ବରଙ୍କ ନାମ ସମାଜବାଦ, କନ୍ୟାଙ୍କ ନାମ ମମତା ବାନାର୍ଜୀ; ଜାଣନ୍ତୁ କେବେ ପଡ଼ିବ ହାତଗଣ୍ଠି
ତାମିଲନାଡୁର ସେଲମ ଜିଲାରୁ ଏମିତି ଏକ ବିବାହ ଖବର ସାମ୍ନାକୁ ଆସିଛି ଯାହାକୁ ନେଇ ଖୁବ୍ ଚର୍ଚ୍ଚା ହେଉଛି। ଚର୍ଚ୍ଚାର ମୁଖ୍ୟ କାରଣ ହେଲା ବର ଏବଂ କନ୍ୟାଙ୍କ ନାମକୁ ନେଇ। ଏହି ବିବାହରେ ବରଙ୍କ ନାମ ‘ସମାଜବାଦ’ ଏବଂ କନ୍ୟାଙ୍କ…
ଏହି କାରଣ ପାଇଁ ଅଭିନେତ୍ରୀ ହେବାକୁ ଚାହୁଁ ନ ଥିଲେ ସୋନମ କପୁର, ପ୍ରଥମ ଫିଲ୍ମ ପାଇଁ ରାଜିହେବାକୁ ଲାଗିଥିଲା ଦେଢ଼ ବର୍ଷ
ବଲିଉଡ୍ ଅଭିନେତ୍ରୀ ସୋନମ କପୁର ୨୦୦୭ ମସିହାରେ ସଞ୍ଜୟ ଲିଲା ଭଁସାଲୀଙ୍କ ଫିଲ୍ମ ସାୱରିୟାରୁ କ୍ୟାରିୟର ଆରମ୍ଭ କରିଥିଲେ । ଏହି ଫିଲ୍ମରେ ତାଙ୍କ ସହ ରଣବୀର କପୁର ମୁଖ୍ୟ ଭୂମିକାରେ ନଜର ଆସି ଥିଲେ। ବଲିଉଡର ଏ-ଲିଷ୍ଟର ଅଭିନେତ୍ରୀମାନଙ୍କ ମଧ୍ୟରୁ…
ପଳାତକ ମେହୁଲ ଚୋକସିଙ୍କ ଜାମିନ ଆବଦେନ ଡୋମିନିକା ହାଇକୋର୍ଟରେ ଖାରଜ
ରୋସେୟୁ,୧୨।୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକସିଙ୍କୁ ପୁଣି ଥରେ ଏକ ଶକ୍ତ ଧକ୍କା ଲାଗିଛି। ଶୁକ୍ରବାର ଡୋମିନିକା ହାଇକୋର୍ଟ ମେହୁଲଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ଫ୍ଲ୍ଲାଇଟ୍ ରିସ୍କ ଯୋଗୁ ହାଇକୋର୍ଟ ତାଙ୍କ ଏହି ଆବେଦନ ଖାରଜ କରିଦେଇଥିବା ଜଣାପଡ଼ିଛି।…
ଭିଣୋଇଙ୍କ ସହ ଅନୈତିକ ସମ୍ପର୍କ ରଖିଥିଲେ ପ୍ରଥମ ସ୍ତ୍ରୀ କବିତା, ମା’ ସେମାନଙ୍କୁ ଅସଂଯତ ଅବସ୍ଥାରେ ଧରିଥିଲେ: ରାଜ କୁନ୍ଦ୍ରା
ବମ୍ବେ: ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ୨୦୦୯ରେ ବିବାହ କରିଥିଲେ। ସେ ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କ ହାତ ଧରିଥିଲେ। ବିବାହ ପୂର୍ବରୁ ରାଜ ବିବାହିତ ଥିଲେ ହେଁ ପ୍ରଥମ ସ୍ତ୍ରୀ କବିତାଙ୍କୁ ଛାଡ଼ପତ୍ର ଦେଇ ଶିଳ୍ପାଙ୍କୁ ଜୀବନସାଥୀ କରିଥିଲେ ସେ। ସେତେବେଳେ…
କୋଭିଡ ମୃତ୍ୟୁସଂଖ୍ୟାକୁ ନେଇ ଅସନ୍ତୁଷ୍ଟ ହାଇକୋର୍ଟ
ପାଟନା,୧୨।୬: ବିହାରରେ କରୋନାଜନିତ ହୋଇଥିବା ମୃତ୍ୟୁସଂଖ୍ୟାକୁ ନେଇ ପାଟନା ହାଇକୋର୍ଟ କଡ଼ା ଟିପ୍ପଣୀ ଦେଇଛନ୍ତି। ସରକାର ଦେଇଥିବା ମୃତ୍ୟୁସଂଖ୍ୟା ତଥ୍ୟ ଉପରେ କୋର୍ଟ ଅସନ୍ତୁଷ୍ଟ। ଏହି ଘଟଣା ଉପରେ ଲଗାତର ନଜର ରଖାଯାଇଛି ବୋଲି କୋର୍ଟ କହିଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର ଏହି…
ନିଜର ୨୮ ସ୍ତ୍ରୀଙ୍କ ସାମ୍ନାରେ ଯୁବତୀଙ୍କ ହାତ ଧରିଲେ ଏହି ବୃଦ୍ଧ; ଭିଡିଓ ଦେଖିଲେ ହେବେ…
ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ଏକ ବିବାହର ଭିଡିଓ। ଆଇପିଏସ୍ ଅଧିକାରୀ ରୁପିନ ଶର୍ମା ଟୁଇଟରରେ ଏହାକୁ ଶେୟାର କରିଛନ୍ତି। ଭିଡିଓରେ ଜଣେ ବୃଦ୍ଧ ଅନେକ ମହିଳା ଏବଂ ଶିଶୁଙ୍କ ମଧ୍ୟରେ ବିବାହ କରୁଥିବା ଦେଖାଯାଉଛି। ତେବେ ଯେଉଁ ଭିଡିଓଟି…
ଟିକାକରଣରୁ ବଞ୍ଚିତ ହେଉଛନ୍ତି ଲୋକେ
କଟକ ଅଫିସ, ୧୨ା୬: ରାଜ୍ୟରେ କୋଭିଡ୍ ସଂକ୍ରମିତଙ୍କ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ନାହିଁ। ସମସ୍ତଙ୍କୁ ମାଗଣାରେ ଟିକା ଦିଆଯିବା ପାଇଁ ଘୋଷଣା କରାଯାଇଛି। ମାତ୍ର ଟିକା ଉପଲବ୍ଧ ନ ଥିବାରୁ ଲୋକେ ଟିକାକରଣରୁ ବଞ୍ଚତ୍ତ ହେଉଛନ୍ତି ବୋଲି ଏସ୍ୟୁସିଆଇ ପକ୍ଷରୁ…
ବୃଦ୍ଧଙ୍କୁ ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ
ମାହାଙ୍ଗା,୧୨ା୬(ସ୍ବ.ପ୍ର.): ଜଣେ ବୃଦ୍ଧ ଛେଳି ମାରି ଦେଇଥିବା ଅଭିଯୋଗରେ ଗ୍ରାମର କେତେଜଣ ଲୋକ ତାଙ୍କୁ ଏକ ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ କରିଥିବାର ଏକ ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ ହୋଇଛି। ବୃଦ୍ଧ ମଧ୍ୟ ସମ୍ପୃକ୍ତ ବ୍ୟକ୍ତିଙ୍କ ନାମରେ ପାଲଟା…
ଶୁଦ୍ଧିକ୍ରିୟା ପାଇଁ ରାଶନ କାର୍ଡ ବନ୍ଧା ପଡ଼ିବା ଘଟଣା: ତଦନ୍ତ ପାଇଁ ଏନ୍ଏଚ୍ଆର୍ସିରେ ପିଟିଶନ
ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ମ୍ୟୁନିସିପାଲିଟି ଅଞ୍ଚଳର ଦଳିତ ମହିଳା ରେବତୀ ବେହେରା ସ୍ବାମୀଙ୍କ ଶୁଦ୍ଧିକ୍ରିୟା ପାଇଁ ଦଲାଲ ନିକଟରେ ରାଶନ କାର୍ଡ ବନ୍ଧା ପକାଇ ଟଙ୍କା ଆଣିଥିଲେ। କାର୍ଡ ନ ଥିବାରୁ ସାଧାରଣ ବଣ୍ଟନ ସାମଗ୍ରୀ ପାଇପାରୁ ନ ଥିଲେ।…
ସ୍ନାନଯାତ୍ରାରେ ତ୍ରିସ୍ତରୀୟ ସୁରକ୍ଷା
ପୁରୀ ଅଫିସ, ୧୨ା୬: ଆସନ୍ତା ୨୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା ତଥା ସ୍ନାନଯାତ୍ରା ପଡୁଛି। ଚଳିତବର୍ଷ କୋଭିଡ୍ କଟକଣା ମଧ୍ୟରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଆୟୋଜନ ନେଇ ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶୁକ୍ରବାର ଏସ୍ପି କନଓ୍ବର ବିଶାଲ…
କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ଦେଲା ୩ ଲକ୍ଷ
ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମୁକାବିଲା ପାଇଁ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି(ସିଏମ୍ଆର୍ଏଫ୍)କୁ ୩ଲକ୍ଷ ଟଙ୍କା ଦାନ କରିଛି। ରାଜ୍ୟ ଲୋକସେବା ଭବନଠାରେ ସଂଘ ଅଧ୍ୟକ୍ଷ ଗୌରୀଶଙ୍କର ଦାଶ ଓ ସାଧାରଣ ସମ୍ପାଦକ ସାତ୍ତ୍ୱିକ ସ୍ବାଇଁ ମୁଖ୍ୟଶାସନ…
ସର୍ବ ସମ୍ମୁଖରେ ଛାତ୍ରଙ୍କୁ ମୃତ୍ୟୁଦଣ୍ଡ
ନାଇରୋବି,୧୨ା୬: ଇଥିଓପିଆର ସରକାରୀ ବଳ ଜଣେ ନାବାଳକଙ୍କୁ ସ୍ପଷ୍ଟ ଦିବାଲୋକରେ ମୃତ୍ୟୁଦଣ୍ଡ ଦେଇଥିବା ହ୍ୟୁମାନ ରାଇଟ୍ସ ଓ୍ବାଚ୍ ପକ୍ଷରୁ ସୂଚନା ଦିଆଯାଇଛନ୍ତି। ଓରୋମିଆ ଅଞ୍ଚଳରେ ସୈନ୍ୟମାନେ ୧୭ ବର୍ଷୀୟ ଏମାନ୍ୟୁଏଲ୍ ଓଣ୍ଡିମୁଙ୍କ ବେକରେ ବନ୍ଧୁକ ରଖି ଗୁଳି ଚଳାଇଥିଲେ। ଡେମ୍ବି ଡୋଲୋ…

