ନେଇଛି ୧୪୦ ହଜାର କୋଟି, ଦେଇଛି ୧୪ ହଜାର କୋଟି
ଭୁବନେଶ୍ୱର,୬।୨(ବ୍ୟୁରୋ): ୨୦୨୧-୨୨ ଆର୍ଥିକବର୍ଷ ପାଇଁ କେନ୍ଦ୍ରରେ ଭାଜପା ପରିଚାଳିତ ଏନ୍ଡିଏ ସରକାର ଆଣିଥିବା ରେଳ ବଜେଟରେ ଓଡ଼ିଶା ପ୍ରତି ହୋଇଥିବା ଅଣଦେଖାକୁ ନେଇ ବିଜେଡି ଭାଜପାକୁ ଜୋରଦାର ସମାଲୋଚନା କରିଛି। ଏ ନେଇ ଭାଜପାର ରାଜ୍ୟ ନେତ୍ୱତ୍ୱଙ୍କୁ ଜବାବ ତଲବ କରିଛି।…
କୁଡ଼ିଆରେ ଜଳିଗଲେ ମହିଳା
ଢେଙ୍କାନାଳ ଅଫିସ/ କାମାକ୍ଷାନଗର(ଡି.ଏନ.ଏ.), ୬।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କଣ୍ଟାପାଳ ପଞ୍ଚାୟତ ଅନ୍ତର୍ଗତ ଚୁନରଗଡ଼ି ଗ୍ରାମର ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ କୁଡ଼ିଆରୁ ଶୁକ୍ରବାର ଜବତ କରାଯାଇଛି। ମୃତକ ହେଲେ ରିଙ୍କି ମହାଖୁଡ଼ (୨୬)। ଘଟଣା ପରେ ସ୍ବାମୀ ନବକିଶୋର…
ରତନ ଟାଟାଙ୍କୁ ଭାରତରତ୍ନ ଦେବାକୁ ଦାବି: ରତନ କହିଲେ ଆପଣଙ୍କ ଭାବନକୁ ସ୍ୱାଗତ କରୁଛି
ନୂଆଦିଲ୍ଲୀ, ୬ ।୨: ସୋସିଆଲ ମିଡିଆରେ ଜଣାଶୁଣା ଉଦ୍ୟୋଗପତି ରତନ ଟାଟାଙ୍କୁ ଭାରତରତ୍ନ ଦେବାକୁ ବାଦି ଉଠିଛି । ଏହାକୁ ନେଇ ଟାଟା ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି ଆପଣଙ୍କ ଭାବନାକୁ ସ୍ୱାଗତ କରୁଛି ହେଲେ ଏଭଳି କ୍ୟାମ୍ପେନ…
ଓସ୍କାର ବିଜେତା ଅଭିନେତାଙ୍କ ପରଲୋକ
ଓସ୍କାର ବିଜେତା ଅଭିନେତା ଖ୍ରୀଷ୍ଟୋଫର ପ୍ଲମରଙ୍କର ଶୁକ୍ରାବର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୯୧ ବର୍ଷ ହୋଇଥିଲା। ଏ ନେଇ ଖ୍ରୀଷ୍ଟୋଫରଙ୍କ ମ୍ୟାନେଜର ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ବିଗତ କିଛି ଦିନ ହେବ ଖ୍ରୀଷ୍ଟୋଫର ଅସୁସ୍ଥ ଥିଲେ। ଶେଷ…
୧ ବନାମ ୧୭ ଗାଁ
ନୟାଗଡ଼ ଅଫିସ,୬।୨: ଜଙ୍ଗଲ ମଧ୍ୟରେ ରାସ୍ତା ନିର୍ମାଣକୁ ନେଇ ସାଢ଼େ ୩ ବର୍ଷରୁ ଲାଗିରହିଥିବା ବିବାଦ ଗୁରୁବାର ବିଳମ୍ବିତ ରାତିରୁ ଉଗ୍ରରୂପ ନେଇଛି। ନୟାଗଡ ସଦରଥାନା ଅନ୍ତର୍ଗତ ମାଳିସାହି, ଢେଙ୍କେଣା ଓ ଖଣ୍ଡୁଗଁା ପଞ୍ଚାୟତର ୧୭ଟି ଗଁାର ଲୋକେ ଗୁଡୁପାଙ୍ଗି-ଦେଉଳି ରାସ୍ତାର…
ମେ’ ୩ରୁ ମାଟ୍ରିକ ପରୀକ୍ଷା, ଖୁବ୍ଶୀଘ୍ର କାର୍ଯ୍ୟସୂଚୀ
ଭୁବନେଶ୍ୱର, ୬।୨(ବ୍ୟୁରୋ): ମେ’ ୩ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ୧୫ ତାରିଖରେ ସରିବ। ଖୁବ୍ଶୀଘ୍ର ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇବ। ତେବେ ମେ’ ୩ ରୁ ୧୨ ପର୍ଯ୍ୟନ୍ତ ସଂସ୍କୃତ ମଧ୍ୟମା ପରୀକ୍ଷା ଓ ୧୫ ପର୍ଯ୍ୟନ୍ତ ଓଡ଼ିଶା ମୁକ୍ତ…
ମୁଖ୍ୟ ଶାସନ ସଚିବଙ୍କୁ ଲୋକାୟୁକ୍ତଙ୍କ ରିପୋର୍ଟ ତଲବ
ଭୁବନେଶ୍ୱର,୬।୨(ବ୍ୟୁରୋ): ୨୦୧୫ରୁ ୨୦୨୦ ମସିହା ମଧ୍ୟରେ ୬୯ଜଣ ଅଧିକାରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆସିଛି। ଏ ସଂକ୍ରାନ୍ତ ମାମଲାର ତଦନ୍ତ ପ୍ରକ୍ରିୟାକୁ ଓଡ଼ିଶା ସରକାର ଚାପି ରଖିବା ସହ ରିପୋର୍ଟ ପ୍ରଦାନରେ ଅନେକ ଶିଥିଳତା ପ୍ରଦାନ କରିଥିବା ନେଇ ଲୋକାୟୁକ୍ତଙ୍କ ନିକଟରେ…
୨୦ ଓଏଫ୍ଏସ୍ ଅଫିସରଙ୍କୁ ଆଇଏଫ୍ଏସ୍ ପାହ୍ୟା
ଭୁବନେଶ୍ୱର, ୬।୨(ବ୍ୟୁରୋ): ରାଜ୍ୟର ମୋଟ ୨୦ଜଣ ଓଏଫ୍ଏସ୍ (ଓଡ଼ିଶା ବନ ସେବା) ଅଫିସରଙ୍କୁ ଆଇଏଫ୍ଏସ୍ (ଭାରତୀୟ ବନ ସେବା) ପାହ୍ୟାକୁ ପଦୋନ୍ନତି ମିଳିଛି। ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ଏହି ପଦୋନ୍ନତି ତାଲିକା ପ୍ରକାଶ ପାଇଛି। ୟୁପିଏସ୍ସି…
ବାଲେଶ୍ୱରରେ ହେବ ବଜ୍ରପାତ ଗବେଷଣା କେନ୍ଦ୍ର
ଭୁବନେଶ୍ୱର,(ବ୍ୟୁରୋ)/ବାଲେଶ୍ୱର ଅଫିସ, ୬।୨: ଦେଶର ପ୍ରଥମ ବଜ୍ରପାତ ଗବେଷଣା କେନ୍ଦ୍ର (ଥଣ୍ଡରଷ୍ଟର୍ମ ରିସର୍ଚ୍ଚ ଟେଷ୍ଟ ବେଡ୍) ବାଲେଶ୍ୱରରେ ପ୍ରତିଷ୍ଠା ହେବ। ଶୁକ୍ରବାର ଭାରତୀୟ ପାଣିପାଗ ବିଭାଗ ଡାଇରେକ୍ଟର ଜେନେରାଲ ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି। ଖୁବ୍ଶୀଘ୍ର ଏ ଦିଗରେ ଭୂ-ବିଜ୍ଞାନ…
ମାର୍ଚ୍ଚରେ ବରିଷ୍ଠ ନାଗରିକଙ୍କୁ ମିଳିବ କରୋନା ଟିକା!
ନୂଆଦିଲ୍ଲୀ,୬ ।୨: କେନ୍ଦ୍ର ସ୍ୱାସ୍ଥ ମନ୍ତ୍ରୀ ହର୍ଷବର୍ଦ୍ଧନ ଶୁକ୍ରବାର ଲୋକ ସଭାରେ କହିଥିଲେ କି ସାଧାରଣ ବଜେଟରେ କରୋନା ଟିକାକରଣ ପାଇଁ ୩୫ ହଜାର କୋଟି ଟଙ୍କା ଆବଣ୍ଟନ କରାଯାଇଛି । ଯଦି ଆବଶ୍ୟକ ପଡେ ତେବେ ଏଥିପାଇଁ ଆହୁରି ଅଧିକ…
ଜେଲକୁ ଫେରିଲେ ରାକେଶ
ଯାଜପୁର ଅଫିସ/ରସୁଲପୁର/ଯାଜପୁର ଟାଉନ(ଡି.ଏନ.ଏ.),୬।୨: ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକ (୨୧)ଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା ଦିନକୁ ଦିନ ଭିନ୍ନମୋଡ ନେଉଛି। ଘଟଣାର ୧୦ ଦିନ ଅତିକ୍ରାନ୍ତ ହୋଇ ସାରିଥିଲେ ହେଁ ପୋଲିସ ମୃତ୍ୟୁର କାରଣ ଖୋଜିବାରେ ବିଫଳ…
ଆଜିଠୁ ପୋଲିସ ନେବେ କରୋନା ଟିକା
ଭୁବନେଶ୍ୱର,୬।୨(ବ୍ୟୁରୋ): କରୋନା ଲଢେଇରେ ନିଜ ଜୀବନକୁ ବାଜି ଲଗାଇ ଆଗ ଧାଡିର ଯୋଦ୍ଧା ସାଜିଥିବା ପୋଲିସଙ୍କୁ ଟିକାକରଣରେ ସାମିଲ କରାଯାଇଛି। ରାଜ୍ୟରେ କାର୍ଯ୍ୟରତ ସମସ୍ତ ପୋଲିସ କର୍ମଚାରୀଙ୍କୁ କରୋନା ଟିକା ଦିଆଯିବ। ଶନିବାର ସକାଳ ୯ଟାରେ କଟକ ନେତାଜୀ ଇନ୍ଡୋର ଷ୍ଟାଡିୟମ…
Archives


