Home Left

ହର୍ମୁଜକୁ ନେଇ ବଡ଼ ଯୋଜନାରେ ଅଛି ଇରାନ? ସଂସଦରେ ଉପସ୍ଥାପନ ହେବ ବିଲ୍‌! ଜାଣନ୍ତୁ ଭାରତ ଉପରେ କ’ଣ ପଡିବ ପ୍ରଭାବ

ତେହରାନ୍‌,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। ଇରାନ ସଂସଦ ଏବେ ଏକ ବିଲ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ ହେଉଛି ଯାହା ଏହି ପ୍ରଣାଳୀ ଦେଇ ଯାଉଥିବା ଜାହାଜଗୁଡ଼ିକ ଉପରେ ଟୋଲ ଲାଗୁ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା ଓ ଦୌରାଜଜ୍ ପ୍ରଜ୍ଞା ପାଣିଗ୍ରାହୀ ଗୁରୁବାର ଏକ ଐତିହାସିକ ରାୟ ଶୁଣାଇଛନ୍ତି। ଏହି…

ସୋନିଆଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଲା ବଡ଼ ଅପଡେଟ, ଆଣ୍ଟିବାୟୋଟିକରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୋନିଆ ଗାନ୍ଧୀ ଡାକ୍ତରଙ୍କ ନିକଟତର ତଦାରଖରେ ଅଛନ୍ତି ଏବଂ ଆଗାମୀ କିଛି ଦିନ ପାଇଁ ତାଙ୍କର…

ପ୍ରଧାନମନ୍ତ୍ରୀ ମୋଦି, ନିର୍ବାଚନ କମିଶନଙ୍କ AI ଭିଡିଓ ଭାଇରାଲ, X ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୬।୩: କେରଳ ପୋଲିସର ସାଇବର ଶାଖା ସୋସିଆଲ ମିଡିଆ ପ୍ଲାଟଫର୍ମ X ଏବଂ ଏହାର ଏକ ହ୍ୟାଣ୍ଡେଲ ବିରୋଧରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ହୋଇଛି ଯେ ପ୍ରଧାନମନ୍ତ୍ରୀ ଏବଂ ନିର୍ବାଚନ କମିଶନଙ୍କୁ ‘ବିଭ୍ରାନ୍ତିକର ଏବଂ ମାନହାନିକାରକ’ ଭାବରେ ଦର୍ଶାଯାଇଥିବା…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ ମିଳେ। ଏଭଳି ଏକ ରୋମାଞ୍ଚକର ହାତୀର ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଛି।…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି ଆକାଉଣ୍ଟ, ଅନଲାଇନ ଠକେଇ ଏବଂ ମହିଳା ଏବଂ ଶିଶୁଙ୍କ ବିରୋଧରେ ସାଇବର ଅପରାଧ…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା ତାଙ୍ଗସିରି ନିହତ ହୋଇଛନ୍ତି। ବନ୍ଦର ଆବାସରେ କରାଯାଇଥିବା ଏକ ଆକ୍ରମଣରେ ସେ ପ୍ରାଣ…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ ସଭ୍ୟା, ସରପଞ୍ଚ, ସମିତି ସଭ୍ୟାମ୍‌ସଭ୍ୟ ଏବଂ ଓ୍ବାର୍ଡସଭ୍ୟ ପ୍ରମୁଖ ଧାରଣା ଦେଇ ପ୍ରତିବାଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ଗାଡି ଓଭରଟେକ୍‌କୁ ନେଇ ଏ.ସି.ଏଫ ମାଡ଼ ମାରିଥିବା…

ଯୁଦ୍ଧ ରୋକିବା ପାଇଁ ଭାରତ ଉପରେ କାହିଁକି ନିର୍ଭର କରୁଛି ଇରାନ? ଜାଣନ୍ତୁ ୫ କାରଣ

ନୂଆଦିଲ୍ଲୀ,୨୬।୩: ଗତକାଲି ନୂଆଦିଲ୍ଲୀରେ ଦେଇଥିବା ବିବୃତ୍ତିରେ, ଇରାନ ରାଷ୍ଟ୍ରଦୂତ ମହମ୍ମଦ ଫଥାଲି ଇରାନ-ଇସ୍ରାଏଲ ବିବାଦରେ ଭାରତକୁ ଏକ ନିର୍ଭରଯୋଗ୍ୟ ମଧ୍ୟସ୍ଥି ଭାବରେ ବର୍ଣ୍ଣନା କରିଥିଲେ, ଯାହା ମଧ୍ୟପ୍ରାଚ୍ୟରେ ଉତ୍ତେଜନା ହ୍ରାସ କରିବାରେ ଏକ ସକାରାତ୍ମକ ଭୂମିକା ଗ୍ରହଣ କରିପାରିବ। ପ୍ରଶ୍ନ ଉଠୁଛି…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ ମଧ୍ୟରେ ୧୧ଜଣ ଛାତ୍ର ଓ ୮ଜଣ ଛାତ୍ରୀ ରହିଛନ୍ତି । ବିଦ୍ୟାଳୟର ପ୍ରଧାନଶିକ୍ଷକ…

ସାଇକେଲରେ ବିଦ୍ୟାଳୟ ଯାଉଥିଲେ ଦୁଇ ଛାତ୍ର, ପାଚେରିରେ ପିଟି ହୋଇ…

ମୋହନା,୨୬ା୩(ମନ୍ମଥ ମିଶ୍ର): ସାଇକେଲରେ ବିଦ୍ୟାଳୟକୁ ଯିବା ବେଳେ ପାଚେରିରେ ପିଟି ହୋଇ ଦୁଇ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ରାମଗିରି ଗ୍ରାମରେ। ସୂଚନାନୁଯାୟୀ, ଆର୍‌ ଉଦୟଗିରି ବ୍ଲକ ଅନଘା ପଞ୍ଚାୟତ ରାଉଳପଡ଼ା ଗାଁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?