Home Left

ଚାଇନାକୁ ବାଇଡେନ୍‌ଙ୍କ ବାର୍ତ୍ତା: ଆମେରିକା ଇଜ୍ ବ୍ୟାକ୍‌

ୱାଶିଂଟନ,୫ ।୨: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ ପ୍ରଥମଥର ଲାଗି ଗୁରୁବାର ତାଙ୍କର ରାଜନୈତିକ ଉଦ୍‌ବୋଧନ ଦେଇଛନ୍ତି । ଏହି ସମୟରେ ସେ ଚାଇନାକୁ ଏକ କଡା ବାର୍ତ୍ତା ଦେଇ କହିଛନ୍ତି ‘ଆମେରିକା ଇଜ୍ ବ୍ୟାକ୍‌’ । ସେ…

ପର୍ଯ୍ୟଟକଙ୍କ ପାଇଁ ହେଲ୍ପଲାଇନ୍‌ ନମ୍ବର ଜାରି

ପୁରୀ ଅଫିସ,୫।୨: ପର୍ଯ୍ୟଟକଙ୍କ ପାଇଁ ପୁରୀ ପୋଲିସ ଗୁରୁବାର ହେଲ୍ପଲାଇନ୍‌ ନମ୍ବର ଜାରି କରିଛି। ୬୩୭୦୯୬୭୧୦୦ ନମ୍ବରରେ କଲ୍‌ କରି ପର୍ଯ୍ୟଟକମାନେ ପୁରୀ ପୋଲିସ ସହ ଯେକୌଣସି ସମୟରେ ଯୋଗାଯୋଗ କରିପାରିବେ। ଗତ ୨ତାରିଖରେ ପର୍ଯ୍ୟଟକ ଦମ୍ପତିଙ୍କୁ ଜଣେ ବସ୍‌ ଡ୍ରାଇଭର…

ପାକିସ୍ତାନରେ ସର୍ଜିକାଲ ଷ୍ଟ୍ରାଇକ କଲା ଇରାନ

ଇସଲାମାବାଦ,୫।୨: ପାକିସ୍ତାନ ଭିତରେ ପ୍ରବେଶ କରି ସର୍ଜିକାଲ ଷ୍ଟ୍ରାଇକ କରିଛି ଇରାନ। ଇରାନର ରିଭୋଲ୍ୟୁସନାରୀ ଗାର୍ଡ(ଆଇଆରଜିସି) ପକ୍ଷରୁ ଗୁଇନ୍ଦା ସୂଚନା ଆଧାରରେ ପାକିସ୍ତାନରେ ଅପରେସନ କରିଥିଲା ବୋଲି କୁହାଯାଇଛି। ଇରାନ ସର୍ଜିକାଲ ଷ୍ଟ୍ରାଇକ କରି ବାଲୋଚ ଆତଙ୍କବାଦୀଙ୍କ କଳବରେ ଥିବା ନିଜ…

ଥଇଥାନ ପରେ ଉଚ୍ଛେଦ ହେଉ

ପୁରୀ ଅଫିସ,୫।୨: ଶ୍ରୀମନ୍ଦିର ଚତୁଃପାର୍ଶ୍ୱସ୍ଥ ୭୫ମିଟର ସୁରକ୍ଷା ଜୋନ୍‌ରେ ବିକ୍ରିବଟା କରିବାର ଅଧିକାର କାହାରି ନାହିଁ। ଏ ନେଇ ପୂର୍ବରୁ ପ୍ରଶାସନ ପକ୍ଷରୁ ସ୍ପଷ୍ଟୀକରଣ ଦିଆସରିଛି। ଯେ କେହି ବି ଦୋକାନ କରି ବ୍ୟବସାୟ କରୁଥିଲେ ତାହା ସାମୟିକ ଥିଲା ଓ…

ବିପଦସଙ୍କୁଳ ଅଙ୍ଗନଓ୍ବାଡି କେନ୍ଦ୍ରରେ ପାଠପଢ଼ା

ଗୋପ,୫।୨(ଡି.ଏନ୍‌.ଏ): ଗୋପ ବ୍ଲକରେ ଅନେକ ଅଙ୍ଗନଓ୍ବାଡି କେନ୍ଦ୍ର ଅଧାପନ୍ତରିଆ ଅବସ୍ଥାରେ ପଡ଼ିରହିଛି। ଇତିମଧ୍ୟରେ ଧାର୍ଯ୍ୟ ସମୟସୀମା ଶେଷ ହୋଇଯାଇଥିଲେ ସୁଦ୍ଧା ଅନେକ ଗୃହ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇପାରିନାହିଁ। ଫଳରେ କୋମଳମତି ଶିଶୁମାନେ ବିପଦସଙ୍କୁଳ ଗୃହରେ ପାଠ ପଢିବାକୁ ବାଧ୍ୟ ହେଉଛନ୍ତି।…

ସାମୁଦ୍ରିକ ଜୀବ ଗବେଷଣା କେନ୍ଦ୍ର ପ୍ରତିଷ୍ଠା କରାଯାଉ

କେନ୍ଦ୍ରାପଡ଼ା ଅଫିସ,୫।୨: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବାରହାପୁରଠାରେ ଗହୀରମଥା ମେରାଇନ ଟର୍ଟଲ ପ୍ରୋଟେକଶନ ଆଣ୍ଡ ମାନଗ୍ରୁଭ କଞ୍ଜରଭେଶନ ସୋସାଇଟିର ଏକ ଆଲୋଚନାଚକ୍ର ଗୁରୁବାର ଅନୁଷ୍ଠିତ ହୋଇଥିଲା। ସୋସାଇଟି ସଭାପତି ସତ୍ୟପ୍ରକାଶ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆଲୋଚନାଚକ୍ରରେ ସାମୁଦ୍ରିକ ଜୀବ ଗବେଷଣା…

କଂଗ୍ରେସକୁ ମିଳିଛି ୧୩୯ କୋଟି ଟଙ୍କା ଚାନ୍ଦା

ନୂଆଦିଲ୍ଲୀ,୫।୨: ୨୦୧୯-୨୦ରେ କଂଗ୍ରେସକୁ ମିଳିଥିବା ଚାନ୍ଦା ରିପୋର୍ଟକୁ ସାର୍ବଜନୀନ କରିଛନ୍ତି ନିର୍ବାଚନ ଆୟୋଗ। କଂଗ୍ରେସକୁ ୨୦୧୯-୨୦ରେ ୧୩୯ କୋଟି ଟଙ୍କା ଚାନ୍ଦା ମିଳିଥିବା ଜଣାପଡିଛି। ପାର୍ଟି ଫଣ୍ଡରେ ସବୁଠୁ ଅଧିକ ଯୋଗଦାନ ବରିଷ୍ଠ ନେତା କପିଲ ସିବଲ ଦେଇଛନ୍ତି। ସେ ୩…

ଜମ୍ମୁ-କଶ୍ମୀରର କିଛି ଅଞ୍ଚଳରେ ପାକିସ୍ତାନର ମୋବାଇଲ ସିଗନାଲ୍‌: ସତର୍କ କଲା ସୁରକ୍ଷା ଏଜେନ୍ସି!

ଜମ୍ମୁ,୫ ।୨: ଜମ୍ମୁ ସହର ନିକଟରେ ଥିବା କିଛି ଅଞ୍ଚଳରେ ପାକିସ୍ତାନର ମୋବାଇଲ ଟାୱାର ସିଗନାଲ ମିଳିବା ଫଳରେ ହଇଚଇ ସୃଷ୍ଟି ହୋଇଛି । ଏହାପରେ ସୁରକ୍ଷା ଏଜେନ୍ସି ପକ୍ଷରୁ ସିଗନାଲ ମିଳିଥିବା ଅଞ୍ଚଳରେ ସତର୍କ ସୂଚନା ଜାରି କରାଯାଇଛି ।…

ଝିଅ ଜନ୍ମର କିଛି ସମୟ ପୂର୍ବରୁ କ’ଣ କରୁଥିଲେ ବିରାଟ କୋହଲି, କଲେ ଖୁଲାସା

ଭାରତୀୟ ଅଧିନାୟକ ବିରାଟ କୋହଲି ନିକଟରେ କନ୍ୟା ସନ୍ତାନର ପିତା ହେବାର ସୌଭାଗ୍ୟ ଲାଭ କରିଛନ୍ତି। ଅଷ୍ଟ୍ରେଲିଆରେ ବିଜୟ ତାଙ୍କ ଦଳ ପାଇଁ ସବୁଠାରୁ ସ୍ବତନ୍ତ୍ର ସିରିଜ ଥିଲା ବୋଲି କୋହଲି ଇଲଂଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ପୂର୍ବରୁ ସୂଚନା ଦେଇଛନ୍ତି।…

ଖୋର୍ଦ୍ଧା ଲଜ୍‌ରୁ ବ୍ରହ୍ମପୁର ଛାତ୍ରଙ୍କ ମୃତଦେହ ଜବତ

ଖୋର୍ଦ୍ଧା ଅଫିସ,୫।୨: ଭୁବନେଶ୍ୱରସ୍ଥିତ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ମନରୁ ନ ଲିଭୁଣୁ ଗୁରୁବାର ଖୋର୍ଦ୍ଧାର ଏକ ଲଜରୁ ଟାଉନ ପୋଲିସ ବ୍ରହ୍ମପୁରର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରଙ୍କ ମୃତଦେହ ଜବତ…

୧୪୪ରେ ପହଞ୍ଚିଲା ପୋଷ୍ୟ ବିଦ୍ୟାଳୟ

ଭୁବନେଶ୍ୱର, ୪ା୨(ବ୍ୟୁରୋ): ‘ମୋ ସ୍କୁଲ ଅଭିଯାନ’ ଅଧୀନରେ ଆରମ୍ଭ ହୋଇଥିବା ‘ସ୍କୁଲ ଆଡ୍‌ପଶନ କାର୍ଯ୍ୟକ୍ରମ’କୁ ସମଗ୍ର ରାଜ୍ୟରୁ ବିପୁଳ ସମର୍ଥନ ମିଳିଛି। ରାଜ୍ୟର ବହୁ ବିଶିଷ୍ଟ ଏବଂ ଜଣାଶୁଣା ବ୍ୟକ୍ତିଙ୍କ ସହ ବିଭିନ୍ନ ବର୍ଗର ଜନସାଧାରଣ ଏଥିରେ ସାମିଲ ହୋଇଛନ୍ତି। ବର୍ତ୍ତମାନ…

ବିଦେଶକୁ ଲମ୍ବିଛି ନୀଳରକ୍ତ କଙ୍କଡ଼ା ର଼୍ୟାକେଟ୍‌

ମହାକାଳପଡ଼ା,୫।୨(ଡି.ଏନ୍‌.ଏ.): ପ୍ରଶାନ୍ତ ମହାସାଗର ଓ ଭାରତ ମହାସାଗରରେ ବିରଳ ପ୍ରଜାତିର ସାମୁଦ୍ରିକ ନୀଳରକ୍ତ କଙ୍କଡ଼ା ବହୁଳ ମାତ୍ରାରେ ଦେଖାଯାଇଥାନ୍ତି। ବଙ୍ଗୋପସାଗରର ଓଡ଼ିଶା ଉପକୂଳ ସନ୍ତସନ୍ତିଆ ହେନ୍ତାଳ ଜଙ୍ଗଲ ଓ ବାଲିଚରରେ ମଧ୍ୟ ଏମାନେ ଦେଖିବାକୁ ମିଳିଥାନ୍ତି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri