ଜୀବନର ଅନ୍ତିମ ସମୟରେ ପାଖରେ ଥାନ୍ତି ଏ ୪ ବନ୍ଧୁ
ଆଚାର୍ଯ୍ୟ ଚାଣକ୍ୟ ଜଣେ ଭଲ ବନ୍ଧୁଙ୍କ ବିଷୟରେ ଅନେକ କଥା କହିଛନ୍ତି। ଏଥି ସହିତ, ସେ ଜଣେ ବନ୍ଧୁଙ୍କ ପ୍ରକୃତି ବିଷୟରେ ମଧ୍ୟ ଆଲୋଚନା କରିଛନ୍ତି, ଯିଏ ସାରା ଜୀବନ ସାଥିରେ ରହିଥାନ୍ତି। ତାଙ୍କ ପୁସ୍ତକ ‘ଚାଣକ୍ୟ ନୀତି’ରେ ମଧ୍ୟ ଏପରି…
ୟୁପିରେ ଟିକା ନେଇ ଜଣେ ମୃତ
ପିଲ୍ଭିଟ୍, ୩୦।୧: ଉତ୍ତରପ୍ରଦେଶର ପିଲ୍ଭିଟ୍ ଜିଲା ଅନ୍ତର୍ଗତ ଉମାରିଆ ସହରରେ ଜଣେ ୫୫ ବର୍ଷୀୟ ବ୍ୟକ୍ତି ଟିକା ନେବାର କିଛି ଘଣ୍ଟାରେ ପ୍ରାଣ ହରାଇଛନ୍ତି। ତେବେ ତାଙ୍କର ହୃଦ୍ଘାତରେ ମୃତ୍ୟୁ ହୋଇଥିବା ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡିଥିବା ସିଏମ୍ଓ ପକ୍ଷରୁ କୁହାଯାଇଛି। ଉତ୍ତରପ୍ରଦେଶରେ…
ଅନ୍ନଶନ କରିବେ ନି ଆନ୍ନା ହଜାରେ
ପୁଣେ,୩୦।୧- ଭେଟେରାନ ସାମାଜିକ କର୍ମୀ ଆନ୍ନା ହଜାରେ ୩ ନୂଆ କୃଷି ଆଇନ ବିରୋଧରେ ଅନ୍ନଶନ କରିବା ଯୋଜନାକୁ ବାତିଲ କରି ଦେଇଛନ୍ତି। ସିନିୟର ଭାଜପା ନେତା ତଥା ପୂର୍ବତନ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ଉପସ୍ଥିତିରେ ନିଜ ନିଷ୍ପତ୍ତି ଘୋଷଣା…
ଓଡ଼ିଶା-ପଶ୍ଚିମବଙ୍ଗ ସୀମା ବିବାଦ: ଆରମ୍ଭ ହେଲା ସାଟେଲାଇଟ୍ ସର୍ଭେ
ଜଳେଶ୍ୱର, ୩୦।୧(ଡି.ଏନ.ଏ.)-ଦୀର୍ଘବର୍ଷ ହେଲା ଓଡ଼ିଶା-ପଶ୍ଚିମବଙ୍ଗ ସୀମା ବିବାଦ ଲାଗି ରହିଛି। ପଶ୍ଚିମବଙ୍ଗ ବାଲିମାଫିଆମାନେ ଓଡ଼ିଶା ସୀମାରୁ କୋଟି କୋଟି ଟଙ୍କାର ବାଲି ଚୋରାଚାଲାଣ କରି ମାଲେମାଲ ହେଉଛନ୍ତି। ବେଆଇନ ବାଲି ଉତ୍ତୋଳନ ଯୋଗୁ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକର ନଦୀକୂଳ ଗ୍ରାମ…
ନେତାଙ୍କୁ ଦୁଃଖରେ ଦେଖି ବହୁ ସଂଖ୍ୟାରେ ଏକତ୍ରିତ ହେଲେଣି କୃଷକ
ମୁଜାଫରନଗର,୩୦।୧- ଭାରତୀୟ କିଷାନ ୟୁନିଅନ ନେତା ନରେଶ ଟିକାଏତ୍ଙ୍କ ଡାକରାରେ ଦିଲ୍ଲୀ ଗାଜିପୁର ସୀମାଠାରୁ ୧୫୦ କିଲୋମିଟର ଦୂରରେ ପୁଣି ଏକତ୍ରିତ ହେଲେଣି ଚାଷୀ। ଉତ୍ତର ପ୍ରଦେଶ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଗାଜିପୁର ସୀମାରୁ ବଳ ପୂର୍ବକ ଆନ୍ଦୋଳନସ୍ଥଳରୁ କୃଷକଙ୍କୁ ତଡ଼ାଯିବା…
କିନ୍ନରଙ୍କ ହାତକୁ କାମ
ଅନୁଗୋଳ ଅଫିସ, ୩୦।୧ ସହର ସଫେଇ ସହଜ ହେବ। ଟଲି ବଦଳରେ ବ୍ୟାଟେରି ଚାଳିତ ଗାଡ଼ିରେ ସହରରୁ ଅଳିଆ ଉଠିବ। ଆଉ ଘର ଘର ବୁଲି ଏହି ଆବର୍ଜନା ସଂଗ୍ରହ କରିବେ କେତେଜଣ କିନ୍ନର। କେବଳ ଏତିକି ନୁହେଁ, ଇ-ଟଏଲେଟ୍ର ରକ୍ଷଣାବେକ୍ଷଣ…
ମାର୍ସେଲିନୋଙ୍କ ବଦଳରେ ଓଡ଼ିଶା ଏଫ୍ସିରେ ଇନ୍ମ୍ୟାନ
ଭୁବନେଶ୍ୱର, ୩୦।୧(କ୍ରୀଡ଼ା ପ୍ରତିନିଧି)- ଇଣ୍ଡିଆନ ସୁପରଲିଗ୍ (ଆଇଏସ୍ଏଲ)ରେ ଖେଳାଳି ବିନିମୟ ଚୁକ୍ତି କ୍ରମରେ ଓଡ଼ିଶା ଏଫ୍ସି ଦଳରେ ଯୋଗ ଦେଇଛନ୍ତି ଅଷ୍ଟ୍ରେଲିଆ ଜନ୍ମିତ ସ୍କଟିଶ୍ ମିଡ୍ଫିଲ୍ଡର ବ୍ରାଡ୍ ଇନ୍ମ୍ୟାନ। ଚଳିତ ସିଜନ୍ରେ ସେ ପୂର୍ବରୁ ଏଟିକେ ମୋହନବାଗାନ ଦଳରେ ସାମିଲ ଥିଲେ।…
ଜେଲ ଗଲେ ପ୍ରେମିକ
ଯାଜପୁର ଅଫିସ୍/ରସୁଲପୁର/ଯାଜପୁର ଟାଉନ,୩୦ା୧: ଯାଜପୁର ଜିଲା କୁଆଖିଆ ଥାନା ମୂଳାପାଳ ଛକ ନିକଟରୁ ବୁଧବାର ସକାଳେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଛାତ୍ରୀ ଝରାଫୁଲ ନାୟକଙ୍କ ମୃତଦେହ ଜବତ ହୋଇଥିଲା। ତାଙ୍କ ମୃତଦେହକୁ ଦୁଇଜଣ ସ୍କୁଟିରେ ଆଣି ଫୋପାଡ଼ିଥିବା ଏକ ସିସିଟିଭି ଫୁଟେଜ୍ରୁ…
ସାଥୀଙ୍କୁ ହତ୍ୟା କରିବା ପରେ ଆତ୍ମହତ୍ୟା ଉଦ୍ୟମ କଲେ ଯବାନ
ମାଲକାନଗିରି,୨୯ା୧: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବସ୍ତର ଜିଲା ସେଡବା ସିଆର୍ପିଏଫ୍ କ୍ୟାମ୍ପରେ ୨୪୧ ବାଟାଲିୟନର ଜଣେ ଯବାନ ଅନ୍ୟ ଦୁଇ ଯବାନଙ୍କୁ ଗୁଳିକରି ନିଜକୁ ଗୁଳି କରିଥିବା ଜଣାପଡିଛି। ଏଥିରେ ଜଣେ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ…
ମାଓବାଦୀରୁ ପୋଲିସ ସାଜିଥିବା ବ୍ୟକ୍ତିଙ୍କୁ ହତ୍ୟା
ମାଲକାନଗିରି,୨୯ା୧: ମାଲକାନଗିରି ଜିଲା ସୀମନ୍ତ ଛତିଶଗଡ଼ ବିଜାପୁର ଜିଲା ଜଘଲା ଥାନା ଅନ୍ତର୍ଗତ କୋତ୍ରାପାଲ ଗ୍ରାମରେ ମାଓବାଦୀମାନେ ଜଣେ ଆତ୍ମସମର୍ପଣ କରିଥିବା ଜଣେ ବ୍ୟକ୍ତିଙ୍କୁ ହତ୍ୟା କରିଛନ୍ତି। ସେ ହେଲେ କନଷ୍ଟେବଳ ମଲ୍ଲେଶ। ମଲ୍ଲେଶ ମାଓବାଦୀ ସଙ୍ଗଠନରେ କମାଣ୍ଡର ଭାବେ କାର୍ଯ୍ୟ…
ଜେଜେବାପାଙ୍କ ଦଶାହରେ ନାତିଙ୍କ ଜୀବନ ଗଲା
ସଜନାଗଡ଼, ୨୯।୧: ଜେଜେବାପାଙ୍କ ଦଶାହରେ ବନ୍ଧୁ ପରିଜନ ଶୁଦ୍ଧିକ୍ରିୟାରେ ବ୍ୟସ୍ତ ଥିଲେ। ସମସ୍ତେ ପୋଖରୀଘାଟରେ କ୍ଷୌର ହେଉଥିବା ବେଳେ ୨୨ବର୍ଷୀୟ ନାତି ଗାଧୋଇବାକୁ ଯାଇ ଆଉ ଫେରି ନ ଥିଲେ। ପରେ ଖୋଜାଖୋଜି କରି ପୋଖରୀରୁ ତାଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନା…
ସୁସ୍ଥ ହେଲେ ୧୫୭ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୯ା୧- ଓଡ଼ିଶାରେ ଶୁକ୍ରବାର ୧୫୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତ ସଂଖ୍ୟା ୩,୩୧,୮୨୪ରେ ପହଞ୍ଚିଛି। ସୁନ୍ଦରଗଡ଼ରୁ ସର୍ବାଧିକ ୩୦, ପୁରୀ ଓ ସମ୍ବଲପୁରରୁ ୨୩, ବାଲେଶ୍ୱର ୧୨, ଅନୁଗୁଳ ଓ ଖୋର୍ଦ୍ଧାରୁ…
Archives


