Home Left

ବ୍ୟାଙ୍କିଙ୍ଗ୍‌ ଉଦ୍ୟୋଗର ମହଙ୍ଗା ଭତ୍ତା ୮୫.୨ ପ୍ରତିଶତ

ଭୁବନେଶ୍ୱର,୩୧।୧: ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟ ସୂଚୀ ଅନୁସାରେ ଗତ ନଭେମ୍ବରରେ ୧୧୯.୯ ପଏଣ୍ଟ ରହିଥିଲା। ଏହା ଗତ ଡିିସେମ୍ବରରେ ୧.୧ ପଏଣ୍ଟ ହ୍ରାସ ପାଇ ସେହି ସମୟରେ ୧୧୮.୮ ପଏଣ୍ଟରେ ରହିଛି। ସେହିଭଳି ନଭେମ୍ବରରେ ତାଳଚେର…

୮୭ ବର୍ଷରେ ପ୍ରଥମ ଥର ହେବନି ରଣଜୀ ଟ୍ରଫି

ନୂଆଦିଲ୍ଲୀ, ୩୧ା୧ (ପି.ଟି.)- କୋଭିଡ୍‌ କାରଣରୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୮୭ ବର୍ଷରେ ପ୍ରଥମ ଥର ଏହାର ପ୍ରମୁଖ ପ୍ରଥମ ଶ୍ରେଣୀ ଘରୋଇ ଟୁର୍ନାମେଣ୍ଟ ରଣଜୀ ଟ୍ରଫି ଆୟୋଜନ କରିବ ନାହିଁ। କାରଣ ଅଧିକାଂଶ ରାଜ୍ୟ ୟୁନିଟ୍‌ ବିଜୟ…

ଚୂଡ଼ାନ୍ତ ପର୍ଯ୍ୟାୟରେ କପିଳାସ ଭକ୍ତନିବାସ

ଢେଙ୍କାନାଳ ଅଫିସ, ୩୧।୧: ପ୍ରସିଦ୍ଧ ଶୈବପୀଠ କପିଳାସରେ ଶ୍ରଦ୍ଧାଳୁଙ୍କ ରହଣି ସୁବିଧା ପାଇଁ ୫୦ ଲକ୍ଷ ଟଙ୍କା ବ୍ୟୟରେ ଚାଲିଥିବା ଭକ୍ତ ନିବାସ ନିର୍ମାଣ କାର୍ଯ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଆସନ୍ତା ଜାଗର ଯାତ୍ରା ପୂର୍ବରୁ ଏହାକୁ ଲୋକାର୍ପିତ କରାଯିବାକୁ ଲକ୍ଷ୍ୟ ରଖାଯାଇଛି।…

ଏହି ସ୍ଥାନରେ ଶୁଟିଂ ହେବ ସଲମାନଙ୍କ ‘ଟାଇଗର-୩’, ଯେଉଁଠି ଆଜିପର୍ଯ୍ୟନ୍ତ କୌଣସି ବଲିଉଡ୍‌ ଫିଲ୍ମ ହୋଇନାହିଁ

ମୁମ୍ବାଇ: ଗୋଟିଏ ଥିଲା ସୁପରହିଟ୍‌ ‘ଟାଇଗର’। ପରେ ସଲମାନଙ୍କ ଆଉ ଏକ ‘ଟାଇଗର’ ଜୀବନ୍ତ ହୋଇ ବ୍ଲକବଷ୍ଟର ସାବ୍ୟସ୍ତ ହୋଇଥିଲା। ଲଗାତର ଦୁଇ ଦୁଇଟି ଫିଲ୍ମ ହିଟ୍‌ ହେବା ପରେ ନିର୍ମାତା ଆଉ ଏକ ଟାଇଗର ନିର୍ମାଣ ପାଇଁ ଆଗେଇ ଆସିଛନ୍ତି।…

କ୍ରମାଗତ ହ୍ରାସ ପାଉଛି ସୁନା, ରୁପା ଦର

ଭୁବନେଶ୍ୱର,୩୧।୧: ଗତ ଏକ ସପ୍ତାହ ହେବ କ୍ରମାଗତ ଭାବେ ଦେଶରେ ସୁନା ଓ ରୁପା ଦର ହ୍ରାସ ପାଉଛି। ଏମ୍‌ସିଏକ୍ସରେ ସୁନା ଦର ଶନିବାର ୦.୩୩ % ହ୍ରାସ ଘଟି ୧୦ ଗ୍ରାମ ସୁନା ପିଛା ୪୮,୭୦୨ ଟଙ୍କା ଦେବାକୁ ପଡୁଛି।…

ଧାନକିଣା ଅନିୟମିତତାରେ ନିଲମ୍ବିତ ହେଲେ ୮ପ୍ୟାକ୍ସ ସମ୍ପାଦକ

ବରଗଡ଼ ଅଫିସ୍‌,୩୧।୧: ବରଗଡ଼ ଜିଲାରେ ଧାନକିଣା ଅନିୟମିତତା ବିଭାଗୀୟ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ୨୦୧୮-୧୯ ରବିଋତୁ ଧାନ କିଣାବିକାରେ ହୋଇଥିବା ଅନିୟମିତତାକୁ ନେଇ ଜିଲାର ୮ଟି ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ) ସମ୍ପାଦକଙ୍କୁ ନିଲମ୍ବିତ କରାଯାଇଛି। ସମବାୟ ଉପନିବନ୍ଧକ (ଡିଆର୍‌ସିଏସ୍‌)…

ଆମେରିକାରେ ଶେଷ ହୋଇଥିଲା ପ୍ରୀତିଙ୍କ ଜୀବନସାଥୀ ସନ୍ଧାନ…

ମୁମ୍ବାଇ, ୩୧।୧: ବଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ ଡିମ୍ପଲ ଗର୍ଲ ପ୍ରୀତି ଜିଣ୍ଟାଙ୍କୁ ରବିବାର ୪୬ ବର୍ଷ ପୂରଣ ହୋଇଛି। ସେ ୪୭ ବର୍ଷରେ ପାଦଥାପିଛନ୍ତି। ୧୯୭୫ ଜାନୁୟାରୀ ୩୧ରେ ସେ ଶିମଲାଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ପ୍ରୀତମ ସିଂ…

ଇଣ୍ଡିଆନ ସୁପର ଲିଗ୍‌: ମୁମ୍ବାଇକୁ ହରାଇଲା ନର୍ଥଇଷ୍ଟ

ବାମ୍ବୋଲିମ୍‌, ୩୧।୧: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶନିବାର ଖେଳାଯାଇଥିବା ମ୍ୟାଚ୍‌ରେ ନର୍ଥଇଷ୍ଟ ୟୁନାଇଟେଡ ୨-୧ ଗୋଲରେ ଟେବୁଲ ଟପ୍ପର ମୁମ୍ବାଇ ସିଟି ଏଫ୍‌ସିକୁ ପରାସ୍ତ କରିଛି। ଏଥିସହିତ ନର୍ଥଇଷ୍ଟ କ୍ରମାଗତ ତୃତୀୟ ବିଜୟ ହାସଲ କରିଛି। ଅନ୍ୟପଟେ ମୁମ୍ବାଇର କ୍ରମାଗତ…

ଦେଶ ସୀମା ଜଗିବେ ଭଉଣୀ ଭାଇ

ବରଗଡ଼ ଅଫିସ,୩୧।୧: ବରଗଡ଼ ଜିଲା ଭେଡ଼େନ ବ୍ଲକ ଅନ୍ତର୍ଗତ ଟିହିକିପାଲି ଗ୍ରାମର ରାତ୍ର ବାରିକଙ୍କ ସାନ ଝିଅ ରଶ୍ମିତା ଓ  ପୁଅ ପ୍ରଭାତ ସୀମା ସୁରକ୍ଷା ବାହିନୀ (ବିଏସ୍‌ଏଫ୍‌)ରେ ଯୋଗ ଦେବାକୁ ମନୋନିତ ହୋଇଛନ୍ତି। ସଦ୍ୟ ପ୍ରକାଶିତ ପରୀକ୍ଷାଫଳରେ ଉଭୟ ଏହି…

୨ ବାଇକ୍‌ ମୁହାଁମୁହିଁ ଧକ୍କାରେ ଜଣଙ୍କ ଜୀବନ ଗଲା, ୩ ଗୁରୁତର

ଜୁନାଗଡ଼,୩୦।୧: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ମାଟିଗଁା ନିକଟରେ ଶନିବାର ସନ୍ଧ୍ୟାରେ ୨ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଜୁନାଗଡ଼…

ଘରୁ ଚୋରି କରି ସ୍ତ୍ରୀଙ୍କୁ ହତ୍ୟା କରିଥିଲେ ସ୍ବାମୀ

ରାୟଗଡ଼ା ଅଫିସ,୩୦ା୧: ରାୟଗଡ଼ା ଜିଲା କୁମ୍ବିକଟା ପଞ୍ଚାୟତ ହୁଲୁକାତୁଣ୍ଡା ଗ୍ରାମରେ ଗତ ୨୨ ତାରିଖରେ ମହିଳାଙ୍କୁ ଗଳାକାଟି ହତ୍ୟା ଏବଂ ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ସ୍ବାମୀ ହିଁ ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ବୋଲି ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ପୋଲିସ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର

ଧର୍ମଗଡ଼,୩୦।୧: କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଜଣେ ଯୁବକ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ସମ୍ପୃକ୍ତ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri