୧୭ ବର୍ଷ ବୟସରେ ନିଜଠାରୁ ୬ ବର୍ଷ ବଡ଼ ଅଞ୍ଜଳିଙ୍କୁ ହୃଦୟ ଦେଇ ବସିଥିଲେ ଏହି ଖ୍ୟାତନାମା କ୍ରିକେଟର, ପରେ…
ନୂଆଦିଲ୍ଲୀ,୪।୨: ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର କ୍ରିକେଟ ସହ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ମଧ୍ୟ ଚର୍ଚ୍ଚାରେ ରହିଥାନ୍ତି। ୧୯୯୦ ଅଗଷ୍ଟ ୧୪ରେ ସେ ନିଜ କ୍ୟାରିୟରର ପ୍ରଥମ ଶତକ ମାରିବା ପରଠାରୁ ‘କ୍ରିକେଟର ଭଗବାନ’ ପାଲଟିବାର ଯାତ୍ରା ସେତେଟା ସହଜ…
୧୩ରୁ ଆରମ୍ଭ ହେବ କୋଭିଡ୍-୧୯ ଟିକାକରଣର ଦ୍ୱିତୀୟ ପର୍ଯ୍ୟାୟ
ନୂଆଦିଲ୍ଲୀ, ୪ା୨- ଟିକାକରଣ ପ୍ରକ୍ରିୟାର ପ୍ରଥମ ପର୍ଯ୍ୟାୟରେ କୋଭିଡ-୧୯ ଭାକ୍ସିନର ପ୍ରଥମ ଡୋଜ ନେଇଥିବା ସ୍ବସ୍ଥ୍ୟକର୍ମୀଙ୍କୁ ଆସନ୍ତା ୧୩ ତାରିଖରେ ଦ୍ୱିତୀୟ ଡୋଜ ଦିଆଯିବ। ଏ ନେଇ ଗୁରୁବାର ନୀତି ଆୟୋଗ ସଦସ୍ୟ ଡ. ଭି.କେ. ପଲ ଖବରଦାତା ସମ୍ମିଳନୀରେ କହିଛନ୍ତି।…
ମୁମ୍ବାଇ ଲୋକାଲ ଟ୍ରେନ୍ରେ ଚଢ଼ିବା ପୂର୍ବରୁ ମୁଣ୍ଡ ନୁଆଇଁ ପ୍ରଣାମ କଲେ ଏହି ବ୍ୟକ୍ତି, ଫଟୋ ଭାଇରାଲ ହେବା ପରେ…
ନୂଆଦିଲ୍ଲୀ: ମହାମାରୀ କରୋନା ସଂକ୍ରମଣକୁ ରୋକିବା ଲାଗି କେନ୍ଦ୍ର ସରକାର ନାନାଦି କଟକଣା ଲଗାଇଥିଲେ। ସେ୍ଥିରୁ ଗୋଟିଏ ଥିଲା ରେଳସେବା ବନ୍ଦ। ଦେଶର ପ୍ରମୁଖ ସହରଗୁଡ଼ିକ ମଧ୍ୟରେ ଟ୍ରେନ୍ ଚଳାଚଳକୁ ଠପ୍ କରି ଦିଆଯାଇଥିଲା। ଫଳରେ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହୋଇଥିଲେ।…
ଏହି କ୍ରିକେଟରଙ୍କ ପ୍ରେମରେ ପାଗଳ ଥିଲେ ମାଧୁରୀ ଦୀକ୍ଷିତ
ବଲିଉଡ୍ ଅଭିନେତ୍ରୀ ଏବଂ କ୍ରିକେଟରଙ୍କ ମଧ୍ୟରେ ପ୍ରେମ ସମ୍ପର୍କ କିଛି ନୂଆ କଥା ନୁହେଁ। ଅନେକ କ୍ରିକେଟର ବି-ଟାଉନ ଅଭିନେତ୍ରୀଙ୍କୁ ଡେଟ୍ କରିସାରିଛନ୍ତି। ସେମାନଙ୍କ ମଧ୍ୟରୁ କେତେକ ବିବାହ କରିିଥିବା ବେଳେ ଆଉ କେତେକଙ୍କ ବିବାହ ହୋଇପାରି ନାହିଁ। ତେବେ ବିବାହ…
ବଲିଉଡ୍ ହିରୋଙ୍କଠାରୁ ବି ଅଧିକ ପାଉଣା ନିଅନ୍ତି ଏସବୁ ତେଲୁଗୁ ସୁପରଷ୍ଟାର, ଆଗରେ ରଜନୀକାନ୍ତ…
ହାଇଦ୍ରାବାଦ: ବଲିଉଡ୍ ଫିଲ୍ମକୁ ଦର୍ଶକ ପସନ୍ଦ କରିଥାନ୍ତି। ହେଲେ ଯୁବପୀଢ଼ିଙ୍କ ମଧ୍ୟରେ ଦକ୍ଷିଣ ଭାରତୀୟ ସିନେମାକୁ ନେଇ କ୍ରେଜ୍ ଭିନ୍ନ ଥାଏ। ବଲିଉଡ୍ଠାରୁ ଟଲିଉଡ୍ ସିନେମାକୁ ଅଧିକ ପସନ୍ଦ କରାଯାଉଥିବାରୁ ଏହାର କାହାଣୀକୁ ନେଇ ଅନ୍ୟ ଭାଷାରେ ଫିଲ୍ମ ନିର୍ମାଣ ମଧ୍ୟ…
ଗ୍ରେଟାଙ୍କ ବିରୋଧରେ ମାମଲା ରୁଜୁ କଲା ଦିଲ୍ଲୀ ପୋଲିସ
ନୂଆଦିଲ୍ଲୀ,୪।୨: ଚାଷୀ ଆନ୍ଦୋଳନକୁ ସମର୍ଥନ ଜଣାଇ ବିଦେଶୀ ସେଲିବ୍ରିଟିଙ୍କ ଟ୍ବିଟ ବର୍ତ୍ତମାନ ଅନ୍ତର୍ଜାତୀୟସ୍ତରରେ ଆଲୋଚନାର ବିଷୟ ହୋଇଛି। ଆମେରିକାର ପପ୍ ଷ୍ଟାର ରିହାନା, ପରିବେଶ କର୍ମୀ ଗ୍ରେଟା ଥନବର୍ଗଙ୍କ ସହ କେତେଜଣ ବିଦେଶୀ ସେଲିବ୍ରିଟି ଭାରତରେ ଅସ୍ଥିରତା ସୃଷ୍ଟି କଲାଭଳି ଟୁଇଟ…
ଟିମ ବୈଠକରେ ଉଠିଥିଲା କୃଷକ ଆନ୍ଦୋଳନ ପ୍ରସଙ୍ଗ: କୋହଲି
ଚେନ୍ନାଇ, ୪ା୨- ନୂଆ ଚାଷୀ ଆଇନ ବିରୋଧରେ ଚାଲିଥିବା କୃଷକ ଆନ୍ଦୋଳନ ଉପରେ ଭାରତୀୟ ଦଳ ବୈଠକରେ ଆଲୋଚନା ହୋଇଥିଲା। ଚେନ୍ନାଇରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ କ୍ରିକେଟ ଟେଷ୍ଟ ମ୍ୟାଚ୍ ପୂର୍ବରୁ ଗୁରୁବାର ଭର୍ଚୁଆଲ ଖବରଦାତା ସମ୍ମିଳନୀରେ କୃଷକ…
ଭୟରେ ଗାଁ ଛାଡ଼ିଲେ ୮୫ ପରିବାର
ଚିତ୍ରକୋଣ୍ଡା, ୪।୨(ଡି.ଏନ୍.ଏ.): ମାଲକଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଦୁଇଟି ପଞ୍ଚାୟତ ଯୋଡ଼ାମ୍ବ ଓ ପଣଷପୁଟ ପଞ୍ଚାୟତର ୧୨ଟି ଗ୍ରାମର ୮୫ ପରିବାର ମାଓବାଦୀ ଭୟରେ ଏବଂ କାମଧନ୍ଦା ଅଭାବରୁ ଭିଟାମାଟି ଛାଡିଛନ୍ତି। ଗତ ଦୁଇ ଦିନ ହେଲା ସେମାନେ ଚିତ୍ରକୋଣ୍ଡା…
ଇଂଲଣ୍ଡ ପାଇଁ କୋହଲି ନୁହେଁ, ଏହି ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ଉଇକେଟ ଗୁରୁତ୍ୱପୂର୍ଣ୍ଣ କହିଲେ ରୁଟ୍
ଚେନ୍ନାଇ, ୪ା୨- ସ୍ଥାନୀୟ ଚେପକ୍ ଷ୍ଟାଣ୍ଡିୟମରେ ଶୁକ୍ରବାଠାରୁ ଆରମ୍ଭ ହେବାକୁ ଯାଉଛି ଭାରତ ଓ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ। ଏହି ମ୍ୟାଚ୍ରେ ଚେତ୍ତେଶ୍ୱର ପୂଜାରାଙ୍କ ଉଇକେଟ ଭ୍ରମଣକାରୀ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ ହେବ ବୋଲି ଅଧିନାୟକ ଜୋ ରୁଟ୍ କହିଛନ୍ତି।…
ରେଳ ବଜେଟରେ ଓଡ଼ିଶାକୁ ୬୯୯୫ କୋଟି ୫୮ ଲକ୍ଷ
ଭୁବନେଶ୍ୱର, ୪।୨(ବ୍ୟୁରୋ): ରେଳ ବଜେଟରେ ଚଳିତ ବର୍ଷ ଓଡ଼ିଶାକୁ ମୋଟ ୬୯୯୫ କୋଟି ୫୮ ଲକ୍ଷ ଟଙ୍କା ଅନୁଦାନ ମିଳିଛି। ଗତବର୍ଷ ଓଡ଼ିଶାକୁ ମୋଟ ୪୩୭୩ କୋଟି ଟଙ୍କାର ଅନୁଦାନ ମିଳିଥିଲା। ଗତବର୍ଷ ଅପେକ୍ଷା ଏବର୍ଷ ୬୦% ଅଧିକ ଅନୁଦାନ ମିଳିଛି…
ସାରା ଜୀବନ ଅବିବାହିତ ଥିଲେ ବଲିଉଡ୍ର ଏହି ଅଭିନେତ୍ରୀ; ଲୋକେ ଭାବୁଥିଲେ ଅମିତାଭ ବଚ୍ଚନଙ୍କ ଶାଳି…
ବମ୍ବେ: ବଲିଉଡ୍ ଫିଲ୍ମରେ ମା’ ଚରିତ୍ରରେ ଅଭିନୟ କରି ପ୍ରଶଂସାର ପାତ୍ର ହୋଇଥିଲେ ଅଭିନେତ୍ରୀ ରୀତା ଭାଦୁଡ଼ି। ୧୯୫୦ ଜାନୁୟାରୀ ୧୧ରେ ମଧ୍ୟପ୍ରଦେଶର ଇନ୍ଦୋରରେ ତାଙ୍କ ଜନ୍ମ। ରୀତାଙ୍କ ବାପା ଇଂରେଜ ସରକାର ଅମଳରେ କମିଶନର ଥିବା ବେଳେ ମା’ ଚନ୍ଦ୍ରିମା…
ଗାଜିପୁର ସୀମାରେ ବାରିକେଡ ଦେଖି ହରସିମରତ କହିଲେ ପାକିସ୍ତାନ ସୀମାରେ ବି ଦେଖିନାହିଁ ଏମିତି ସୁରକ୍ଷା
ନୂଆଦିଲ୍ଲୀ,୪ ।୨: ଦିଲ୍ଲୀର ଗାଜିପୁର ସୀମା ପୁଣି ଚର୍ଚ୍ଚାରେ । ଗୁରୁବାର ସେଠାରେ କେତେଜଣ ବିରୋଧିଦଳ ନେତା ପହଞ୍ଚିଥିଲେ । ଏମାନଙ୍କ ମଧ୍ୟରେ ୮ ରାଜନୈତିକ ଦଳର ଏମ୍ପି ମଧ୍ୟ ଥିଲେ । ସ୍ଥିତି ପରଖିବା ସହ ଏମାନେ କୃଷକଙ୍କ ସହ…
Archives


