ଘରୋଇ ହିଂସାରୁ ମହିଳାଙ୍କୁ କିପରି ସୁରକ୍ଷା ଦେବ ଆଇନ
ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି (ଟିଏଲଏସସି )ପକ୍ଷରୁ ଗୁରୁବାର ସ୍ଥାନୀୟ ମିଶନ ଶକ୍ତି ଭବନ ପରିସରରେ ଏକ ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଆଇନଜୀବୀ ହର ପ୍ରସାଦ ରଥଙ୍କ ସଂଯୋଜନାରେ ଅନୁଷ୍ଠିତ…
ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି: ଯୋଗଦେଲେ ଡ.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦ….
ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଆଜି ପବିତ୍ର ଶ୍ରୀରାମ ନବମୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଚଳଚଞ୍ଚଳ ହୋଇ ଉଠିଛି। ତେବେ ଗୁରୁବାର ସାରେ ଶ୍ରୀରାମ ନବମୀ ମହୋତ୍ସବ ସମିତି ପକ୍ଷରୁ ସଭା ଓ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି।ଘୋଡ଼ାହାଡ଼ ପାଣିପଞ୍ଚାୟତ ଶୀର୍ଷ…
ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ
ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ ଜବତ କରିଛି। ଗଞ୍ଜେଇ ଚାଲାଣ ହେଉଥିବା ନେଇ ସୂଚନା ପାଇ ସୁବଳୟା ପୋଲିସ…
ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା
ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି ଗ୍ରାମର ସୁମନ୍ତ ରଣା(୩୯)। ହତ୍ୟାକାଣ୍ଡ ପରେ ୨ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ଅଭିଯୋଗ ଅନୁସାରେ…
ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ
ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି। ସହରର ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବ ଲୋକଙ୍କ କୁଡ଼ିଆ ଘର, ଠେଲାକୁ ପ୍ରଥମେ…
ସୃଜନଶୀଳତାକୁ ପ୍ରାଧାନ୍ୟ
ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ ଓ ଅଧ୍ୟବସାୟ ଦ୍ୱାରା ସେ ଅନୁଷ୍ଠାନକୁ ସଫଳ କରିଥିବାବେଳେ ତାଙ୍କ ନେତୃତ୍ୱରେ ଏକ…
ବଚସା ହେଲା କାଳ…ସ୍ତ୍ରୀକୁ ସିଲିଣ୍ଡର ଛେଚି ହତ୍ୟା କଲେ ସ୍ବାମୀ
ଚଣ୍ଡିଗଡ଼,୨୭।୩: ହରିୟାଣାର ଗୁରୁଗ୍ରାମ ଜିଲାରୁ ଏକ ହୃଦୟ ବିଦାରକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁସାରେ, ଗୁରୁଗ୍ରାମର ଚୌମା ଗାଁରେ, ଗୁଞ୍ଜନ ନାମକ ଜଣେ ୨୨ ବର୍ଷୀୟା ମହିଳାଙ୍କୁ ତାଙ୍କ ସ୍ୱାମୀ ହତ୍ୟା କରିଥିବା ଜଣାପଡିଛି । ବଚସା ପରେ ସ୍ବାମୀ…
ଭାରତ୍ତୋଳନରେ ଦୀପାରାଣୀଙ୍କୁ ରୌପ୍ୟ
ଚିକିଟି, ୨୭ା୩ (ପ୍ରକାଶ ଚନ୍ଦ୍ର ସାହୁ ): ଛତିଶଗଡ ରାଇପୁର ସ୍ଥିତ ପଣ୍ଡିତ ରବି ଶଙ୍କର ବିଶ୍ୱ ବିଦ୍ୟାଳୟର ଖେଳ ପଡ଼ିଆ ପରିସରରେ ଗୁରୁବାର ଜାତୀୟସ୍ତରୀୟ ଉଦ୍ଘାଟିତ ହୋଇଛି। ଏହି ପ୍ରତିଯୋଗିତା ଦୀର୍ଘ ୪ ଦିନ ଧରି ଚାଲିଯିବ ।ପ୍ରଥମ ଦିନରେ…
ଏଇ ଭାରତରେ
ଜଳ ସଙ୍କଟ ଦୂର କରିବା ପାଇଁ ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍ଏସ୍) ଉଜ୍ଜ୍ୱଳ କୁମାର ଚଭନ ମହାରାଷ୍ଟ୍ରର ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ଜଳାଶୟ ଓ ଚେକ୍ ଡ୍ୟାମ୍ ନିର୍ମାଣ କରୁଛନ୍ତି। ଏହି ଉପାୟରେ ଜଳ ସଂରକ୍ଷଣ କରି ଜଳସେଚନର…
ବିଲ୍ ଗେଟ୍ସଙ୍କ କୃତ୍ରିମ ବର୍ଷା
ବିଲ୍ ଗେଟ୍ସଙ୍କ କୃତ୍ରିମ ବର୍ଷା’ ଶୀର୍ଷକ ଏକ ଭାଇରାଲ ରିଲ୍ କିଛିଦିନ ହେଲା ଭାରତୀୟଙ୍କ ହ୍ବାଟ୍ସଆପ୍ରେ ଆଲୋଡ଼ନ ସୃଷ୍ଟି କରିଥିଲା ଓ ଏହି ଅସମୟ ବର୍ଷାରେ ବାହାରକୁ ନ ବାହାରିବା ପାଇଁ କୁହାଯାଉଥିଲା। ସତରେ କ’ଣ ଏହା ପ୍ରବଳ ବର୍ଷାର କାରଣ?…
ଗରିବ କିଏ
ସଂସାରରେ ଏମିତି ଅନେକ ଲୋକ ଅଛନ୍ତି ଯେଉଁମାନେ ବହୁତ ଧନ ସମ୍ପତ୍ତିର ଅଧିକାରୀ ତ ହୋଇଥାନ୍ତି; କିନ୍ତୁ ସେମାନଙ୍କର ଆଚରଣ ଭିକାରିର ଆଚରଣ ସହିତ ପ୍ରାୟ ସମାନ ହୋଇଥାଏ। ଜୀବନସାରା କେବେ କାହାରିକୁ ଚା କପ୍ଟିଏ ବି ଦେବା ତାଙ୍କ ଦ୍ୱାରା…
ଅନ୍ତର୍ଜାତୀୟ ବ୍ୟବସ୍ଥାରେ ଅସଙ୍ଗତି
ନିକଟରେ କାନାଡ଼ାର ପ୍ରଧାନମନ୍ତ୍ରୀ ମାର୍କ କାର୍ନି ତାଙ୍କ ଭାଷଣରେ ନିୟମ ଆଧାରିତ ଅନ୍ତର୍ଜାତୀୟ ବ୍ୟବସ୍ଥାକୁ ‘ଛଳନାତ୍ମକ’ ବା ଅବାସ୍ତବ ବୋଲି ବର୍ଣ୍ଣନା କରିଥିଲେ। ଏହି ମନ୍ତବ୍ୟ ଗ୍ଲୋବାଲ ସାଉଥ୍ର ସବୁ ଦେଶରେ ବିତର୍କର ଆଧାର ପାଲଟି ଥିବାବେଳେ ପାଶ୍ଚାତ୍ୟରେ ସମସ୍ତଙ୍କ ମଧ୍ୟରେ…

