Home Left

ବିବାହ ବନ୍ଧନରେ ବାନ୍ଧିହେଲେ ଟିମ୍‌ ଇଣ୍ଡିଆର ଏହି ଅଲ୍‌ରାଉଣ୍ଡର

ଚେନ୍ନାଇ : ଭାରତୀୟ କ୍ରିକେଟର ଦଳର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ବୁଧବାର କୋଭିଡ୍‌ କଟକଣା ମାନି ତାଙ୍କ ପ୍ରେମିକା ବୈଶାଳୀ ବିଶ୍ୱଶ୍ୱରାନଙ୍କୁ ବିବାହ କରିଛନ୍ତି। ଗତବର୍ଷ ଅଗଷ୍ଟରୁ ବିଜୟଙ୍କର ବୈଶାଳୀଙ୍କ ସହ ନିର୍ବନ୍ଧ ହୋଇଥିଲା। ଏହି ବିବାହରେ ଖୁବ୍‌ କମ୍‌ ଲୋକ…

କାଜଲଙ୍କ ସହ ରୋମାଣ୍ଟିକ୍‌ ଦୃଶ୍ୟରେ ଶାହାରୁଖ୍‌ କରିଥିଲେ ଏମିତି କିଛି….

ବଲିଉଡ୍‌ର ସବୁଠାରୁ ରୋମାଣ୍ଟିକ୍‌ ଏବଂ ସୁପରହିଟ୍‌ ଯୋଡିଙ୍କ ମଧ୍ୟରେ ଅନ୍ୟତମ ଶାହାରୁଖ୍‌ ଖାନ୍‌ ଏବଂ କାଜଲ। ଏହି ଯୋଡି ବଲିଉଡ୍‌ର ଅନେକ ବ୍ଲକବାଷ୍ଟର ଫିଲ୍ମରେ ଏକତ୍ର କାମ କରିସାରିଛନ୍ତି। ପରଦା ଉପରେ ଉଭୟଙ୍କ କେମେଷ୍ଟ୍ରି ଭଲ ଜମିଥାଏ ମଧ୍ୟ। ଦର୍ଶକ ଏହି…

ଆଜି ବି ଟି୨୦ ଫାଇନାଲରେ ଏହି ଶେଷ ଓଭରକୁ ଭୁଲି ପାରୁନାହାନ୍ତି ବ୍ରେଟ୍‌ ଲି’: ୬ ବଲ୍‌ରେ…

ନୂଆଦିଲ୍ଲୀ,୨୮।୧: ଅଷ୍ଟ୍ରେଲିଆର ପୂର୍ବ ପେସର ବ୍ରେଟ ଲି କ୍ରିକେଟ ଇତିହାସର ସବୁଠାରୁ ଦ୍ରୁତ ବୋଲରଙ୍କ ମଧ୍ୟରୁ ଅନ୍ୟତମ। ଦୀର୍ଘଦିନ ଧରି ସେ କ୍ରିକେଟର ସମସ୍ତ ଫର୍ମାଟରେ ବ୍ୟାଟ୍ସମ୍ୟାନଙ୍କୁ ଅଡୁଆରେ ପକାଉଥିଲେ। ଅନ୍ତଃରାଷ୍ଟ୍ରୀୟ କ୍ରିକେଟରେ ବ୍ରେଟ୍‌ ଲି ଅନେକ ଥର ଐତିହାସିକ ପ୍ରଦର୍ଶନ…

କେବେ ମା’ ହେବେ କରିନା

ମୁମ୍ବାଇ: ବଲିଉଡ୍ ବେବୋ କରିନା କପୁର ଖାଁ ଖୁବ୍ ଶୀଘ୍ର ଦ୍ୱିତୀୟ ଥର ପାଇଁ ମା’ ହେବାକୁ ଯାଉଛନ୍ତି । ହେଲେ ସେ କେବେ ମା’ ହେବେ ସେ ଖବର ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । କିଛିଦିନ ତଳେ ଶୁଣିବାକୁ ମିଳିଥିଲା…

ଘରେ ପିଲାଙ୍କୁ କୁକୁର ମାଂସ ରାନ୍ଧି ଖାଇବାକୁ ଦେଉଥିଲେ ଏହି ମହିଳା, ଜଣାପଡ଼ିବା ପରେ…

କ୍ୱିଭ୍‌,୨୮।୧: ୟୁକ୍ରେନରୁ ଏକ ଆଶ୍ଚର୍ଯ୍ୟକର ଖବର ସାମ୍ନାକୁ ଆସିଛି। ଏଠାକାର ଜଣେ ମହିଳା ନିଜ ପିଲାଙ୍କୁ ଘରେ କୁକୁର ମାଂସ ରାନ୍ଧି ଖାଇବାକୁ ଦେଉଥିବାରୁ ପୋଲିସ ସଂପୃକ୍ତ ମହିଳାଙ୍କୁ ଗିରଫ କରିଛି। ୟୁକ୍ରେନ୍‌ ଉତ୍ତର-ପୂର୍ବ ଅଞ୍ଚଳସ୍ଥିତ ଖାରକ୍ୱିଓ ସହରରେ ୩୦ ବର୍ଷୀୟା…

ଫେବୃୟାରୀ ୨ରେ ଘୋଷଣା କରାଯିବ ସିବିଏସ୍‌ଇ ଦଶମ-ଦ୍ୱାଦଶ ପରୀକ୍ଷା ସୂଚୀ

ନୂଆଦିଲ୍ଲୀ,୨୮ ।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ)ର ଦଶମ ଓ ଦ୍ୱାଦଶ ଶ୍ରେଶୀ ବୋର୍ଡ ପରୀକ୍ଷା ଲାଗି ଫେବୃୟାରୀ ୨ରେ ପରୀକ୍ଷା ସୂଚୀ ଘୋଷଣା କରାଯିବ । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ଗୁରୁବାର ଏହି ସୂଚନା ଦେଇଛନ୍ତି…

ନିଜର ସୁରକ୍ଷାକର୍ମୀଙ୍କୁ ବିବାହ କଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ହଲିଉଡ୍‌ର ଲୋକପ୍ରିୟ ଅଭିନେତ୍ରୀ ତଥା ମଡେଲ ପାମେଲା ଏଣ୍ଡରସନ ପୁଣିଥରେ ବିବାହକୁ ନେଇ ଚର୍ଚ୍ଚାରେ ରହିଛନ୍ତି। ୫୩ ବର୍ଷୀୟା ପାମେଲା ନିଜର ବଡିଗାର୍ଡ ଡାନ୍‌ ହେହଷ୍ଟଙ୍କୁ ବିବାହ କରିଛନ୍ତି। ଏହା ତାଙ୍କର ୬ ତମ ବିବାହ। ପାମେଲା ନିଜେ ଏହି ବିବାହ…

ଇତିହାସ ରଚିଲେ ରବାଡା, ପାକିସ୍ତାନ ବିପକ୍ଷରେ ଅଣ ଏସୀୟ ଖେଳାଳି ଭାବେ ହାସଲ କଲେ ଏହି ଉପଲବ୍ଧି

କରାଚି,୨୮।୧: ପାକିସ୍ତାନ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଏଠାରେ ଖେଳା ଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ର ତୃତୀୟ ଦିନରେ ଇତିହାସ ରଚିଛନ୍ତି କାଗିସୋ ରବାଡା। କ୍ୟାରିୟରର ୪୪ତମ ଟେଷ୍ଟରେ ସେ ୨୦୦ ଉଇକେଟ ନେବାର ରେକର୍ଡ କରିଛନ୍ତି। ବୟସ ଦୃଷ୍ଟିରୁ ଏପରି କରିବାରେ ସେ…

