Home Left

ଉଚ୍ଚ ପୋଲ ପାରି ହେବାକୁ ସିମ୍ପାଞ୍ଜି କରୁଛି ଏପରି, ଭିଡିଓ ଦେଖିଲେ…

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ସିମ୍ପାଞ୍ଜି ଏକ ଉଚ୍ଚ ପୋଲର ଏକ ପାର୍ଶ୍ୱରେ ଚାଲୁଥିବା…

ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଝାରସୁଗୁଡ଼ା ଅଫିସ,୧୨।୬: ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ବୃନ୍ଦାମାଲ ଗ୍ରାମରେ ଶନିବାର ଏକ ଅଘଟଣ ଘଟିଛି। ପୁଅର ଟାଙ୍ଗିଆ ଚୋଟରେ ବାପାଙ୍କ ମୃତ୍ୟୁ ଘଟିିଛି। ମୃତକ ହେଲେ ସୁରଥ ମରେଇ(୬୫)। ଏ ନେଇ ମୃତକଙ୍କ ସ୍ତ୍ରୀ ନୃପତି ମରେଇ ଥାନାରେ ଏକ…

ହୋମଗାର୍ଡ଼ଙ୍କ ସହ ମିଶି ଲୁଟ କରିଥିଲେ ବୋଲେରୋ

ସୋହେଲା,୧୨।୬୫: ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଅଞ୍ଚଳରୁ ଗତ ୮ ତାରିଖ ଏକ ବୋଲେରୋ ଗାଡ଼ି ଲୁଟ୍‌ ହୋଇଥିଲା। ଶନିବାର ଏହି ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଲୁଟ ଘଟଣାରେ ସମ୍ପୃକ୍ତ ଥିବା ୩ ଜଣଙ୍କୁ ପୋଲିସ ଧରିବାରେ ସଫଳ…

ବାହାର ଲୋକଙ୍କୁ ହଜ୍‌ ମନା: ସାମିଲ ହେବେ ୬୦ ହଜାର ଲୋକ

ଦୁବାଇ,୧୨ା୬: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ସାଉଦି ଆରବରେ ଅନୁଷ୍ଠିତ ହେବାକୁ ଥିବା ମୁସଲମାନ ସମ୍ପ୍ରଦାୟର ପବିତ୍ର ହଜ୍‌ ତୀର୍ଥଯାତ୍ରାରେ ୬୦ ହଜାର ଲୋକ ସାମିଲ ହୋଇପାରିବେ। ଏନେଇ ସାଉଦି ଆରବ ସରକାର ଶନିବାର ଘୋଷଣା କରିଛନ୍ତି। ଏଥିରେ…

ବ୍ଲାକ୍‌ ଫଙ୍ଗସ୍‌ ଔଷଧ ଟିକସ ମୁକ୍ତ

ନୂଆଦିଲ୍ଲୀ, ୧୨।୬: ବ୍ଲାକ୍‌ ଫଙ୍ଗସ୍‌ ଔଷଧକୁ ସରକାର ଟିକସ ମୁକ୍ତ କରିଛନ୍ତି। ଶନିବାର ଜିଏସ୍‌ଟି କାଉନସିଲ ବୈଠକ ପରେ ରେମ୍‌ଡେସିଭିର ଭଳି କୋଭିଡ୍‌-୧୯ ଔଷଧ ଏବଂ ମେଡିକାଲ ଅକ୍ସିଜେନ୍‌, କନ୍‌ସେଣ୍ଟ୍ରେଟର ଆଦି ହସ୍ପିଟାଲ ସରଞ୍ଜାମ ଉପରେ ସେବା ଓ ଦ୍ରବ୍ୟ ଟିକସ…

ଦ୍ୱିତୀୟ ଲହର ଓଡ଼ିଶାରୁ ନେଲାଣି ୨୮ଡାକ୍ତରଙ୍କ ଜୀବନ

ଭୁବନେଶ୍ୱର,୧୨।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ଦେଶରେ ୭୧୯ ଡାକ୍ତରଙ୍କ ମୃତ୍ୟୁ ହୋଇଛି। ଏଥିରେ ଓଡ଼ିଶାର ୨୮ଜଣ ଡାକ୍ତରଙ୍କ ମୃତ୍ୟୁ ହୋଇଥିବା ଇଣ୍ଡିଆନ ମେଡିକାଲ ଆସୋସିଏଶନ(ଆଇଏମ୍‌ଏ) ପକ୍ଷରୁ ସୂଚନା ଦିଆଯାଇଛି। ଆଇଏମ୍‌ଏର ସୂଚନା ମୁତାବକ, ବିହାରରେ ସର୍ବାଧିକ ୧୧୧ଜଣ ଡାକ୍ତରଙ୍କ ମୃତ୍ୟୁ ଘଟିଥିବା…

