ଆଡ୍ମିଶନ ପାଇଁ ଯୁବତୀଙ୍କ ସହ ରାତି କାଟିବାକୁ ଅଫର ଦେଉଛି ଏହି ବିଶ୍ୱବିଦ୍ୟାଳୟ, ଜାଣିଲେ କରିବେ ନିନ୍ଦା
ବେଜିଂ,୧୦ା୬: ଚାଇନାର ଏକ ବିଶ୍ୱବିଦ୍ୟାଳୟ ଏବେ କଡ଼ା ବିବାଦର ସମ୍ମୁଖୀନ ହୋଇଛି। ଏହି ବିଶ୍ୱବିଦ୍ୟାଳୟ ଆଡ୍ମିଶନ ପାଇଁ ସୋସିଆଲ ମିଡିଆରେ ଏକ ବିଜ୍ଞାପନ ଦେଇଥିଲା। କିନ୍ତୁ ଏହି ବିଜ୍ଞାପନ ଦେଖି ଲୋକଙ୍କ ମଧ୍ୟରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ନାନଜିଙ୍ଗ୍ ବିଶ୍ୱବିଦ୍ୟାଳୟ…
ପାଦରୁ ଲିଭିନି ଅଳତା ଚାଲିଗଲା ନବବଧୂଙ୍କ ଜୀବନ
ଗଞ୍ଜାମ,୧୦ା୬(ଡି.ଏନ୍.ଏ.): ହାତରୁ ମେହେନ୍ଦୀ ଓ ପାଦରୁ ଅଳତା ଲିଭିନି ହେଲେ ଜଳିଲା ଜୁଇ l ଏମିତି ଏକ ହୃଦୟ ବିଦାରକ ଘଟଣା ଗଞ୍ଜାମ ଜିଲା ରମ୍ଭା ସହରରେ ଘଟିଥିବା ଦେଖିବାକୁ ମିଳିଛି। ବିବାହକୁ ମାସେ ପୂରିନି ଏକ ନବବଧୂକୁ ଯୌତୁକ ଜନିତ…
ପାକିସ୍ତାନୀ ଗାୟକ ଫର୍ହାଦ୍ଙ୍କ ପରଲୋକ
ଇସ୍ଲାମାବାଦ: ପାକିସ୍ତାନୀ ଗାୟକ ଫର୍ହାଦ୍ ହୁମାୟନ୍ଙ୍କ ପରଲୋକ ହୋଇଛି। ତାଙ୍କୁ ୪୨ ବର୍ଷ ହୋଇଥିଲା। ଗାୟକ ଅତିଫ୍ ଅସ୍ଲାମ, ଅଭିନେତା ଅଲି ଜାଫର୍, ଅର୍ଜୁନ ମାଥୁରଙ୍କ ସମେତ ଅନେକ ଭାରତୀୟ ଓ ପାକିସ୍ତାନୀ କଳାକାର ତାଙ୍କ ଅକାଳ ବିୟୋଗରେ ଶୋକ ବ୍ୟକ୍ତ…
ପ୍ରଦୂଷଣରେ ଆମେରିକା ସେନା ନମ୍ବର ୧
ଯୁଦ୍ଧକୌଶଳରେ ନିପୁଣ ଆମେରିକା ସେନାର ପତିଆରା ସାରା ବିଶ୍ୱରେ ଦୀର୍ଘବର୍ଷ ଧରି ରହିଆସିଛି। ହେଲେ ଏଭଳି ଦୁର୍ଦ୍ଧର୍ଷ ସୈନ୍ୟବାହିନୀ ଉପରେ ନମ୍ବର ୧ ପ୍ରଦୂଷଣକାରୀର କଳଙ୍କ ଲାଗିଛି। ପ୍ରତିରକ୍ଷା ସମ୍ପର୍କରେ ବିଶ୍ଳେଷଣ କରୁଥିବା ଓ୍ବେବସାଇଟ୍ ‘ମିଲିଟାରି ଡାଇରେକ୍ଟ’ର ଏକ ତଥ୍ୟ ଅନୁଯାୟୀ…
ଲାଇଭ୍ ଶୋ’ବେଳେ ଏମ୍ପିଙ୍କ କଲର୍ ଧରି ଚାପୁଡା ମାରିଲେ ମହିଳା ନେତ୍ରୀ
ଇସଲମାବାଦ,୧୦।୬: ଆଜିକାଲି ନ୍ୟୁଜ୍ ଚ୍ୟାନେଲଗୁଡିକରେ ବିତର୍କ ସମୟରେ ପ୍ୟାନେଲିଷ୍ଟମାନଙ୍କ ମଧ୍ୟରେ ତୀବ୍ର ବିତର୍କ ସାଧାରଣ କଥା ହୋଇଗଲାଣି। ପାକିସ୍ତାନରେ ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି। ପାକିସ୍ତାନର ଏକ ନ୍ୟୁଜ ଚ୍ୟାନେଲରେ ଲାଇଭ ଶୋ’ରେ ବିତର୍କ ସମୟରେ ଶାସକ ଦଳର ଜଣେ…
ରିୟାଙ୍କ ନିକଟକୁ ଆସୁଛି ଅଫର ପରେ ଅଫର, ବଡ଼ ପ୍ରୋଜେକ୍ଟରେ ଆସିବେ ନଜର
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ଏକ ବଡ଼ ପ୍ରୋଜେକ୍ଟରେ ନଜର ଆସିବେ। ଏହି ପ୍ରୋଜେକ୍ଟ ବିଷୟରେ ରିୟା ଏବେ ଚିନ୍ତା କରୁଛନ୍ତି। ରିୟା ଶେଷଥର ପାଇଁ ଫିଲ୍ମ ‘ଜଲେବୀ’ରେ ନଜର ଆସିଥିଲେ। ଯାହା ଏକ ରୋମାଣ୍ଟିକ୍ ଡ୍ରାମା ଫିଲ୍ମ ଥିଲା।…
ପ୍ରତି ଘଣ୍ଟାକୁ ଏତିକି ଟଙ୍କା କମାନ୍ତି ଭାରତୀୟ କ୍ରିକେଟର୍: ଦ୍ୱିଶତକ ମାରିଲେ ମାଲାମାଲ୍
ଭାରତୀୟ କ୍ରିକେଟ୍ କଣ୍ଟ୍ରେଲ୍ ବୋର୍ଡ(ବିସିସିଆଇ)କୁ ବିଶ୍ୱର ସବୁଠାରୁ ଧନୀ କ୍ରିକେଟ୍ ବୋର୍ଡ କୁହାଯାଏ। ବିସିସିଆଇ ଖେଳାଳିମାନଙ୍କୁ କୋଟି କୋଟି ଟଙ୍କା ବେତନ ଆକାରରେ ଦେଇଥାଏ। ପ୍ରତ୍ୟେକ ଖେଳାଳିଙ୍କୁ ବାର୍ଷିକ ଚୁକ୍ତି ହିସାବରେ ଟଙ୍କା ଦିଆଯାଇଥାଏ। ବୋର୍ଡ ଖେଳାଳିଙ୍କୁ ୪ଟି ଗ୍ରେଡ୍ରେ ବିଭକ୍ତ…
ଆଉ ୩ ସ୍ଥାନରେ ଡ୍ରାଇଭ୍ ଇନ୍ ଭାକ୍ସିନେଶନ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଡ୍ରାଇଭ୍ ଇନ୍ ଭାକ୍ସିନେଶନର ସୁଫଳ ମିଳିବା ପରେ ଆଉ ୩ଟି ସ୍ଥାନରେ ଏଭଳି ଟିକାକରଣ କରିବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ବ୍ୟବସ୍ଥା କରିଛି। ଉକ୍ତ ସ୍ଥାନଗୁଡ଼ିକ ହେଲା ପୋଖରୀପୁଟସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୬, ପଟିଆସ୍ଥିତ ସିଲିକନ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି…
୨୧ରୁ ସ୍କୁଲପିଲାଙ୍କୁ ୟୁଟ୍ୟୁବ୍ ଲାଇଭ୍ କ୍ଲାସ୍
ଭୁବନେଶ୍ୱର, ୧୦ା୬(ବ୍ୟୁରୋ): ଆସନ୍ତା ୨୧ ତାରିଖରୁ ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୟୁଟ୍ୟୁବ୍ ଲାଇଭ୍ କ୍ଲାସ୍ ଆରମ୍ଭ ହେବ। ଖୋର୍ଦ୍ଧା, ବଲାଙ୍ଗୀର, କଟକ, କେନ୍ଦ୍ରାପଡ଼ା, ଗଞ୍ଜାମ, କୋରାପୁଟ, ପୁରୀ, ଢେଙ୍କାନାଳ, ସୁନ୍ଦରଗଡ଼, ନୟାଗଡ଼, ଭଦ୍ରକ, ବାଲେଶ୍ୱର, ସମ୍ବଲପୁର ଆଦି ୧୩ ଜିଲାରେ ଏହି…
ରେକର୍ଡ ନିଶାରେ ଦିବ୍ୟଜ୍ୟୋତି
କଟକ ଅଫିସ, ୧୦ା୬: କଟକ ଜିଲା ବିରିବାଟୀସ୍ଥିତ ଡିହସାହି ଗ୍ରାମର ଦିବ୍ୟଜ୍ୟୋତି ଜେନା(୨୦)। ରେକର୍ଡ ସୃଷ୍ଟି କରିବା ତାଙ୍କର ନିଶା। ପୂର୍ବରୁ ୬୦ ଦେଶର ୪୫୦ଟି ମୁଦ୍ରା ଏବଂ ୨୦ ନୋଟ୍ ସଂଗ୍ରହ କରି ସେ ରେକର୍ଡ ସୃଷ୍ଟି କରିଥିଲେ। ଏବେ…
ଔଷଧ ଦୋକାନ କର୍ମଚାରୀଙ୍କୁ ଟିକା ଦେବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟର ସମସ୍ତ ଔଷଧ ଦୋକାନର କର୍ମଚାରୀଙ୍କୁ ଟିକା ଦେବା ପାଇଁ ପ୍ରାଥମିକତା ଦେବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ସେ ବୁଧବାର ସମସ୍ତ ଜିଲାପାଳ,…
ଯେଉଁ ଶିକ୍ଷକଙ୍କୁ ପ୍ରେମ କରୁଥିଲେ ଯୁବତୀ, ସେହି ଶିକ୍ଷକଙ୍କ ମୃତ ସ୍ତ୍ରୀ ଦେଖାଦେଲେ ଇନ୍ଷ୍ଟାଗ୍ରାମରେ
ମଣିଷ ପ୍ରେମରେ ବେଳେବେଳେ ଏମିତି ଧୋକା ଖାଏ ଯେ, ଚାହିଁଲେ ବି କିଛି କରିବାର କ୍ଷମତା ନ ଥାଏ। ସେମିତି ଏକ ଘଟଣା ଘଟିଛି ଜଣେ ଯୁବତୀଙ୍କ କ୍ଷେତ୍ରରେ। ପ୍ରେମରେ ଧୋକା ଖାଇବା ପରେ ସିସି ହାକ୍ଶା ନାମକ ଜଣେ ଯୁବତୀ…

