ସ୍ବାମୀଙ୍କ ଆତ୍ମହତ୍ୟା ପରେ ଏମିତି କହିଥିଲେ ରେଖା, ହନିମୁନ୍ରେ ସବୁ ଜାଣି ସାରିଥିଲି…
ପ୍ରସିଦ୍ଧ ଅଭିନେତ୍ରୀ ରେଖା ତାଙ୍କ ଫିଲ୍ମ କ୍ୟାରିୟର ସହ ବ୍ୟକ୍ତିଗତ ଜୀବନ ପାଇଁ ସର୍ବଦା ଚର୍ଚ୍ଚାରେ ରହିଥା’ନ୍ତି । ତାଙ୍କ ଫିଲ୍ମ ଜୀବନ ଯେତିକି ସଫଳ ବ୍ୟକ୍ତିଗତ ଜୀବନ ସେତିକି ସମସ୍ୟାରେ ପରିପୂର୍ଣ୍ଣ । ସେ ନିଜ ପରିବାରକୁ ଚଳାଇବା ପାଇଁ…
କାହାକୁ ବେଶି ଭୟ କରନ୍ତି ଅଭିଷେକ; ସ୍ତ୍ରୀ ନା ମା’
ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ୨୦୦୭ରେ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କୁ ବିବାହ କରିଥିଲେ। ସେହି ଦିନଠାରୁ ଏହି ଯୋଡି ପ୍ରଶଂସକଙ୍କ ପ୍ରିୟ ଯୋଡି ଆଖ୍ୟା ପାଇଛନ୍ତି। ଏଥି ସହିତ, କିଛି ଦିନ ପୂର୍ବରୁ ଅଭିଷେକ ତାଙ୍କ ଭଉଣୀ ଶ୍ୱେତା ନନ୍ଦାଙ୍କ ସହ…
ଦିଲ୍ଲୀରେ ଖୋଲିବ ମଲ୍, ମାର୍କେଟ
ନୂଆଦିଲ୍ଲୀ, ୧୩।୬: ଦିଲ୍ଳୀରେ କରୋନା ସଂକ୍ରମଣ ହ୍ରାସ ପାଇଥିବାରୁ ସରକାର ଅନ୍ଲକ ପ୍ରକ୍ରିୟାକୁ ଆହୁରି କୋହଳ କରିଛନ୍ତି। ସୋମବାରଠାରୁ ମଲ୍ ଓ ମାର୍କେଟଗୁଡ଼ିକ ପ୍ରତିଦିନ ଖୋଲିବାକୁ ଥିବା ବେଳେ ରେଷ୍ଟୁରାଣ୍ଟଗୁଡ଼ିକକୁ ୫୦ ପ୍ରତିଶତ କ୍ଷମତା ସହ ଖୋଲିବାକୁ ଅନୁମତି ଦିଆଯାଇଛି। ସାପ୍ତାହିକ…
ହିମାଚଳ ପ୍ରଦେଶରେ ଲାଗିଛି ଲମ୍ବା ଟ୍ରାଫିକ୍
ଶିମଲା,୧୩।୬: ହିମାଚଳ ପ୍ରଦେଶରେ ପ୍ରବେଶ କରିବା ପାଇଁ ଆରଟି-ପିସିଆର ରିପୋର୍ଟ ଦରକାର ନାହିଁ। ଏହି ଘୋଷଣା ହେବା ପରେ ରାଜ୍ୟର ପ୍ରବେଶ ପଥରେ ସୃଷ୍ଟି ହୋଇଛି ଲମ୍ବା ଟ୍ରାଫିକ୍। ପାହାଡ଼ ଉପରେ ହଜାର ହଜାର ସଂଖ୍ୟାରେ କାର ଛିଡ଼ା ହୋଇଥିବା ଦୃଶ୍ୟ…
ଧରାପଡ଼ିଲା ସେକ୍ସ ର଼୍ୟାକେଟ୍ କିଙ୍ଗ୍ପିନ
କେନ୍ଦୁଝର,୧୩ା୬: ଗ୍ରାହକଙ୍କୁ ଭିନ୍ନ ଭିନ୍ନ ଦରରେ ଯୋଗାଇ ଦେଉଥିଲା ମନ ପସନ୍ଦର ଝିଅ। ଏଭଳି ଦୀର୍ଘ ବର୍ଷ ଧରି ଗମ୍ଭାରିଆଠାରେ ଭଡ଼ାଘରେ ଦେହ ବ୍ୟବସାୟ ଚଲାଇଥିଲା ଅଶ୍ୱିନୀ ନାୟକ ନାମକ ଜଣେ ଯୁବକ। ଜଣେ ୧୩ ବର୍ଷର ନାବାଳିକାର ଅଭିଯୋଗ ପରେ…
ତମାଖୁ ବିକ୍ରି ପାଇଁ ଦରକାର ଲାଇସେନ୍ସ
ଲକ୍ଷ୍ନୌ,୧୩।୬: ମଦ ଭଳି ତମାଖୁ ବିକ୍ରି ପାଇଁ ମଧ୍ୟ ଲାଇସେନ୍ସ ଦରକାର। ତେବେ ଏଭଳି ନିୟମ ଉତ୍ତରପ୍ରଦେଶ(ୟୁପି)ରେ କାର୍ଯ୍ୟକାରୀ ହେବାକୁ ଯାଉଛି। ଯୋଗୀ ଆଦିତ୍ୟ ନାଥଙ୍କ ସରକାର ତମାଖୁ ବିକ୍ରି ପାଇଁ ଲାଇସେନ୍ସ ବାଧ୍ୟତାମୂଳକ କରିଛନ୍ତି। ରାଜ୍ୟରେ ତମାଖୁଜନିତ ସମସ୍ୟା ବଢ଼ିବା…
ମହଙ୍ଗା ପଡ଼ିଲା ଷ୍ଟମ୍ପକୁ ଗୋଇଠା ମାରିବା
