Home Left

ଭାରତ ସହ ୨୦ ଦେଶକୁ ବିମାନ ବାତିଲ କଲା ସାଉଦି

ରିୟାଦ୍‌, ୪ା୨: ସାଉଦି ଆରବରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସାଉଦିି ପକ୍ଷରୁ ବୁଧବାରଠାରୁ ଭାରତ, ଆମେରିକା ସମେତ ମୋଟ ୨୦ ଦେଶକୁ ବିମାନ ଚଳାଚଳ ବାତିଲ କରାଯାଇଛି। ଅନ୍ୟ ଦେଶଗୁଡ଼ିକ ମଧ୍ୟରେ ପାକିସ୍ତାନ, ବ୍ରାଜିଲ, ଜାପାନ,…

ମୋଦିଙ୍କୁ ପତ୍ର ଲେଖିଲେ କ୍ୟାନସର ପୀଡ଼ିତ ଶିଶୁ

ନୂଆଦିଲ୍ଲୀ,୪ ।୨: ପାଳନ କରାଯାଉଛି ବିଶ୍ୱ କର୍କଟ ଦିବସ ବା ୱାର୍ଲଡ କ୍ୟାନସର ଡେ । ଏହି ଅବସରରେ ଜଣେ କୋମଳମତି ଶିଶୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଚିକିତ୍ସା ପାଇଁ ଅନୁରୋଧ କରିଛନ୍ତି । ଶିଖା ନାମକ ଏହି ଶିଶୁ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଏହି ବିଦେଶୀ କ୍ରିକେଟର୍‌

ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର କେଭିନ ପିଟରସେନ ଦକ୍ଷିଣ ଆଫ୍ରିକାକୁ କରୋନା ଭ୍ୟାକ୍ସିନ ପଠାଇବାରେ ଭାରତର ପଦକ୍ଷେପକୁ ‘ଉଦାରତା ଏବଂ ଦୟା’ ବୋଲି କହିଛନ୍ତି। ସେ ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ଭାରତରେ ନିର୍ମିତ କୋଭିଡ -୧୯ ଟିକା ଆଲଜେରିଆ…

ରାମପୁର ଗସ୍ତରେ ପ୍ରିୟଙ୍କା: ପରସ୍ପର ସହ ମାଡ ହେଲା ଗାଡ଼ି

ନୂଆଦିଲ୍ଲୀ,୪ ।୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଗୁରୁବାର ସକାଳେ ଉତ୍ତର ପ୍ରଦେଶର ରାମପୁର ଗସ୍ତ କରିଛନ୍ତି । ତେବେ ଝାପୁଡ ରୋଡରେ ପ୍ରିୟଙ୍କାଙ୍କ ସହ ଥିବା ଅନ୍ୟ ଗାଡି ମଧ୍ୟରେ ମାଡ ହୋଇଥିଲେ ବି ସମସ୍ତେ ସୁରକ୍ଷିତ ଥିବା…

କୃଷକ ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ ବିରାଟ କୋହଲି

ନୂଆଦିଲ୍ଲୀ,୪।୨: କୃଷକ ଆନ୍ଦୋଳନ ଉପରେ ସୋସିଆଲ ମିଡିଆରେ ପପ ଷ୍ଟାର ରିହାନାଙ୍କ ଟୁଇଟକୁ ନେଇ ଏକ ବିତର୍କ ଚାଲିଛି। ବହୁ ବିଦେଶୀ ସେଲିବ୍ରିଟି କୃଷକ ଆନ୍ଦୋଳନକୁ ସମର୍ଥନ ଜଣାଇଛନ୍ତି। ଭାରତ ଏହି ପଦକ୍ଷେପକୁ ଆଭ୍ୟନ୍ତରୀଣ ବ୍ୟାପାରରେ ହସ୍ତକ୍ଷେପ ବୋଲି କହିଛି। ଭାରତୀୟ…

ଭାରତର ୩ ସ୍ପିନର ରଣନୀତି

ଚେନ୍ନାଇ, ୪।୨- ଭାରତ-ଇଂଲଣ୍ଡ ପ୍ରଥମ କ୍ରିକେଟ ଟେଷ୍ଟ ସ୍ଥାନୀୟ ଚେପକ୍‌ ଷ୍ଟାଡିୟମରେ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଛି। ଚେପକ୍‌ ପିଚ୍‌ ସାଧାରଣତଃ ସ୍ପିନରଙ୍କୁ ସୁହାଇଥାଏ। ତେଣୁ ପ୍ରଥମ ଟେଷ୍ଟରେ ଦଳ ୩ ସ୍ପିନରଙ୍କୁ ନେଇ ଖେଳିବା ଶତପ୍ରତିଶତ ସମ୍ଭାବନା ରହିଛି। ଅଷ୍ଟ୍ରେଲିଆରେ…

କିଶୋର ବିୟାନୀଙ୍କୁ ବଡ଼ ଝଟକା

ନୂଆଦିଲ୍ଲୀ, ୪ା୨:  ଆମେରିକାର ପ୍ରମୁଖ କମ୍ପାନୀ ଆମାଜନ ସହ ବିବାଦରେ ଫସିଥିବା ଫ୍ୟୁଚର ଗ୍ରୁପ୍‌ର ମୁଖ୍ୟ ନିର୍ବାହୀ କିଶୋର ବିୟାନୀଙ୍କୁ ବଡ଼ ଝଟକା ଲାଗିଛି। ଦେଶର ଶେୟାର ବଜାର ନିୟନ୍ତ୍ରକ ଭାରତୀୟ ପ୍ରତିଭୂତି ଏବଂ ବିନିମୟ ବୋର୍ଡ (ସେବି) କିଶୋର ବିୟାନୀ ଏବଂ…

