ଟିକା ନ ନେଲେ କଟିପାରେ ଦରମା
ଭୁବନେଶ୍ୱର, ୬।୨(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ପ୍ରଥମ ପର୍ଯ୍ୟାୟ କରୋନା ଟିକାକରଣ ଚାଲିଛି। ସ୍ବାସ୍ଥ୍ୟକର୍ମୀ ଓ ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ଟିକା ଦିଆଯାଉଛି। ତେବେ ଅଧିକାଂଶ କୋଓ୍ବିନ୍ ଆପ୍ରେ ପଞ୍ଜୀକରଣ କରି ଆସୁ ନ ଥିବାରୁ ଟିକାଦାନ ହାର ବଢ଼ୁନି। କଟକ ସମେତ କେତେକ…
ମୁଣ୍ଡ ପାଇଁ ମୁଣ୍ଡବିନ୍ଧା
ଭୁବନେଶ୍ୱର,୬।୨(ବ୍ୟୁରୋ): ରାଜଧାନୀ ଉପକଣ୍ଠ ଚନ୍ଦକା ଥାନାର ଅନ୍ଧାରୁଆ ଦାସପୁର ରାସ୍ତା ପାର୍ଶ୍ୱରୁ ଗୁରୁବାର ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ଘଟଣାକୁ ନେଇ ପୋଲିସ ତଦନ୍ତକୁ ଜୋର୍ଦାର କରିଛି। ଅପରାଧୀମାନେ ମୁଣ୍ଡକୁ କାଟି ନେଇଯାଇଥିବାରୁ ମହିଳାଙ୍କ ପରିଚୟ ମିଳିପାରୁନି। ଏଥିସହ ଅଭିଯୁକ୍ତଙ୍କୁ ଧରି…
ଘର ବଜେଟ ବି ବିଗାଡ଼ି ଦେଲେ ମୋଦି ସରକାର
ନୂଆଦିଲ୍ଲୀ, ୬।୨: ଦେଶରେ ବଢୁଥିବା ମହଙ୍ଗା ସ୍ଥିତିକୁ ନେଇ କଂଗ୍ରେସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଆରମ୍ଭ କରିଛି। ଏସମ୍ପର୍କରେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଲଗାତାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରୁଛନ୍ତି। ଏହି ମର୍ମରେ ଶନିବାର ଟୁଇଟ୍ କରି…
୮ରୁ ଇଗ୍ନୋ ପରୀକ୍ଷା
ଭୁବନେଶ୍ୱର, ୬।୨(ବ୍ୟୁରୋ): ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ବ ବିଦ୍ୟାଳୟ (ଇଗ୍ନୋ)ର ଡିସେମ୍ବର-୨୦୨୦ ଟର୍ମ ଶେଷ ପରୀକ୍ଷା ଆସନ୍ତା ୮ରୁ ଆରମ୍ଭ ହେବ। ଏହା ମାର୍ଚ୍ଚ ୧୩ରେ ସରିବ। ଇଗ୍ନୋ ଆଞ୍ଚଳକ କେନ୍ଦ୍ରର ନିର୍ଦ୍ଦେଶକ ଡ. ଏସ୍.କେ. ତ୍ରିପାଠୀଙ୍କ ସୂଚନାନୁସାରେ, ଏଥର…
କୃଷକ ଆନ୍ଦୋଳନ: ପ୍ରଧାନମନ୍ତ୍ରୀଙ୍କ ଟେଲିଫୋନ ନମ୍ବର ମାଗୁଛନ୍ତି କୃଷକ ନେତା
ନୂଆଦିଲ୍ଲୀ,୬ ।୨: କେନ୍ଦ୍ର କୃଷି ଆଇନର ବିରୋଧ କରି ଆଜକୁ ପ୍ରାୟ ୨ ମାସରୁ ଊର୍ଦ୍ଧ୍ୱ ସମୟ ହେବ ଆନ୍ଦୋଳନରେ ବସିଛନ୍ତି କୃଷକ । କେନ୍ଦ୍ର ସରକାରଙ୍କ ସହ କଥା ହୋଇଥିଲେ ବି ଏହାର କୌଣସି ସମାଧାନ ଏପର୍ଯ୍ୟନ୍ତ ବାହାରି ପାରୁ…
ଗଞ୍ଜା ଥାନା ହାଜତରେ ଅଟକ
ହାଇଦ୍ରାବାଦ, ୬।୨: କୌଣସି ଅଭିଯୋଗ ହେଲେ ଅଭିଯୁକ୍ତଙ୍କୁ ଥାନା ହାଜତରେ ଅଟକ ରଖାଯାଇଥାଏ। ତେବେ ତେଳଙ୍ଗାନାରେ ୨ ଗଞ୍ଜାଙ୍କୁ ୨୫ ଦିନ ଥାନା ହାଜତରେ ରହିବାକୁ ପଡ଼ିଛି। ଏହି ଘଟଣା ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଗଞ୍ଜା ଲଢ଼େଇ…
ଟ୍ରମ୍ପ୍ଙ୍କୁ ମିଳିବନି ସୁରକ୍ଷା ସୂଚନା
ଓ୍ବାଶିିଂଟନ,୬।୨: ଆମେରିକା ଇତିହାସରେ ପ୍ରଥମ ଥର ପାଇଁ ଏକ ଘଟଣା ଘଟିବାକୁ ଯାଉଛି। ପୂର୍ବତନ ରାଷ୍ଟ୍ରପତିଙ୍କୁ ଦେଶର ସୁରକ୍ଷା ସମ୍ପର୍କିତ ସୂଚନା ଯୋଗାଇ ଦିଆଯିବା ଏକ ପ୍ରକାର ସୌଜନ୍ୟତା। ମାତ୍ର ବିଦାୟୀ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କୁ ସୁରକ୍ଷା ସମ୍ପର୍କିତ କୌଣସି ସୂଚନା…
ୟୁପିଏସ୍ସି ପ୍ରିଲିମ୍ ପାଇଁ ଆଉ ଏକ ସୁଯୋଗ
ନୂଆଦିଲ୍ଲୀ, ୬ା୨: କୋଭିଡ୍ ଯୋଗୁ ଅକ୍ଟୋବର ୨୦୨୦ରେ ଅନୁଷ୍ଠିତ ୟୁନିୟନ ପବ୍ଲିକ ସର୍ଭିସ କମିଶନ (ୟୁପିଏସ୍ସି) ପ୍ରିଲିମ୍ ପରୀକ୍ଷାରୁ ବଞ୍ଚିତ ହୋଇ ଶେଷ ସୁଯୋଗ ହରାଇଥିବା ଆଶାୟୀମାନଙ୍କୁ ଆଉ ଏକ ସୁଯୋଗ ମିଳିବ। ଏ ନେଇ କେନ୍ଦ୍ର ସରକାର ଶୁକ୍ରବାର ସୁପ୍ରିମକୋର୍ଟଙ୍କୁ…
‘ଆଇନରେ କଳା କେଉଁଠି କୁହ’
ନୂଆଦିଲ୍ଲୀ, ୬।୨(ପି.ଟି.): ବିବାଦୀୟ କୃଷି ଆଇନକୁ ପ୍ରତ୍ୟାହାର କରାଯାଇ ତାହା ସ୍ଥାନରେ ବିସ୍ତୃତ ବିଚାର ବିମର୍ଶ କରି ନୂଆ ଆଇନ ଅଣାଯାଉ ବୋଲି ଶୁକ୍ରବାର ରାଜ୍ୟ ସଭାରେ ଶିବସେନା, ଶିରୋମଣି ଅକାଳୀ ଦଳ, ଏନ୍ସିପି, ସମାଜବାଦୀ ପାର୍ଟି ଏବଂ ବାମଦଳଗୁଡ଼ିକ ଦାବି…
ମହାପଞ୍ଚାୟତକୁ ବିପୁଳ ସମର୍ଥନ
ଶାମଲି (ୟୁପି), ୬।୨: ପ୍ରଶାସନର ନିଷିଦ୍ଧାଦେଶକୁ ଭ୍ରୂକ୍ଷେପ ନ କରି ଶୁକ୍ରବାର ଉତ୍ତରପ୍ରଦେଶର ଶାମଲିଠାରେ ହଜାର ହଜାର ଚାଷୀ କିଷାନ ମହାପଞ୍ଚାୟତରେ ଯୋଗଦେଇଛନ୍ତି। ଦିଲ୍ଲୀ ସୀମାରେ ଆନ୍ଦୋଳନରତ କୃଷକଙ୍କ ସମର୍ଥନରେ ଏହି ମହାପଞ୍ଚାୟତର ଆୟୋଜନ କରାଯାଇଥିଲା। ଦୁଇଦିନ ପୂର୍ବରୁ କୋଭିଡ୍ କଟକଣା…
ଆଇପିଏଲ ଅକ୍ଶନ: ଶ୍ରୀସନ୍ଥଙ୍କ ବେସ ପ୍ରାଇସ୍ ୭୫ ଲକ୍ଷ, ସର୍ବନିମ୍ନ ପାହ୍ୟାରେ ଅର୍ଜୁନ
ଚେନ୍ନାଇ, ୬ା୨- ଫେବୃୟାରୀ ୧୮ରେ ହେବାକୁ ଥିବା ବହୁ ପ୍ରତିକ୍ଷୀତ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ନିଲାମ ପ୍ରକ୍ରିୟାରେ ୧୦୯୭ ଜଣ ଖେଳାଳିଙ୍କ ନାମ ପଞ୍ଜୀକୃତ କରାଯାଇଛି। ସେମାନଙ୍କ ମଧ୍ୟରେ ରହିଛନ୍ତି ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ, ବାଂଲାଦେଶ ଅଲରାଉଣ୍ଡର ଶକିବ…
ଦଳଦଳ ହେଲେଣି ଦଳ
ନୂଆଦିଲ୍ଲୀ, ୬।୨(ପି.ଟି.): ପଞ୍ଜୀକୃତ ଅଣସ୍ବୀକୃତ ରାଜନୈତିକ ଦଳ ସଂଖ୍ୟା ୨୦୧୦ରୁ ୨୦୧୯ ମଧ୍ୟରେ ଦୁଇଗୁଣ ବୃଦ୍ଧି ପାଇଛି। ଆସୋସିଏଶନ ଫର୍ ଡେମୋକ୍ରାଟିକ୍ ରିଫର୍ମସ୍ (ଏଡିଆର୍) ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଏହା କୁହାଯାଇଛି। ଅଣସ୍ବୀକୃତ ଦଳ ଅର୍ଥ ଯେଉଁମାନେ ନୂଆ ପଞ୍ଜୀକୃତ ହୋଇଛନ୍ତି…
Archives


