ରାମପୁର ଗସ୍ତରେ ପ୍ରିୟଙ୍କା: ପରସ୍ପର ସହ ମାଡ ହେଲା ଗାଡ଼ି
ନୂଆଦିଲ୍ଲୀ,୪ ।୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଗୁରୁବାର ସକାଳେ ଉତ୍ତର ପ୍ରଦେଶର ରାମପୁର ଗସ୍ତ କରିଛନ୍ତି । ତେବେ ଝାପୁଡ ରୋଡରେ ପ୍ରିୟଙ୍କାଙ୍କ ସହ ଥିବା ଅନ୍ୟ ଗାଡି ମଧ୍ୟରେ ମାଡ ହୋଇଥିଲେ ବି ସମସ୍ତେ ସୁରକ୍ଷିତ ଥିବା…
କୃଷକ ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ ବିରାଟ କୋହଲି
ନୂଆଦିଲ୍ଲୀ,୪।୨: କୃଷକ ଆନ୍ଦୋଳନ ଉପରେ ସୋସିଆଲ ମିଡିଆରେ ପପ ଷ୍ଟାର ରିହାନାଙ୍କ ଟୁଇଟକୁ ନେଇ ଏକ ବିତର୍କ ଚାଲିଛି। ବହୁ ବିଦେଶୀ ସେଲିବ୍ରିଟି କୃଷକ ଆନ୍ଦୋଳନକୁ ସମର୍ଥନ ଜଣାଇଛନ୍ତି। ଭାରତ ଏହି ପଦକ୍ଷେପକୁ ଆଭ୍ୟନ୍ତରୀଣ ବ୍ୟାପାରରେ ହସ୍ତକ୍ଷେପ ବୋଲି କହିଛି। ଭାରତୀୟ…
ଭାରତର ୩ ସ୍ପିନର ରଣନୀତି
ଚେନ୍ନାଇ, ୪।୨- ଭାରତ-ଇଂଲଣ୍ଡ ପ୍ରଥମ କ୍ରିକେଟ ଟେଷ୍ଟ ସ୍ଥାନୀୟ ଚେପକ୍ ଷ୍ଟାଡିୟମରେ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଛି। ଚେପକ୍ ପିଚ୍ ସାଧାରଣତଃ ସ୍ପିନରଙ୍କୁ ସୁହାଇଥାଏ। ତେଣୁ ପ୍ରଥମ ଟେଷ୍ଟରେ ଦଳ ୩ ସ୍ପିନରଙ୍କୁ ନେଇ ଖେଳିବା ଶତପ୍ରତିଶତ ସମ୍ଭାବନା ରହିଛି। ଅଷ୍ଟ୍ରେଲିଆରେ…
କିଶୋର ବିୟାନୀଙ୍କୁ ବଡ଼ ଝଟକା
ନୂଆଦିଲ୍ଲୀ, ୪ା୨: ଆମେରିକାର ପ୍ରମୁଖ କମ୍ପାନୀ ଆମାଜନ ସହ ବିବାଦରେ ଫସିଥିବା ଫ୍ୟୁଚର ଗ୍ରୁପ୍ର ମୁଖ୍ୟ ନିର୍ବାହୀ କିଶୋର ବିୟାନୀଙ୍କୁ ବଡ଼ ଝଟକା ଲାଗିଛି। ଦେଶର ଶେୟାର ବଜାର ନିୟନ୍ତ୍ରକ ଭାରତୀୟ ପ୍ରତିଭୂତି ଏବଂ ବିନିମୟ ବୋର୍ଡ (ସେବି) କିଶୋର ବିୟାନୀ ଏବଂ…
କୋଭିଡ୍ ଯୋଗୁ ସ୍ବାସ୍ଥ୍ୟ ବୀମା ଗ୍ରହଣ ବଢ଼ିଛି
ଭୁବନେଶ୍ୱର, ୪ା୨: କୋଭିଡ୍ ମହାମାରୀ ଯୋଗୁ ଲୋକଙ୍କ ମଧ୍ୟରେ ସ୍ବାସ୍ଥ୍ୟବୀମା ଗ୍ରହଣ ବଢ଼ିଛି। କୋଭିଡ୍ ପୂର୍ବ ସ୍ଥିତି ତୁଳନାରେ ଏଥିରେ ଦ୍ରୁତ ଅଭିବୃଦ୍ଧି ହୋଇଥିବା ମାକ୍ସ ବୁପା ହେଲ୍ଥ ଇନ୍ସ୍ୟୁରାନ୍ସ ପକ୍ଷରୁ ସୂଚନା ମିଳିଛି। କମ୍ପାନୀର ପ୍ରଡକ୍ଟ ଏବଂ କ୍ଲେମ୍ ନିର୍ଦ୍ଦେଶକ…
ଅବଧି ନ ଥିଲେ ବି ମୂଲ୍ୟ ଅଧିକ
ଅନୁଗୋଳ ଅଫିସ, ୪।୨: ଅନୁଗୋଳ ଜିଲାର କେତୋଟି ମଦ କାଉଣ୍ଟରରେ ବିକ୍ରି ହେଉଛି ଏକ୍ସପାଏରୀ ମଦ। କେଇମାସ ପୂର୍ବରୁ ଅବଧି ଶେଷ ହୋଇଯାଇଥିଲେ ମଧ୍ୟ ବୋତଲରେ ନୂଆ ଷ୍ଟିକର ଲଗାଇ ବିକ୍ରି କରାଯାଉଛି। ଏପରି କି ପ୍ରିଣ୍ଟ ମୂଲ୍ୟଠାରୁ କିଛି ଟଙ୍କା ଅଧିକ…
ଆଇଟିଆଇ ହଷ୍ଟେଲର ୯ ମାସର ଫି’ ଛାଡ଼
ଭୁବନେଶ୍ୱର, ୪।୨(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ସମସ୍ତ ସରକାରୀ ଆଇଟିଆଇରେ ପଢୁଥିବା ଛାତ୍ରୀଛାତ୍ରଙ୍କ ୯ ମାସର ହଷ୍ଟେଲ ଫି’ ଛାଡ଼ କରାଯାଇଛି। ଏହାଦ୍ବାରା ସରକାରୀ ଆଇଟିଆଇରେ ପଢ଼ୁଥିବା ରାଜ୍ୟର ୩୦ହଜାର ଛାତ୍ରୀଛାତ୍ର ଉପକୃତ ହେବେ। ନିର୍ଦ୍ଦେଶ ଅନୁଯାୟୀ, ୨୦୨୦ ଏପ୍ରିଲରୁ…
ଅଫିସ୍ରେ ଟିକା ନେବେ ସମ୍ମୁଖ ଯୋଦ୍ଧା
ଭୁବନେଶ୍ୱର, ୪।୨(ବ୍ୟୁରୋ):ଏଣିକି ଅଫିସ୍ରେ କରୋନା ଟିକାକରଣ ହେବ। କରୋନା ଲଢ଼େଇର ସମ୍ମୁଖ ଯୋଦ୍ଧାଙ୍କୁ ନିଜ ଅଫିସରେ ଟିକା ଦିଆଯିବ। ଏଥିପାଇଁ ଅଫିସ୍ରେ ସ୍ବତନ୍ତ୍ର ଟିକା ରୁମ୍ ଖୋଲାଯାଇ ଆସନ୍ତା ୬ ତାରିଖରୁ ଏହି ଟିକାକରଣ ଆରମ୍ଭ ହେବ। ପ୍ରଥମ ଫେଜ୍ରେ ଗୃହ…
ଭୁବନେଶ୍ୱରରେ ହେଲା ସିନ୍ ରିକ୍ରିଏଶନ
ଭୁବନେଶ୍ୱର(ବ୍ୟୁରୋ)/ଯାଜପୁର ଅଫିସ/ରସୁଲପୁର(ଡି.ଏନ୍.ଏ.),୪ା୨:ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାକୁ ୮ଦିନ ବିତିଛି। ଯାଜପୁର ପୋଲିସ ଏବଂ କମିଶନରେଟ ପୋଲିସ ଉଭୟ ମାମଲାର ତନାଘନା ଚଳାଇଛନ୍ତି। କୁଆଖିଆ ପୋଲିସ ଏହି ଘଟଣାରେ ଗିରଫ ପ୍ରେମିକ ରାକେଶ ସ୍ବାଇଁଙ୍କୁ…
ମହିଳା ଯାତ୍ରୀଙ୍କୁ ବିମାନରେ ଜ୍ୟାକେଟ ପିନ୍ଧାଇଲେ କ୍ରୁ ମେମ୍ବର, କାରଣ ଜାଣିଲେ…
ଇନ୍ଷ୍ଟାଗ୍ରାମ ମଡେଲ ଇଜାବେଲଙ୍କ ସହ ଜେଟ୍ଷ୍ଟାର ବିମାନରେ ଏକ ଆଶ୍ଚର୍ଯ୍ୟକର ଘଟଣା ଘଟିଛି। ଏହି ବିମାନରେ ଏକ କଳାରଙ୍ଗର କ୍ରପ୍ ଟପ ଏବଂ ନୀଳ ରଙ୍ଗର ଜିନ୍ସ ପିନ୍ଧି ବସିଥିଲେ ଇଜାବେଲ। ଏହା ଦେଖି ବିମାନର ଜଣେ କ୍ରୁ ମେମ୍ବର ତାଙ୍କର…
ଆତ୍ମନିର୍ଭର ଭାରତ ଅଭିମୁଖେ ବଜେଟ
ଭୁବନେଶ୍ୱର, ୪ା୨ (ବ୍ୟୁରୋ):ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅନ୍ତର୍ଗତ ପତ୍ର ସୂଚନା କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ‘ଆତ୍ମନିର୍ଭର ଭାରତ ଅଭିମୁଖେ ବଜେଟ ୨୦୨୧-୨୨’ ଉପରେ ଏକ ଓ୍ବେବିନାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂର୍ବତନ ପ୍ରଧାନ ପ୍ରମୁଖ ଆୟକର ଆୟୁକ୍ତ ଶରତ କୁମାର…
ଆଲୋକୀକରଣ ହେଲା କଟକ-ପୁରୀ ବାଇପାସ୍
ଭୁବନେଶ୍ୱର(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର,୪ା୨(ଡି.ଏନ୍.ଏ.):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସାରେ ଭୁବନେଶ୍ୱର ଟଙ୍କପାଣି ରୋଡ୍ସ୍ଥିତ ସାଇମନ୍ଦିର ଛକଠାରେ କଟକ-ପୁରୀ ବାଇପାସ୍ ରୋଡ୍ରେ ଏଲ୍ଇଡି ଷ୍ଟ୍ରିଟ୍ଲାଇଟ ଆଲୋକୀକରଣ ବ୍ୟବସ୍ଥାର ଲୋକାର୍ପଣ କରିଛନ୍ତି। ଏହି ବ୍ୟବସ୍ଥା ବାଇପାସ୍ ରୋଡ୍ର ପଳାଶୁଣୀ ଛକଠାରୁ ଲିଙ୍ଗିପୁର ଛକ ପର୍ଯ୍ୟନ୍ତ ୧୨…
Archives