ଚର୍ଚ୍ଚାରେ ଅଷ୍ଟ୍ରେଲିଆ ଟି୨୦ ଟିମ୍‌ରେ ସାମିଲ ହୋଇଥିବା ଏହି ଭାରତୀୟ ବଂଶୋଦ୍ଭବ ଖେଳାଳି, ଜାଣନ୍ତୁ କିଏ ସେ…

ସିଡନୀ,୨୮।୧: କ୍ରିକେଟ ଅଷ୍ଟ୍ରେଲିଆ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ପାଇଁ ଦଳ ଘୋଷଣା କରିଛି। ଚୟନ ହୋଇଥିବା ଖେଳାଳିଙ୍କ ମଧ୍ୟରେ ଭାରତୀୟ ବଂଶୋଦ୍ଭବ ସ୍ପିନର ତନବୀର ସାଂଘାଙ୍କ ନାମ ଥିବା ଦେଖିବାକୁ ମିଳିଛି। ନିକଟରେ…

ପାକିସ୍ତାନୀ ପାଇଲଟ ଆକାଶରେ ଦେଖିଲେ ଅଜବ ଦୃଶ୍ୟ: ଏହାକୁ ନେଇ ହେଉଛି ବିଭିନ୍ନ ଚର୍ଚ୍ଚା

ଇସଲାମାବାଦ୍‌,୨୮।୧: ପାକିସ୍ତାନର ଜଣେ ପାଇଲଟ ଆକାଶରେ ଏକ ଅଜବ ଦୃଶ୍ୟ ଦେଖିଥିବା କହିଛନ୍ତି। ସେ ଏଲିଅନଙ୍କୁ ଦେଖିଥିବା ଜୋର୍‌ ଦେଇ କୁହନ୍ତି। ଏହି ଖବର ପାକିସ୍ତାନୀ ମିଡିଆରେ ଚର୍ଚ୍ଚା ହେଉଛି। ଖାଲି ଦୃଶ୍ୟ ଦେଖିନାହାନ୍ତି, ଏହାର ଭିଡିଓ ମଧ୍ୟ ପ୍ରସ୍ତୁତ କରିଛନ୍ତି।…

କୃଷି ଆଇନକୁ ନେଇ ପୁଣି କେନ୍ଦ୍ରକୁ ଟାର୍ଗେଟ କଲେ ମମତା

କୋଲକାତା,୨୮ ।୧: ପଶ୍ଚିମବଙ୍ଗରେ ଜୟ ଶ୍ରୀରାମ ସ୍ଲୋଗାନକୁ ନେଇ ଉଠିଥିବା ବିବାଦ ଥମିବାର ନାଁ ନେଉନାହିଁ । ଅନ୍ୟପଟେ ଯେଉଁ ରାଜ୍ୟରେ ଭାରତୀୟ ଜନତା ପାର୍ଟି(ଭାଜପା) ଶାସନ ନାହିଁ ସେମିତି ରାଜ୍ୟ ଭଳି ପଶ୍ଚିମବଙ୍ଗ ବି ଏବେ କେନ୍ଦ୍ର ସରକାରଙ୍କ ନୂଆ…

ଦିଲ୍ଲୀରେ ଆହୁରି ୩ ଦିନ ହେବ ଘନକୁହୁଡ଼ି

ନୂଆଦିଲ୍ଲୀ,୨୮।୧: ଦିଲ୍ଲୀରେ ପ୍ରବଳ ଥଣ୍ଡା ସାଙ୍ଗକୁ ଘନ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଛି। ଗୁରୁବାର ସକାଳେ ଦିଲ୍ଲୀର ବିଭିନ୍ନ ଅଞ୍ଚଳରେ ପ୍ରବଳ କୁହୁଡ଼ି ଦେଖିବାକୁ ମିଳିଥିଲା। ଏତେମାତ୍ରାରେ କୁହୁଡ଼ି ପଡ଼ିଥିଲା କି ପାଖ ଲୋକଙ୍କୁ ଚିହ୍ନିବା ମଧ୍ୟ କଷ୍ଟକର। ୫୦ ମିଟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri