Home Left

ଡକାୟତି ଯୋଜନା ବେଳେ ୭ ଗିରଫ

ପଟ୍ଟାମୁଣ୍ଡାଇ,୨୯। ୧(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ସହର ନିକଟ ତଥା କଟକ-ଚାନ୍ଦବାଲି ରାସ୍ତାର ତନୁପୁର ବ୍ରିଜ୍‌ ନିକଟରୁ ବୁଧବାର ରାତିରେ ପୋଲିସ ୭ ଡକାୟତଙ୍କୁ ଗିରଫ କରିଛି ା ସେମାନଙ୍କଠାରୁ କଟୁରି, ଛୁରି, ଭୁଜାଲି, ୯ ଏମ୍‌ଏମ୍‌ ପିସ୍ତଲ ଜବତ କରାଯାଇଛି।…

ଡଙ୍କାରୀରୁ ପୁଣି କଳାପଥର ଚୋରି

ଯାଜପୁର ଅଫିସ,୨୯। ୧: ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ ପାହାଡରୁ ପୁଣି ବେଆଇନ କଳାପଥର ଚୋରି ହେଉଛି। ଏହି ମର୍ମରେ ଡଙ୍କାରୀ ରାଜସ୍ବ ନୀରିକ୍ଷକଙ୍କ ତଦନ୍ତ ରିପୋର୍ଟ ଆଧାରରେ ଧର୍ମଶାଳା ତହସିଲଦାର ୨୧ା୧୨ା୨୦ରେ ୩ ଜଣଙ୍କ ବିରୋଧରେ ତୁରନ୍ତ…

ତ୍ରିରଙ୍ଗାର ଅପମାନ ଦୁର୍ଭାଗ୍ୟଜନକ: ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୯ ।୧: କରୋନା ମହାମାରୀର କଡା କଟକଣା ଭିତରେ ଶୁକ୍ରବାର ଆରମ୍ଭ ହୋଇଛି ସଂସଦର ବଜେଟ୍ ଅଧିବେଶନ । ପ୍ରଥମେ ରାଷ୍ଟପତି ରାମନାଥ କୋବିନ୍ଦ ଅଧିବେଶନକୁ ସାମ୍ବାଧିତ କରିଛନ୍ତି । ଆସନ୍ତା ଆର୍ଥିକ ବର୍ଷରେ ସରକାରଙ୍କ ଯୋଜନାକୁ ନେଇ ରାଷ୍ଟ୍ରପତି ଦୃଷ୍ଟି…

ଗଜପତି ମହାରାଜାଙ୍କ ପୁଷ୍ୟାଭିଷେକ

ପୁରୀ ଅଫିସ,୨୯।୧: ପୌଷ ପୂର୍ଣ୍ଣିମାରେ ଗୁରୁବାର ଗଜପତି ମହାରାଜାଙ୍କ ପୁଷ୍ୟାଭିଷେକ ଓ ମହାପ୍ରଭୁଙ୍କର ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଛି। ଶ୍ରୀନଅରରେ ଶାସ୍ତ୍ରୀୟ ପୂଜା ଓ ପଞ୍ଚଦେବତା ପୂଜା ପରେ ଗଜପତି ମହାରାଜାଙ୍କୁ ଅଭିଷେକ କରାଯାଇଛି। ଷୋଳଶାସନ ବ୍ରାହ୍ମଣ ମହାରାଜଙ୍କୁ ନଡ଼ିଆ ଓ…

ଆଜି ଦେଶରେ ୧୮,୮୫୫ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୯।୧: ଦେଶରେ ଆଜି ଦିନକରେ ଆଉ ୧୮ ହଜାର ୮୫୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୭ ଲକ୍ଷ ୨୦ ହଜାର ୦୪୮କୁ ବୃଦ୍ଧି ପାଇଛି। ଦେଶରେ ଚିକିତ୍ସାଧୀନ ଆକ୍ରାନ୍ତଙ୍କ…

ଦାରିଙ୍ଗବାଡ଼ିରେ ଦିନରେ ଶୀତ, ରାତିରେ ନାହିଁ

ଦାରିଙ୍ଗବାଡ଼ି,୨୯।୧(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଓଡ଼ିଶାର କଶ୍ମୀର କୁହାଯାଉଥିବା ବେଳେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ତେବେ ଚଳିତବର୍ଷ ବହୁ ଦିନ ଧରି ବାରମ୍ବାର ପାଣିପାଗର ପରିବର୍ତ୍ତନ ଦେଖାଯିବା ସହ ଶୀତ ମାତ୍ର ହାତଗଣତି…

ପାଖରେ ରହୁନାହିଁ କି ଟଙ୍କା? ଜାଣନ୍ତୁ ଚଞ୍ଚଳା ଲକ୍ଷ୍ମୀଙ୍କୁ ପ୍ରସନ୍ନ କରିବାକୁ ନେଇ କ’ଣ କୁହନ୍ତି ଚାଣକ୍ୟ

ଜଣେ ଶ୍ରେଷ୍ଠ ବିଦ୍ୱାନ ହେବା ସହ ଦକ୍ଷ ଅର୍ଥନୀତିଜ୍ଞ ଥିଲେ ଆଚାର୍ଯ୍ୟ ଚାଣକ୍ୟ। ଜଣେ ବ୍ୟକ୍ତି ଜୀବନରେ ଅର୍ଥର ମହତ୍ୱକୁ ସେ ବୁଝିଥିଲେ। ସେ କୁହନ୍ତି, ଧନର ଦେବୀ ଲକ୍ଷ୍ମୀ। ସେ ସ୍ବଭାବରେ ଚଞ୍ଚଳ। ଏଣୁ ଧନର ସଞ୍ଚୟ କରାଯିବା ଉଚିତ।…

ମାଟିରେ ମିଶିଲା ୧୪୦ରୁ ଊର୍ଦ୍ଧ୍ୱ ଦୋକାନ

ଖୋର୍ଦ୍ଧା ଅଫିସ,୨୯।୧: ଖୋର୍ଦ୍ଧା ଜିଲା ଜଟଣୀ ଫ୍ଲାଏ ଓଭରବ୍ରିଜ ନିର୍ମାଣ ଲାଗି ଅଧିକ ଜମିର ଆବଶ୍ୟକତା ରହିଛି। ଏଥିଲାଗି ସୀତାରାମ ଛକର ୧୪୦ରୁ ଊର୍ଦ୍ଧ୍ୱ ଦୋକାନୀଙ୍କୁ ଉଚ୍ଛେଦ କରାଯାଇଛି। ଜିଲା ପ୍ରଶାସନ ନିର୍ଦ୍ଦେଶକ୍ରମେ ଦୋକାନୀମାନେ ନିଜ ହାତରେ ନିଜ ଦୋକାନକୁ ଭାଙ୍ଗିଛନ୍ତି।…

ମା-ବାପାଙ୍କ ଆଖି ସାମ୍ନାରେ ଜଳିଗଲା ୩ ବର୍ଷର ଝିଅ

କେନ୍ଦ୍ରାପଡ଼ା ଅଫିସ,୨୯।୧: ମା-ବାପାଙ୍କ ଆଖି ସାମ୍ନାରେ ଜଳିଗଲା ୩ ବର୍ଷର ଝିଅ। ଏପରି ଅଭାବନୀୟ ଘଟଣା ଘଟିଛି ରାଜନଗର ବ୍ଲକ ଓକିଲପାଳ ଗାଁରେ। ଏହି ଗାଁର ରମାକାନ୍ତ ସାମଲ ଗୁରୁବାର ରାତିରେ ବିଲରେ ନିଜ ପରିବାର ସହିତ ଧାନ ଜଗିବା ପାଇଁ ପଲା…

ଦୁଇ ଥାନା ପୋଲିସର ଖୋଳତାଡ଼, ମିଳୁନି ସୁରାକ

ଭୁବନେଶ୍ୱର,୨୯।୧(ବ୍ୟୁରୋ): ଭୁବନେଶ୍ୱର କୋଳଥିଆରୁ କୋରାପୁଟ କାର୍‌ ଭଡାରେ ନେଇ ଡ୍ରାଇଭରଙ୍କୁ ହତ୍ୟା ଓ ଗାଡ଼ି ଲୁଟ୍‌ ଘଟଣାକୁ ୨ଦିନ ବିତିଯାଇଛି। ଏହି ଘଟଣାରେ କାର୍‌ ଲୁଟ୍‌ ଗ୍ୟାଙ୍ଗ୍‌ର ସମ୍ପୃକ୍ତି ରହିଛି ନା ପୂର୍ବ ଶତ୍ରୁତାକୁ ନେଇ ଏପରି ହତ୍ୟାକାଣ୍ଡ ଘଟିଛି ତାହାକୁ…

ମାଟିତଳେ ମନ୍ଦିର ଭଗ୍ନାବଶେଷ

ପୁରୁଣା ଭୁବନେଶ୍ୱର,୨୯।୧(ଡି.ଏନ୍‌.ଏ.): ଏକାମ୍ର କ୍ଷେତ୍ରର ଉନ୍ନତି ପାଇଁ ମିଳିତ ଟିମ୍‌ ପକ୍ଷରୁ ଉଚ୍ଛେଦ ଓ ଖନନ ପ୍ରକ୍ରିୟା ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ଶ୍ରୀଲିଙ୍ଗରାଜ ମନ୍ଦିର ଉତ୍ତର ଦ୍ୱାର ନିକଟ ଶୁକସାରୀ ମନ୍ଦିର ପରିସରରେ ଖନନ ବେଳେ ମାଟିତଳୁ ଏକ…

ମୁନାଓ୍ବରଙ୍କୁ ମିଳିଲାନି ଜାମିନ

ଭୋପାଳ,୨୯।୧: ହିନ୍ଦୁ ଦେବଦେବୀଙ୍କ ପ୍ରତି ଅପମାନଜନକ ମନ୍ତବ୍ୟ ଦେବା ଅଭିଯୋଗରେ ଗିରଫ ହୋଇଥିବା ଷ୍ଟାଣ୍ଡଅପ୍‌ କମେଡିଆନ ମୁନାଓ୍ବର ଫାରୁକିଙ୍କୁ ଜାମିନ ଦେବାକୁ ମନା କରିଦେଇଛନ୍ତି ମଧ୍ୟପ୍ରଦେଶ ହାଇକୋର୍ଟ। ସେ ଏଭଳି କରି ନ ଥିବାର କୌଣସି ପ୍ରମାଣ ନ ଥିବାରୁ ତାଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri