Home Left

ବାଡ଼ିରୁ ମୁଣ୍ଡ ବିହୀନ ଶିଶୁର ମୃତଦେହ ଜବତ

ଯାଜପୁର ଅଫିସ,୧।୨: ଯାଜପୁର ଜିଲା ଅଧିନସ୍ଥ ଚଇନପୁର ଗ୍ରାମପଞ୍ଚାୟତ ବିଦ୍ୟାଧରପୁର ଗ୍ରାମର ଅଶୋକ ତ୍ରିପାଠୀଙ୍କ ବାଡ଼ିରୁ ସୋମବାର ପୂର୍ବାହ୍ନରେ ମୁଣ୍ଡ ବିହୀନ ଶିଶୁର ମୃତଦେହ ଜବତ ହୋଇଛି। ସୂଚନାନୁଯାୟୀ ବାଡ଼ିର ମାଲିକ ଅଶୋକ ତ୍ରିପାଠୀ ସୋମବାର ପୂର୍ବାହ୍ନରେ ମୃତ ଶିଶୁଟି ପଡ଼ିଥିବାର…

ସକାରାତ୍ମକ ମାନସିକତା ଓ ସୁନିଦ୍ରା

ଜଣେ ବ୍ୟକ୍ତି ସୁସ୍ଥ ରହିବା ଅନ୍ତରାଳରେ ସୁନିଦ୍ରାର ମଧ୍ୟ ଭୂମିକା ରହିଛି। କେବଳ ସେତିକି ନୁହେଁ, ଏହାଦ୍ୱାରା ମାନସିକତା ସକାରାତ୍ମକ ରହିଥାଏ ବୋଲି ସଦ୍ୟତମ ଗବେଷଣାରୁ ଜଣାପଡିଛି। ‘ସକାରାତ୍ମକ ମାନସିକତା ଓ ସୁନିଦ୍ରା’ ଶୀର୍ଷକ ବିଷୟକୁ ନେଇ ୟୁନିଭର୍ସିଟି ଅଫ ଓ୍ବାଶିଂଟନର…

ଫେବୃୟାରୀ ୨ ପର୍ଯ୍ୟନ୍ତ ଦିଲ୍ଲୀ ସୀମାରେ ଇଣ୍ଟରନେଟ ସେବା ବନ୍ଦ

ନୂଆଦିଲ୍ଲୀ,୧ ।୨: କୃଷକ ଆନ୍ଦୋଳନକୁ ନେଇ ରାଜଧାନୀ ଦିଲ୍ଲୀ ଏବେ ଏକ ପ୍ରକାର ଅଶାନ୍ତ ହୋଇପଡିଛି କହିଲେ ଚଳେ । ୨୬ ଜାନୁୟାରୀ ପରଠାରୁ ଏଠାରେ ଏକ ପ୍ରକାର ଅଶାନ୍ତି ଲାଗି ରହିଛି । ତେଣୁ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଞ୍ଚଳରେ…

କଟକର ସନ୍ ହସ୍ପିଟାଲରେ ଅଗ୍ନିକାଣ୍ଡ

କଟକ ଅଫିସ, ୧।୨:କଟକ ତୁଳସୀପୁରର ଏକ ଘରୋଇ ହସ୍ପିଟାଲ ‘ସନ୍’‌ରେ ସୋମବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବାର କାରଣ ଏଯାବତ୍‌ ସ୍ପଷ୍ଟ ହୋଇନାହିଁ। କିମ୍ବା କ୍ଷୟକ୍ଷତି ଆକଳନ କରାଯାଇ ପାରିନାହିଁ। ଖବରପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବାକୁ…

ଆରୋଗ୍ୟ ରହିବା ଅନ୍ତରାଳେ…

ଆଜିକାଲିର ଧାଁ  ଧପଡ଼ ଜୀବନରେ ଅନେକେ ନିଜ ସ୍ବାସ୍ଥ୍ୟ ପ୍ରତି ସଚେତନ ରହି ନ ଥାନ୍ତି। ନିଜର ଦୈନନ୍ଦିନ କାମରେ ବ୍ୟସ୍ତ ରହିବା ଯୋଗୁ ନିୟମିତ ସମୟ ଅନ୍ତରାଳରେ ସ୍ବାସ୍ଥ୍ୟ ପରୀକ୍ଷା, ନିଜ ଖାଦ୍ୟପେୟ ପ୍ରତି ଯତ୍ନବାନ ହେବାକୁ ସେମାନଙ୍କ ନିକଟରେ…

କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କ ସ୍ତ୍ରୀ ବର୍ଷେ ହେଲା କେଉଁଆଡ଼େ ଗାଏବ, ଉଠିଲାଣି ଅନେକ ପ୍ରଶ୍ନ

ପ୍ୟୋଙ୍ଗୟାଙ୍ଗ,୧।୨: ଉତ୍ତରକୋରିଆ ଶାସକ କିମ୍‌ ଜୋଙ୍ଗ ଉନ୍‌ଙ୍କ ସ୍ତ୍ରୀ ରି-ସୋଲ୍‌-ଜୁ ବର୍ଷେରୁ ଅଧିକ ହେବ ନଜର ଆସୁନାହାନ୍ତି। ସେ ୨୦୨୦ ଜାନୁୟାରୀ ୨୫ରେ ରି ସୋଲ ଜୁଙ୍କୁ ସ୍ବାମୀ କିମ୍‌ଙ୍କ ସହ ପ୍ୟୋଙ୍ଗୟାଙ୍ଗରେ ନୂଆବର୍ଷ ଅବସରରେ ଦେଖିବାକୁ ମିଳିଥିଲା। ତେବେ ସେହିଦିନଠାରୁ…

କେବଳ ଏହି କାରଣ ପାଇଁ ଝିଅର ନାମ ‘ଭାମିକା’ ରଖିଲେ ବିରୁଷ୍କା

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ୨୦୨୧ ଜାନୁୟାରୀ ୧୧ରେ ଏକ କନ୍ୟା ସନ୍ତାନ ଜନ୍ମ ହୋଇଥିଲା। ତେବେ ବିରାଟ ଏବଂ ଅନୁଷ୍କା ଶର୍ମାଙ୍କ ଝିଅ ଜନ୍ମ ହେବା ଦିନଠାରୁ ପ୍ରଶଂସକମାନେ ତାଙ୍କୁ…

ପ୍ରଥମଥର ପାଇଁ ସୋସିଆଲ ମିଡିଆରେ ଝିଅର ଫଟୋ ଶେୟାର କଲେ ଅନୁଷ୍କା, ଲେଖିଲେ ଏମିତି କିଛି…

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ କ୍ରିକେଟର ବିରାଟ କୋହଲି ୧୧ ଜାନୁୟାରୀ ୨୦୨୧ରେ ମାତାପିତା ହେବାର ସୌଭାଗ୍ୟ ଅର୍ଜନ କରିଥିଲେ। ବର୍ତ୍ତମାନ ଅନୁଷ୍କା ଝିଅର ପ୍ରଥମ ଫଟୋ ଫ୍ୟାନ୍‌ ତଥା ପ୍ରଶଂସକମାନଙ୍କ ପାଇଁ ସୋସିଆଲ ମିଡିଆରେ ଶେୟାର କରିଛନ୍ତି।…

ଶିକ୍ଷା ବଜେଟ: ଖୋଲିବ ୧୦୦ ନୂଆ ସୈନିକ ସ୍କୁଲ

ନୂଆଦିଲ୍ଲୀ,୧ ।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ୨୦୨୧-୨୨ରେ ଶିକ୍ଷାକୁ ନେଇ ମହତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି । ସେ କହିଛନ୍ତି ନ୍ୟାଶନାଲ ଏଜୁକେଶନ ପଲିସକୁ ସ୍ୱାଗତ କରାଯାଇଛି । ଏହି ଆଧାରରେ ଆଗାମୀ ଦିନରେ ୧୦୦ ସୈନିକ ସ୍କୁଲ ଖୋଲାଯିବ ।…

ଆଜି ରାଜ୍ୟରେ ୧୦୦ ତଳେ କରୋନା, ଜାଣନ୍ତୁ କେଉଁ ଜିଲାରେ କେତେ କମିଲା

ଭୁବନେଶ୍ୱର,୧।୨(ବ୍ୟୁରୋ): ସୋମବାର ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ୭୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୧୫୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…

କୁୱେତ ପହଞ୍ଚିଲା ଭାରତର କରୋନା ଭ୍ୟାକ୍ସିନ, ବୈଦେଶିକ ମନ୍ତ୍ରୀ କହିଲେ ଘନିଷ୍ଠ ବନ୍ଧୁତାର ପ୍ରତିକ

ନୂଆଦିଲ୍ଲୀ/କୁୱେତ ସିଟି ,୧ ।୨: କରୋନା ମହାମାରୀ ସହ ସାରା ବିଶ୍ୱ ଲଢୁଥିବା ବେଳେ ବିକଶିତ ଦେଶର ଭ୍ୟାକ୍ସିନ ଉପରେ ଏବେ କିଛି ଦେଶ ନିର୍ଭର କରୁଛନ୍ତି । ସେମିତି ଭାରତରେ ପ୍ରସ୍ତୁତ ୨ଟି ଭ୍ୟାକ୍ସିନକୁ ମଧ୍ୟ ଦେଶ ଅନ୍ୟ ଦେଶକୁ…

ମଣ୍ଡିରୁ ଉଠୁନି ଧାନ, ଅନଶନରେ ବସିଲେ ଜିଲା ପରିଷଦ ଅଧ୍ୟକ୍ଷା

ବରଗଡ଼ ଅଫିସ,୧।୨: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ସପ୍ତାହକ ପରେ ତିନିମାସ ପୂରିବ। ମାତ୍ର ଧାନ ବିକ୍ରି ସମସ୍ୟା ତୁଟି ନାହିଁ। ଚାଷୀମାନେ ଧାନ ବିକ୍ରି କରି ସାରି ନ ଥିବାବେଳେ ବିଭିନ୍ନ ମଣ୍ଡିକୁ ବନ୍ଦ କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri