ବିବାହ ପରେ ନତାଶାଙ୍କ ସହ ଏହି ନୂଆ ଘରକୁ ଯିବେ ବରୁଣ, ଦେଖନ୍ତୁ ଭିଡିଓ
ମୁମ୍ବାଇ: ବଲିଉଡ୍ ଅଭିନେତା ବରୁଣ ଧାଓ୍ବନ ଏବଂ ନତାଶା ଦଲାଲଙ୍କ ବିବାହ ଖବର ବେଶ୍ କିଛିଦିନ ଧରି ଚର୍ଚ୍ଚାରେ ରହିଆସିଛି। ଏବେ ହନିମୁନକୁ ନେଇ ମଧ୍ୟ ଚର୍ଚ୍ଚା ଚାଲିଛି। ବର୍ତ୍ତମାନ ବରୁଣ ଏବଂ ନତାଶା ନୂଆ ଘରକୁ ଶିଫ୍ଟ କରିବା ମଧ୍ୟ…
ଶାହାଙ୍କ ସ୍ଥାନରେ ହାୱଡାରେ ରାଲି କରିବେ ସ୍ମୃତି
କୋଲକାତା,୩୧ ।୧: ରାଜଧାନୀ ଦିଲ୍ଲୀରେ ଶୁକ୍ରବାର ଇସ୍ରାଏଲ ଦୂତାବାସ ବାହାରେ ହୋଇଥିବା ବିସ୍ଫୋରଣ ପରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ତାଙ୍କର ପଶ୍ଚିମବଙ୍ଗ ଗସ୍ତକୁ ବାତିଲ କରି ଦେଇଥିଲେ । ଏବେ ତାଙ୍କ ସ୍ଥାନରେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ପଶ୍ଚିମବଙ୍ଗର ହାୱଡାରେ…
୧୦ ରାଜ୍ୟରେ ବାର୍ଡ ଫ୍ଲୁ ଜାରି: ୧୩ ରାଜ୍ୟରେ ଭୂତାଣୁ ଚିହ୍ନଟ
ନୂଆଦିଲ୍ଲୀ, ୩୧।୧: ଦେଶର ୧୦ ରାଜ୍ୟରେ ବାର୍ଡ ଫ୍ଲୁ ଜାରି ରହିଥିବା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ସେହିପରି ୧୩ ରାଜ୍ୟରେ କାଉ, ପ୍ରବାସୀ ଏବଂ ଜଙ୍ଗଲୀ ପକ୍ଷୀଠାରେ ବାର୍ଡ ଫ୍ଲୁ ଭୂତାଣୁ ଚିହ୍ନଟ ହୋଇଛି। ଏସବୁ ରାଜ୍ୟରେ…
ଝରାଫୁଲଙ୍କ ମୃତ୍ୟୁ ମିଷ୍ଟ୍ରୀ: ବିରିୟାନି ଦୋକାନରେ କରିଥିଲେ ବାନ୍ତି, ଗେଷ୍ଟ ହାଉସ୍ର ରୁମ୍ ନଂ.୨୦୧ ସିଲ୍
ଭୁବନେଶ୍ୱର(ବ୍ୟୁରୋ)/ଯାଜପୁର ଅଫିସ/ ରସୁଲପୁର(ଡି.ଏନ.ଏ.),୩୧ା୧: ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଯୁକ୍ତ ୩ ଦ୍ୱିତୀୟ ବର୍ଷର ଛାତ୍ରୀ ଝରାଫୁଲ ନାୟକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ରହସ୍ୟଘେରରେ ରହିଛି। ତାଙ୍କ ମୃତ୍ୟୁର ପ୍ରକୃତ କାରଣ କ’ଣ ତାହା ଜାଣିବା ପାଇଁ ସମସ୍ତଙ୍କ ଉତ୍କଣ୍ଠା ରହିିଛି।…
ବିବାହିତ ଥିଲେ କେବେ ବି ଭୁଲନ୍ତୁ ନାହିଁ ଚାଣକ୍ୟଙ୍କ ଏସବୁ କଥା: ଉଣା ହେବ ନାହିଁ…
ଜୀବନସାଥୀଙ୍କ ପ୍ରେମ ଓ ସମର୍ପଣ ପାଇଥିବା ବ୍ୟକ୍ତି ଦୁନିଆର ସବୁଠାରୁ ସୁଖୀ। ଘରେ ଖୁସିରେ ରହୁଥିବା ବ୍ୟକ୍ତିର ଜୀବନରେ କେବେ ବି ଦୁଃଖ ଏବଂ ଅଶାନ୍ତି ନ ଥାଏ। ଫଳରେ ସେ ଜୀବନରେ ସଫଳତା ପାଇଥାଏ। ହେଲେ ଦାମ୍ପତ୍ୟ ଜୀବନରେ କଳହ…
ଦିଲ୍ଲୀ ହିଂସା ପରେ ୪ଶହ କୃଷକ ନିଖୋଜ!
ନୂଆଦିଲ୍ଲୀ,୩୧ ।୧: ଜାନୁୟାରୀ ୨୬ରେ ଲାଲ କିଲା ଓ ଦିଲ୍ଲୀର ବିଭିନ୍ନ ସ୍ଥାନରେ ହୋଇଥିବା ହିଂସା ପରେ ପାଖାପାଖି ୪୦୦ କୃଷକ ନିଖୋଜ ହୋଇଥିବା ଅଭିଯୋଗ ହେଲାଣି । ଏହାକୁ ନେଇ ଏବେ ରାଜନୀତି ହେଲାଣି ସରଗରମ । ସୁବେର କୃଷକ…
ଟେଷ୍ଟ ର଼୍ୟାଙ୍କିଙ୍ଗ୍: ପୂଜାରା ୬ଷ୍ଠ ସ୍ଥାନକୁ ଉନ୍ନୀତ
ଦୁବାଇ, ୩୧ା୧ (ପି.ଟି.)-ଶନିବାର ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ ପ୍ରକାଶ ପାଇଛି। ଭାରତୀୟ ଅଧିନାୟକ ବିରାଟ କୋହଲି ବ୍ୟାଟ୍ସମ୍ୟାନ ତାଲିକାରେ ୪ର୍ଥ ସ୍ଥାନ ବଜାୟ ରଖିଛନ୍ତି। ଚେତେଶ୍ୱର ପୂଜାରା ୬ଷ୍ଠ ସ୍ଥାନକୁ ପଦୋନ୍ନତି ପାଇଛନ୍ତି। କୋହଲି (୮୬୨) ଓ ପୂଜାରା (୭୬୦)ଙ୍କ ବ୍ୟତୀତ…
ସିନେମାହଲ୍ରେ ଫ୍ଲପ୍ ହେଲେ ଟେଲିପରଦାରେ ‘ସୁପରହିଟ୍’ ଏସବୁ ଫିଲ୍ମ, କାରଣ ବୁଝାପଡେନି
ବମ୍ବେ: ପ୍ରତିବର୍ଷ ଶହ ଶହ ଫିଲ୍ମ ପରଦାକୁ ଆସେ। ସେଥିରୁ କିଛି ସୁପରହିଟ୍ ହେବା ବେଳେ କିଛି ପାଲଟିଥାଏ ସୁପରଫ୍ଲପ୍। ହେଲେ ଏପରି କିଛି ହିନ୍ଦି ସିନେମା ଅଛି ଯାହାକୁ ଦେଖିବାକୁ ଦର୍ଶକ ସିନେମାହଲ୍ ଯାଇ ନ ଥିଲେ ହେଁ ଟେଲି…
ସିସିଟିଭି ଅଣ୍ଡାଳୁଛି ପୋଲିସ
ନୂଆଦିଲ୍ଲୀ,୩୧ା୧(ପି.ଟି.): ସାଧାରଣତନ୍ତ୍ର ଦିବସରେ ଟ୍ରାକ୍ଟର ରାଲି ବେଳେ ଲାଲକିଲ୍ଲା ହିଂସାକୁ ନେଇ କଠୋର ହୋଇଛି ଦିଲ୍ଲୀ ପୋଲିସ। ପୋଲିସକୁ ବର୍ତ୍ତମାନ ସୁଦ୍ଧା ଦିଲ୍ଲୀ ହିଂସା ସମ୍ପର୍କିତ ୧,୭୦୦ ଭିଡିଓ କ୍ଲିପ୍ ଏବଂ ସିସିଟିଭି ଫୁଟେଜ୍ ମିଳିଛି। ଫୋରେନ୍ସିକ୍ ବିଶେଷଜ୍ଞଙ୍କ ସହାୟତାରେ ସେଗୁଡ଼ିକୁ…
ଟିକା ପରେ ଜୀବନ ହାରିଲେଣି ୧୦
ନୂଆଦିଲ୍ଲୀ, ୩୧ା୧: କରୋନା ଟିକା ନେବା ପରେ ବର୍ତ୍ତମାନ ସୁଦ୍ଧା ଦେଶରେ ପ୍ରାୟ ୧୦ ଜଣଙ୍କ ଜୀବନ ଗଲାଣି। ଭାକ୍ସିନ ନେବାର ୫ ଦିନ ମଧ୍ୟରେ କର୍ନାଟକ, ଉତ୍ତରପ୍ରଦେଶ, ରାଜସ୍ଥାନ, ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା, ହରିୟାଣା ଓ ଓଡ଼ିଶାରେ ଏହି ମୃତ୍ୟୁ ଘଟିଥିବା…
ବିବାଦରେ ବିଚାରପତି
ନୂଆଦିଲ୍ଲୀ/ମୁମ୍ବାଇ, ୩୧ା୧: ଶିଶୁଙ୍କୁ ଯୌନ ଅପରାଧରୁ ସୁରକ୍ଷା ଦେବା ପାଇଁ ଉଦ୍ଦିଷ୍ଟ ପୋକ୍ସୋ ଆଇନକୁ ନେଇ ଗୋଟିଏ ପରେ ଗୋଟିଏ ବିବାଦୀୟ ରାୟ ଦେବା ଜଣେ ମହିଳା ବିଚାରପତିଙ୍କୁ ମହଙ୍ଗା ପଡ଼ିଛି। ବମ୍ବେ ହାଇକୋର୍ଟରେ ଅତିରିକ୍ତ ବିଚାରପତି ଭାବେ କାର୍ଯ୍ୟରତ ଜଷ୍ଟିସ୍…
ଡିଜିଟାଲ୍ ମୁଦ୍ରା ଉପରେ ପ୍ରତିବନ୍ଧକ ଲଗାଇପାରନ୍ତି ସରକାର
ନୂଆଦିଲ୍ଲୀ,୩୧।୧: ଚଳିତ ବର୍ଷର ପ୍ରଥମ ବଜେଟ ଅଧିବେଶନରେ ଅନେକ ପ୍ରକାରର ନିୟମ ଓ କଟକଣା ଆଣିପାରନ୍ତି ସରକାର। ସେହିଭଳି ବିଭିନ୍ନ ଉପାୟରେ ପ୍ରସ୍ତୁତ ଏହି ଇ-ବଜେଟ ସ୍ବତନ୍ତ୍ର ହେବାକୁ ଯାଉଛି। ଗୋଟିଏ ପଟେ ଦେଶର ସାଧାରଣ ବଜେଟ ଉପସ୍ଥାପିତ ହୋଇଥିବା ବେଳେ…
Archives


