ସ୍ତ୍ରୀଙ୍କ କଥାରେ ଉଠ୍-ବସ୍ ହୋଇଥାନ୍ତି ଏହି ନାମଧାରୀ ପୁଅ
ବିବାହ ପରେ ସମସ୍ତଙ୍କ ଜୀବନରେ ପରିବର୍ତ୍ତନ ଆସିଥାଏ। କିନ୍ତୁ ଏମିତି କିଛି ପୁଅ ଅଛନ୍ତି ଯେଉଁମାନେ ସେମାନଙ୍କ ସ୍ତ୍ରୀଙ୍କ ବୋଲକରା ହୋଇଥାନ୍ତି। ଜାଣିବା ସେହି ନାମଧାରୀ ପୁଅଙ୍କ ବିଷୟରେ … ଏ ନାମଧାରୀ ପୁରୁଷ: ‘ଏ’ ନାମଧାରୀ ପୁଅମାନେ ସେମାନଙ୍କ ସ୍ତ୍ରୀଙ୍କ…
ଲାଲୁଙ୍କୁ ଝଟ୍କା: ଅସୁସ୍ଥତା ପରେ ବି ମିଳିଲାନି ଜାମିନ
ରାଞ୍ଚି,୨୯ ।୧: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଷ୍ଟ୍ରୀୟ ଜନତା ଦଳ(ଆର୍ଜେଡି) ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ସମସ୍ୟା ବେଳକୁ ବେଳ ବଢିବାରେ ଲାଗିଛି । ଶୁକ୍ରବାର ଝାଡ଼ଖଣ୍ଡ ହାଇକୋର୍ଟ ପୁଣିଥରେ ଲାଲୁଙ୍କୁ ଜାମିନ ଦେବାକୁ ମନା କରି ଦେଇଛନ୍ତି ।…
ମଣ୍ଡିରୁ ଉଠୁନି ଧାନ, ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା
ବରଗଡ଼ ଅଫିସ,୨୯।୧: ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ଅଢେଇ ମାସରୁ ଅଧିକ ସମୟ ବିତିଲାଣି। ମାତ୍ର ଧାନ ବିକ୍ରି ସମସ୍ୟା ତୁଟି ନାହିଁ। ଚାଷୀମାନେ ଧାନ ବିକ୍ରି କରି ନ ଥିବାବେଳେ ବିଭିନ୍ନ ମଣ୍ଡିକୁ ବନ୍ଦ କରି ଦିଆଯାଇଛି।…
ଫେବୃୟାରୀ ୨୮ ପର୍ଯ୍ୟନ୍ତ ବଢିଲା ଲକ୍ଡାଉନ୍ ଅବଧି: ମହାରାଷ୍ଟ୍ର ସରକାର
ମୁମ୍ବାଇ,୨୯ ।୧: ଗୋଟିଏ ପଟେ କରୋନା ମହାମାରୀ ସାରା ଦେଶରେ ଏକ ପ୍ରକାର କମ୍ ହାଇଯାଇଥିବା ବେଳେ ଅନ୍ୟପଟେ କିନ୍ତୁ ମହାରାଷ୍ଟ୍ରରେ ଏପର୍ଯ୍ୟନ୍ତ ସ୍ଥିତି ସୁଧୁରି ନାହିଁ କହିଲେ ଚଳେ । ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ସରକାର ପୁଣିଥରେ ଫେବୃୟାରୀ…
ଅଷ୍ଟ୍ରେଲିଆ ବିପକ୍ଷରେ ବୋଲିଂ ବେଳେ ଚଉକା ହେଲେ ରାଗରେ ଚିତ୍କାର କରୁଥିଲେ ଶାସ୍ତ୍ରୀ: ଭରତ ଅରୁଣ
ନୂଆଦିଲ୍ଲୀ,୨୯।୧: ଭାରତୀୟ କ୍ରିକେଟ ଟିମ୍ର ବୋଲିଂ କୋଚ୍ ଭରତ ଅରୁଣ ନିକଟରେ ମୁଖ୍ୟ କୋଚ୍ ରବି ଶାସ୍ତ୍ରୀଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି। ଯେତେବେଳେ କୌଣସି ଭାରତୀୟ ବୋଲରଙ୍କ ବଲ୍ରେ ବିପକ୍ଷ ବ୍ୟାଟ୍ସମ୍ୟାନ୍ ଚଉକା ମାରିଥାଏ, ସେତେବେଳେ ସେ ରାଗରେ ଚିତ୍କାର…
ସୁନାବେଶ ନୀତିରେ ୫ ଘଣ୍ଟା ବିଳମ୍ବ
ପୁରୀ ଅଫିସ,୨୯।୧: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ନୀତିକାନ୍ତିରେ ଗୁରୁବାର ୫ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ବିଳମ୍ବ ଘଟିଛି। ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁ ଏହି ବିଳମ୍ବ ହୋଇଥିବାବେଳେ ସହସ୍ରାଧିକ ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ଦର୍ଶନ ଓ ମହାପ୍ରସାଦ ପାଇବାରୁ ବଞ୍ଚିତ…
ବିଶ୍ୱର ଶ୍ରେଷ୍ଠ ୧୦ ସେକ୍ସି ସୁପରମଡେଲଙ୍କ ତାଲିକାରେ ବଲିଉଡ୍ ଏହି ଅଭିନେତ୍ରୀ
ବଲିଉଡ୍ ଅଭିନେତ୍ରୀ ଉର୍ବଶୀ ରୌତେଲା ହେଉଛନ୍ତି ପ୍ରଥମ ଭାରତୀୟ ଅଭିନେତ୍ରୀ ଯିଏକି ୨୦୨୧ରେ ଶ୍ରେଷ୍ଠ ୧୦ ସେକ୍ସି ସୁପର ମଡେଲ ତାଲିକାରେ ସ୍ଥାନ ପାଇଛନ୍ତି। ନିକଟରେ ଉର୍ବଶୀ କୋଟିପତି ମୁକେଶ ଅମ୍ବାନୀଙ୍କ ଜିଓ ଷ୍ଟୁଡିଓ ସହ ୩ଟି ଫିଲ୍ମ ପାଇଁ ସାଇନ୍…
ସମନ୍ବୟ ଅଭାବ, ପଛରେ ପଡ଼ିଛି ବିକାଶ
କେନ୍ଦ୍ରାପଡ଼ା ଅଫିସ,୨୯।୧: ୨୦୧୭ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଇତିମଧ୍ୟରେ ୪ ବର୍ଷ ପୂରଣ ହୋଇଛି। ୨୦୨୨ରେ ଏହି ନିର୍ବାଚନ ଅନୁଷ୍ଠିତ ହେବା ପାଇଁ ସଜବାଜ ଚାଲିଛି। ହେଲେ କେନ୍ଦ୍ରାପଡ଼ା ଜିଲାର କେନ୍ଦ୍ରାପଡ଼ା ଓ ପଟ୍ଟାମୁଣ୍ଡାଇ ପୌର ନିର୍ବାଚନ ଦୀର୍ଘଦିନ ହେବ ବନ୍ଦ…
ଫାଇଲ ତଳେ ନୀଳମାଧବ ପୀଠକୁ ରୋପ୍ୱେ ବ୍ୟବସ୍ଥା
ଖଣ୍ଡପଡା,୨୯। ୧(ସ୍ବ.ପ୍ର.): ନୟାଗଡ଼ ଜିଲା କଣ୍ଟିଲୋ ଶ୍ରୀନୀଳମାଧବଙ୍କ ପୀଠକୁ ପ୍ରତିଦିନ ଶତାଧିକ ପର୍ଯ୍ୟଟକ ଆସିଥାନ୍ତି। ସେମାନଙ୍କ ମଧ୍ୟରୁ କେତେଜଣ ବୟସାଧିକ୍ୟ ଓ ଭିନ୍ନକ୍ଷମ ଥିବାରୁ ପାହାଡ ଚଢ଼ି ମନ୍ଦିରକୁ ଯିବା କଷ୍ଟସାଧ୍ୟ ହୋଇଥାଏ। ଏଥିପାଇଁ ସେହି ପୀଠକୁ ଏକ ରୋପ୍ୱେ ନିର୍ମାଣ…
ଆଜି ରାଜ୍ୟରେ ୧୦୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୨୯।୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ୭୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୮୫୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୪୨ ଜଣ ଚିହ୍ନଟ…
କୃଷକ ଆନ୍ଦୋଳନ: ଗାଜିପୁର ସୀମାରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୨୯ ।୧: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ପ୍ରାୟ ୨ ମାସରୁୁ ଊର୍ଦ୍ଧ୍ୱ ସମୟ ହେବ ଦିଲ୍ଲୀର ବିଭିନ୍ନ ସୀମାରେ ଆନ୍ଦୋଳନରେ ବସିଛନ୍ତି ବିଭିନ୍ନ ରାଜ୍ୟର କୃଷକ । ଏମାନଙ୍କର ଦାବି ନୂଆ କୃଷି ଆଇନକୁ ସରକାର…
ଆଖିବୁଜିଲେ ଏହି ପ୍ରସିଦ୍ଧ ଅଭିନେତାଙ୍କ ବାପା
ବଲିଉଡ୍ ଅଭିନେତା ଶର୍ମନ ଯୋଶୀଙ୍କ ପିତା ଅରବିନ୍ଦ ଯୋଶୀଙ୍କର ଶୁକ୍ରବାର ମୃତ୍ୟୁ ଘଟିଛି। ମୁମ୍ବାଇର ନାନାବତୀ ଡାକ୍ତରଖାନାରେ ତାଙ୍କର ଦେହାନ୍ତ ହୋଇଛି। ତେବେ ମୃତ୍ୟୁର କାରଣ ଜଣାପଡ଼ି ନାହିଁ। ଅରବିନ୍ଦଙ୍କ ମୃତ୍ୟୁରେ ଅଭିନେତା ପରେଶ ରାଓ୍ବଲ ଦୁଃଖ ପ୍ରକାଶ କରିଛନ୍ତି। ଅରବିନ୍ଦ…
Archives


