Home Left

୩ ସୁରକ୍ଷା କର୍ମୀ ସୁପରଭାଇଜର ବହିଷ୍କୃତ

ତରବୋଡ/ନୂଆପଡା ଅଫିସ,୩୦।୧ (ଡି.ଏନ.ଏ.): ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ସୁରକ୍ଷା କର୍ମଚାରୀ ନାନକରାମ କେଉଁଟ (୨୬)ଙ୍କ କୋଭିଡ୍‌ ଟିକା ଯୋଗୁ ମୃତ୍ୟୁ ଘଟଣାରେ ମୃତକ ପରିବାରକୁ କ୍ଷତିପୂରଣ ଦାବିରେ ଧାରଣରେ ବସିଥିବା ସୁରକ୍ଷା କର୍ମୀମାନଙ୍କୁ ଏବେ ମହଙ୍ଗା ପଡିଛି। ଏହି…

୨ ଆତଙ୍କବାଦୀଙ୍କ ଆତ୍ମ ସମର୍ପଣ

ଶ୍ରୀନଗର, ୩୦।୧: ଜମ୍ମୁ-କଶ୍ମୀରରେ ୨ ଆତଙ୍କବାଦୀ ମିଳିତ ସୁରକ୍ଷାକର୍ମୀଙ୍କ ନିକଟରେ ଆତ୍ମ ସମର୍ପଣ କରିଛନ୍ତି। ଜଣେ ଆହତ ଆତଙ୍କବାଦୀଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆତଙ୍କବାଦୀମାନେ ଏକେ-୪୭ ସହିତ ଆତ୍ମ ସମର୍ପଣ କରିଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା…

ଗାଙ୍ଗୁଲୀଙ୍କୁ ହସ୍ପିଟାଲରୁ ମିଳିବ ଛୁଟି

କୋଲକାତା, ୩୦।୧: ବିସିସିଆଇ ଅଧ୍ୟକ୍ଷ କ୍ରିକେଟର କ୍ରିକେଟର ସୌରଭ ଗାଙ୍ଗୁଲୀଙ୍କୁ ଖୁବ୍‌ ଶୀଘ୍ର ଆପୋଲ ହସ୍ପିଟାଲରୁ ଛୁଟି ମିଳିବ। ଶନିବାର ଅବା ରବିବାର ଅପରାହ୍ନରେ ସେ ଘରକୁ ଫେରିପାରନ୍ତି ବୋଲି ହସ୍ପିଟାଲ ପକ୍ଷରୁ ପ୍ରକାଶ ପାଇଛି। ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ…

କ୍ରିକେଟ ଇତିହାସର ସବୁଠାରୁ ଛୋଟ ମୁକାବିଲା: ୬୧ ବଲରେ ଶେଷ ହୋଇଥିଲା ମ୍ୟାଚ୍‌, କାରଣ ଥିଲା…

ନୂଆଦିଲ୍ଲୀ,୨୯।୧: କ୍ରିକେଟର ଦୀର୍ଘତମ ଫର୍ମାଟରେ ଏଭଳି କିଛି ମ୍ୟାଚ୍‌ ଖେଳାଯାଇଛି ଯାହା ବହୁତ୍‌ ଛୋଟ। ସେଥିରୁ କିଛିର ଫଳାଫଳ ବାହାରିଥିବା ବେଳେ କିଛି ଡ୍ର ରହିଛି। ସେଭଳି ଏକ ସ୍ବତନ୍ତ୍ର ମ୍ୟାଚ୍‌ ୧୯୯୮ରେ ଖେଳାଯାଇଥିଲା। ଜାମାଇକାଠାରେ ଖେଳାଯାଇଥିବା ଟେଷ୍ଟରେ ଇଂଲଣ୍ଡ ଏବଂ…

ବିମାନବନ୍ଦରରେ ଅଜବ ଘଟଣା: ଅଧଘଣ୍ଟାରେ ୩୦ କିଲୋଗ୍ରାମ କମଳା ଖାଇଲେ ୪ ଯାତ୍ରୀ, କାରଣ ଜାଣିଲେ…

ବିମାନବନ୍ଦରରେ କେହି ଅତିରିକ୍ତ ବ୍ୟାଗେଜ୍‌ ଫି’ ଦେବାକୁ ଚାହାନ୍ତି ନାହିଁ। ହେଲେ ଏହି ଚାର୍ଜକୁ ଏଡ଼ାଇବାକୁ ଯାଇ ଚାଇନାର ୪ଜଣ ବ୍ୟକ୍ତି ଏଭଳି କିଛି କରିଛନ୍ତି, ଯାହାକୁ ବିଶ୍ୱାସ କରିବା କଷ୍ଟକର ହୋଇପାରେ। ଦକ୍ଷିଣ-ପଶ୍ଚିମ ଚାଇନାର ୟୁନାନ ପ୍ରଦେଶର କୁନମିଙ୍ଗର ଏକ…

ଗାଜିପୁର ସୀମାରେ ବଢୁଛି ତମ୍ବୁ ସଂଖ୍ୟା: ଟିକାଏତ୍ କହିଲେ ବିଜୟୀ ହୋଇ ଫେରିବୁ

ନୂଆଦିଲ୍ଲୀ,୩୦ ।୧: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ପ୍ରାୟ ୨ ମାସ ହେବ ଦିଲ୍ଲୀର ବିଭିନ୍ନ ସ୍ଥାନରେ ଆନ୍ଦୋଳନରେ ବସିଛନ୍ତି କୃଷକ । ବୁଧବାର ଘଟିଥିବା ଘଟଣା ପରେ ଏହି ଆନ୍ଦୋଳନ ନୂଆ ମୋଡ ନେଇଛି ।…

କୁହୁଡ଼ି ନେଲା ୧୦ ଜୀବନ: ଟ୍ରକ୍‌-ବସ୍‌ ମୁହାଁମୁହିଁ ଧକ୍କା

ମୋରାଦାବାଦ୍‌,୩୦।୧: ରାସ୍ତାରେ ଘନ କୁହୁଡ଼ି ଯୋଗୁ ଉତ୍ତରପ୍ରଦେଶ ମୋରାଦାବାଦ୍‌ରେ ରାସ୍ତା ନ ଦେଖାଯିବାରୁ ଏକ ଟ୍ରକ୍‌ ଏବଂ ମିନି ବସ୍‌ ମଧ୍ୟରେ ଶନିବାର ସକାଳ ୮ଟା ୧୦ରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୦ ଜଣଙ୍କ ମୃତ୍ୟୁ…

‘ସୁପ୍ରିମକୋର୍ଟ ବିଚାରପତି ବ୍ୟଙ୍ଗ ଊର୍ଦ୍ଧ୍ୱରେ ନୁହନ୍ତି’

ନୂଆଦିଲ୍ଲୀ, ୩୦।୧ : ସୁପ୍ରିମକୋର୍ଟ ବିଚାରପତିମାନେ ଖୁବ୍‌ ପ୍ରଭାବଶାଳୀ କିନ୍ତୁ ସେମାନେ ବ୍ୟଙ୍ଗର ଊର୍ଦ୍ଧ୍ୱରେ ନୁହନ୍ତି ବୋଲି ହାସ୍ୟାଭିନେତା କୁନାଲ କମ୍ରା କହିଛନ୍ତି। ସୁପ୍ରିମକୋର୍ଟଙ୍କ ରାୟକୁ ସମାଲୋଚନା କରିବା ସହ ଏହାର ବ୍ୟଙ୍ଗଚିତ୍ର କରି ମର୍ଯ୍ୟାଦା ହାନି କରିଥିବା ଅଭିଯୋଗରେ କୁନାଲଙ୍କ…

