Home Left

୨୬ରେ ରାଜଭବନ ଆଗରେ ଚାଷୀଙ୍କ ବିକ୍ଷୋଭ

ନୂଆଦିଲ୍ଲୀ, ୧୩।୬(ଆଇଏଏନ୍‌ଏସ୍‌): କେନ୍ଦ୍ର ସରକାରଙ୍କ ବିବାଦୀୟ କୃଷି ଆଇନ ବିରୋଧରେ ଚାଷୀମାନଙ୍କ ଆନ୍ଦୋଳନ ପ୍ରାୟ ୨୦୦ ଦିନରେ ପହଞ୍ଚତ୍ଥିବାବେଳେ ଏହାକୁ ଆହୁରି ଜୋର୍‌ଦାର କରିବା ଲାଗି ଆସନ୍ତା ୨୬ ତାରିଖରେ ସବୁ ରାଜ୍ୟର ରାଜଭବନ ସମ୍ମୁଖରେ ଧାରଣା ଦେବା ପାଇଁ କୃଷକ…

ସାର୍ବଜନୀନ ହେବ ଯୁଦ୍ଧ ଇତିହାସ

ନୂଆଦିଲ୍ଲୀ, ୧୩।୬(ପି.ଟି.): ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶନିବାର ଯୁଦ୍ଧ ଇତିହାସର ସଂଗ୍ରହ, ଗୁପ୍ତ ସୂଚୀରୁ ହଟାଇବା ଓ ସଂକଳନ ନୀତିକୁ ଅନୁମୋଦନ କରିଛନ୍ତି। ଫଳରେ ଦେଶର ଯୁଦ୍ଧ ଇତିହାସ ସମ୍ପର୍କରେ ଜନସାଧାରଣ ଠିକ୍‌ ତଥ୍ୟ ପାଇବା ସହ ଶୈକ୍ଷିକ ଗବେଷଣା…

ଗଣତନ୍ତ୍ର ସପକ୍ଷରେ ମ୍ୟାନ୍‌ମାର ସୈନ୍ୟ

ନାପିତାଉ, ୧୩ା୬(ଆଇଏଏନ୍‌ଏସ୍‌): ମ୍ୟାନ୍‌ମାରରେ ଗଣତନ୍ତ୍ର ଫେରାଇ ଆଣିବାକୁ ସେନା ଶାସନ ବିରୋଧରେ ଫେବୃୟାରୀ ୧ରୁ ଲୋକେ ଆନ୍ଦୋଳନ ଜାରି ରଖିଥିବାବେଳେ ଏବେ ଧୀରେ ଧୀରେ ଏଥିରେ ସୈନିକଙ୍କ ଯୋଗଦାନ ବଢ଼ୁଛି। ଇଚ୍ଛା ବିରୋଧରେ ଆନ୍ଦୋଳନକାରୀଙ୍କ ଉପରକୁ ଗୁଳିଚାଳନା କରିବା ନିର୍ଦ୍ଦେଶ ପାଳନ…

ଲାକ୍ଷାଦ୍ୱୀପର ୧୫ ଭାଜପା ନେତାଙ୍କ ଇସ୍ତଫା

କୋଚି, ୧୩।୬: ଅଭିନେତ୍ରୀ ତଥା ମଡେଲ ଆଇଶା ସୁଲତାନାଙ୍କ ବିରୋଧରେ ଦେଶଦ୍ରୋହ ମାମଲାକୁ ବିରୋଧ କରି ଲାକ୍ଷାଦ୍ୱୀପ ଭାଜପା ସାଧାରଣ ସମ୍ପାଦକ ଅବଦୁଲ ହମିଦ ମୁଲ୍ଲିପୁଝାଙ୍କ ନେତୃତ୍ୱରେ ୧୫ ଜଣ ନେତା ଇସ୍ତଫା ଦେଇଛନ୍ତି। ଭାଜପା ଲାକ୍ଷାଦ୍ୱୀପ ଶାଖା ସଭାପତି ଅବଦୁଲ…

ଏଲିଜାବେଥ୍‌ଙ୍କ ଜନ୍ମଦିନ ସମ୍ମାନ ତାଲିକାରେ ଭାରତୀୟ ବଂଶୋଦ୍ଭବ

ଲଣ୍ଡନ, ୧୩ା୬: କରୋନା ମୁକାବିଲାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବା ଭାରତୀୟ ବଂଶୋଦ୍ଭବ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ନାଁ ବ୍ରିଟେନ ମହାରାଣୀ ଏଲିଜାବେଥ୍‌ ୨ୟଙ୍କ ଜନ୍ମଦିନ ସମ୍ମାନ ତାଲିକାରେ ସାମିଲ ହୋଇଛି। ମହାମାରୀବେଳେ ବ୍ୟକ୍ତିବିଶେଷଙ୍କ ଅସାଧାରଣ ପ୍ରୟାସ ଉପରେ ଏଥିରେ ଗୁରୁତ୍ୱ ଦିଆଯାଇଛି। କରୋନା…

କାଳ କୋଠରିରେ ବ୍ୟୁଟି କୁଇନ୍‌

ମେକ୍ସିକୋ ସିଟି,୧୩ା୬: ସରକାରଙ୍କ ପକ୍ଷରୁ ଅଣାଯାଇଥିବା ଅଭିଯୋଗ ସତ କି? ତୁମେ ଡ୍ରଗ୍ସ କିଙ୍ଗ୍‌ଙ୍କୁ ଜେଲରୁ ଫେରାର ହେବାରେ ସାହାଯ୍ୟ କରିଥିଲ କି ବୋଲି ଫେଡେରାଲ କୋର୍ଟରେ ବିଚାରପତି ପ୍ରଶ୍ନ କରିଥିଲେ। ଜେଲର ଗ୍ରୀନ୍‌ ୟୁନିଫର୍ମ ପିନ୍ଧି କାଠଗଡ଼ାରେ ଛିଡ଼ା ହୋଇଥିବା…

ମେଘାଙ୍କୁ ପୁଲିଜର

ନୂଆଦିଲ୍ଲୀ, ୧୩।୬: ଚାଇନା ସରକାର ଉଇଗର ମୁସଲମାନମାନଙ୍କୁ ଗଣ ଅଟକ ରଖିବା ଘଟଣାର ରହସ୍ୟ ଉନ୍ମୋଚନ କରିଥିବା ଭାରତୀୟ ବଂଶୋଦ୍ଭବ ଖବରଦାତା ମେଘା ରାଜଗୋପାଲନ୍‌ଙ୍କୁ ମର୍ଯ୍ୟାଦାଜନକ ପୁଲିଜର ପୁରସ୍କାର ମିଳିଛି। ବଜ୍‌ଫିଡ୍‌ ନ୍ୟୁଜ୍‌ରେ କାମ କରୁଥିବା ରାଜଗୋପାଲନ୍‌ଙ୍କ ସମେତ ଅନ୍ୟ ଭାରତୀୟ…

ଏହି ମୁସ୍‌ଲିମ୍‌ ଦେଶରେ ରହିଛି ଭଗବାନ ବିଷ୍ଣୁଙ୍କ ସୁଉଚ୍ଚ ପ୍ରତିମୂର୍ତ୍ତି

ହିନ୍ଦୁଧର୍ମରେ ଭଗବାନ ବିଷ୍ଣୁଙ୍କୁ ପୃଥିବୀର ପାଳନକର୍ତ୍ତା ଭାବେ ବିବେଚନା କରାଯାଏ। ଯଦିଓ ଭାରତର ପ୍ରତ୍ୟେକ କୋଣ ଅନୁକୋଣରେ ଭଗବାନ ବିଷ୍ଣୁଙ୍କ ମନ୍ଦିର ରହିଛି ତଥାପି ବିଦେଶରେ ରହିଥିବା ଭଗବାନ ବିଷ୍ଣୁଙ୍କ ମନ୍ଦିର ସବୁଠୁ ଉଚ୍ଚ। ତାହା ପୁଣି ଏକ ମୁସ୍‌ଲିମ୍‌ ଦେଶରେ।…

ଏହି ଅଭ୍ୟାସ ଦେଖାଏ ସଫଳତାର ରାସ୍ତା

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ପଦୋନ୍ନତି, ବୈବାହିକ ଜୀବନ, ବନ୍ଧୁତା, ଶତ୍ରୁତା ଏବଂ ସମ୍ମାନ ସହିତ ଜଡିତ ସମସ୍ତ ବିଷୟ ଉପରେ ପରାମର୍ଶ ଦେଇଛନ୍ତି। ଚାଣକ୍ୟଙ୍କ ଦ୍ୱାରା ବର୍ଣ୍ଣିତ ନୀତିକୁ ଗ୍ରହଣ କରି ଜଣେ ବ୍ୟକ୍ତି ଜୀବନରେ ସଫଳତା ହାସଲ କରିପାରିବ।…

ଉଚ୍ଚ ପୋଲ ପାରି ହେବାକୁ ସିମ୍ପାଞ୍ଜି କରୁଛି ଏପରି, ଭିଡିଓ ଦେଖିଲେ…

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ସିମ୍ପାଞ୍ଜି ଏକ ଉଚ୍ଚ ପୋଲର ଏକ ପାର୍ଶ୍ୱରେ ଚାଲୁଥିବା…

ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଝାରସୁଗୁଡ଼ା ଅଫିସ,୧୨।୬: ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ବୃନ୍ଦାମାଲ ଗ୍ରାମରେ ଶନିବାର ଏକ ଅଘଟଣ ଘଟିଛି। ପୁଅର ଟାଙ୍ଗିଆ ଚୋଟରେ ବାପାଙ୍କ ମୃତ୍ୟୁ ଘଟିିଛି। ମୃତକ ହେଲେ ସୁରଥ ମରେଇ(୬୫)। ଏ ନେଇ ମୃତକଙ୍କ ସ୍ତ୍ରୀ ନୃପତି ମରେଇ ଥାନାରେ ଏକ…

ହୋମଗାର୍ଡ଼ଙ୍କ ସହ ମିଶି ଲୁଟ କରିଥିଲେ ବୋଲେରୋ

ସୋହେଲା,୧୨।୬୫: ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଅଞ୍ଚଳରୁ ଗତ ୮ ତାରିଖ ଏକ ବୋଲେରୋ ଗାଡ଼ି ଲୁଟ୍‌ ହୋଇଥିଲା। ଶନିବାର ଏହି ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଲୁଟ ଘଟଣାରେ ସମ୍ପୃକ୍ତ ଥିବା ୩ ଜଣଙ୍କୁ ପୋଲିସ ଧରିବାରେ ସଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?