ଅକ୍ସିଜେନ ସିଲିଣ୍ଡର ବୋଝେଇ ଟ୍ରକ୍‌ରେ ଚାଲାଣ ହେଉଥିଲା କୋଟିଏ ଟଙ୍କାର ଗଞ୍ଜେଇ

ଜୟପୁର,୧୨ା୬: ପ୍ରଥମେ ପରିବା, କଣ୍ଟେନର, ମୁଢ଼ି ବସ୍ତା ଭିତରେ ଗଞ୍ଜେଇ ଚୋରାଚାଲାଣ ହେଉଥିବା ବେଳେ ଏବେ ଆଉ ଏକ ଭିନ୍ନ ଉପାୟରେ ଗଞ୍ଜେଇ ଚାଲାଣ ହେଉଥିବା ନଜରକୁ ଆସିଛି। ଏକ ଅକ୍ସିଜେନ ବୋଝେଇ ଟ୍ରକ୍‌ରେ ଚାଲାଣକାରୀମାନେ ଗଞ୍ଜେଇ ଚାଲାଣ କରୁଥିବା ବେଳେ…

ଆଉ ୧୦ ଦିନ ପରେ ହୋଇଥାନ୍ତା ବାହାଘର: କରୋନା ନେଇଗଲା ଜୀବନ

ବାଉଁଶୁଣୀ,୧୨ା୬: ବାହାଘର ଥିଲା ଆଉ ୧୦ ଦିନ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିଲା। ହେଲେ ବାହା ହେବାକୁ ଥିବା ଯୁବକ ଜଣକ କରୋନାରେ ଆକ୍ରାନ୍ତ ହୋଇ ଆଖି ବୁଜିଛନ୍ତି। ଏଭଳି ଏକ ଘଟଣା ଘଟିଛି ବୌଦ୍ଧ ଜିଲା କଣ୍ଟାମାଳ…

ଓଡ଼ିଶାର ଏହି ୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ

ଭୁବନେଶ୍ୱର, ୧୨।୬(ବ୍ୟୁରୋ): ଚତୁର୍ଥ ସେରୋ ସର୍ଭେରେ ୬ ବର୍ଷରୁ ଅଧିକ ବୟସ୍କ ପିଲା ସାମିଲ ହେବେ। ଏ ନେଇ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍‌ଏମ୍‌ଆର୍‌ସି) ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୧୬ କିମ୍ବା ୧୭ ତାରିଖରୁ ଆରମ୍ଭ ହେବ ନ୍ୟାସନାଲ ସେରୋ…

କିନ୍ନରଙ୍କୁ ମିଳିବ ଓଡ଼ିଶା ପୋଲିସରେ ନିଯୁକ୍ତି

ଭୁବନେଶ୍ୱର,୧୨।୬: ଓଡ଼ିଶା ପୋଲିସରେ ନିଯୁକ୍ତି ପାଇବେ କିନ୍ନର। ଏନେଇ ଡିଜିପି ଅଭୟ ଶନିବାର ସୂଚନା ଦେଇଛନ୍ତି । ୪୭୭ ସବ୍‌ ଇନ୍ସପେକ୍ଟର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁଲାଇ ୧୫ ସୁଦ୍ଧା ଆବେଦନ କରିବାକୁ ସମୟ ଧାର୍ଯ୍ୟ ହୋଇଛି ।…

ଝାରପଡ଼ା ଜେଲରୁ ମୁକୁଳିଲେ ଗୋପାଳପୁର ବିଧାୟକ

କଟକ ଅଫିସ,୧୨।୬: ଝାରପଡ଼ା ଜେଲ୍‌ରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଷଷ୍ଠ ମାମଲାରେ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିବା ପରେ ଶନିବାର ସେ ଜେଲରୁ ବାହାରିଛନ୍ତି। ତେବେ ଜେଲରୁ ବାହାରିବା ପରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସେ କୌଣସି ପ୍ରତିକ୍ରିୟା…

ଭାରତ- ଇଣ୍ଟରନେଟ୍‌ କମ୍ପାନୀ ସହ କାମ କରିବାକୁ ଚାହୁଁଛି ଆମେରିକା

ଓ୍ବାଶିଂଟନ,୧୨ା୬: ଆମେରିକାର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ, ଜୋ -ବାଇଡେନ ପ୍ରଶାସନ ଭୁଲ ତଥ୍ୟର ପ୍ରସାରକୁ ମୁକାବିଲା କରିବା ଏବଂ ଅଭିବ୍ୟକ୍ତିର ସ୍ବାଧୀନତାକୁ ସମ୍ମାନ ଦେବା ପାଇଁ ଭାରତ ସରକାର ଏବଂ ଇଣ୍ଟର୍‌ନେଟ କମ୍ପାନୀ ସହ କାର୍ଯ୍ୟ କରିବାକୁ ଚାହୁଁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?