ଏକତରଫା ପ୍ରେମ: ନାବାଳିକାଙ୍କ ଗଳା କାଟିଦେଲେ ଯୁବକ
ବାଲେଶ୍ୱର ଅଫିସ, ୩।୨- ବାଲେଶ୍ବର ସହଦେବଖୁଣ୍ଟା ଥାନା ଅଧୀନ ନୂଆବଜାର ଅଞ୍ଚଳର ଜଣେ ଯୁବକ ଏକ ନାବାଳିକାଙ୍କୁ ବାରମ୍ବାର ପ୍ରେମ ନିବେଦନ କରି ବିଫଳ ହେବା ପରେ ଉନ୍ମତ୍ତକାଣ୍ଡ ଘଟାଇଛନ୍ତି। ସୋମବାର ସାରେ ନାବାଳିକାଜଣକ ଟ୍ୟୁଶନରୁ ଫେରୁଥିବା ବେଳେ ଉକ୍ତ ଯୁବକ…
୪ ଜଣଙ୍କୁ ଫ୍ଲାଟ୍ ଉପହାର ଦେଲେ କଙ୍ଗନା
ଗତ କିଛି ମାସ ହେବ ନିଜର କଠୋର ବକ୍ତବ୍ୟ ପାଇଁ ବଲିଉଡ୍ ଅଭିିନେତ୍ରୀ କଙ୍ଗନା ରଣାଓ୍ବତ୍ ଚର୍ଚ୍ଚାରେ ରହିଛନ୍ତି। ନିକଟରେ ସେ ନିଜର ଭାଇ ଅକ୍ଷତ, ଭଉଣୀ ରଙ୍ଗୋଲୀ ଏବଂ ଅନ୍ୟ ୨ ସମ୍ପର୍କୀୟଙ୍କୁ ଚଣ୍ଡିଗଡରେ ଫ୍ଲାଟ୍ ଉପହାର ରୂପେ ଦେଇଛନ୍ତି।…
କ୍ରିକେଟକୁ ଅଲବିଦା କହିଲେ ଅଶୋକ ଦିଣ୍ଡା
କୋଲକାତା, ୩।୨ -ଭେଟେରାନ ପେସର ଆଶୋକ ଦିଣ୍ଡା ମଙ୍ଗଳବାର କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ଏଥିସହ ଦେଢ ଦଶନ୍ଧିର ଲମ୍ବା କ୍ରିକେଟ କ୍ୟାରିୟରରେ ପୂର୍ଣ୍ଣଛେଦ ପଡ଼ିଛି। ଏହି ୩୬ ବର୍ଷୀୟ କ୍ରିକେଟର ଭାରତ ତରଫରୁ ୧୩ ଅନ୍ତର୍ଜାତୀୟ ଦିନିକିଆ…
ସାଇକେଲ ଚୋରି କରି ଜେଲ ଗଲେ
ଦିଗପହଣ୍ଡି,୨।୨ (ଡି.ଏନ.ଏ.)- ଗଞ୍ଜାମ ଜିଲାର ଦିଗପହଣ୍ଡି ଥାନା ଅନ୍ତର୍ଗତ ପଦ୍ମନାଭପୁର ଗ୍ରାମର ସଞ୍ଜୀବ କୁମାର ପଣ୍ଡା ନାମକ ଜଣେ ବ୍ୟକ୍ତିଙ୍କ ସାଇକେଲ ଚୋରି କରିବା ମାମଲାରେ ପୋଲିସ ଜଣଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଯୁବକଙ୍କ ନାମ ଭଗବାନ ପ୍ରଧାନ। ସେ…
ଭାରତୀୟ ସେନା ଗାଡ଼ିରେ ଶିଶୁକନ୍ୟା ଜନ୍ମ ଦେଲେ ମହିଳା
ଶ୍ରୀନଗର,୨।୨: କେନ୍ଦ୍ର ଶାସିତ ଅଞ୍ଚଳ କଶ୍ମୀରରେ ଜାରି ରହିଥିବା ତୁଷାର ପାତ ଯୋଗୁ ଜଣେ ଗର୍ଭବତି ମହିଳା ମେଡିକାଲ ଯାଇପାରି ନ ଥିଲେ। ଭାରତୀୟ ସେନା ତାଙ୍କୁ ଉଦ୍ଧାର କରି ମେଡିକାଲ ନେଉଥିବାବେଳେ ଉକ୍ତ ମହିଳା ଜଣକ ସେନା ଗାଡ଼ିରେ ହିଁ…
ଟେଲି ଅଭିନେତ୍ରୀଙ୍କ ପିଛା କଲେ ମଦ୍ୟପ, ଆଉ ତା ପରେ..
ନୂଆଦିଲ୍ଲୀ,୨।୨: ପରିବାର ସହ ରାତ୍ରିଭୋଜନ କରି ସ୍ବାମୀଙ୍କ ସହ ଫେରୁଥିବା ଜଣେ ଜଣାଶୁଣା ଟେଲି ଅଭିନେତ୍ରୀଙ୍କ ପଛରେ ପଡ଼ିଗଲେ ୪ ମଦ୍ୟପ ବ୍ୟକ୍ତି। ଅଭିନେତ୍ରୀଙ୍କ ଘର ପର୍ଯ୍ୟନ୍ତ କାରରେ ପିଛା କଲେ। ଏ ନେଇ ସୋମବାର ସନ୍ଧ୍ୟାରେ ଅଭିଯୋଗ ପରେ ସେମାନଙ୍କୁ…
ନ୍ୟୁଜିଲାଣ୍ଡକୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ଟିକେଟ୍ ଦେଲା ଅଷ୍ଟ୍ରେଲିଆ
ନୂଆଦିଲ୍ଲୀ,୨।୨: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ମୁକାବିଲା ପ୍ରାୟତଃ ସ୍ପଷ୍ଟ ହୋଇଯାଇଛି। ଟେଷ୍ଟ ଭିତ୍ତିକ ଟୁର୍ନାମେଣ୍ଟର ପ୍ରଥମ ସଂସ୍କରଣର ଫାଇନାଲରେ ସ୍ଥାନ ପକ୍କା କରିଛି ନ୍ୟୁଜିଲାଣ୍ଡ। ତେବେ ନ୍ୟୁଜିଲାଣ୍ଡକୁ ଏହି ସୁଯୋଗ ଦେଇଛି ପଡୋଶୀ ଅଷ୍ଟ୍ରେଲିଆ। କାରଣ ଦକ୍ଷିଣ ଆଫ୍ରିକା ବିପକ୍ଷ…
ନେଟ୍ ସେସନ ଆରମ୍ଭ କଲା ଭାରତୀୟ ଦଳ, ଖେଳାଳିଙ୍କୁ ସ୍ବାଗତ କଲେ କୋଚ୍ ଶାସ୍ତ୍ରୀ
ଚେନ୍ନାଇ,୨।୨: ଆସନ୍ତା ୫ ତାରିଖରୁ ଇଂଲଣ୍ଡ ବିପକ୍ଷରେ ଆରମ୍ଭ ହେବାକୁ ଯାଉଥିବା ୪ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦଳର ଖେଳାଳିମାନେ ମଙ୍ଗଳବାରଠାରୁ ନେଟ୍ ସେସନ ଆରମ୍ଭ କରିଛନ୍ତି। ଉତ୍ସାହ ଭରା ବକ୍ତବ୍ୟ ସହ ଟିମ୍ ଇଣ୍ଡିଆର ସ୍ବାଗତ…
କମିଗଲା କ୍ରିତିଙ୍କ ଓଜନ
ମୁମ୍ବାଇ: ଅଭିନେତ୍ରୀ କ୍ରିତି ଖରବନ୍ଦାଙ୍କ ପାଇଁ ୨୦୨୦ ମସିହା ଆଦୌ ଭଲ ନ ଥିଲା ବୋଲି ସେ କହିଛନ୍ତି । ଗତବର୍ଷ ନଭେମ୍ବରରେ ସେ ମ୍ୟାଲେରିଆରେ ପୀଡ଼ିତ ହୋଇଥିଲେ । ଆଉ ତାଙ୍କୁ ୩ ସପ୍ତାହ ପାଇଁ ବେଡ୍ ରେଷ୍ଟ ନେବାକୁ…
‘ଲୁପ ଲପେଟା’ରେ ତାପସୀଙ୍କ ଫାଷ୍ଟ ଲୁକ୍
ମୁମ୍ବାଇ: ବଲିଉଡ୍ ନାୟିକା ତାପସୀ ପନ୍ନୁ ଜଣେ ଏମିତି କଳାକାର ଯେ ସବୁବେଳେ କିଛି ନା କିଛି ଭିନ୍ନ ଚରିତ୍ରରେ ନଜର ଆସିବାକୁ ପସନ୍ଦ କରିଥାଆନ୍ତି । ସେଥିପାଇଁ ଏବେ ବଲିଉଡ୍ରେ ତାଙ୍କର ରହିଛି ଏକ ଭିନ୍ନ ପରିଚୟ । ‘ପିଙ୍କ’ଠାରୁ…
ଜିଦ୍ରେ ଅଡି ବସିଛନ୍ତି କୃଷକ ନେତା !
ନୂଆଦିଲ୍ଲୀ,୨ ।୨: କେନ୍ଦ୍ର ସରକାରଙ୍କ ୩ କୃଷି ଆଇନକୁ ବିରୋଧ କରି ମଙ୍ଗଳବାର ବି କୃଷକଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି । ଏହି ସମୟରେ ଭାରତୀୟ କୃଷକ ୟୁନିୟନର ଅଧ୍ୟକ୍ଷ ରାକେଶ ଟିକାଏତ୍ ଗାଜିପୁର ସୀମାରେ ଧାରଣ ପ୍ରଦର୍ଶନ କରିବା…
ଫିଲ୍ମ ଛାଡି କ୍ରିକେଟ ଖେଳିଲେ ଏହି ଅଭିନେତା
ରାଜକୁମାର ରାଓ ବଲିଉଡ୍ର ଏମିତି ଜଣେ ଅଭିନେତା ଯାହାଙ୍କ ନାମ ପସନ୍ଦର କଳାକାରଙ୍କ ତାଲିକାରେ ରହିଛି। ଖୁବ୍ କମ୍ ସମୟ ମଧ୍ୟରେ ସେ ସମସ୍ତଙ୍କର ପ୍ରିୟ ପାଲଟି ପାରିଛନ୍ତି। ନିକଟରେ ଅଭିନେତା ନିଜର ଏକ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି।…
Archives


