ହାତୀ ଖାଉଛି ହେଲମେଟ୍ : ଭିଡିଓ ଭାଇରାଲ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ପଶ୍ଚିମ ଓଡ଼ିଶାର ୧୧ ଜିଲାକୁ ୨୫ କୋଟି
ଭୁବନେଶ୍ୱର, ୧୨ା୬(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ୧୧ଟି ଜିଲାକୁ କୋଭିଡ୍ ପରିଚାଳନା ପାଇଁ ମିଳିଛି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍ଫରେନ୍ସରେ ଏହା ଘୋଷଣା କରିଛନ୍ତି। ଏଥିପୂର୍ବରୁ ଗତ ମାସରେ ପଶ୍ଚିମ ଓଡ଼ିଶାର ୧୧…
୪ ବର୍ଷର ପୁରୁଣା ଦାବି ଏବେ
ଭୁବନେଶ୍ୱର,୧୨ା୬(ବ୍ୟୁରୋ): ନିକଟରେ କେନ୍ଦ୍ର ସରକାର ଧାନ ସମେତ ୧୪ଟି ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍ଏସ୍ପି) ବୃଦ୍ଧି କରିଛନ୍ତି। ସାଧାରଣ ଧାନର କୁଇଣ୍ଟାଲ ପିଛା ଏମ୍ଏସ୍ପି ମାତ୍ର ୭୨ ଟଙ୍କା ବୃଦ୍ଧି କରାଯାଇଥିବାବେଳେ ଅଣଧାନ ଫସଲ ରାଶି, ବିରି, ଚିନାବାଦାମ, ଯଅ,…
କେବଳ ଏହି କାରଣ ପାଇଁ ସ୍ବାମୀଙ୍କ ଅକାଳ ମୃତ୍ୟୁର କାରଣ ହୋଇଥାନ୍ତି ସ୍ତ୍ରୀ
ଆଚାର୍ଯ୍ୟ ଚାଣକ୍ୟ ଜୀବନର ମୂଲ୍ୟବୋଧକୁ ବର୍ଣ୍ଣନା କରିବା ସହିତ ଜୀବନ ସହ ଜଡିତ ସମସ୍ତ ଦିଗକୁ ବ୍ୟାଖ୍ୟା କରିଛନ୍ତି। ସେ ବିଚଳିତ ବ୍ୟକ୍ତିଙ୍କୁ ବିଷାକ୍ତ ପ୍ରାଣୀ ସହିତ ତୁଳନା କରିଥିବାବେଳେ ସେ ମହିଳାମାନଙ୍କ ପାଇଁ ସ୍ବାମୀ-ଆଦେଶ ଏବଂ ସ୍ବାମୀ ଧର୍ମକୁ ଅଳଙ୍କାର…
କଙ୍ଗାରୁ କୋର୍ଟରେ ସାକ୍ଷୀ ଦେବାରୁ ଯୁବକଙ୍କୁ ହତ୍ୟା
ଜୟପୁର,୧୧ା୬: ଜୟପୁର ସଦର ଥାନା ଅଧୀନ କଣ୍ଡାପୁଟ ଜଙ୍ଗଲରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାର ରହସ୍ୟ ଉନ୍ମୋଚନ କରିଛି ଜୟପୁର ସଦର ପୋଲିସ। କଙ୍ଗାରୁ କୋର୍ଟରେ ସାକ୍ଷୀ ଦେବାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଛି। ଘଟଣାରେ ସମ୍ପୃକ୍ତ ୨…
ହସ୍ପିଟାଲରେ ବ୍ୟକ୍ତିଙ୍କୁ ଜାଳି ଦେଲେ
ଭୋପାଳ, ୧୧।୬: ଆକ୍ରମଣରେ ଆହତ ହୋଇ ଚିକିତ୍ସିତ ହେଉଥିବା ଜଣେ ବ୍ୟକ୍ତିଙ୍କୁ ମଧ୍ୟ ପ୍ରଦେଶର ସାଗର ଜିଲା ହସ୍ପିଟାଲରେ ଜାଳି ଦିଆଯାଇଛି। ସମ୍ପୂର୍ଣ୍ଣ ଘଟଣା କଏଦ ହୋଇଛି ହସ୍ପିଟାଲରେ ଲାଗିଥିବା ସିସିଟିଭିରେ। ପୀଡ଼ିତଙ୍କ ନାମ ଦାମୋଦର କୋରି। ଏବେ ବୁଣ୍ଡେଲଖଣ୍ଡ ମେଡିକାଲ…
୮ଘଣ୍ଟା ପରେ ଉଦ୍ଧାର ହେଲା ଭାଲୁ
ଝରିଗାଁ, ୧୧।୬: ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ରତାଖଣ୍ଡିଗୁଡା ପଞ୍ଚାୟତ ଅଧୀନ ରାଣୀଚଚରା ଗ୍ରାମକୁ ପଶି ଆସିଥିଲା ଶୁକ୍ରବାର ଏକ ଭାଲୁ। ଗ୍ରାମବାସୀ ଭାଲୁକୁ ଦେଖି ପାଟି କରିଥିଲେ। ଫଳରେ ଭାଲୁଟି ଗାଁର ଯୋଗେନ୍ଦ୍ର ସାନ୍ତା ଓ ଲକ୍ଷ୍ମଣ ସାନ୍ତାଙ୍କ ଘର…
ପଞ୍ଜାବ, ହରିୟାଣାରେ ପ୍ରବଳ ବର୍ଷା: ନେଲାଣି ୫ ଜୀବନ
ଚଣ୍ଡିଗଡ଼,୧୧।୬: ପଞ୍ଜାବ ଏବଂ ହରିୟାଣାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ଏଭଳିସ୍ଥିତିରେ ପଞ୍ଜାବର ପଟିଆଲା ଜିଲାରେ ଗୋଟିଏ ପରିବାରର ୪ ଜଣ ଏବଂ ଅନ୍ୟ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ବର୍ଷା ଯୋଗୁ ସୈଦଖେରି ଗ୍ରାମରେ ଏକ…
୧୦ ବର୍ଷ ଧରି ପ୍ରେମିକାଙ୍କୁ ରୁମ୍ରେ ଲୁଚାଇ ରଖିଥିଲେ ପ୍ରେମିକ, ଜାଣିପାରିଲେ ନାହିଁ ପରିବାର ଲୋକ
ପଲକ୍କଡ (କେରଳ), ୧୧।୬: କେରଳର ଜଣେ ଯୁବକ ନିଜ ପ୍ରେମିକାଙ୍କୁ ୧୦ ବର୍ଷ ଧରି ରୁମ୍ରେ ଲୁଚାଇ ରଖିଥିଲେ। ଆଉ ଏ ସମ୍ପର୍କରେ ଟେର ପାଇ ନ ଥିଲେ ଯୁବକଙ୍କ ପରିବାର ଲୋକେ। ନିଖୋଜ ହେବାର ୧୦ ବର୍ଷ ପରେ ମିଳିଛି…
ଷ୍ଟାର ଖେଳାଳିଙ୍କ କାରନାମା: ଗୋଇଠା ମାରି ଭାଙ୍ଗିଦେଲେ ଉଇକେଟ
ଢାକା,୧୧।୬ : ବାଂଲାଦେଶର ଘରୋଇ ଟି୨୦ ଟୁର୍ନାମେଣ୍ଟ ଢାକା ଲିଗ୍ରେ ଶୁକ୍ରବାର ଏକ ଅପ୍ରିତିକର ଘଟଣା ଘଟିଛି। ଅମ୍ପାୟରଙ୍କୁ ଅସଦାଚରଣ କରିବା ସହ ଷ୍ଟମ୍ପକୁ ଗୋଇଠା ମାରି ଭାଙ୍ଗି ଦେଇଛନ୍ତି ବାଂଲାଦେଶ ଷ୍ଟାର ଅଲରାଉଣ୍ଡର ଶାକିବ ଅଲ୍ ହାସନ। ଅବାହାନି ଲିମିଟେଡ୍…
ଦ୍ୱିତୀୟ ଡୋଜ୍ ଅପେକ୍ଷାରେ ଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଘୋଷଣା
ଭୁବନେଶ୍ୱର,୧୧।୬(ବ୍ୟୁରୋ): ପ୍ରଥମ ଡୋଜ ଟିକା ନେଇଥିବା ୧୮ରୁ ୪୪ବର୍ଷର ହିତାଧିକାରୀଙ୍କ ଟିକାକରଣକୁ ନେଇ ବିଏମ୍ସି ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଇଛି। ଅବଧି ଶେଷ ହେଉଥିବାରୁ ଅଗ୍ରାଧିକାର ଭିତ୍ତିରେ ସେମାନଙ୍କୁ ଦ୍ୱିତୀୟ ଡୋଜ ଟିକା ପ୍ରଦାନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଗତ ମେ…
ନଦୀକୁ ଖସିଲା ବସ୍: ୧୮ ତୀର୍ଥଯାତ୍ରୀଙ୍କ ମୃତ୍ୟୁ
କରାଚୀ,୧୧।୬ : ପାକିସ୍ତାନର ଦକ୍ଷିଣପଶ୍ଚିମ ଉପତ୍ୟାକାରୁ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍ ଶୁକ୍ରବାର ନଦୀରେ ଖସି ପଡ଼ିଛି। ଏଥିରେ ୧୮ ଜଣଙ୍କ ମୃତ୍ୟୁ ଘଟିଥିବା ଅଧିକାରୀମାନେ ସ୍ପଷ୍ଟ କରିଛନ୍ତି। ବେଲୁଚିସ୍ଥାନ ପ୍ରଦେଶର ସୁଦୂର ଜିଲାରେ ପ୍ରବେଶ କରିବା ସମୟରେ ଏହି…