ଢାକା,୧୩।୬: ବାଂଲାଦେଶର ଶାକିବ ଅଲ ହାସନ ଘରୋଇ ଟି୨୦ ମ୍ୟାଚ୍ବେଳେ ଅମ୍ପାୟରଙ୍କୁ ଗାଳି ଗୁଲଜ କରିବା ସହ ଉଇକେଟକୁ ଗୋଇଠା ମାରିବା ମହଙ୍ଗା ପଡ଼ିଛି। ଏହି କାରଣରୁ ଆସନ୍ତା ୩ ମ୍ୟାଚରୁ ବାସନ୍ଦ ହୋଇଛନ୍ତି ଆଇସିସି ଦିନିକିଆ କ୍ରିକେଟର ଶୀର୍ଷ ର଼୍ୟାଙ୍କଧାରୀ…
ବଜ୍ରପାତ ନେଲା ଆମ୍ବୁଲାନ୍ସ ଚାଳକଙ୍କ ଜୀବନ
ବରଗଡ଼ ଅଫିସ୍,୧୩।୬: ବଜ୍ରପାତ ଯୋଗୁ ବରଗଡ଼ ସହରରେ ଜଣେ ଆମ୍ବୁଲାନ୍ସ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ସହରର ବିଶିପଡ଼ାର କାଳୁ ବାଗ ବୋଲି ଜଣାପଡ଼ିଛି। ସେ ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ ଶୌଚ ପାଇଁ ଖଜୁରକଟାକୁ ଯାଇଥିଲେ। ସେଠାରେ ବଜ୍ରପାତ…
ମାଓବାଦୀ ଦମ୍ପତିଙ୍କ ଆତ୍ମସମର୍ପଣ
ଏମ୍ଭି ୭୯,୧୩ା୬: ମାଲକାନଗିରି ସୀମାନ୍ତ ଛତିଶଗଡ଼ର କାଣ୍ଡକାପାରା ପୋଲିସ ନିକଟରେ ଶନିବାର ଅପରାହ୍ନରେ ଏକ ମାଓବାଦୀ ଦମ୍ପତି ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ କୋରସା ଲାଚୁ(୩୨) ଓ ତାଙ୍କ ସ୍ତ୍ରୀ କୋରସା ଅନିତା(୨୯)। ଉଭୟେ ମାଓବାଦୀଙ୍କ ବିଜାପୁର ଜିଲା ଗଙ୍ଗାଲୁର କ୍ଷେତ୍ର…
ରାସ୍ତାକୁ ଚାଲି ଆସିଲା ଗାଈ, ଓଲଟିଲା କାର
ସୁନ୍ଦରଗଡ଼,୧୩।୬: ବିଜୁ ଏକ୍ସପ୍ରେସ ଓ୍ବେ ରାଜ୍ୟ ରାଜପଥ-୧୦ର କରମଡିହି ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ କାର୍ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ କାରରେ ବସିଥିବା ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ଆହତ ହୋଇଛନ୍ତି।…
ପେଣ୍ଡାଲ ଭାଙ୍ଗିଲା ବରଯାତ୍ରୀରେ ଆସିଥିବା ହାତୀ
ପ୍ରୟାଗରାଜ,୧୩।୬: ସୁସଜ୍ଜିତ ହାତୀକୁ ସାଥିରେ ନେଇ ବିବାହ ପାଇଁ ଯାଇଥିଲେ ବର। କିନ୍ତୁ ବାଣ ଓ ଡିଜେ ସାଉଣ୍ଡରୁ ହାତୀ ଉତ୍ତେଜିତ ହୋଇଉଠିଥିଲା। ତା’ ପରେ ଚାରି ଚକିଆ ଗାଡ଼ିଠୁ ଆରମ୍ଭ କରି ବିବାହ ପେଣ୍ଡାଲ ସବୁ ଛାରଖାର କରିଦେଇଥିଲା ପ୍ରୋସେଶନରେ…
ପଦ୍ମଫୁଲ ତୋଳିବା ହେଲା କାଳ
ଝାରସୁଗୁଡ଼ା ଅଫିସ୍,୧୩।୬: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅଧୀନ ତାଳବେର୍ଣ୍ଣା ଗ୍ରାମର ଏକ ପୋଖରୀରେ ରବିବାର ପଦ୍ମଫୁଲ ତୋଳିବାକୁ ଯାଇଥିବା ଜଣେ ବ୍ୟକ୍ତି ପାଣିରେ ବୁଡି ପ୍ରାଣ ହରାଇଛନ୍ତି। ମୃତକ ହେଲେ ଚାରପାଲି ନୂଆଗାଁର ଯୁଧିଷ୍ଟିର ରୋହିଦାସ(୪୮)। ଏନେଇ ତାଙ୍କ ପୁଅ…

