Home Left

ମାଲାଲାଙ୍କୁ ଧମକ ଦେଇ ପାକ୍‌ ମୌଲବୀ ଗିରଫ

ପେଶାଓ୍ବର, ୧୧।୬(ପି.ଟି.):ନୋବେଲ ପୁରସ୍କାର ବିଜେତା ମାଲାଲା ୟୁସୁଫ୍‌ଜାଇଙ୍କୁ ଆକ୍ରମଣ ଧମକ ଦେଇଥିବା ପାକିସ୍ତାନର ଜଣେ ମୌଲବୀଙ୍କୁ ଗିରଫ କରାଯାଇଛି। ଖାଇବର ପଖ୍‌ତୁନ୍‌ଖ୍ବା ପ୍ରଦେଶ ମରଓ୍ବାତ ଜିଲାର ମୌଲବୀ ମୁଫ୍‌ତି ସର୍ଦ୍ଦାର ଅଲି ହାକ୍କାନିଙ୍କ ଘର ଉପରେ ବୁଧବାର ପୋଲିସ ଚଢ଼ାଉ କରି…

ଦିଲ୍ଲୀରେ ଡ୍ୟାମେଜ୍‌ କଣ୍ଟ୍ରୋଲ୍‌

ନୂଆଦିଲ୍ଲୀ,୧୧ା୬:ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କୁ ଭେଟିଛନ୍ତି। ସେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ କରିବା କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ବିଧାନସଭା ନିର୍ବାଚନକୁ କିଛି ମାସ ବାକି ଥିବାବେଳେ ଭାଜପା ଓ କେନ୍ଦ୍ର…

ଆମେରିକାରେ ୫୦% ଭାରତୀୟ ବୈଷମ୍ୟର ସମ୍ମୁଖୀନ

ଓ୍ବାଶିଂଟନ, ୧୧।୬:ଆମେରିକାରେ ଦ୍ୱିତୀୟ ସର୍ବାଧିକ ପ୍ରବାସୀ ଭାବେ ଜଣାଶୁଣା ଭାରତୀୟମାନେ ନିୟମିତ ଭାବେ ବୈଷମ୍ୟ ଓ ଧ୍ରୁବୀକରଣର ଶିକାର ହେଉଥିବା ଏକ ସର୍ଭେରୁ ଜଣାପଡ଼ିଛି। ୟୁଏସ୍‌ରେ ପ୍ରାୟ ୪୦ ଲକ୍ଷ ଭାରତୀୟ ରହିଛନ୍ତି। ଶିକ୍ଷା, ପେସା ଓ ଆର୍ଥତ୍କ ଦୃଷ୍ଟିରୁ ସେମାନେ…

ବିହାର ବଢ଼ାଇଦେଲା ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ,୧୧ା୬:ଦେଶରେ ବୁଧବାର କାରୋନା ଭାଇରସ୍‌ ସଂକ୍ରମଣଜନିତ ୬,୧୪୮ ମୃତ୍ୟୁ ଘଟିଛି। ମହାମାରୀ ଆସିବା ପରଠାରୁ ଦିନକ ଭିତରେ ସଂକ୍ରମିତଙ୍କ ଜୀବନ ଯିବାରେ ଏହା ସର୍ବାଧିକ। ତେବେ ଏହାଠାରୁ ଅଧିକ ମୃତ୍ୟୁ ମଧ୍ୟ କୌଣସି ଦିନ ଘଟିଥାଇପାରେ ବୋଲି ଆଶଙ୍କା କରାଯାଉଛି। କାରଣ…

ଟ୍ରିବ୍ୟୁନାଲ ଅବଧି ଆଉ ୨ ବର୍ଷ ବଢ଼ିଲା

ଭୁବନେଶ୍ୱର,୧୧ା୬(ବ୍ୟୁରୋ):ମହାନଦୀ ଜଳ ବିବାଦ ସମାଧାନ ପାଇଁ ଗଠିତ ଟ୍ରିବ୍ୟୁନାଲର ଅବଧି ଆଉ ୨ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ର ସରକାର ୨୦୧୮ ମାର୍ଚ୍ଚ ୧୨ ତାରିଖରେ ଏହି ଟ୍ରିବ୍ୟୁନାଲ ଗଠନ କରିଥିଲେ। ୩ ବର୍ଷ ଧାର୍ଯ୍ୟ ସମୟ…

ଆବର୍ଜନାକୁ ନେଇ ବଢ଼ୁଛି ଆପତ୍ତି

ଅନୁଗୋଳ ଅଫିସ, ୧୧ା୬ ନୂଆ ଠିକା ସଂସ୍ଥା ସଫେଇ ଦାୟିତ୍ୱ ନେବା ପରେ ଅନୁଗୋଳ ସହରର ଆବର୍ଜନା ସମସ୍ୟା ଦୂର ହୋଇଯିବ ବୋଲି ଅନେକେ ଆଶା କରୁଥିଲେ। କିନ୍ତୁ ସହର ପରିବେଶ ପରିଷ୍କାର ପରିବର୍ତ୍ତେ ଅପରିଷ୍କାର ହେଉଥିବା ନେଇ ଆପତ୍ତି ଅଭିଯୋଗ…

ଏସବୁ ଖାଦ୍ୟ ଖାଉଥିବା ଲୋକଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ

କରୋନା ସଂକ୍ରମଣ ହେବା ଆପଣଙ୍କ ଡାଏଟ୍‌ ସହିତ ଏକ ସଂଯୋଗ ମଧ୍ୟ ଅଛି। ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କୁହନ୍ତି, ଶାକାହାରୀଙ୍କ ତୁଳନାରେ ମାଂସାହାରୀଙ୍କୁ କରୋନା ସଂକ୍ରମଣ ହେବାର ଅଧିକ ଆଶଙ୍କା ରହିଥାଏ। ମେରିଲ୍ୟାଣ୍ଡର ଜନ୍‌ ହାପିଙ୍ଗ୍‌ସ ବଲୁମବର୍ଗ ସ୍କୁଲ୍‌ ଅଫ୍‌ ପବ୍ଲିକ ହେଲ୍‌ଥ…

‘ଦି ହଣ୍ଡ୍ରେଡ୍‌’ରେ ଖେଳିବେ ୫ ଭାରତୀୟ

ଲଣ୍ଡନ, ୧୦।୬- ୟୁକେରେ ଚଳିତ ମାସ ୨୧ରୁ ଆରମ୍ଭ ହେବାକୁ ଯାଉଛି ‘ଦି ହଣ୍ଡ୍ରେଡ’ମହିଳା କ୍ରିକେଟ ଟୁର୍ନାମେଣ୍ଟ। ଏଥିରେ ୫ ଭାରତୀୟ ମହିଳା ଖେଳାଳି ଅଂଶଗ୍ରହଣ କରିବେ। ଭାରତୀୟ ଟି୨୦ ଅଧିନାୟିକା ହରମନପ୍ରୀତ କୌର ମାଞ୍ଚେଷ୍ଟର ଅରିଜିନାଲ୍ସ ଏବଂ ଶେଫାଳି ବର୍ମା…

ପ୍ରେମ ନିବେଦନ ପ୍ରତ୍ୟାଖ୍ୟାନ: ନାବାଳିକାଙ୍କୁ ଗୋଡ଼େଇ ଗୋଡ଼େଇ ଛୁରି ଭୁଷିଲେ

ଖଇରା,୧୦।୬- ପ୍ରେମ ନିବେଦନରେ ବିଫଳ ହେବାରୁ ନାବାଳିକାଙ୍କୁ ଗୋଡ଼େଇ ଗୋଡ଼େଇ ଛୁରି ଭୁଷିଲେ ଯୁବକ। ବାଲେଶ୍ବର ଜିଲା ଖଇରା ଥାନା ଅଞ୍ଚଳରୁ ସାମ୍ନାକୁ ଆସିଛି ଏଭଳି ଏକ ଘଟଣା। ଅଭିଯୋଗ ପାଇବା ପରେ ପୋଲିସ ଏକ ମାମଲା ରୁଜୁ କରି ଯୁବକଙ୍କୁ…

ସେନା ବିମାନ ଦୁର୍ଘଟଣା: ୧୨ ମୃତ

ନାପିତାଉ,୧୦ା୬: ମ୍ୟାନ୍‌ମାର ସେନାର ଏକ ବିମାନ ଗୁରୁବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେନା ପକ୍ଷରୁ କୁହାଯାଇଛି। ବିମାନଟି ରାଜଧାନୀ ନାପିତାଉରୁ ପିନ୍‌ ଓ’ ଲ୍ବିନ୍‌କୁ ଯାଉଥିବା ବେଳେ ଖରାପ ପାଗ ଯୋଗୁ ଅବତରଣ ପୂର୍ବରୁ ମାଣ୍ଡେଲୟ…

ପାର୍ଲାମେଣ୍ଟରେ ମରାମରି ହେଲେ ଏମ୍‌ପି

ଲା ପାଜ୍‌,୧୦।୬: ପାର୍ଲାମେଣ୍ଟରେ ହୋ ହଲ୍ଲା ଓ ଚପଲ ଫୋପାଡ଼ିବା ଘଟଣା କିଛି ନୂଆ ନୁହେଁ। କିନ୍ତୁ ଚୁଟି ଟଣାଟଣି ସହ ମୁଥ ମରାମରି ହେବା ଭଳି ଘଟଣା ଘଟିଛି ବଲିଭିଆ ପାର୍ଲାମେଣ୍ଟରେ। ପୂର୍ବତନ ରାଷ୍ଟ୍ରପତି ଜେନିନ୍‌ ଅନେଜ୍‌ଙ୍କ ଗିରଫକୁ ନେଇ…

ଜେଏନ୍‌ୟୁରେ ଛାତ୍ର-କର୍ମଚାରୀ ସଂଘର୍ଷ

ନୂଆଦିଲ୍ଲୀ,୧୦।୬: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)ର ଗୋଟିଏ ଗୋଷ୍ଠୀ ଛାତ୍ର ଏବଂ କର୍ମଚାରୀଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଛାତ୍ରଗୋଷ୍ଠୀ ଜବରଦସ୍ତ ସେଣ୍ଟ୍ରାଲ ଲାଇବ୍ରେରିରେ ପ୍ରବେଶ କରି କାଚ ଡୋର୍‌ ଭାଙ୍ଗି ଥିଲେ। ଏହାକୁ ବିରୋଧ କରିଥିଲେ ସୁରକ୍ଷା କର୍ମଚାରୀ। ଫଳରେ ସୁରକ୍ଷା କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?