Home Left

ରାଜ୍ୟର ପ୍ରଥମ ମୁସଲିମ୍‌ ମହିଳା ଡିଏସ୍‌ପି

ପାଟନା,୧୧।୬: ନିକଟରେ ବିହାର ପବ୍ଲିକ ସର୍ଭିସ କମିଶନ(ବିପିଏସ୍‌ସି)ର ୬୪ତମ କମ୍ପିଟେଟିଭ୍‌ ଏକ୍ସାମର ପରୀକ୍ଷା ଫଳାଫଳ ଘୋଷଣା କରାଯାଇଛି। ଏହି ପରୀକ୍ଷାରେ ପ୍ରଥମ ଥରେ ଜଣେ ମୁସଲିମ ମହିଳା ଉତ୍ତୀର୍ଣ୍ଣ ହେବା ସହ ଡିଏସ୍‌ପି ଭାବେ ମନୋନୀତ ହୋଇଛନ୍ତି। ଯାହାକୁ ନେଇ ସାରା…

ରାଗିଛନ୍ତି ପାଇଲଟ୍‌: ମନାଇବା ପାଇଁ ଫୋନ୍‌ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୧।୬: ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସଚିନ ପାଇଲଟ ଗତ କିଛି ଦିନ ହେବା ଦଳୀୟ କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଦଳର କିଛି ବିଧାୟକଙ୍କ ସହ ଏକ ବୈଠକ କରି ରାଜ୍ୟରେ ରାଜନୈତିକ କାର୍ଯ୍ୟକଳାପକୁ ତୀବ୍ର ପ୍ରତିକ୍ରିୟା…

ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଯୋଗୀ: ବିଧାନସଭା ନିର୍ବାଚନ-କ୍ୟାବିନେଟ ସମ୍ପ୍ରସାରଣକୁ ନେଇ ହୋଇପାରେ ଆଲୋଚନା

ନୂଆଦିଲ୍ଲୀ,୧୧।୬: ଆସନ୍ତା ବର୍ଷ ଉତ୍ତରପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଲକ୍ଷ୍ନୌରୁ ଦିଲ୍ଲୀ ପର୍ଯ୍ୟନ୍ତ ସବୁଠି ଏବେ ରାଜନୈତିକ ହଇଚଇ ସୃଷ୍ଟି ହୋଇଛି। ଏଥିପାଇଁ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଓ ସଂଗଠନରେ ପରିବର୍ତ୍ତନ ହେବା ନେଇ କେତେକ କଳ୍ପନା ଜଳ୍ପନା ଲାଗି…

ଏହି କ୍ରିକେଟର୍‌ଙ୍କ ହୃଦୟ ଭାଙ୍ଗିଲା: ୨୭ ଶତକ ମାରିବା ସତ୍ତ୍ୱେ ଦଳରରେ ମିଳିଲାନି ସୁଯୋଗ

ନୂଆଦିଲ୍ଲୀ,୧୧।୬: ଶ୍ରୀଲଙ୍କା ଗସ୍ତ ପାଇଁ ଟିମ ଇଣ୍ଡିଆ ଘୋଷଣା କରାଯାଇଛି। ୩ଟି ଏକଦିବସୀୟ ଏବଂ ୩ ଟି -୨୦ ମ୍ୟାଚ ପାଇଁ ଦଳର ଓପନର୍‌ ଶିଖର ଧାୱନ ଦଳର ନେତୃତ୍ୱ ନେବେ ଏବଂ ଦ୍ରୁତ ବୋଲର ଭୂବନେଶ୍ୱର କୁମାରଙ୍କୁ ଉପ-ଅଧିନାୟକ କରାଯାଇଛି।…

ଗ୍ରାମାଞ୍ଚଳଠାରୁ ଜବରଦଖଲ ସହରରେ ଅଧିକ

କେନ୍ଦ୍ରାପଡ଼ା ଅଫିସ,୧୧।୬: ସହର ରାସ୍ତାରେ ସର୍ବଦା ଟ୍ରାଫିକ ଜାମ୍‌। ପାଣିନାଳ ଉପରେ ଘର। ବର୍ଷା ହେଲେ ଘରେ ପାଣି ପଶୁଛି। ମାତ୍ର ୫ ବର୍ଷ ପୂର୍ବରୁ କେନ୍ଦ୍ରାପଡ଼ା ସହର ମଧ୍ୟରେ ୨୪ଟି ପୋଖରୀ ଥିବା ବେଳେ ଏବେ ମାତ୍ର ୬ଟିର କେବଳ…

୬ ବର୍ଷ ପରେ ହେଲା ଖୁଲାସା: ପାକିସ୍ତାନ ଖେଳାଳିଙ୍କୁ ଭେଟିବା ପାଇଁ ରାସ୍ତାକଡ଼ରେ ଅପେକ୍ଷା କରିଥିଲେ ରାହୁଲ ଦ୍ରାଭିଡ

ରାହୁଲ ଦ୍ରାବିଡ ଜଣେ ଭଲ କ୍ରିକେଟର ତଥା ଜଣେ ଭଲ ମଣିଷ। ରାହୁଲ ଦ୍ରାବିଡ ଅନ୍ୟକୁ ସାହାଯ୍ୟ କରିବାକୁ ସର୍ବଦା ପ୍ରସ୍ତୁତ ଥା’ନ୍ତି। ୨୦୧୪ ମସିହାରେ ଦ୍ରାଭିଡ଼ ଜଣେ ପାକିସ୍ତାନୀ ଖେଳାଳିଙ୍କ ସହ କଥା ହେବା ପାଇଁ ଟ୍ୟାକ୍ସି ଛାଡିଥିଲେ ଏବଂ…

ଶତାଧିକ ଲୋକଙ୍କ ଇନ୍ଦିରାଆବାସ ଅର୍ଥ ହଡ଼ପ

ମହାକାଳପଡ଼ା,୧୧।୬ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ୧୯୯୯ ମହାବାତ୍ୟା ବହୁ ଧନଜୀବନ ନଷ୍ଟ କରିଥିଲା। ଗରିବ ଲୋକଙ୍କ ପାଇଁ ସରକାର ଦେଇଥିବା ଇନ୍ଦିରା ଆବାସ ଯୋଜନା ଅଟକଳ ମୂଲ୍ୟ ସେତେବେଳେ ୨୨ ହଜାର ଟଙ୍କା ଥିଲା। ଶତାଧିକ ଲୋକଙ୍କୁ ମିଳିଥିବା…

ଜମିରେ ଧାନ ଗଜା, ସହାୟତା ଦାବି

ମହାକାଳପଡ଼ା,୧୧।୬(ଡି.ଏନ୍‌.ଏ.): ବାତ୍ୟା ୟାସ୍‌ ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଇଛି। ବିଶେଷକରି ଚାଷୀଙ୍କ ପନିପରିବା ଓ ଖରାଦିନିଆ ଡାଳୁଅ ଧାନ ଉଜୁଡ଼ିଯାଇଛି। ଭାଗଚାଷୀମାନେ ଜମି ମାଲିକଙ୍କୁ ଫସଲ ଦେବାକୁ ଅସମର୍ଥ। ଅନ୍ୟପକ୍ଷରେ ଭାଗ ଚାଷୀମାନେ ସ୍ବୟଂ ସହାୟିକା ମହିଳା ଗୋଷ୍ଠୀରୁ ଋଣ ନେଇ ଚାଷରେ…

ଚାଷ ଜମିରେ ମାଡୁଛି ଲୁଣାପାଣି

ରାଜନଗର, ୧୧।୬(ଡି.ଏନ୍‌.ଏ.): ୩ ବର୍ଷ ହେଲା ସ୍ଲୁଇସ୍‌ ନିର୍ମାଣ ସରିଲାଣି। ମାତ୍ର ଆଜିଯାଏ ସ୍ଲୁଇସ୍‌ରେ ଗେଟ ଲାଗିନି। ନଦୀରେ ଜୁଆର ସମୟରେ ଲୁଣାପାଣି ଭେଡା ଭିତରକୁ ପଶି ଚାଷ ଜମିରେ ଲହଡି ଭାଙ୍ଗୁଛି। ସ୍ଲୁଇସ୍‌ରେ ଗେଟ ନ ଥିବାରୁ ଭେଡା ମଧ୍ୟରେ…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣରେ ଅନିୟମିତତା

ଚଣ୍ଡିଖୋଲ,୧୧।୬(ଡି.ଏନ୍‌.ଏ.): ଯାଜପୁର ଜିଲା ଗ୍ରାମ୍ୟ ଉନ୍ନୟନ-୨ ଜାରକା ଡିଭିଜନ ଅନ୍ତର୍ଗତ ଚଣ୍ଡିଖୋଲ ସବ୍‌ଡିଭିଜନ ଦ୍ୱାରା ନିର୍ମାଣ କରାଯାଇଥିବା ରାସ୍ତାରେ ବ୍ୟାପକ ଅନିୟମିତତା ହୋଇଛି। ଏଣୁ ଗୋଟିଏ ବର୍ଷରେ ଏହି ସବ୍‌ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ତୁଳସୀ ପାତ୍ରଙ୍କୁ ବିଭାଗୀୟ ଅଧୀକ୍ଷଣ ଯନ୍ତ୍ରୀ…

ଟିକାକରଣରେ ଅବ୍ୟବସ୍ଥା ନେଇ ଅସନ୍ତୋଷ

ଯାଜପୁର ଅଫିସ,୧୧।୬: ଯାଜପୁର ଜିଲାର କେତେକ କରୋନା ଟିକାକରଣ କେନ୍ଦ୍ରରେ ଅବ୍ୟବସ୍ଥା ଦେଖା ଦେଇଛି। ଏହାବାଦ୍‌ ଜିଲାରେ ୧୮ରୁ ୪୫ ବର୍ଷ ପର୍ଯ୍ୟନ୍ତ ଟିକାକରଣ କାର୍ଯ୍ୟକ୍ରମ ସୋମବାରଠାରୁ ଆରମ୍ଭ ହୋଇଥିଲେ ହେଁ ବ୍ୟାସନଗର ସହରକୁ ଏଥିରୁ ବାଦ ଦିଆଯାଇଛି। ଯାହାକୁ ନେଇ…

କୋଭିଶିଲ୍ଡ ଟିକା ବ୍ୟବଧାନ ହ୍ରାସ: ଜାଣନ୍ତୁ କାହାକୁ ଦିଆଯିବ ପ୍ରାଥମିକତା

ନୂଆଦିଲ୍ଲୀ,୧୧।୬: କେନ୍ଦ୍ର ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ କୋଭିଶିଲ୍ଡର ପ୍ରଥମ ଏବଂ ଦ୍ୱିତୀୟ ଡୋଜ ମଧ୍ୟରେ ବ୍ୟବଧାନକୁ ପୁଣି ଥରେ ହ୍ରାସ କରିଛି। ଏହା କେବଳ ସେହିମାନଙ୍କ ପାଇଁ, ଯେଉଁମାନେ ବିଦେଶ ଯାତ୍ରା କରିବାକୁ ଯାଉଛନ୍ତି। ନୂତନ ଗାଇଡଲାଇନ ପରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?