କୋଭିଡ୍‌ ଯୋଗୁ ସ୍ବାସ୍ଥ୍ୟ ବୀମା ଗ୍ରହଣ ବଢ଼ିଛି

ଭୁବନେଶ୍ୱର, ୪ା୨: କୋଭିଡ୍‌ ମହାମାରୀ ଯୋଗୁ ଲୋକଙ୍କ ମଧ୍ୟରେ ସ୍ବାସ୍ଥ୍ୟବୀମା ଗ୍ରହଣ ବଢ଼ିଛି। କୋଭିଡ୍‌ ପୂର୍ବ ସ୍ଥିତି ତୁଳନାରେ ଏଥିରେ ଦ୍ରୁତ ଅଭିବୃଦ୍ଧି ହୋଇଥିବା ମାକ୍ସ ବୁପା ହେଲ୍‌ଥ ଇନ୍‌ସ୍ୟୁରାନ୍ସ ପକ୍ଷରୁ ସୂଚନା ମିଳିଛି। କମ୍ପାନୀର ପ୍ରଡକ୍ଟ ଏବଂ କ୍ଲେମ୍‌ ନିର୍ଦ୍ଦେଶକ…

ଅବଧି ନ ଥିଲେ ବି ମୂଲ୍ୟ ଅଧିକ

ଅନୁଗୋଳ ଅଫିସ, ୪।୨: ଅନୁଗୋଳ ଜିଲାର କେତୋଟି ମଦ କାଉଣ୍ଟରରେ ବିକ୍ରି ହେଉଛି ଏକ୍ସପାଏରୀ ମଦ। କେଇମାସ ପୂର୍ବରୁ ଅବଧି ଶେଷ ହୋଇଯାଇଥିଲେ ମଧ୍ୟ ବୋତଲରେ ନୂଆ ଷ୍ଟିକର ଲଗାଇ ବିକ୍ରି କରାଯାଉଛି। ଏପରି କି ପ୍ରିଣ୍ଟ ମୂଲ୍ୟଠାରୁ କିଛି ଟଙ୍କା ଅଧିକ…

ଆଇଟିଆଇ ହଷ୍ଟେଲର ୯ ମାସର ଫି’ ଛାଡ଼

ଭୁବନେଶ୍ୱର, ୪।୨(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ସମସ୍ତ ସରକାରୀ ଆଇଟିଆଇରେ ପଢୁଥିବା ଛାତ୍ରୀଛାତ୍ରଙ୍କ ୯ ମାସର ହଷ୍ଟେଲ ଫି’ ଛାଡ଼ କରାଯାଇଛି। ଏହାଦ୍ବାରା ସରକାରୀ ଆଇଟିଆଇରେ ପଢ଼ୁଥିବା ରାଜ୍ୟର ୩୦ହଜାର ଛାତ୍ରୀଛାତ୍ର ଉପକୃତ ହେବେ। ନିର୍ଦ୍ଦେଶ ଅନୁଯାୟୀ, ୨୦୨୦ ଏପ୍ରିଲରୁ…

ଅଫିସ୍‌ରେ ଟିକା ନେବେ ସମ୍ମୁଖ ଯୋଦ୍ଧା

ଭୁବନେଶ୍ୱର, ୪।୨(ବ୍ୟୁରୋ):ଏଣିକି ଅଫିସ୍‌ରେ କରୋନା ଟିକାକରଣ ହେବ। କରୋନା ଲଢ଼େଇର ସମ୍ମୁଖ ଯୋଦ୍ଧାଙ୍କୁ ନିଜ ଅଫିସରେ ଟିକା ଦିଆଯିବ। ଏଥିପାଇଁ ଅଫିସ୍‌ରେ ସ୍ବତନ୍ତ୍ର ଟିକା ରୁମ୍‌ ଖୋଲାଯାଇ ଆସନ୍ତା ୬ ତାରିଖରୁ ଏହି ଟିକାକରଣ ଆରମ୍ଭ ହେବ। ପ୍ରଥମ ଫେଜ୍‌ରେ ଗୃହ…

ଭୁବନେଶ୍ୱରରେ ହେଲା ସିନ୍‌ ରିକ୍ରିଏଶନ

ଭୁବନେଶ୍ୱର(ବ୍ୟୁରୋ)/ଯାଜପୁର ଅଫିସ/ରସୁଲପୁର(ଡି.ଏନ୍‌.ଏ.),୪ା୨:ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାକୁ ୮ଦିନ ବିତିଛି। ଯାଜପୁର ପୋଲିସ ଏବଂ କମିଶନରେଟ ପୋଲିସ ଉଭୟ ମାମଲାର ତନାଘନା ଚଳାଇଛନ୍ତି। କୁଆଖିଆ ପୋଲିସ ଏହି ଘଟଣାରେ ଗିରଫ ପ୍ରେମିକ ରାକେଶ ସ୍ବାଇଁଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri