେ…
ଆପଣ କେବେ ଶୁଣିଛନ୍ତି ଲଙ୍କା ଖାଇଲେ ମୃତ୍ୟୁ ହୁଏ ବୋଲି। ମାତ୍ର ଜଣେ ବ୍ୟକ୍ତି ଲଙ୍କା ଖାଇ ବିଶ୍ୱ ରେକର୍ଡ କରିବାର କିଛି ସମୟ ପରେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ପରେ ତାଙ୍କର ମୃତ୍ୟୁ ଘଟିଛି। କାନାଡାରେ ରହୁଥିବା ମାଇକ୍ ଜ୍ୟାକ୍…
ପ୍ରଥମ ରୋଜଗାର ଟଙ୍କାରେ ଠାକୁରଙ୍କ ପାଖେ କ୍ଷୀରସାଗର ଭୋଗ କରିଥିଲି: ଅମିୟବାଳା ପରିଡ଼ା
ବାପା ଯେହେତୁ ସେକ୍ରେଟାରିଏଟ୍ରେ ଚାକିରି କରୁଥିଲେ, ତେଣୁ ମୋ ଜନ୍ମ ଆଉ ପାଠପଢ଼ା ସବୁକିଛି ଭୁବନେଶ୍ୱରରେ ହୋଇଥିଲା। ୟୁନିଟ୍-୯ ବାଳିକା ଉଚ୍ଚବିଦ୍ୟାଳୟରୁ ମାଟ୍ରିକ୍ ପାସ୍ କରିବା ପରେ ବାପାଙ୍କର ନୟାଗଡ଼ ବଦଳି ହେବାରୁ ସେଠାରେ ଯୁକ୍ତ ୨ ପଢ଼ିଥିଲି। ତା’ପରେ ପୁରୀ…
ଯୁବତୀଙ୍କୁ ତଳେ ପକାଇ ହାତୀ କରୁଛି ଏମିତି, ଭିଡିଓ ଭାଇରାଲ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ…
ଆଫଗାନିସ୍ତାନକୁ କରୋନା ଭ୍ୟାକ୍ସିନ ପଠାଇଲା ଭାରତ
ମୁମ୍ବାଇ,୭ ।୨: ପୁଣିଥରେ ମାନବିକତାର ପରିଚୟ ଦେଇଛି ଭାରତ । କରୋନା ମହାମାରୀକୁ ନେଇ ସାରା ବିଶ୍ୱର ମେରୁଦଣ୍ଡ ଦୋହଲି ଯାଇଥିବା ବେଳେ ଏବେବି ମାନବିକତାର ପରିଚୟ ଦେଇ ଆଫଗାନିସ୍ତାନକୁ କରୋନା ଟିକା ଦେଇଛି ଭାରତ । ରବିବାର ମୁମ୍ବାଇ-ଦିଲ୍ଲୀ-କାବୁଲ ଏୟାର…
ଆଜି ରାଜ୍ୟରେ ୭୨ ପଜିଟିଭ୍ ଚିହ୍ନଟ, ୩୩୫୬୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୭।୨(ବ୍ୟୁରୋ): ରବିବାର ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ୭୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୬୨୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…
ତିନିଦିନ ପରେ ବି ଅନ୍ଧାରରେ ଅନ୍ଧାରୁଆ ହତ୍ୟାକାଣ୍ଡ: ପରିଚୟ ଦେଲେ ୫୦ହଜାର, ଲାଗିଲା ପୋଷ୍ଟର
ଭୁବନେଶ୍ୱର,୭।୨(ବ୍ୟୁରୋ): ଭୁବନେଶ୍ୱର ଚନ୍ଦକା ଥାନା ଅନ୍ତର୍ଗତ ଅନ୍ଧାରୁଆ ଦାସପୁର ରାସ୍ତା ପାର୍ଶ୍ୱରୁ ଗୁରୁବାର ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ଘଟଣାରେ ପୋଲିସକୁ କୌଣସି ସଫଳତା ମିଳିପାରି ନାହିଁ। ତିନିଦିନ ଧରି ଅତିରିକ୍ତ ଡିସିପିଙ୍କ ନେତୃତ୍ୱରେ ଏକ ଟିମ୍ ଘଟଣାସ୍ଥଳକୁ ବାରମ୍ବାର ଯାଇ…
ଟିକିରି ସୀମାରେ ୨ କୃଷକ ମୃତ
ନୂଆଦିଲ୍ଲୀ,୭ ।୨: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ଦିଲ୍ଲୀର ବିଭିନ୍ନ ସୀମାରେ କୃଷକମାନେ ଆନ୍ଦୋଳନରେ ବସିଛନ୍ତି । ତେବେ ରବିବାର ଆନ୍ଦୋଳନ ସ୍ଥଳରେ ଜଣେ କୃଷକ ଆତ୍ମହତ୍ୟା କରିଥିବା ବେଳେ ଅନ୍ୟଜଣଙ୍କର ହୃଦଘାତରେ ମୃତ୍ୟୁ ହୋଇଥିବା ସୂଚନା…
ଲୋପ ପାଇବ କୋଚିଲାଖାଇ ବଂଶ
ଗଣିଆ,୭ା୨(ଡି.ଏନ୍.ଏ.): ପ୍ରାକୃତିକ ଜଙ୍ଗଲ ଧ୍ୱଂସ, ଅବାଧ ଶିକାର ଓ ଜଳବାୟୁ ପରିବର୍ତ୍ତନ ଯୋଗୁ ପଶୁ ତୁଳନାରେ ପକ୍ଷୀ ବଂଶ ଦ୍ରୁତଗତିରେ ହ୍ରାସ ପାଇବାରେ ଲାଗିଛି। ବାଲିଶୁଆ, ନାହାକା ଶୁଆ, ରାଜବଣୀ ପରି କୋଚିଲାଖାଇ ପକ୍ଷୀଙ୍କୁ ଆଉ ଜଙ୍ଗଲରେ ଦେଖିବାକୁ ମିଳୁନାହିଁ। ଏଠାରେ…
ଫୋନ୍ ଦେଖୁଦେଖୁ ମା’ଙ୍କୁ ପୁଅ କହିଲା ମୋତେ ବାହା କରେଇ ଦିଅ, ଭିଡିଓ ଦେଖିଲେ…
ଆଜିକାଲି ସୋସିଆଲ ମିଡିଆରେ ଯେକୌଣସି ଜିନିଷ ଭାଇରାଲ ହେବାକୁ ଅଧିକ ସମୟ ଲାଗୁନାହିଁ। ବର୍ତ୍ତମାନ ସୋସିଆଲ ମିଡିଆରେ ଏକ ଛୋଟ ପୁଅର ଭିଡିଓ ଭାଇରାଲ ହେଉଛି। ଏହି ଭିଡିଓରେ କୁନି ପୁଅଟି ତାଙ୍କ ମା’ଙ୍କୁ ବିବାହ କରିଦିଅ ବୋଲି କହୁଛି। ଖାଲି…
ଆନ୍ଧ୍ର ନିର୍ବାଚନରେ ଓଡ଼ିଶା ପ୍ରାର୍ଥୀ, ଭୋଟର
ପାରଳାଖେମୁଣ୍ଡି,୭ା୨(ଡି.ଏନ୍.ଏ.): କୋଟିଆ ପରେ ବର୍ତ୍ତମାନ ଗଜପତି ଜିଲା ଗଙ୍ଗାବାଡର କେତେକ ଗ୍ରାମ ଉପରେ ଆନ୍ଧ୍ର ପକାଇଛି ଲୋଲୁପ ଦୃଷ୍ଟି। ବିଭିନ୍ନ ଯୋଜନାରେ ଲୋକଙ୍କୁ ସାମିଲ କରିବା ସହ ବର୍ତ୍ତମାନ ଫେବୃୟାରୀ ୧୩ରେ ପଞ୍ଚାୟତ ନିର୍ବାଚନରେ ଓଡ଼ିଶାରୁ ପ୍ରାର୍ଥୀ ଦେଇଛି। ଜିଲାର ରାୟଗଡ…
ଲିଭ୍ ଇନ୍ ପାର୍ଟନରଙ୍କୁ ହତ୍ୟା କରି ବାଥ୍ରୁମ୍ କାନ୍ଥରେ ସିମେଣ୍ଟ ଦେଲେ ଯୁବକ
ପାଲଘର, ୭।୨: ମହାରାଷ୍ଟ୍ର ପାଲଘରରେ ଜଣେ ଯୁବକ ତାଙ୍କ ଲିଭ୍ ଇନ୍ ପାର୍ଟନରଙ୍କୁ ଫିଲ୍ମ ଷ୍ଟାଇଲ୍ରେ ହତ୍ୟା କରିଛନ୍ତି। ସ୍ଥାନୀୟ ବୃନ୍ଦାବନ ଦର୍ଶନ କମ୍ପ୍ଲେକ୍ସ୍ରେ ଫ୍ଲାଟ୍ ନମ୍ବର ୧୦୧ରେ ବାସରୁଥିବା ସୂରଜ ହଲମଲ୍କର ନାମକ ଜଣେ ଯୁବକ ତାଙ୍କ ଲିଭ୍ ଇନ୍…
Archives


