Home Left

କରୋନା ଟିକା ନେବାପରେ ପିଅନ୍ତୁ ନାହିଁ ମଦ!

ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ମତ ଅନୁଯାୟୀ, ଯେଉଁମାନେ କୋଭିଡ-୧୯ ଭ୍ୟାକ୍ସିନ ବା ଟିକା ନେଉଛନ୍ତି ସେମାନେ ମଦ ପିଇବା ଉଚିତ ନୁହେଁ । କାରଣ ମଦ ଶରୀରର ରୋଗ ପ୍ରତିରୋଧ କ୍ଷମତାକୁ କମ କରିବା ସହ ଟିକାର ପ୍ରଭାବରେ ବାଧା ସୃଷ୍ଟି କରିପାରେ…

ଏଭଳି ବାପା ଥିବାଠାରୁ ଅନାଥ ହେବା ଭଲ…

ବ୍ରହ୍ମପୁର ଅଫିସ,୫ା୨: ଗଞ୍ଜାମ ଜିଲାରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ବଡ଼ବଜାର ଥାନା ଅଞ୍ଚଳର ଜଣେ ସାତ ବର୍ଷ ନାବାଳିକାଙ୍କୁ ତାଙ୍କ ବାପା ବଳାତ୍କାର କରିଥିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ଏଭଳି ଏକ ଘଟଣା ଜଣାପଡିବା ପରେ ସ୍ଥାନୀୟ…

ବିଗ୍‌ ବିଙ୍କ ପୁଅ ହୋଇ ବି କରିଥିଲେ ସଂଘର୍ଷ…

ମୁମ୍ବାଇ,୫।୨: ବଲିଉଡ ଷ୍ଟାର ଅଭିଷେକ ବଚ୍ଚନଙ୍କୁ ଶୁକ୍ରବାର ୪୫ ବର୍ଷ ପୂରଣ ହୋଇଛି। ରେ ପଦାର୍ପଣ କରିଛନ୍ତି। ୧୯୭୬ ଫେବୃୟାରୀ ୫ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ପୁଅ ହେଲେ ମଧ୍ୟ ତାଙ୍କୁ ଫିଲ୍ମ ଇଣ୍ଡଷ୍ଟ୍ରିରେ ସଫଳତା…

କିଶୋରାବସ୍ଥାରେ ଏପରି ନିଅନ୍ତୁ ପିଲାମାନଙ୍କ ସ୍ବାସ୍ଥ୍ୟର ଯତ୍ନ: ଖାଦ୍ୟରେ ସାମିଲ କରନ୍ତୁ ଏସବୁ…

ଶରୀରର ସାମଗ୍ରିକ ବିକାଶ ପାଇଁ ଖାଦ୍ୟରେ ସମସ୍ତ ପୋଷକତତ୍ତ୍ୱ ରହିବା ଅତ୍ୟନ୍ତ ଆବଶ୍ୟକ। କାରଣ ପୋଷକତତ୍ତ୍ୱ ଦ୍ୱାରା ଶରୀରର ବିକାଶ ସାଙ୍ଗକୁ ଉଚ୍ଚତା ମଧ୍ୟ ବୃଦ୍ଧି ପାଇଥାଏ। ଏପରି ପରିସ୍ଥିତିରେ ଅଭିଭାବକମାନେ କିଶୋରାବସ୍ଥାରେ ନିଜ ପିଲାମାନଙ୍କର ଖାଦ୍ୟ ଓ ପାନୀୟ ଉପରେ…

ମାମଲାରେ ଗ୍ରେଟାଙ୍କ ନାଁ ନାହିଁ: ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୪।୧: ଚାଷୀ ଆନ୍ଦୋଳନକୁ ସମର୍ଥନ କରି ପରିବେଶ କର୍ମୀ ଗ୍ରେଟା ଥନବର୍ଗଙ୍କ ଟୁଇଟକୁ ନେଇ ଦିଲ୍ଲୀ ପୋଲିସ ଆଇଟି ଆଇନ ଧାରା ୧୫୩ ଏ, ୧୨୦ବି ଅନୁଯାୟୀ ଏକ ମାମଲା ପଞ୍ଜିକୃତ କରିଥିବା ଖବର ମିଳିଥିଲା। ତେବେ ରୁଜୁ ହୋଇଥିବା ମାମଲାରେ…

ସହାୟତା ଅର୍ଥରୁ ନେଉଥିଲେ ଲାଞ୍ଚ: ପାରାଓ୍ବାଚର ବହିଷ୍କୃତ, ବନପାଳ ନିଲମ୍ବିତ

ମାଲକାନଗିରି,୪ା୨: ଭାଲୁ ଆକ୍ରମଣ ସହାୟତା ପ୍ରଦାନରେ ଲାଞ୍ଚ କାରବାର ହେଉଥିବା ଜାଣି ଚୁପ୍‌ ରହିବା ଅଭିଯୋଗରେ ମାଲକାନଗିରି ଜିଲା ଖଇରପୁଟ ବ୍ଲକ୍‌ କୁଡୁମୁଲୁଗୁମ୍ମା ବନପାଳ ରାଜେନ୍ଦ୍ର ଶବର କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି। ସେହିପରି ଲାଞ୍ଚ ନେବା ଅଭିଯୋଗରେ ପାରାଓ୍ବାଚର ଅନନ୍ତରାମ ପାଙ୍ଗୀଙ୍କୁ…

ସୁସ୍ଥ ହେଲେ ୧୧୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୪ା୨- ଓଡ଼ିଶାରେ ଗୁରୁବାର ୧୧୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ମୋଟ ୩,୩୨,୬୧୧ରେ ପହଞ୍ଚିଛି। ସୁନ୍ଦରଗଡ଼ରୁ ସର୍ବାଧିକ ୨୬, ନୂଆପଡ଼ା ଓ ସମ୍ବଲପୁରରୁ ୧୪, ଖୋର୍ଦ୍ଧାରୁ ୧୨, କଟକ…

ଟୋକିଓ ଅଲିମ୍ପିକ୍ସ ଭିଲେଜରେ ସେକ୍ସ, ପାର୍ଟି ମନା

ଟୋକିଓ,୪।୨: ଟୋକିଓ ଅଲିମ୍ପିକ୍ସରେ ଭାଗ ନେଉଥିବା କ୍ରୀଡ଼ାବିତ୍‌ଙ୍କ ପାଇଁ ଗାଇଡଲାଇନ ଜାରି ହୋଇଛି। ଅଲିମ୍ପିକ୍ସ ଭିଲେଜରେ କ୍ରୀଡ଼ାବିତମାନେ ସେକ୍ସ, ପାର୍ଟି, ସପିଂ କରିପାରିବେ ନାହିଁ। ଅନ୍ତର୍ଜାତୀୟ ଅଲିମ୍ପିକ୍ସ କମିଟି(ଆଇଓସି) ବୁଧବାର ଏନେଇ ସ୍ପଷ୍ଟ କରିଛି। ସୂଚନା ଯୋଗ୍ୟ, ଟୋକିଓରେ କରୋନା ମହାମାରୀ…

ଓସ୍କାର ଦୌଡ଼ରେ ବିଦ୍ୟା ବାଲନଙ୍କ ଫିଲ୍ମ

ନୂଆଦିଲ୍ଲୀ, ୪ା୨- ବଲିଉଡ୍‌ ଅଭିନେତ୍ରୀ ବିଦ୍ୟା ବାଲନଙ୍କ ଶର୍ଟ ଫିଲ୍ମ ‘ନଟଖଟ’ ଓସ୍କାର ୨୦୨୧ ବେଷ୍ଟ ଶର୍ଟ ଫିଲ୍ମ କ୍ୟାଟେଗୋରୀରେ ସାମିଲ ହୋଇଛି। ଏହି ଶର୍ଟ ଫିଲ୍ମରେ ବିଦ୍ୟା ପ୍ରଡ୍ୟୁସର ଭାବେ ପଦାର୍ପଣ କରିଛନ୍ତି। ନଟଖଟ ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି ମସାନ…

କୋର୍ଟ ପରିସରରେ କନ୍ନଡ ଲେଖକଙ୍କ ଉପରେ କାଳି ମାଡ଼ କଲେ ଓକିଲ

ବେଙ୍ଗାଲୁରୁ, ୪ା୨- ଏକ ମାମାଲର ଶୁଣାଣି ପାଇଁ ବେଙ୍ଗାଲୁରୁସ୍ଥିତ କୋର୍ଟ ଆସିଥିବାବେଳେ କନ୍ନଡ ଲେଖକ କେ. ଏସ୍‌. ଭଗଓ୍ବାନଙ୍କ ଉପରେ କାଳି ମାଡ଼ କରାଯାଇଛି। ଜଣେ ମହିଳା ଓକିଲ କାଳି ମାଡ଼ କରିଥିଲେ, ଯାହାର ଭିଡିଓ ଭାଇରାଲ ହୋଇଛି ସୋସିଆଲ ମିଡିଆରେ।…

ପାଳଗଦା ନିଆଁରେ ଜଳିଗଲେ ୨ ଭଉଣୀ

ଟିକିର/ରାୟଗଡ଼ା ଅଫିସ,୪ା୨: ରାୟଗଡ଼ା ଜିଲା କାଶୀପୁର ବ୍ଲକ ଲାକରସି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଥଣ୍ଡାରେ ନିଆଁ ପୁଇଁବା ବେଳ ଜଳିଯାଇଛନ୍ତି ୨ ଭଉଣୀ। ସେମାନେ ହେଲେ ଦୁର୍ଯ୍ୟୋଧନ ମାଝିଙ୍କ ଝିଅ କୁମାରୀ(୫) ଏବଂ ବିଦ୍ୟା(୩)। ସୂଚନା ଅନୁଯାୟୀ,…

ଶାହା ନୁହେଁ ଏହି କ୍ରିକେଟରଙ୍କୁ ଦିଆଯିବ ସୁଯୋଗ: କୋହଲି

ନୂଆଦିଲ୍ଲୀ,୪।୨: ଅନ୍ତଃରାଷ୍ଟ୍ରୀୟ କ୍ରିକେଟରୁ ମହେନ୍ଦ୍ର ସିଂହ ଧୋନୀ ସନ୍ୟାସ ନେବା ପରେ ଭାରତୀୟ କ୍ରିକେଟ ଟିମ୍‌ର ଉଇକେଟକିପର କିଏ ହେବ ସେ ନେଇ ଚର୍ଚ୍ଚା ଜାରି ରହିଛି। ପ୍ରାରମ୍ଭିକ ସମୟରେ ରିଦ୍ଧିମାନ ଶାହାଙ୍କ ଅନୁଭବକୁ ନେଇ ତାଙ୍କୁ ପ୍ରାଥମିକତା ଦିଆଯାଇଥିଲା। ହେଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri