Home Left

ହସ୍ତତନ୍ତ ମେଳା ବେପାର ୩ କୋଟି ଛୁଇଁଲା

ଭୁବନେଶ୍ୱର,୧ା୨(ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀୟ ପଡ଼ିଆରେ ଚାଲିଥିବା ଜାତୀୟ ହସ୍ତତନ୍ତ ମେଳାର ରବିବାର ଥିଲା ଦ୍ବାଦଶ ଦିବସ। ଦିନକୁ ଦିନ ମେଳାରେ ଗ୍ରାହକଙ୍କ ଭିଡ଼ ବଢ଼ିବା ସହ ବେପାର ଜମୁଛି। ବିଶେଷକରି ସାଧାରଣତନ୍ତ୍ର ଦିବସ, ଶନିବାର ଓ ରବିବାର ଛୁଟି ଦିନରେ…

ଡଙ୍କାରୀରେ ନାମକୁ ମାତ୍ର ଚଢ଼ାଉ

ଯାଜପୁର ଅଫିସ/ଧର୍ମଶାଳା,୧ା୨(ଡି.ଏନ.ଏ.): ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ କଳାପଥର ଖାଦାନରେ ରବିବାର ଚଢ଼ାଉ କରାଯାଇ କମ୍ପ୍ରେସର, ଟ୍ରାକ୍ଟର, ହାଇୱା, ହିଟାଚି ମେଶିନ ଆଦି ୧୦ ଗାଡ଼ି ଜବତ କରାଯାଇଛି। ଏଥିସହିତ ୫ ଜଣଙ୍କୁ ଅଟକ ରଖାଯାଇଛି। ଧରିତ୍ରୀରେ ଡଙ୍କାରୀରୁ ପୁଣି କଳାପଥର…

ଶିଳ୍ପୀ ଗ୍ରାମ ବିକାଶ ବାଟବଣା

ଯାଜପୁର ଅଫିସ,୧ା୨: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପକୁ ନେଇ ଓଡ଼ିଶାର ଅନେକ ଗଁାର ସ୍ବତନ୍ତ୍ର ପରିଚୟ ରହିଛି। ସେଥିମଧ୍ୟରୁ କେତେକ ଗଁାକୁ ଶିଳ୍ପୀଗ୍ରାମ ଭାବେ ବିକାଶ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ବିଶେଷ କରି ହସ୍ତଶିଳ୍ପ ଇଣ୍ଡଷ୍ଟ୍ରିଜ୍‌କୁ ପ୍ରୋତ୍ସାହନ(ପିଏଚ୍‌ଆଇ)…

ପିଲାଙ୍କ ପୁଷ୍ଟି ଚିନ୍ତା: ମିଳିବ ହାପିନେସ୍‌ କିଟ୍‌

ଭୁବନେଶ୍ୱର,୧ା୨(ବ୍ୟୁରୋ): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ହାପିନେସ୍‌ କିଟ୍‌। ଏଥିରେ ଅଟା, ଚଣା, ହଳଦୀଗୁଣ୍ଡ, ଡାଳଚିନି, ଚିନାବାଦାମ ଓ ଗୁଡ଼ ଭଳି ଇମ୍ୟୁନିଟି ବୁଷ୍ଟର ସାମଗ୍ରୀ ରହିବ। ପିଲାଙ୍କ ରୋଗ ପ୍ରତିରୋଧକ କ୍ଷମତା ବଢ଼ାଇବା ପାଇଁ ସ୍କୁଲ ଓ ଗଣଶିକ୍ଷା…

ମହାନଦୀ ପ୍ରସଙ୍ଗରେ ପୁଣି ତେଜିଲା ରାଜନୀତି

ଭୁବନେଶ୍ୱର,୧ା୨(ବ୍ୟୁରୋ): ମହାନଦୀ ଜଳ ବିବାଦ ନେଇ ପୁଣି ରାଜନୀତି ଜୋର୍‌ ଧରିଛି। ମହାନଦୀ ଜଳ ବିବାଦ ନେଇ ଗଠିତ ଟ୍ରିବ୍ୟୁନାଲ ଗଠନର ଅବଧି ଶେଷ ହେବାକୁ ୨ମାସ ବାକି ଥିବାବେଳେ ଏହି ପ୍ରସଙ୍ଗକୁ ନେଇ ଭାଜପା ନେତା ବିଜୟ ମହାପାତ୍ର କେତେକ…

୩ ଦିନ ଶୀତ ଲହରି: ୪ରୁ ୫ ଡିଗ୍ରୀ ଖସିବ ପାରଦ

ଭୁବନେଶ୍ୱର,୧ା୨(ବ୍ୟୁରୋ): ପୁଣି ଶୀତ ଲେଉଟିଛି। ରାଜ୍ୟର ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିଯାଇଛି। ଆସନ୍ତା ୩ ଦିନ ଯାଏ କେତେକ ଜିଲାରେ ଶୀତ ଲହରି ହେବ ବୋଲି ପାଣିପାଗ ବିଭାଗ ଚେତାବନୀ ଦେଇଛି। ସୋମବାର ସୁନ୍ଦରଗଡ଼,…

ଆଲୋଚନା ଲାଗି ପରିବେଶ ସୃଷ୍ଟି କରନ୍ତୁ ସରକାର

ନୂଆଦିଲ୍ଲୀ, ୧।୨(ପି.ଟି.): ଆନ୍ଦୋଳନକାରୀ କୃଷକମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମର୍ଯ୍ୟାଦାକୁ ସମ୍ମାନ ଦେବେ। ଏଥିସହିତ ସେମାନଙ୍କ ଆତ୍ମସମ୍ମାନର ସୁରକ୍ଷା ପାଇଁ ଅଙ୍ଗୀକାରବଦ୍ଧ ରହିବେ ବୋଲି ଭାରତୀୟ କିଷାନ ସଂଘ (ବିକେୟୁ) ମୁଖ୍ୟ ନରେଶ ଟିକାଏତ୍‌ ରବିବାର କହିଛନ୍ତି। ସରକାର ଆଲୋଚନା ଲାଗି…

ରାହୁଲଙ୍କୁ ଅଧ୍ୟକ୍ଷ କରିବା ଲାଗି ଦିଲ୍ଲୀ କଂଗ୍ରେସରେ ପ୍ରସ୍ତାବ ଗୃହୀତ

ନୂଆଦିଲ୍ଲୀ, ୧।୨: ରାହୁଲ ଗାନ୍ଧୀଙ୍କୁ ତୁରନ୍ତ କଂଗ୍ରେସ ଅଧ୍ୟକ୍ଷ କରିବା ଲାଗି ଦଳର ଦିଲ୍ଲୀ ଶାଖାରେ ରବିବାର ଏକ ପ୍ରସ୍ତାବ ଗୃହୀତ ହୋଇଛି। ଆଗାମୀ ଏପ୍ରିଲ-ମେ’ରେ ୫ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଥିବାରୁ ଏହା ପରେ କଂଗ୍ରେସର ସାଂଗଠନିକ ନିର୍ବାଚନ…

ମାସେ ବଢ଼ିଲା ଇ-ଇପିକ୍‌ ଡାଉନ୍‌ଲୋଡ୍‌ ଅବଧି

ଭୁବନେଶ୍ୱର,୧ା୨(ବ୍ୟୁରୋ): ଭାରତର ନିର୍ବାଚନ ଆୟୋଗ ଗତ ୨୫ ତାରିଖ ଜାତୀୟ ଭୋଟର ଦିବସରେ ନୂଆ ମତଦାତାଙ୍କ ପାଇଁ ଇଲେକ୍‌ଟ୍ରୋନିକ୍ସ ଭୋଟର ପରିଚୟପତ୍ର(ଇ-ଇପିକ୍‌)ର ଶୁଭାରମ୍ଭ କରିଥିଲେ। ଏହା ଏକ ଡିଜିଟାଲ ଭୋଟର ପରିଚୟ ହୋଇଥିବାରୁ ସେମାନେ ଏହାକୁ ଭୋଟର ହେଲ୍ପଲାଇନ ମୋବାଇଲ ଆପ୍‌…

‘ପୁତୁରା କଲ୍ୟାଣ ପାଇଁ କାର୍ଯ୍ୟ କରୁଛନ୍ତି ମମତା’

ନୂଆଦିଲ୍ଲୀ, ୧।୨: ପଶ୍ଚିମବଙ୍ଗ ଜନସାଧାରଣଙ୍କ ପ୍ରତି ମମତା ବାନାର୍ଜୀ ଅନ୍ୟାୟ କରିଛନ୍ତି। ତେଣୁ ବହୁସଂଖ୍ୟାରେ ଟିଏମ୍‌୍‌ସି ନେତା ଭାଜପାରେ ଯୋଗ ଦେଉଥିବା ହାଓଡ଼ାଠାରେ ଭାଜପାର ଏକ ରାଲିକୁ ଭର୍ଚୁଆଲି ସମ୍ବୋଧନ କରି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କହିଛନ୍ତି। ଟିଏମ୍‌ସି ସମେତ ଅନ୍ୟ…

ଝରାଫୁଲ ମୃତ୍ୟୁ ରହସ୍ୟ ହଟିପାରୁନି

ଭୁବନେଶ୍ୱର (ବ୍ୟୁରୋ)/: ରସୁଲପୁର,୧ା ୨(ଡି.ଏନ.ଏ.): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ମୟୂରଭଞ୍ଜର ଝରାଫୁଲ ନାୟକଙ୍କ ମୃତ୍ୟୁକୁ ୫ ଦିନ ବିତିଛି। ଇତିମଧ୍ୟରେ ତାଙ୍କ ପ୍ରେମିକ ରାକେଶ ସ୍ବାଇଁ ଗିରଫ ହୋଇଥିଲେ ମଧ୍ୟ ଏହି ରହସ୍ୟଜନକ ମୃତ୍ୟୁ ଉପରୁ ପର୍ଦ୍ଦା ହଟୁନି। ଫୁଡ୍‌…

ରୁଷିଆରେ ବିଶାଳ ବିକ୍ଷୋଭ

ମସ୍କୋ, ୧।୨: ଜେଲ୍‌ରେ ଥିବା ରୁଷିଆର ବିରୋଧୀ ଦଳ ନେତା ଆଲେକ୍ସି ନଭଲ୍‌ନିଙ୍କୁ ତୁରନ୍ତ ମୁକ୍ତ କରିବା ଦାବିରେ ରବିବାର ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହଜାର ହଜାର ସଂଖ୍ୟାରେ ବିକ୍ଷୋଭକାରୀ ଏଥିରେ ଯୋଗଦେଇ ରାଷ୍ଟ୍ରପତି ଭ୍ଲାଡିମିର୍‌ ପୁଟିନଙ୍କ ବିରୋଧରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri