ଏସିଆ କପ୍ ହକି ୨୦୨୫: ଭାରତୀୟ ଦଳରେ ଓଡ଼ିଶାରୁ ୩ ଖେଳାଳି
ବେଙ୍ଗାଲୁରୁ,୨୦ା୮: ଆସନ୍ତା ଏସିଆ କପ୍ ହକି ୨୦୨୫ ପାଇଁ ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ ୧୮ ଜଣିଆ ଭାରତୀୟ ପୁରୁଷ ହକି ଦଳ ଘୋଷଣା କରାଯାଇଛି। ଏହି ଦଳରେ ଓଡ଼ିଶାର ତିନି ଖେଳାଳି ଅମିତ ରୋହିଦାସ, ଶିଳାନନ୍ଦ ଲାକ୍ରା ଓ ନୀଲମ ସଞ୍ଜୀପ…
ପୃଥ୍ୱୀ ଶ’ଙ୍କ ଦମଦାର କମବ୍ୟାକ୍: ପଦାର୍ପଣରେ ହାସଲ କଲେ ଦ୍ରୁତ ଶତକ
ମୁମ୍ବାଇ,୨୦ା୮: ଭାରତୀୟ କ୍ରିକେଟରେ ପୃଥ୍ୱୀ ଶ’, ଯିଏ ଏକଦା ସଚିନ ତେନ୍ଦୁଲକରଙ୍କ ଉତ୍ତରାଧିକାରୀ ଭାବେ ଗଣା ଯାଉଥିଲେ, ଗତ କିଛି ବର୍ଷରେ ଅନେକ ପ୍ରତିବନ୍ଧକ ସତ୍ତ୍ୱେ ପୁନର୍ବାର ନିଜକୁ ଗଢ଼ିବାକୁ ଚେଷ୍ଟା କରୁଛନ୍ତି। ୨୫ ବର୍ଷୀୟ ଏହି ଓପନିଂ ବ୍ୟାଟର ବୁଚି…
ନିଆଁରେ ପୋଡ଼ି ହୋଇଯାଇଥିଲେ ଆଦିବାସୀ ଝିଅ, ଏବେ ମିଳୁନି ଆୟୁଷ୍ମାନ ଚିକିତ୍ସା କାର୍ଡ, ସରକାର ଚାହିଁଲେ…
କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୁଇ ବର୍ଷ ତଳେ ଶୀତ ଋତୁରେ ନିଆଁ ପୁଇଁ ହେଉଥିବା ବେଳେ ନିଆଁରେ ପୋଡ଼ି ହୋଇ ଆହତ ହୋଇ ଶାରୀରିକ ଭିନ୍ନକ୍ଷମ ହୋଇଥିବା ଜଣେ ୮ ବର୍ଷର ଆଦିବାସୀ ଝିଅ ଏବେ ଅର୍ଥାଭାବରୁ ଅପରେଶନ ହୋଇ ପାରୁ…
ସ୍ୱରା ବଡ଼ ଭାସ୍କରଙ୍କ ବୟାନ: ସମସ୍ତେ ଉଭୟଲିଙ୍ଗୀ, ଡିମ୍ପଲ ଯାଦବଙ୍କୁ କରୁଛନ୍ତି ପସନ୍ଦ
ନୂଆଦିଲ୍ଲୀ,୨୦ା୮: ଅଭିନେତ୍ରୀ ସ୍ୱରା ଭାସ୍କର ପୁନର୍ବାର ନିଜ ମତ ପାଇଁ ଚର୍ଚ୍ଚାରେ। ‘ରାଞ୍ଝଣା’ ତାରକା ସ୍ୱରା, ଯିଏ ପ୍ରାୟ ସମସ୍ତ ବିଷୟରେ ମତ ରଖନ୍ତି, ଏକ ସାମ୍ପ୍ରତିକ ସାକ୍ଷାତକାରରେ କହିଛନ୍ତି ଯେ ମଣିଷ ମୂଳତଃ ଉଭୟଲିଙ୍ଗୀ (ବାଇସେକ୍ସୁଆଲ)। ସ୍ୱରା ବର୍ତ୍ତମାନ ରିଅଲିଟି…
କ୍ରୁଜ୍ ଇଣ୍ଡିଆ ମିଶନ ଅଧୀନରେ ଓଡ଼ିଶାରେ ୪ଟି ନଦୀ କ୍ରୁଜ୍ ସର୍କିଟ ଯୋଜନା
ଭୁବନେଶ୍ୱର,୨୦ା୮: କେନ୍ଦ୍ର ସରକାର କ୍ରୁଜ୍ ଇଣ୍ଡିଆ ମିଶନ ଅଧୀନରେ ଓଡ଼ିଶାରେ ପର୍ଯ୍ୟଟନକୁ ପ୍ରୋତ୍ସାହନ ଦେବା ପାଇଁ ଚାରୋଟି ନୂଆ ନଦୀ କ୍ରୁଜ୍ ସର୍କିଟ ବିକାଶ କରିବାକୁ ଯୋଜନା କରିଛନ୍ତି। କେନ୍ଦ୍ର ବନ୍ଦର, ନୌବାଣିଜ୍ୟ ଓ ଜଳପଥ ମନ୍ତ୍ରୀ ସର୍ବାନନ୍ଦ ସୋନୋୱାଲ ରାଜ୍ୟସଭାରେ…
ଶିମିଳିପାଳ ପାଇଁ ଖୁସି ଖବର: ବାଘୁଣୀ ଜୀନତ ଗର୍ଭବତୀ
ମୟୁରଭଞ୍ଜ,୨୦ା୮: ମହାରାଷ୍ଟ୍ରର ତାଡୋବା-ଅନ୍ଧାରୀ ବ୍ୟାଘ୍ର ସଂରକ୍ଷଣ କେନ୍ଦ୍ରରୁ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣକୁ ଆସିଥିବା ବାଘୁଣୀ ଜୀନତ ଗର୍ଭବତୀ ହୋଇଥିବା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ (ଏସଟିଆର) ଅଧିକାରୀମାନେ ବୁଧବାର ନିଶ୍ଚିତ କରିଛନ୍ତି। ଜୀନତ, ଯିଏ ମୁକ୍ତ ହେବା ପରେ ଶିମିଳିପାଳର କର ଅଞ୍ଚଳରେ…
ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୦ା୮: କେନ୍ଦ୍ର କ୍ୟାବିନେଟ୍ରେ ଓଡ଼ିଶା ପାଇଁ କ୍ୟାପିଟାଲ ରିଜନ ରିଙ୍ଗ ରୋଡ୍ ମଞ୍ଜୁର କରାଯାଇଥିବାରୁ ରାଜ୍ୟ ଅତିଥି ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଓ ବିଧାୟକମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…
‘ବେକାରୀ ଦୂରୀକରଣ ପାଇଁ କର୍ମ ନିୟୋଜନ ଉପରେ ଜୋର୍ ଦେଇଥିଲେ ରାଜୀବ ଗାନ୍ଧୀ’
କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଜିଲା କଂଗ୍ରେସ ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଦେଶର ସର୍ବ କନିଷ୍ଠ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ଯୁବକମାନଙ୍କ ଉନ୍ନତି ଲାଗି ଅନେକ ପଦକ୍ଷେପ ନେଇଥିଲେ। ବେକାରୀ…
ଫସଲ ବୀମା କ୍ଷତିପୂରଣ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା
ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ଦାବି ନେଇ ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ସଭାପତି ପି.ହରିକୃଷ୍ଣ ରେଡ୍ଡୀଙ୍କ ନେତୃତ୍ୱରେ ଶହଶହ ଚାଷୀ ବୁଧବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏନେଇ…
ପ୍ରଶଂସା ସାଉଁଟିଛନ୍ତି ବଡ଼ପାଟଣା ସରପଞ୍ଚ, ବିରାଟ ଶୋଭାଯାତ୍ରାରେ ପଞ୍ଚାୟତବାସୀ ନେଇ…
ପାଟଣା,୨୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ସରପଞ୍ଚ ବିନତି ବାନରା ନୂଆଦିଲ୍ଲୀଠାରେ ଅନୁଷ୍ଠିତ ୭୯ତମ ସ୍ବାଧୀନତା ଦିବସ ପରେଡ୍ରେ ପଞ୍ଚାୟତିରାଜ ସଦସ୍ୟ ଭାବେ ସତନ୍ତ୍ର ନିମନ୍ତ୍ରିତ ଅତିଥି ରୂପେ ଯୋଗଦେଇ ବେଶ୍ ପ୍ରଶଂସା ସାଉଁଟିଛନ୍ତି। ଏଥି ପାଇଁ…
ନାବାଳିକାଙ୍କ ଅଶ୍ଳୀଳ ଫଟୋ ଭାଇରାଲ, ୭ ଜଣଙ୍କୁ ଅଟକ ରଖି…
ବରଗଡ଼,୨୦ା୮(ପ୍ରେମାନନ୍ଦ ଖମାରୀ): ଜଣେ ନାବାଳିକାଙ୍କ ଅଶ୍ଲୀଳ ଫଟୋ ଭାଇରାଲ କରିବା ଅଭିଯୋଗରେ ୭ ଜଣ ଅଟକ ରହିଛନ୍ତି। ଭେଡେନ ଥାନାରେ ଉକ୍ତ ୭ ଜଣଙ୍କୁ ଅଟକ ରଖି ପୋଲିସର ପଚରାଉଚରା ଚଳାଇଛି। ଅଶ୍ଲୀଳ ଫଟୋ ଭାଇରାଲ ନେଇ ନାବାଳିକା ଜଣକ ମଙ୍ଗଳବାର…
ଲୋକସଭାରେ ହଙ୍ଗାମା: ଅମିତ ଶାହଙ୍କ ଉପରେ କାଗଜ ଚିରି ଫୋଫାଡ଼ିଲେ ବିରୋଧୀ
ନୂଆଦିଲ୍ଲୀ,୨୦ା୮: ବୁଧବାର ଲୋକସଭାରେ ତୀବ୍ର ହଙ୍ଗାମା ଦେଖାଦେଇଥିଲା, ଯେତେବେଳେ ବିରୋଧୀ ଦଳର ସାଂସଦମାନେ ଗୁରୁତର ଅପରାଧିକ ଅଭିଯୋଗରେ ୩୦ ଦିନ ପାଇଁ ଗିରଫ ହେଉଥିବା ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ପଦରୁ ହଟାଇବା ସମ୍ପର୍କିତ ତିନୋଟି ବିଲ୍ର ନକଲ ଫାଡି କେନ୍ଦ୍ର ଗୃହମନ୍ତ୍ରୀ…
Archives


