ତେଲାଙ୍ଗାନାରେ ଖୁବ୍ ଶୀଘ୍ର ଆରମ୍ଭ ହୋଇପାରେ ବେକାରି ଭତ୍ତା
ହାଇଦ୍ରାବାଦ୍,୨୮।୧: ରାଜ୍ୟ ସରକାର କର୍ମଚାରୀଙ୍କ ଦରମା ଓ ପେନସନ ବଢ଼ାଇବା ପରେ ତେଲାଙ୍ଗାନାରେ ଖୁବ୍ ଶୀଘ୍ର ଘୋଷଣା ହୋଇପାରେ ବେକାରି ଭତ୍ତା। ସରକାରରେ ଥିବା କେ. ଚନ୍ଦ୍ରଶେଖରଙ୍କ ନେତୃତ୍ୱାଧୀନ ଟିଆରଏସ୍ ଗତ ବିଧାନସଭା ନିର୍ବାଚନ ବେଳେ ବେକାର ଯୁବତୀଯୁବକଙ୍କୁ ଭତ୍ତା ଦେବାକୁ…
ସୁସ୍ଥ ହେଲେ ୧୩୨ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୮।୧: ଓଡ଼ିଶାରେ ଗୁରୁବାର ୧୩୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନାରୁ ଆରୋଗ୍ୟ ଲାଭ କରିଥିବା ଲୋକଙ୍କ ସଂଖ୍ୟା ୩,୩୧,୬୬୭ରେ ପହଞ୍ଚିଛି। ସୁନ୍ଦରଗଡ଼ରୁ ସର୍ବାଧିକ ୨୩ ଜଣ ସୁସ୍ଥ ହୋଇଥିବାବେଳେ ପୁରୀରୁ ୨୦, ଅନୁଗୁଳରୁ ୧୩, ଯାଜପୁରରୁ…
ଶିକାର କରିବାକୁ ଯାଇ ଫାଶରେ ପଡ଼ିଲା କଲରାପତରିଆ
ବୁଗୁଡ଼ା,୨୮ା୧: ଗଞ୍ଜାମ ଜିଲା ବୁଗୁଡ଼ା ବନାଞ୍ଚଳ ମାଣିତରା ସେକ୍ସନ ବଡ଼ପଥର କୁଣ୍ଡାଖାଇ ମୁଣ୍ଡିଆରେ ଗୁରୁବାର ସକାଳେ ଫାଶରେ ପଡିଥିବା ଏକ ବାର୍ହାକୁ ଖାଇବାକୁ ଆସି ଫସି ଯାଇଥିଲା କଲରାପତରିଆ ବାଘ। ବନ କର୍ମଚାରୀ ସ୍ଥାନୀୟ ଯୁବକଙ୍କ ସହଯୋଗରେ ବାଘକୁ ଉଦ୍ଧାର କରାଯାଇଛି।…
ବଳାତ୍କାର ଉଦ୍ୟମ ପରେ ନାବାଳିକାଙ୍କ ତଣ୍ଟି କାଟିଲେ
ଗୋପାଳପୁର,୨୮ା୧: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳରେ ଗୁରୁବାର ପୁଣି ଏକ ବର୍ବରକାଣ୍ଡ ଘଟିଛି। ଜଣେ ୭ବର୍ଷର ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ବେଳେ ପାଟି କରିବାରୁ ଦୁର୍ବୃତ୍ତ ତାଙ୍କ ତଣ୍ଟି କାଟି ଦେଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ବ୍ରହ୍ମପୁର ବଡ…
ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍
ମୁନିଗୁଡ଼ା,୨୮ା୧: ରାୟଗଡ଼ା ଜିଲା ମୁନିଗୁଡ଼ା ରେଳ ଷ୍ଟେଶନ ନିକଟବର୍ତ୍ତୀ ମୁନିଖୋଲ ସନ୍ନିକଟ ମଶାଣି ନାଳ ନିକଟରେ ଗୁରୁବାର ଏକ ମାଲବାହୀ ଟ୍ରେନ୍(ତୈଳ ଟ୍ୟାଙ୍କର) ଲାଇନଚ୍ୟୁତ ହୋଇଛି। ଏହାଦ୍ୱାରା ଡାଉନ୍ଲାଇନରେ ରେଳ ଚଳାଚଳ ବ୍ୟାହତ ହୋଇଥିଲା। ସୌଭାଗ୍ୟବଶତଃ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି।…
ଗାଜିପୁର ସୀମାରୁ ହଟିବାକୁ ରାଜି ନୁହନ୍ତି ଆନ୍ଦୋଳନରତ କୃଷକ
ନୂଆଦିଲ୍ଲୀ,୨୮।୧: ଉତ୍ତର ପ୍ରଦେଶ(ୟୁପି) ସରକାରଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଗାଜିପୁର ସୀମାରୁ ହଟିବାକୁ ମନା କରି ଦେଇଛନ୍ତି ଆନ୍ଦୋଳନରତ କୃଷକ। ଭାରତୀୟ କିଷାନ ୟୁନିୟନ ପ୍ରବକ୍ତା ରାକେଶ ଟିକାଇଟ୍ କହିଛନ୍ତି, କୃଷକଙ୍କ ଆନ୍ଦୋଳନ ଜାରି ରହିବ। କେନ୍ଦ୍ର ସରକାରଙ୍କ ସହ ଆଲୋଚନା ପୂର୍ବରୁ…
୩ ଦୋଷୀଙ୍କୁ ୨୦ ବର୍ଷ ଲେଖାଏ ଜେଲ୍
କେନ୍ଦୁଝର,୨୮ା୧(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲା ଦୌରାଜଜ ବେଣୁଧର ପାତ୍ର ଏକ ଗଣବଳାତ୍କାର ମାମଲାର ଶୁଣାଣି କରି ୩ ଦୋଷୀଙ୍କୁ ୨୦ ବର୍ଷ ଲେଖାଏ ଜେଲଦଣ୍ଡାଦେଶ କରିବା ସହ ୫ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକ ୩ ମାସ କରାଦଣ୍ଡ ଭୋଗିବାକୁ…
୫ ଘଣ୍ଟା ଫସିଲେ କଳାହାଣ୍ଡିର କଳାକାର
ଭବାନୀପାଟଣା,୨୮।୧: ନୂଆଦିଲ୍ଲୀଠାରେ ୨୬ ତାରିଖରେ କୃଷକ ସଂଗଠନ ପକ୍ଷରୁ ଟ୍ରାକ୍ଟର ରାଲି ବେଳେ ବ୍ୟାପକ ହିଂସା ଏବଂ ଭଙ୍ଗାରୁଜା ଯୋଗୁ ରାସ୍ତାରେ ୫ ଘଣ୍ଟା ଫସି ରହିଥିଲେ କଳାହାଣ୍ଡି ଜିଲାର ବଜାଶାଲ କଳାକାର। ଶେଷରେ ପୋଲିସ ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦେବାପରେ…
ଜୁନାଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟକୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କଲେ ମନ୍ତ୍ରୀ
ଜୁନାଗଡ଼,୨୭।୧: କଳାହାଣ୍ଡି ଜିଲା ଜୁନାଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟକୁ ସ୍ଥାନୀୟ ବିଧ୍ୟାୟକ ତଥା ମନ୍ତ୍ରୀ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କରିଛନ୍ତି। ସ୍କୁଲର ବିକାଶ କରିବା ସହ ଶୈକ୍ଷିକ ବାତାବରଣ ସୃଷ୍ଟି କରିବାରେ ସେ ସମସ୍ତ…
ସାଧାରଣତନ୍ତ୍ର ଦିବସ ହିଂସା: କେଜରିଓ୍ବାଲଙ୍କୁ ଦାୟୀ କଲେ ଗମ୍ଭୀର
ନୂଆଦିଲ୍ଲୀ,୨୮।୧: କ୍ରିକେଟରରୁ ରାଜନେତା ପାଲଟିଥିବା ଗୌତମ ଗମ୍ଭୀର ପୁଣି ଥରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ଟାର୍ଗେଟ କରିଛନ୍ତି । ସାଧାରଣତନ୍ତ୍ର ଦିବସରେ କୃଷକଙ୍କ ଟ୍ରାକ୍ଟର ରାଲି ବେଳେ ଦିଲ୍ଲୀରେ ଘଟିଥିବା ହିଂସା ପାଇଁ ଆମ ଆଦମି ପାର୍ଟି (ଏଏପି) ମୁଖ୍ୟ…
ବୃଦ୍ଧ ଦମ୍ପତିଙ୍କ ଘରୁ ନଗଦ ଟଙ୍କା, ସୁନା ଅଳଙ୍କାର ଚୋରି
ଭବାନୀପାଟଣା,୨୮।୧: କଳାହାଣ୍ଡି ଜିଲା ନର୍ଲା ଥାନା ଅଧୀନ ଇନ୍ଦ୍ରମାଲ ଗ୍ରାମର ଜଣେ ବୃଦ୍ଧ ଦମ୍ପତିଙ୍କ ଘରୁ ଲକ୍ଷାଧିକ ଟଙ୍କା ସହ ସୁନା ଅଳଙ୍କାର ଚୋରି ହୋଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ଗ୍ରାମର କାହ୍ନୁ ସାହୁ (୭୫) ଓ ତାଙ୍କ ସ୍ତ୍ରୀ…
କାର ଚକା ଫାଟି ଜଣଙ୍କ ଜୀବନ ଗଲା, ୨ ଗୁରୁତର
ଛତ୍ରପୁର,୨୮।୧: ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ଜାତୀୟ ରାଜପଥରେ ଗୁରୁବାର ଏକ କାର ଚକା ଫାଟିଯିବାରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଟାଙ୍ଗୀ ଅଞ୍ଚଳର ସାଜିଦ୍। ସିଦ୍ଧାର୍ଥ ପଟ୍ଟନାୟକ ଏବଂ…
Archives


