ଅପଚୟ କଲେ କମ୍ ମିଳିବ
ନୂଆଦିଲ୍ଲୀ,୯ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟଗୁଡ଼ିକୁ ସାବାଳକଙ୍କ ପାଇଁ ମାଗଣାରେ ଟିକା ଦିଆଯିବ ବୋଲି ଘୋଷଣା କରିବାର ଦିନକ ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ ଗାଇଡ୍ଲାଇନ୍ ଜାରି କରାଯାଇଛି। କେଉଁ ରାଜ୍ୟକୁ କେତେ ଡୋଜ୍ ଆବଣ୍ଟନ କରାଯିବ ତାହା ଜନସଂଖ୍ୟା,…
୧୧ରେ କଂଗ୍ରେସର ରାଜ୍ୟବ୍ୟାପୀ ବିକ୍ଷୋଭ
ଭୁବନେଶ୍ୱର,୯ା୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହରରେ ସମଗ୍ର ଦେଶ ଛଟପଟ ହେଉଥିବା ବେଳେ କେନ୍ଦ୍ରର ମୋଦି ସରକାର ଲଗାତର ଭାବେ ପେଟ୍ରୋଲ ଓ ଡିଜେଲର ଦର ବୃଦ୍ଧି କରିଚାଲିଛନ୍ତି। ଏହାର ପ୍ରତିବାଦରେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ରାଜ୍ୟବ୍ୟାପୀ ବିକ୍ଷୋଭ ଓ ଧାରଣା…
ନୂଆ ରୂପ ନେବ କୋଇଲା ନଗରୀ
ଅନୁଗୋଳ ଅଫିସ, ୯ା୬ ଅମିତ କୁମାର ସାମଲ – କଳାହୀରାର ସହର ତାଳଚେରର ହେବ ନବକଳେବର। ନୂଆରୂପ ପାଇବ କୋଇଲା ନଗରୀ। ଆଖି ଝଲସାଇଦେଲା ଭଳି କରାଯିବ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ। ହେଲ୍ଥ ସହ ହେରିଟେଜ୍ କରିଡର, ଅତ୍ୟାଧୁନିକ ଷ୍ଟାଡିୟମ, ପ୍ରଜାମଣ୍ଡଳ ଭବନର…
ଟୋକିଓ ଅଲିମ୍ପିକ୍ସ: ସମସ୍ତ ରାସ୍ତା ସିଲ୍
ଟୋକିଓ, ୯ା୬ (ଏପି)-ଟୋକିଓ ଅଲିମ୍ପିକ୍ସ ଭେନ୍ୟୁଗୁଡ଼ିକୁ ଯୋଗାଯୋଗ କରୁଥିବା ସମସ୍ତ ସଡ଼କ ପଥକୁ ସିଲ୍ କରାଯାଇଛି। ତନ୍ମଧ୍ୟରେ ୧.୪ ବିଲିୟନ ଆମେରିକୀୟ ଡଲାର ମୂଲ୍ୟରେ ନିର୍ମିତ ନ୍ୟାଶନାଲ ଷ୍ଟାଡିୟମ ଅନ୍ୟତମ, ଯେଉଁଠାରେ ଜୁଲାଇ ୨୩ରେ ଉଦ୍ଘାଟନୀ ଉତ୍ସବ ଆୟୋଜନ କାର୍ଯ୍ୟକ୍ରମ ରହିଛି।…
ପ୍ରମୋଦଙ୍କୁ ପାରାଲିମ୍ପିକ୍ସ ଯୋଗ୍ୟତା
ଭୁବନେଶ୍ୱର, ୯।୬(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶା କ୍ରୀଡ଼ା ପାଇଁ ମଙ୍ଗଳବାର ଆସିଛି ଏକ ଖୁସି ଖବର। ରାଜ୍ୟର ପାରା ବ୍ୟାଡ୍ମିଣ୍ଟନ ତାରକା ଅର୍ଜୁନ ପୁରସ୍କାରପ୍ରାପ୍ତ ପ୍ରମୋଦ ଭଗତ ଟୋକିଓ ପାରାଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ଆସନ୍ତା ଅଗଷ୍ଟ ୨୫ରୁ ସେପ୍ଟେମ୍ବର ୫ ପର୍ଯ୍ୟନ୍ତ…
ଅଭିନୟ ପାଇଁ କମାଇଥିଲେ ଓଜନ…
ମୁମ୍ବାଇ,୯।୬: ବଲିଉଡ ନାୟିକା ସୋନମ କପୁରଙ୍କୁ ବୁଧବାର ୩୬ ବର୍ଷ ପୂରଣ ହୋଇଛି। ୧୯୮୫ ଜୁନ ୯ରେ ମୁମ୍ବାଇର ଚେମ୍ବୁରଠାରେ ସେ ଜନ୍ମ ଗ୍ରହଣ କରିଥିଲେ। ଫିଲ୍ମ ବ୍ଲାକ୍ରେ ୨୦୦୫ରେ ସହଯୋଗୀ ନିର୍ଦ୍ଦେଶକ ଭାବେ କାମ ଆରମ୍ଭ କରିଥିଲେ। ୨୦୦୭ରେ ସାବରିୟା…
୨ଟି ବଲ୍ରୁ ବିସ୍ଫୋରକ ୨୧ ରନ୍ କରିଥିଲେ ସେହ୍ବାଗ:ଜାଣନ୍ତୁ କେମିତି
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନର୍ ବୀରେନ୍ଦ୍ର ସେହ୍ବାଗ ବିସ୍ଫୋରକ ବ୍ୟାଟିଂ ପାଇଁ ଜଣାଶୁଣା। ସମସ୍ତ ପ୍ରକାର କ୍ରିକେଟର ୍ବିପଜ୍ଜନକ ବ୍ୟାଟ୍ସମ୍ୟାନ ସେହ୍ବାଗ ଆରମ୍ଭରୁ ପ୍ରତିପକ୍ଷଙ୍କୁ ଆକ୍ରମଣ କରିବାକୁ ଭଲ ପାଉଥିଲେ। ସେ ପ୍ରାୟତଃ ପ୍ରଥମ ବଲରେ ଚୌକା-ଛକା ମାରି ନିଜର…
କ୍ୟାମେରା ଆଗରେ ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ଚାପୁଡ଼ା
ପ୍ୟାରିସ୍,୮ା୬: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକରନଙ୍କୁ ଭିଡ଼ ଭିତରେ ଜଣେ ଚାପୁଡ଼ା ମାଡ଼ ହୋଇଛି। ଏହି ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରିବା ସହ ରାଷ୍ଟ୍ରପତିଙ୍କ ସୁରକ୍ଷା ବଢ଼ାଇ ଦିଆଯାଇଛି। ସମ୍ପୂର୍ଣ୍ଣ ଘଟଣା କଏଦ ହୋଇଛି କ୍ୟାମେରାରେ। କୋଭିଡ୍-୧୯ ମହାମାରୀ ପରେ…
ମହାତ୍ମା ଗାନ୍ଧୀଙ୍କ ଅଣନାତୁଣୀଙ୍କୁ ଜେଲ୍
ଡର୍ବାନ,୮।୬: ମହତ୍ମା ଗାନ୍ଧୀଙ୍କ ଅଣନାତୁଣୀ ଆଶିଷ ଲତା ରାମଗୋବିନଙ୍କୁ ଠକେଇ ମାମଲାରେ ୭ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି ଦକ୍ଷିଣ ଆଫ୍ରିକାର ଏକ କୋର୍ଟ। ୫୬ ବର୍ଷୀୟା ରାମଗୋବିନ ଶିଳ୍ପପତି ଏସ୍ ଆର ମହାରାଜଙ୍କ ସହ ୬୨ ଲକ୍ଷ ରାଣ୍ଡ…
ରାଜପଥରେ ଗାଡ଼ିରୁ ତେଲ ଶେଷ ହେଲେ ଫାଇନ୍
ଏଭଳି ଏକ ଦେଶ ଅଛି, ଯେଉଁଠାରେ ତେଲ ଶେଷ ହେବା କାରଣରୁ ରାଜପଥରେ ଗାଡ଼ି ଅଟକାଇବା ବେଆଇନ। ଏଭଳି ନିୟମ ରହିଛି ଜର୍ମାନୀରେ। ଏହି ଦେଶରେ ଥିବା ସଡ଼କ ସୁରକ୍ଷା ଆଇନ ଅନୁଯାୟୀ, ଅତ୍ୟନ୍ତ ଜରୁରୀକାଳିନ ସ୍ଥିତିରେ ହିଁ ରାଜପଥରେ ଗାଡ଼ି…
୨ ବଲ୍ରେ ୨୧ ରନ୍: ଏକଦା ପାକିସ୍ତାନୀ ବୋଲରଙ୍କ ଲୟ ଭାଙ୍ଗି ଦେଇଥିଲେ ସେହ୍ବାଗ; ଦେଖନ୍ତୁ ଭିଡିଓ…
ନୂଆଦିଲ୍ଲୀ,୮।୬: ନିଜ ସମୟର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ଙ୍କ ମଧ୍ୟରୁ ଜଣେ ଥିଲେ ଭାରତର ପୂର୍ବ ଓପନର୍ ବିରେନ୍ଦ୍ର ସେହ୍ବାଗ। କ୍ରିକେଟର ସମସ୍ତ ଫର୍ମାଟରେ ସେ ଚମକାଇବା ଭଳି ପାଳି ଖେଳିଛନ୍ତି। ବିଶେଷକରି ପ୍ରାରମ୍ଭରୁ ବିରୋଧୀ ବୋଲରଙ୍କୁ ଆକ୍ରମଣ କରିବାକୁ ସେ ପସନ୍ଦ କରୁଥିଲେ।…
ମିଥ୍ୟା ଜାତିଗତ ପ୍ରମାଣପତ୍ର ପାଇଁ ଫସିଲେ ଏମ୍ପି
ମୁମ୍ବାଇ,୮।୬: ମିଥ୍ୟା ଜାତିଗତ ପ୍ରମାଣପତ୍ର ଦାଖଲ କରିବା ମହାରାଷ୍ଟ୍ରର ସ୍ବାଧୀନ ଏମ୍ପି ନବନୀତ କୌର ରାଣାଙ୍କୁ ମହଙ୍ଗା ପଡ଼ିଛି। ଏଥିନେଇ ବମ୍ବେ ହାଇକୋର୍ଟ ତାଙ୍କ ଉପରେ ୨ ଲକ୍ଷ ଟଙ୍କାର ଜରିମାନା ଲଗାଇଛନ୍ତି। ଏପରି କି ମହାରାଷ୍ଟ୍ରର ବିଦର୍ଭ ଅଞ୍ଚଳର ଅମରାବତୀ…

