Home Left

ହିଂସା ମାମଲାକୁ ନେଇ କୃଷକ ନେତାଙ୍କୁ ନୋଟିସ ଜାରି କଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୯ ।୧: ରାଜଧାନୀ ଦିଲ୍ଲୀରେ ୨୬ ଜାନୁୟାରୀରେ ହୋଇଥିବା ହିଂସା ମାମଲାକୁ ନେଇ ଦିଲ୍ଲୀ ପୋଲିସ କ୍ରାଇମବ୍ରାଞ୍ଚ ପ୍ରାୟ ୧୨ ଜଣ କୃଷକ ନେତାଙ୍କୁ ନୋଟିସ ଜାରି କରି ଶୁକ୍ରବାର କ୍ରାଇମ ବ୍ରାଞ୍ଚ କାର୍ଯ୍ୟାଳୟ ଡାକିଥିବା ଜଣାପଡିଛି । ତେବେ ଦିଲ୍ଲୀ…

ଅଷ୍ଟ୍ରେଲିଆରେ ଶୋଇପାରି ନ ଥିଲେ ଏହି ଖେଳାଳି: ଖାଇବାକୁ ପଡ଼ିଥିଲା ନିଦ ବଟିକା

କୌଣସି ବି ଖେଳ ହେଉ ନା କାହିଁକି ଖେଳିବା ସମୟରେ ଖେଳାଳିମାନେ ସବୁବେଳେ ଚାପରେ ରହିଥାନ୍ତି। ବିଶେଷକରି ପ୍ରଥମ ଦ୍ୱିତୀୟ ଥର ମ୍ୟାଚ୍‌ ଖେଳୁଥିବା ଖେଳାଳିଙ୍କ ପାଇଁ ଅଧିକ ଚାପ ସବୁଠାରୁ ଅଧିକ ଥାଏ। ଭାରତ -ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ବର୍ଡର…

ମଣ୍ଡିରେ ଅବ୍ୟବସ୍ଥା ନେଇ ଭାଜପାର ଜିଲାପାଳ କାର୍ଯ୍ୟାଳୟ ଘେରାଉ

ଭବନୀପାଟଣା, ୨୯।୧: ମଣ୍ଡିରୁ ଧାନ ନ ଉଠିବା ତଥା ମଣ୍ଡିରେ ଅବ୍ୟବସ୍ଥାକୁ ବିରୋଧ କରି କଳାହାଣ୍ଡି ଭାଜପା ତରଫରୁ ଶୁକ୍ରବାର ଜିଲାପାଳ କାର୍ଯ୍ୟାଳୟ ଘେରାଉ କରାଯାଇଛି। ଜିଲା ଭାଜପା ସଭାପତି ଦେବେନ୍ଦ୍ର ମହାନ୍ତିଙ୍କ ନେତୃତ୍ୱରେ ଶତାଧିକ ଭାଜପା କର୍ମୀ ଓ ଚାଷୀ…

ସିନ୍ଧୁ ସୀମାରେ କୃଷକ-ସାଧାରଣ ଜନତା ମୁହାଁମୁହିଁ

ନୂଆଦିଲ୍ଲୀ,୨୯ ।୧: ରାଜଧାନୀ ଦିଲ୍ଲୀ ସୀମାରେ କୃଷି ଆଇନକୁ ବିରୋଧ କରି ପ୍ରଦର୍ଶନ ଜାରି ରହିଛି । କୃଷକ ନେତା ରାକେଶ ଟିକୈତଙ୍କ କାନ୍ଦ ପରେ ଏହି ଆନ୍ଦୋଳନ ଆହୁରି ତିବ୍ର ରୂପ ନେଇଛି । ଗାଜିପୁର ସୀମାରେ ପଶ୍ଚିମ ଉତ୍ତର…

୯ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର: ୧୧୩ରେ ପହଞ୍ଚିଲା ସଂଖ୍ୟା

ଭୁବନେଶ୍ୱର, ୨୯।୧(ବ୍ୟୁରୋ): ରାଜ୍ୟରେ ଆଉ ୯ଜଣ ଅଧିକାରୀଙ୍କୁ ଶୁକ୍ରବାର ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଇଛି। ସେମାନଙ୍କ ମଧ୍ୟରୁ ୭ଜଣଙ୍କ ବିରୋଧରେ ଦୁର୍ନୀତି ମାମଲା ରହିଥିବା ବେଳେ ୨ ଅଧିକାରୀଙ୍କୁ ଅପାରଗତା ଯୋଗୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଏପର୍ଯ୍ୟନ୍ତ ୧୧୩ ଜଣ ଅଧିକାରୀଙ୍କୁ…

ଗାଁକୁ ନାହିଁ ରାସ୍ତା: ଖଟିଆରେ ବୁହା ହେଲେ ଗର୍ଭବତୀ

ରାୟଗଡା ଅଫିସ,୨୯।୧: ଗାଁକୁ ରାସ୍ତା ନ ଥିବାରୁ ୩ କିମି ଖଟିଆରେ ବୁହା ହେଲେ ଗର୍ଭବତୀ। ଏଭଳି ଘଟଣା ଘଟିଛି ରାୟଗଡ଼ା ଜିଲା କାଶୀପୁର ବ୍ଲକ ଡଙ୍ଗାସିଲ ପଞ୍ଚାୟତ ବଣ୍ଡାଦୋରା ଗାଁରେ। ସୂଚନାଯୋଗ୍ୟ, ଗାଁର ଲକ୍ଷ୍ମୀ ମାଝିଙ୍କ ଗର୍ଭଯନ୍ତ୍ରଣା ହେବାରୁ ଆମ୍ବୁଲାନ୍ସକୁ…

ଏବେଠୁ ବୁମ୍‌ରାଙ୍କୁ ଡରିଲେଣି ଇଂଲଣ୍ଡ ଟିମ୍‌: ଓପନର୍‌ ରୁରି କହିଲେ ଏଭଳି

ନୂଆଦିଲ୍ଲୀ,୨୯।୧: ଯେତେବେଳେ କୌଣସି ବିଦେଶୀ ଟିମ୍‌ ଭାରତରେ ଟେଷ୍ଟ ସିରିଜ୍‌ ଖେଳିବାକୁ ଆସିଥାଏ, ସେମାନେ ଏଠାକାର ସ୍ପିନ୍‌ ଫ୍ରେଣ୍ଡଲି ପିଚ୍‌ରେ କିଭଳି ଖେଳିବେ ସେ ବିଷୟରେ ଚିନ୍ତା କରିଥାନ୍ତି। ହେଲେ ଇଂଲଣ୍ଡ ଓପନର୍‌ ରୋରି ବର୍ନସ୍‌ ଭାରତ ବିପକ୍ଷ ଟେଷ୍ଟ ସିରିଜ୍‌…

ଇନ୍ଦିରା ଗାନ୍ଧୀଙ୍କ ଭୂମିକାରେ କଙ୍ଗନା!

ମୁମ୍ବାଇ: ଚଳିତ ବର୍ଷ ରିଲିଜ୍ ହେବାକୁ ଯାଉଥିବା ଚଳଚ୍ଚିତ୍ର ‘ଥାଲାଇବି’ରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଜେ. ଜୟଳଲିଥାଙ୍କ ଚରିତ୍ରରେ ନଜର ଆସୁଥିବା ବଲିଉଡ୍ ନାୟିକା କଙ୍ଗନା ରାନାୱତ ଅନ୍ୟଜଣେ ରାଜନୀତିଜ୍ଞଙ୍କ ଭୂମିକାରେ ନଜର ଆସିବେ ବୋଲି ଜଣାପଡିଛି । ତେବେ ଏହା ‘ଥାଲାଇବି’…

ଏହି ଅଭିନେତ୍ରୀଙ୍କ ବିବାହକୁ ନେଇ ଚାଲିଛି ଚର୍ଚ୍ଚା

ଟିଭି ଧାରାବାହିକ ‘ଗୁଡ୍ଡନ ତୁମ୍‌ସେ ନା ହୋ ପାଏଗା’ ଅଭିନେତ୍ରୀ କନିକାଙ୍କର ସମଗ୍ର ଦେଶରେ ଫ୍ୟାନ୍‌ ଫଲୋଅର୍ସ ରହିଛନ୍ତି। ତାଙ୍କ ଟିଭି ଶୋ’ ବହୁତ ଲୋକପ୍ରିୟ ହୋଇଥିଲା। ଇଣ୍ଟରନେଟ୍‌ରେ କନିକାଙ୍କର କିଛି ଫଟୋ ଏବେ ଭାଇରାଲ ହେବାରେ ଲାଗିଛି। ଫଟୋରେ ତାଙ୍କୁ…

କୁକୁର ୫ ଛୁଆ ଜନ୍ମ ଦେଲା ବୋଲି ଛପା ହେଲା ନିମନ୍ତ୍ରଣ କାର୍ଡ; ଯାହା ଲେଖାଥିଲା ଜାଣିଲେ…

ଚିତ୍ରକୂଟର ଖୋହିରେ ଜଣେ ବ୍ୟକ୍ତିଙ୍କ ଘରେ ଥିବା ଜୁଲି ନାମକ ଏକ କୁକୁର ୫ଟି ଛୁଆ ଜନ୍ମଦେବାରୁ ବେଶ୍‌ ଧୂମଧାମରେ ଉତ୍ସବ ପାଳିଛନ୍ତି ଗ୍ରାମବାସୀ। ଏପରିକି ନିମନ୍ତ୍ରଣ କାର୍ଡ ଛପାଇ ପାଖ ଗ୍ରାମର ଲୋକଙ୍କୁ ଖାଇବାକୁ ଦେଇଛନ୍ତି କୁକୁରର ମାଲିକ। ତେବେ…

ଏହି ଦୁଇ କ୍ରିକେଟରଙ୍କ ପ୍ରଶଂସାରେ ଶତମୁଖ ପୂଜାରା: କହିଲେ ସେମାନଙ୍କପାଇଁ ଖେଳିପାରିଲି ସ୍ବାଭାବିକ ଖେଳ

ନୂଆଦିଲ୍ଲୀ, ୨୯।୧: ଭାରତୀୟ କ୍ରିକେଟ ଟିମ୍‌ର ନୂଆ ‘ଓ୍ବାଲ୍‌’ କୁହାଯାଉଥିବା ଚେତେଶ୍ୱର ପୂଜାରା ଦୁଇ ପ୍ରମୁଖ ସାଥୀ ଖେଳାଳିଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ଶୁଭମନ ଗିଲ ଏବଂ ରୋହିତ ଶର୍ମାଙ୍କ ଆକ୍ରମଣାତ୍ମକ ବ୍ୟାଟିଂ ଶୈଳୀ ତାଙ୍କୁ ଅଷ୍ଟ୍ରେଲିଆ ବିପକ୍ଷରେ ନିଜର ସ୍ବାଭାବିକ…

୨୮ ବର୍ଷ ପୂର୍ବେ ଏପରି ଦିଶୁଥିଲେ ଏହି ଲୋକପ୍ରିୟ କମେଡିଆନ୍‌, ଚିହ୍ନିିବା ହେଉଛି ମୁସ୍କିଲ

ବର୍ତ୍ତମାନ କମେଡି କିଙ୍ଗ କପିଲ ଶର୍ମାଙ୍କୁ ନେଇ ଚର୍ଚ୍ଚା ଚାଲିଛି। ନିକଟରେ ସେ ନିଶ୍ଚିତ କରିଛନ୍ତି ଯେ, ସେ ଦ୍ୱିତୀୟ ଥର ପାଇଁ ପିତା ହେବାକୁ ଯାଉଛନ୍ତି। ଏହି କାରଣରୁ ‘ଦି କପିଲ ଶର୍ମା ଶୋ’କୁ ବନ୍ଦ କରିବାକୁ ପଡିବ। କପିଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri