ମମତାଙ୍କ ଉପରେ ବର୍ଷିଲେ ସ୍ମୃତି
କୋଲକାତା,୩୧ ।୧: କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ରବିବାର ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି । ଜାନୁୟାରୀ ୩୦ ଓ ୩୧ରେ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପଶ୍ଚିମବଙ୍ଗ ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା । ହେଲେ ଏହ ପୂର୍ବରୁ ରାଜଧାନୀ ଦିଲ୍ଲୀରେ ଥିବା ଇସ୍ରାଏଲ…
ମହାକାଶକୁ ଉପଗ୍ରହ ପ୍ରେରଣ କରିବ ନେପାଳ
କାଠମାଣ୍ଡୁ, ୩୧।୧:: ଏବେ ନେପାଳ ମହାକାଶ ଦୌଡ଼ରେ ସାମିଲ୍ ହେବାକୁ ଯାଉଛି। ୩୭ ବର୍ଷ ପରେ ଅନ୍ତର୍ଜାତୀୟ ଟେଲିକମ୍ୟୁନିକେଶନ ସଂଘ (ଆଇଟିୟୁ) ପକ୍ଷରୁ ମହାକାଶରେ ପୃଥିବୀ ଉପରେ ଉପଗ୍ରହ ପାଇଁ ନେପାଳକୁ ଏକ କକ୍ଷ ପଥ ପ୍ରଦାନ କରାଯାଇଛି। ଏହି କକ୍ଷ…
୧୨ ବର୍ଷ ପୂର୍ବେ ୩୪ ଝିଅଙ୍କ ମା’ ହୋଇଥିଲେ ଏହି ଅଭିନେତ୍ରୀ
ବଲିଉଡ୍ର ଡିମ୍ପଲ ଗର୍ଲ ତଥା ଅଭିନେତ୍ରୀ ପ୍ରୀତି ଜିଣ୍ଟା ୩୧ ଜାନୁୟାରୀରେ ତାଙ୍କର ଜନ୍ମଦିନ ପାଳନ କରୁଛନ୍ତି। ୯୦ ଦଶକର ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀ ପ୍ରୀତି ଆଜି ତାଙ୍କର ୪୬ ତମ ଜନ୍ମଦିନ ପାଳନ କରୁଛନ୍ତି। ଶାହରୁଖ ଖାନଙ୍କ ସହ ‘ଦିଲ…
ଏହି ଅଭିନେତାଙ୍କୁ ରାତିଅଧରେ ଦେଖା କରିବାକୁ ଯାଇଥିଲେ କିଆରା, ଏମିତି ପଡିଲେ ଧରା
ବଲିଉଡ୍ ଅଭିନେତା ସିଦ୍ଧାର୍ଥ ମାଲହୋତ୍ରା ଏବଂ ଅଭିନେତ୍ରୀ କିଆରା ଆଡଭାନୀ ସେମାନଙ୍କ ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚାରେ ରହିଛନ୍ତି। ମାତ୍ର ଦୁହେଁ ଏପର୍ଯ୍ୟନ୍ତ ଏହି ସମ୍ପର୍କକୁ ଗ୍ରହଣ କରିନାହାନ୍ତି। କିନ୍ତୁ ପ୍ରାୟତଃ ଏକାଠି ନଜର ଆସିଥାନ୍ତି। ନିକଟରେ ଦୁହେଁ ମାଲଦ୍ୱୀପରୁ ଫେରିବା…
ପ୍ରୀତି ଜିଣ୍ଟାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଏହି କ୍ରିକେଟର,ଲେଖିଲେ ଏମିତି କିଛି…
ମୁମ୍ବାଇ: ଆଜି ହେଉଛନ୍ତି ବଲିଉଡ୍ ଅଭିନେତ୍ରୀ ତଥା ଡିମ୍ପଲ ଗର୍ଲ ପ୍ରୀତି ଜିଣ୍ଟାଙ୍କ ଜନ୍ମଦିନ। ଏହି ଅବସରରେ ପ୍ରୀତିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କ୍ରିକେଟର ଯୁବରାଜ ସିଂହ। ସେ କ୍ୟାପଶନ ଲେଖିଛନ୍ତି, ଜନ୍ମଦିନର ଶୁଭେଚ୍ଛା, ତୁମ ପାଇଁ ଆଗାମୀ ଦିନଗୁଡ଼ିକ ଶୁଭଙ୍କର…
କଂଗ୍ରେସକୁ ‘ବ୍ୟାଣ୍ଡ-ବାଜା’ ପାର୍ଟି କହିଲେ ଓୱାଇସି
କୋଲକାତା,୩୧ ।୧: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହୋଇ ନ ଥିବା ବେଳେ ଏବେଠାରୁ କିନ୍ତୁ ରାଜନୈତିକ ପାଣିପାଗ ସରଗରମ ହେଲାଣି । ଏଆଇଏମ୍ଆଇଏମ୍ ମୁଖ୍ୟ ଅସଦୁଦ୍ଦିନ ଓୱାଇସିଙ୍କୁ ଭାରତୀୟ ଜନତା ପାର୍ଟି(ଭାଜପା)ର ଟିମ୍ ବୋଲି କୁହାଯିବା ପରେ ରବିବାର…
ଆଜି ରାଜ୍ୟରୁ ୧୧୪ ପଜିଟିଭ୍ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ
ଭୁବନେଶ୍ୱର,୩୧।୧(ବ୍ୟୁରୋ): ରବିବାର ୧୧୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୦୭୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୬୮ ଜଣ ଚିହ୍ନଟ ହୋଇଥିବା…
ପେଟ୍ରୋଲ ନୁହେଁ, ଏଥର ପାଣିରେ ଚାଲିବ ବାଇକ୍
ୟଶ୍ ନାମକ ଜଣେ ଯୁକ୍ତଦୁଇ ଛାତ୍ର ଏବଂ ତାଙ୍କର ୪ ସାଙ୍ଗ ମିଶି ଏକ କମାଲ ଦେଖାଇଛନ୍ତି। ଏହି କମାଲରେ ଏମିତି ଏକ କିଟ୍ ପ୍ରସ୍ତୁତ କରିଛନ୍ତି ଯେଉଁଥିରେ ପେଟ୍ରୋଲ ନୁହେଁ ପାଣିରେ ବି ବାଇକ୍ ଚାଲିପାରିବ। ପାଣିରୁ ହାଇଡ୍ରୋଜେନ ଏବଂ…
ନିର୍ବନ୍ଧରେ ନିକ୍ ପ୍ରିୟଙ୍କାଙ୍କୁ ପିନ୍ଧାଇଥିଲେ ବଡ ହୀରା ମୁଦି, ଦାମ ଜାଣିଲେ…
ବଲିଉଡ ଅଭିନେତ୍ରୀଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ ଜାଣିବାକୁ ପ୍ରାୟ ସମସ୍ତଙ୍କ ଇଚ୍ଛା ଥାଏ। ତେବେ ଆଜି ଆପଣଙ୍କୁ ସେମିତି ଜଣେ ଅଭିନେତ୍ରୀଙ୍କ ବିଷୟରେ କହିବାକୁ ଯାଉଛୁ । ଯିଏ ତାଙ୍କ ନିର୍ବନ୍ଧ ମୁଦି ପାଇଁ ମଧ୍ୟ ଚର୍ଚ୍ଚାରେ ରହିଥିଲେ। ତାଙ୍କ ନିର୍ବନ୍ଧ…
ହସ୍ପିଟାଲରୁ ଘରକୁ ଫେରିଲେ ଗାଙ୍ଗୁଲି
କୋଲକାତା,୩୧।୧: ଭାରତୀୟ କ୍ରିକେଟ୍ ଟିମ୍ର ପୂର୍ବତନ କ୍ୟାପଟେନ ତଥା ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ହସ୍ପିଟାଲରୁ ଘରକୁ ଫେରିଛନ୍ତି। ସେ ଗୋଟିଏ ସପ୍ତାହ ବିଶ୍ରାମ ନେବାକୁ ପରାମର୍ଶ ଦିଆଯାଇଛି। ଡାକ୍ତରଙ୍କ ମତରେ ଗାଙ୍ଗୁଲିଙ୍କ ସ୍ବାସ୍ଥ୍ୟାବସ୍ଥା ବର୍ତ୍ତମାନ ଠିକ୍ ଅଛି। ଗାଙ୍ଗୁଲି ହୃଦଘାତର…
୧୩୦ ବର୍ଷ ପରେ ଦେଖିବାକୁ ମିଳିଲା ଏହି ଦୁର୍ଲଭ ପେଚା
ନ୍ୟୁୟର୍କର ସେଣ୍ଟ୍ରାଲ ପାର୍କରେ ୨୯ ତାରିଖରେ ଏକ ବିରଳ ପେଚା ଦେଖିବାକୁ ମିଳିଛି। ଦୀର୍ଘ ୧୩୦ ବର୍ଷ ପରେ ଏହି ଧଳାରଙ୍ଗର ପେଚାଟି ଦେଖିବାକୁ ମିଳିଛି। ଏହା ଏକ ଦୁର୍ଲଭ ପକ୍ଷୀ। ଏହା ଦେଖିବାକୁ ଲୋକଙ୍କ ମଧ୍ୟରେ ବେଶ୍ କୌତୂହଳ ପ୍ରକାଶ…
ଫେବୃୟାରୀ ୧ରୁ ପୂର୍ଣ୍ଣ କ୍ଷମତାରେ ଖୋଲିବ ସିନେମା ହଲ
ନୂଆଦିଲ୍ଲୀ, ୩୧।୧: ସିନେମା ହଲ ଖୋଲିବା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସବୁଜ ସଙ୍କେତ ମିଳିଛି। ସରକାର ସିନେମା ହଲ ଉପରେ ଜାରି ହୋଇଥିବା କଟକଣା ଉଠାଇ ନେଇଛନ୍ତି। ଏବେ ଫେବୃୟାରୀ ୧ଠାରୁ ସିନେମା ହଲ ଗୁଡ଼ିକ ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟ…
Archives