୪୪ ଥର ଜେଲ ଯାଇଛନ୍ତି ରାକେଶ ଟିକାଏତ୍‌

ନୂଆଦିଲ୍ଲୀ,୩୦ା୧: କୃଷି ଆଇନ ବିରୋଧୀ ଆନ୍ଦୋଳନର ପୁରୋଧା ସାଜିଥିବା ଭାରତୀୟ କିଷାନ ୟୁନିୟନ (ବିକେୟୁ) ମୁଖପାତ୍ର ରାକେଶ ଟିକାଏତ୍‌ ପୂର୍ବରୁ ଅନେକ ବିକ୍ଷୋଭରେ ସାମିଲ ହୋଇ ୪୪ ଥର ଜେଲ ଯାଇଛନ୍ତି। କୃଷକଙ୍କ ପାଇଁ ଲଢ଼େଇ କରିବା ପୂର୍ବରୁ ସେ ଦିଲ୍ଲୀ…

ୟୁପିଏସ୍‌ସି ଆଶାୟୀଙ୍କୁ ଆଉ ଏକ ସୁଯୋଗ ଦିଆଯାଉ

ନୂଆଦିଲ୍ଲୀ, ୩୦।୧(ଆଇଏଏନ୍‌ଏସ୍‌): କେନ୍ଦ୍ର ଲୋକସେବା ଆୟୋଗ (ୟୁପିଏସ୍‌ସି) ଆଶାୟୀଙ୍କୁ ପୂର୍ବରୁ ଅନେକ ସୁଯୋଗ ଦିଆଯାଇଥିବାବେଳେ ଆଉ ଗୋଟିଏ ଥର ସୁଯୋଗ ଦେବା ସମ୍ଭବ ନୁହେଁ କାହିଁକି ବୋଲି ସୁପ୍ରିମକୋର୍ଟ ଶୁକ୍ରବାର କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ଗୋଟିଏ ଥର ସୁଯୋଗ ଦେଲେ…

ସିଙ୍ଘୁରେ ଖଣ୍ଡା ବୁଲିଲା

ନୂଆଦିଲ୍ଲୀ,୩୦ା୧(ପି.ଟି.): ଦିଲ୍ଲୀ-ହରିୟାଣାର ସିଙ୍ଘୁସୀମାରେ ୨ ମାସ ଧରି ଆନ୍ଦୋଳନରତ ଚାଷୀଙ୍କୁ ଘଉଡ଼ାଇବା ଆରମ୍ଭ କରିଛନ୍ତି ସ୍ଥାନୀୟ ଲୋକେ। ଶୁକ୍ରବାର ଉକ୍ତ ସୀମାର କଲୋନୀଗୁଡ଼ିକରେ ରହୁଥିବା ପ୍ରାୟ ୨୦୦ ଲୋକ ସେମାନଙ୍କୁ ଆନ୍ଦୋଳନ ସ୍ଥଳ ଖାଲି କରିବାକୁ କହିଥିଲେ। ଫଳରେ ସିଙ୍ଘୁବାସୀ ଓ…

ପାଣିରେ ଉଡ଼ି ପାରୁଥିବା ସାଟେଲାଇଟ ପ୍ରସ୍ତୁତ କରିବ ନାସା

ଆମେରିକାର ସ୍ପେସ୍‌ ଏଜେନ୍ସି ନାସା ଖୁବ୍‌ଶୀଘ୍ର ଏକ ସାଟେଲାଇଟ ବା ଉପଗ୍ରହ ପ୍ରସ୍ତୁତ କରିବ। ଯାହାକି ପାଣିରେ ଉଡ଼ିପାରିବ। ଯଦି ନାସା ଏହିପରି ସାଟେଲାଇଟ୍‌ ତିଆରି କରିବାରେ ସଫଳ ହୁଏ, ତେବେ ଏହା କୋଟି କୋଟି ଟଙ୍କା ସଞ୍ଚୟ କରିବ। ନାସା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri