Home Left

କୋହଲିଙ୍କୁ ଆଉଟ୍‌ କରିବାକୁ ଯୋଜନା କ’ଣ? ଇଂଲଣ୍ଡ କ୍ରିକେଟର ଦେଲେ ଏଭଳି ଜବାବ

ଚେନ୍ନାଇ, ୩୧।୧: ଭାରତ-ଇଂଲଣ୍ଡ ମଧ୍ୟରେ ସିରିଜ ଆରମ୍ଭ ହେବା ପୂର୍ବରୁ ଅତିଥି ଦଳର ଅଲରାଉଣ୍ଡର ମୋଇନ ଅଲ୍ଲୀ ଅଧିନାୟକ ବିରାଟ କୋହଲିଙ୍କୁ ନେଇ ବଡ଼ ମନ୍ତବ୍ୟ ରଖିଛନ୍ତି। ଅଧିନାୟକଙ୍କ ପ୍ରଶଂସା କରି ସେ କହିଛନ୍ତି, ତାଙ୍କ ଦଳ ବିରାଟଙ୍କୁ କିଭଳି ଆଉଟ୍‌…

ସ୍ବାମୀଙ୍କ ହତ୍ୟା କରିଥିବା ସ୍ତ୍ରୀଙ୍କୁ ମଧ୍ୟ ମିଳିବ ପେନସନ: ହାଇକୋର୍ଟ

ଚଣ୍ଡିଗଡ଼, ୩୧।୧: ସ୍ବାମୀଙ୍କ ଅନ୍ତେ ମିଳୁଥିବା ପରିବାର ପେନସନ ନେଇ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଯଦି ସ୍ତ୍ରୀ ତାଙ୍କ ସ୍ବାମୀଙ୍କ ହତ୍ୟା କରିଥାନ୍ତି, ତେବେ ସ୍ବାମୀଙ୍କ ପରେ ବି ପରିବାର ପେନସନ ଉପରେ ତାଙ୍କର…

ସାରଦା ଖଣିକୁ ୨୦୫୬ କୋଟି ଟଙ୍କା ଜରିମାନା

କେନ୍ଦୁଝର,୩୧।୧(ସ୍ବ.ପ୍ର.) : ବେଆଇନ ଖଣି ଖନନ ପାଇଁ ସାରଦା ମାଇନ୍ସ ପ୍ରାଇଭେଟ ଲିମିଟେଡ ଉପରେ ୨ ହଜାର ୫୬ କୋଟି ୩୮ ଲକ୍ଷ ୪୩ ହଜାର ଟଙ୍କାର ଜରିମାନା କରାଯାଇଥିବା ଯୋଡ଼ା ସ୍ଥିତ ଖଣି ଯୁଗ୍ମ ନିର୍ଦ୍ଦେଶକ ସଲିଲ ବେହେରା କହିଛନ୍ତି।…

ଗୋଟିଏ ଶ୍ରେଣୀର ୨୨ ପିଲା କରୋନା ପଜିଟିଭ

କୋଣ୍ଡାଗାଓଁ,୩୧ ।୧: ଦେଶରେ ବେଳକୁ ବେଳ କରୋନା ସଂକ୍ରମଣ କମ୍ ହେବା ପରିଲକ୍ଷିତ ହେଉଛି । ହେଲେ ଛତିଶଗଡ଼ କୋଣ୍ଡାଗାଓଁରେ ଗୋଟିଏ ଶ୍ରେଣୀରେ ୨୨ ପିଲା କରୋନା ପଜିଟିଭ ଚିହ୍ନଟ ହେବା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି । ଜିଲାର ବଡେରାଜପୁର…

ମାତ୍ର ୪ ଥର ଶୁଣି ନୂଆ ଶବ୍ଦ ମନେ ରଖନ୍ତି କୁକୁର !

ବୁଧାପେଷ୍ଟ, ୩୧।୧: ମଣିଷ ଭଳି କୁକୁରର ମଧ୍ୟ ପ୍ରଖର ମନେ ରଖିବା ଶକ୍ତି ରହିଛି। କୁକୁର କୌଣସି ନୂଆ ଶବ୍ଦକୁ ମାତ୍ର ୪ ଥର ଶୁଣି ମନେ ରଖିପାରନ୍ତି। ଏନେଇ ହଙ୍ଗେରୀର ବୁଧାପେଷ୍ଟର ଇଟୋଭୋସ୍‌ ଲୋରାଣ୍ଡ ବିଶ୍ୱବିଦ୍ୟାଳୟର ଇଥୋଲୋଜି ବିଭାଗରେ ହୋଇଥିବା…

ମହଙ୍ଗା ପଡ଼ିଲା ନକଲି ଜାତିଗତ ପ୍ରମାଣପତ୍ର :୨୫ ବର୍ଷ ଚାକିରି କରିବା ପରେ ମହିଳା କିରାଣି ବହିଷ୍କୃତ

ମାଲକାନଗିରି,୩୧।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଜାଲ ପ୍ରମାଣପତ୍ର ଜରିଆରେ ଦୀର୍ଘ ୨୫ ବର୍ଷ ଚାକିରି କରିବା ପରେ ଜଣେ ବରିଷ୍ଠ ମହିଳା କିରାଣି ଚାକିରିରୁ ବହିଷ୍କୃତ ହେବା ଚର୍ଚ୍ଚାର ବିଷୟ ହୋଇଛି। କଳାହାଣ୍ଡିର ଲକ୍ଷ୍ମୀପ୍ରିୟା ବେହେରା ୧୯୯୬ରେ ମାଲକାନଗିରି ଜିଲାରେ କିରାଣି ଭାବେ…

ଭର୍ଚୁଆଲ ରାଲିରେ ଗର୍ଜିଲେ ଶାହା

କୋଲକାତା, ୩୧।୧: ପଶ୍ଚିମବଙ୍ଗର ହାଓ୍ବାଡ଼ାରେ ରବିବାର ଭାଜପା ପକ୍ଷରୁ ଏକ ରାଲି ଅନୁଷ୍ଠିତ ହୋଇଯାଇଛି। ଏହି ରାଲିରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଭର୍ଚୁଆଲ୍‌ ମାଧ୍ୟମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ତାଙ୍କ ରାଜନୈତିକ ଦଳ ତୃଣମୂଳ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି।…

ମମତାଙ୍କ ଉପରେ ବର୍ଷିଲେ ସ୍ମୃତି

କୋଲକାତା,୩୧ ।୧: କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ରବିବାର ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି । ଜାନୁୟାରୀ ୩୦ ଓ ୩୧ରେ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପଶ୍ଚିମବଙ୍ଗ ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା । ହେଲେ ଏହ ପୂର୍ବରୁ ରାଜଧାନୀ ଦିଲ୍ଲୀରେ ଥିବା ଇସ୍ରାଏଲ…

ମହାକାଶକୁ ଉପଗ୍ରହ ପ୍ରେରଣ କରିବ ନେପାଳ

କାଠମାଣ୍ଡୁ, ୩୧।୧:: ଏବେ ନେପାଳ ମହାକାଶ ଦୌଡ଼ରେ ସାମିଲ୍‌ ହେବାକୁ ଯାଉଛି। ୩୭ ବର୍ଷ ପରେ ଅନ୍ତର୍ଜାତୀୟ ଟେଲିକମ୍ୟୁନିକେଶନ ସଂଘ (ଆଇଟିୟୁ) ପକ୍ଷରୁ ମହାକାଶରେ ପୃଥିବୀ ଉପରେ ଉପଗ୍ରହ ପାଇଁ ନେପାଳକୁ ଏକ କକ୍ଷ ପଥ ପ୍ରଦାନ କରାଯାଇଛି। ଏହି କକ୍ଷ…

୧୨ ବର୍ଷ ପୂର୍ବେ ୩୪ ଝିଅଙ୍କ ମା’ ହୋଇଥିଲେ ଏହି ଅଭିନେତ୍ରୀ

ବଲିଉଡ୍‌ର ଡିମ୍ପଲ ଗର୍ଲ ତଥା ଅଭିନେତ୍ରୀ ପ୍ରୀତି ଜିଣ୍ଟା ୩୧ ଜାନୁୟାରୀରେ ତାଙ୍କର ଜନ୍ମଦିନ ପାଳନ କରୁଛନ୍ତି। ୯୦ ଦଶକର ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀ ପ୍ରୀତି ଆଜି ତାଙ୍କର ୪୬ ତମ ଜନ୍ମଦିନ ପାଳନ କରୁଛନ୍ତି। ଶାହରୁଖ ଖାନଙ୍କ ସହ ‘ଦିଲ…

ଏହି ଅଭିନେତାଙ୍କୁ ରାତିଅଧରେ ଦେଖା କରିବାକୁ ଯାଇଥିଲେ କିଆରା, ଏମିତି ପଡିଲେ ଧରା

ବଲିଉଡ୍‌ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରା ଏବଂ ଅଭିନେତ୍ରୀ କିଆରା ଆଡଭାନୀ ସେମାନଙ୍କ ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚାରେ ରହିଛନ୍ତି। ମାତ୍ର ଦୁହେଁ ଏପର୍ଯ୍ୟନ୍ତ ଏହି ସମ୍ପର୍କକୁ ଗ୍ରହଣ କରିନାହାନ୍ତି। କିନ୍ତୁ ପ୍ରାୟତଃ ଏକାଠି ନଜର ଆସିଥାନ୍ତି। ନିକଟରେ ଦୁହେଁ ମାଲଦ୍ୱୀପରୁ ଫେରିବା…

ପ୍ରୀତି ଜିଣ୍ଟାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଏହି କ୍ରିକେଟର,ଲେଖିଲେ ଏମିତି କିଛି…

ମୁମ୍ବାଇ: ଆଜି ହେଉଛନ୍ତି ବଲିଉଡ୍‌ ଅଭିନେତ୍ରୀ ତଥା ଡିମ୍ପଲ ଗର୍ଲ ପ୍ରୀତି ଜିଣ୍ଟାଙ୍କ ଜନ୍ମଦିନ। ଏହି ଅବସରରେ ପ୍ରୀତିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କ୍ରିକେଟର ଯୁବରାଜ ସିଂହ। ସେ କ୍ୟାପଶନ ଲେଖିଛନ୍ତି, ଜନ୍ମଦିନର ଶୁଭେଚ୍ଛା, ତୁମ ପାଇଁ ଆଗାମୀ ଦିନଗୁଡ଼ିକ ଶୁଭଙ୍କର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri