ଆଉ ଚାଲିବନି ବାହାନା! ଖେଳାଳିଙ୍କ ପାଇଁ BCCIର କଡ଼ା ନିୟମ, ବଦଳିଲା…
ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ୩ ମ୍ୟାଚରେ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇସାରିଛି। ତେବେ ଏହି ଚୟନ ସହ କିଛି ଖେଳାଳିଙ୍କ ପାଇଁ ଫିଟନେସ୍କୁ ନେଇ ସର୍ତ୍ତ ରଖାଯାଇଛି। ନୀତୀଶ କୁମାର ରେଡ୍ଡୀ, ଜସପ୍ରୀତ ବୁମରାହ, ୱାଶିଂଟନ ସୁନ୍ଦର…
ଜନ୍ମାଷ୍ଟମୀରେ ମହାଲକ୍ଷ୍ମୀ ରାଜଯୋଗ: ସେପ୍ଟେମ୍ୱର ୪ରୁ ଗରିବ ରହିବେନି ୪ ରାଶି, ବଢିବ ଆୟ…
ଏହି ବର୍ଷ ଜନ୍ମାଷ୍ଟମୀ ପର୍ୱ ସେପ୍ଟେମ୍ୱର ୪ ତାରିଖରେ ପାଳନ କରାଯିବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ‘ଜନ୍ମାଷ୍ଟମୀ’ର ପବିତ୍ର ପର୍ୱର ଠିକ ପରଦିନ, ଅର୍ଥାତ ସେପ୍ଟେମ୍ୱର ୫ ତାରିଖରେ ଆକାଶ ମଣ୍ଡଳରେ ଏକ ଅତ୍ୟନ୍ତ ଦୁର୍ଲଭ ଏବଂ ଧନ-ଧାନ୍ୟ ପ୍ରଦାନକାରୀ ‘ମହାଲକ୍ଷ୍ମୀ…
କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ
କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ କ୍ଷେତରେ ଧାନ ଶୋଭା ପାଉଥିବାବେଳେ ଜମିର ହିଡ ଓ ନଦୀ, ରାସ୍ତା ପାଶର୍ବରେ…
PM ମୋଦିଙ୍କ ଜନ୍ମଦିନକୁ ନେଇ ବଡ଼ ପ୍ରସ୍ତୁତି: ୨୫ ରାଜ୍ୟର CM କରିବେ…
ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ଦେଶବ୍ୟାପୀ ଏକ ମାସ ଧରି ଚାଲିବାକୁ ଥିବା ‘ସେବା ସଙ୍କଳ୍ପ’ ଅଭିଯାନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଏହି ଅଭିଯାନକୁ ନେଇ ବୁଧବାର ଦିଲ୍ଲୀରେ ଭାଜପା ଓ…
ଦଶହରାରେ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୩ ଗୁଣ ବଢ଼ିପାରେ ବୋନସ ଲିମିଟ, ଖାତାକୁ କେତେ ଟଙ୍କା ଆସିବ ଜାଣନ୍ତୁ…
ନୂଆଦିଲ୍ଲୀ,୨।୯: ପାର୍ୱଣ ଋତୁ ଆରମ୍ଭ ହେବା ପୂର୍ୱରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମୁହଁରେ ହସ ଫୁଟାଇବା ଭଳି ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟାସନାଲ କାଉନସିଲ ଅଫ ଜଏଣ୍ଟ କନସଲଟେଟିଭ ମେସିନାରୀ (NC-JCM) ର ଷ୍ଟାଫ ସାଇଡ କେନ୍ଦ୍ର ସରକାରଙ୍କ ନିକଟରେ…
ଭାଗ୍ୟରେ ଲାଗିବ ଚାରିଚାନ୍ଦ! ୭ ସେପ୍ଟେମ୍ବରରୁ ୪ ରାଶିଙ୍କୁ ଅପାର ଧନଲାଭ ସହ ନୂଆ ଚାକିରି ସୁଯୋଗ
ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ରମା ଓ ଗୁରୁଙ୍କ ଯୁତିରୁ ଗଠିତ ହେଉଥିବା ଗଜକେସରୀ ଯୋଗକୁ ଅତ୍ୟନ୍ତ ଶୁଭ ବୋଲି ମନେ କରାଯାଏ। ଯେଉଁ ବ୍ୟକ୍ତିଙ୍କ ଜନ୍ମକୁଣ୍ଡଳୀରେ ଏହି ଶୁଭ ଯୋଗ ଗଠିତ ହୁଏ, ସେମାନେ ଭାଗ୍ୟଶାଳୀ ହୋଇଥାନ୍ତି ବୋଲି ଜ୍ୟୋତିଷରେ କୁହାଯାଏ।…
ଘରେ ବିଲକୁଲ ଫ୍ରି’ରେ ଲାଗିବ ସୋଲାର ପ୍ୟାନେଲ, ସରକାର ଉଠାଇବେ ସବୁ ଖର୍ଚ୍ଚ
ନୂଆଦିଲ୍ଲୀ,୨।୯: ଦିଲ୍ଲୀବାସୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ସରକାର ଏପରି ଏକ ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି, ଯାହା ମାଧ୍ୟମରେ ଏବେ ଛାତ ଉପରେ ସୋଲାର ଲଗାଇବା ସମ୍ପୂର୍ଣ୍ଣ ମାଗଣା ହେବାକୁ ଯାଉଛି। ଦିଲ୍ଲୀ ସରକାର ନିଜର ସୋଲାର ଏନର୍ଜି ପଲିସିରେ…
କାର୍ ଓଲଟି ଭିତରେ ପଶିଗଲା ପାଣି, ଅଣନିଶ୍ୱାସୀ ହୋଇ ଚାଲିଗଲା…
ପାରାଦୀପ, ୨।୯ (ଶରତ ରାଉତ): ପାରାଦୀପ-ଚଣ୍ଡିଖୋଲ ୫୩ ନମ୍ବର ଜାତୀୟ ରାଜପଥ ତଥା ପାରାଦୀପ ଲକ୍ ଥାନା ଅନ୍ତର୍ଗତ ଗଡ଼ ଗେଟ୍ ବଜାର ନିକଟରେ ବୁଧବାର ସକାଳେ ଏକ ଦୁର୍ଘଟଣା ଘଟିଛି। ସ୍ତ୍ରୀ- ସ୍ବାମୀ ଏକ କାର୍ ଯୋଗେ ପାରାଦୀପ ଅଭିମୁଖେ…
ଆଜି ତୁଳା ରାଶିରେ ଶୁକ୍ରଙ୍କ ପ୍ରବେଶ: ମେଷ ସମେତ ଏହି ୫ ରାଶିର ହେବ ବମ୍ଫର ରୋଜଗାର, ଘଟିବ ଯାହା କେବେ…
ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଗ୍ରହକୁ ପ୍ରେମ, ସୁଖ-ସୁବିଧା, ଧନ, ବୈଭବ ଓ ଐଶ୍ୱର୍ଯ୍ୟର କାରକ ବୋଲି ମନେ କରାଯାଏ। ଶୁକ୍ରଙ୍କ ରାଶି ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ଏହି ଗୋଚର ଯୋଗୁଁ କିଛି ରାଶିର ଲୋକଙ୍କ ବୈବାହିକ ଜୀବନରେ…
ସରପଞ୍ଚଙ୍କ ଗାଁ ରାସ୍ତା ଶୋଚନୀୟ: ପାଦ ଚଲା ରାସ୍ତା ପାଇଁ ବି ନୁହେଁ ଉପଯୋଗୀ
ଗଞ୍ଜାମ,୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମଗୁଡିକ ଅବହେଳିତ ଅବସ୍ଥାରେ ଥିବାବେଳେ ଖୋଦ ସରପଞ୍ଚଙ୍କ ଗାଁ ନୀଳାଦ୍ରିପୁର ରାସ୍ତା ଶୋଚନୀୟ ହୋଇପଡ଼ିଥିବା ଅଭିଯୋଗ ହୋଇଛି l ପାଦ ଚଲା ରାସ୍ତା ପାଇଁ ଉପଯୋଗୀ ନୁହେଁ ବୋଲି ଗ୍ରାମବାସୀ ଅଭିଯୋଗ…
ଟିମ ଇଣ୍ଡିଆରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ସ୍ଥାନ, କାନ୍ଦିଲେ ବଡ଼ ବଡ଼ ଖେଳାଳି!
ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଟିମ ଇଣ୍ଡିଆ ଘୋଷଣା କରିଛି। ଦଳରେ ଗୋଟିଏ କିମ୍ବା ଦୁଇଟି ନୁହେଁ, ବରଂ ମୋଟ ୮ଟି ବଡ଼ ପରିବର୍ତ୍ତନ କରାଯାଇଛି। ଏହାରି ମଧ୍ୟରେ…
ଫାଇନ୍ରେ ଟ୍ରାଫିକ ନିୟନ୍ତ୍ରଣ, ହେଉନି ସ୍ଥାୟୀ ପ୍ରତିକାର
ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ସମେତ ଜିଲାରେ ଟ୍ରାଫିକ ସମସ୍ୟା ଚରମସୀମାରେ ପହଞ୍ଚତ୍ଛି। ସହରସ୍ଥିତ ଯେଉଁ ରାସ୍ତାକୁ ଦେଖିଲେ ଏହା ଜଳଜଳ ହୋଇ ଦିଶୁଛି। କେଉଁଠି ବେଆଇନ ପାର୍କିଂ ତ ଆଉ କେଉଁଠାରେ ସଂକୁଚିତ ରାସ୍ତା ଏହି ସମସ୍ୟାକୁ ଦ୍ୱିଗୁଣିତ କରି ପକାଇଛି।…

