ଅନ୍ଲାଇନରେ ଆବେଦନ କରିବେ କ୍ଷତିଗ୍ରସ୍ତ ଜମାକାରୀ
ଭୁବନେଶ୍ୱର,୫।୬(ବ୍ୟୁରୋ): ବିଭିନ୍ନ ଆର୍ଥିକ ପ୍ରତିଷ୍ଠାନରେ କ୍ଷତିଗ୍ରସ୍ତ ହୋଇଥିବା ଜମାକାରୀମାନଙ୍କୁ ଚିହ୍ନଟ ଓ ସେମାନଙ୍କର ଜମା ରାଶିର ପରିମାଣ ନିରୂପଣ ସକାଶେ ସମ୍ପୃକ୍ତ ଜମାକାରୀମାନଙ୍କଠାରୁ ଅନ୍ଲାଇନରେ ଦାବି ଦରଖାସ୍ତ ଆହ୍ବାନ କରାଯିବ। ଜମାକାରୀମାନେ ରାଜ୍ୟ ସରକାରଙ୍କ www.opid.odisha.gov.inରେ ଆବେଦନ କରିପାରିବେ। ଏଥିପାଇଁ ଅର୍ଥ…
ସମାଲୋଚକଙ୍କୁ ନିର୍ବାଚନ ଲଢ଼ିବା ମନା
ମସ୍କୋ, ୫।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଶୁକ୍ରବାର ଏକ ନୂଆ ବିଲ୍ରେ ସ୍ବାକ୍ଷର କରିଛନ୍ତି। କୌଣସି ବ୍ୟକ୍ତି ରାଷ୍ଟ୍ରପତିଙ୍କୁ ସମାଲୋଚନା କଲେ ଉକ୍ତ ଆଇନ ବଳରେ ସଂସଦୀୟ ନିର୍ବାଚନ ଲଢ଼ିପାରିବେ ନାହିଁ। ଏନେଇ ରୁଷିଆର ଲିଗାଲ ଇନ୍ଫର୍ମେଶନ ପୋର୍ଟାଲରେ ସୂଚନା…
୩.୫ ଘଣ୍ଟାରେ ନ୍ୟୁୟର୍କରୁ ଲଣ୍ଡନ
ନ୍ୟୁୟର୍କ, ୫।୬: ଆମେରିକାର ନ୍ୟୁୟର୍କରୁ ବ୍ରିଟେନ ରାଜଧାନୀ ଲଣ୍ଡନକୁ ବିମାନରେ ଯାତ୍ରା କରିବାକୁ ହେଲେ ମାତ୍ର ୩.୫ ଘଣ୍ଟା ଲାଗିବ। ଏହି ଅନ୍ତର୍ଜାତୀୟ ଯାତ୍ରାକୁ ସୁଗମ କରିବା ପାଇଁ ଏୟାରଲାଇନ୍ ଷ୍ଟାର୍ଟଅପ୍ ବୁମ୍ ସୁପରସୋନିକ୍ଠାରୁ ୟୁନାଇଟେଡ୍ ଏୟାରଲାଇନ୍ସ ୧୫ଟି ବିମାନ କିଣିବ।…
ବ୍ୟବସାୟୀଙ୍କୁ ଅତିରିକ୍ତ ତହସିଲଦାର ପିଟିବା ଘଟଣା: ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ
ଝାରସୁଗୁଡ଼ା ଅଫିସ,୫।୬: କୋଭିଡ୍ ତଦାରଖ ମାଜିଷ୍ଟ୍ରେଟ୍ ଦାୟିତ୍ୱରେ ଥିବା ଝାରସୁଗୁଡ଼ା ଅତିରିକ୍ତ ତହସିଲଦାର ଯୋଗୀତା ତିର୍କୀ ଗତ ବୁଧବାର ଜଣେ ବୃଦ୍ଧ ତରଭୁଜ ବିକାଳି ଓ ତାଙ୍କ ନାବାଳକ ପୁଅଙ୍କୁ ବାଡିରେ ପିଟିଥିଲେ। ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ଘଟଣାର ତଦନ୍ତ…
ମହାନଦୀକୁ ଡେଇଁପଡ଼ିଲେ ଦମ୍ପତି
କଟକ ଅଫିସ,୫।୬: କଟକ ଯୋବ୍ରା ଆନିକଟ୍ ବ୍ରିଜରୁ ମହାନଦୀକୁ ଡେଇଁ ଶୁକ୍ରବାର ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇ ସ୍ବାମୀ ମଧ୍ୟ ମହାନଦୀକୁ ଡେଇଁ ପଡିଥିଲେ। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ଦମ୍ପତିଙ୍କୁ ଉଦ୍ଧାର କରି…
ଟିକା ପ୍ରାଇସ୍ ବିଡିଂ ୯ରେ
ଭୁବନେଶ୍ୱର,୫।୬(ବ୍ୟୁରୋ): ଟିକା ପାଇଁ ଓଡ଼ିଶା ରାଜ୍ୟ ଔଷଧ ନିଗମ (ଓଏସ୍ଏମ୍ସିଏଲ) ପକ୍ଷରୁ ଡକାଯାଇଥିବା ଗ୍ଲୋବାଲ ଇ-ଟେଣ୍ଡରରେ ୨ ଜଣ ବିଡର ଅଂଶଗ୍ରହଣ କରିଛନ୍ତି। ସେମାନଙ୍କର ବିଡ୍କୁ ମୂଲ୍ୟାୟନ କରାଯାଉଛି। ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ…
ଥମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୦ ଜୀବନ
ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୪୦ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨,୯୫୨କୁ ବୃଦ୍ଧି…
ପାକିସ୍ତାନ ଟି୨୦ ଦଳରେ ମୋଇନଙ୍କ ପୁଅ
କରାଚୀ,୫।୬(ପି.ଟି.): ଆଗାମୀ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ଗସ୍ତ ପାଇଁ ପାକିସ୍ତାନ ଟି୨୦ ଦଳ ଘୋଷଣା କରିଛି। ପୂର୍ବତନ ଅଧିନାୟକ ମୋଇନ ଖାଁଙ୍କ ପୁଅ ଆଜାମଙ୍କୁ ଏଥିରେ ସ୍ଥାନ ମିଳିଛି। ଚୟନକର୍ତ୍ତାମାନେ ଇମାଦ ଓ୍ବାସିମଙ୍କୁ ଏହି ଦଳରେ ପୁଣିଥରେ ସାମିଲ କରିଛନ୍ତି। ଇଂଲଣ୍ଡ…
ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ ଏହି ତେଲ
ନଡ଼ିଆ ତେଲ ସ୍ବାସ୍ଥ୍ୟ ଉପକାରୀ। ଏହା ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦେଇଥାଏ। ତେବେ ସୁସ୍ଥ ରହିବାକୁ ଚାହୁଁଥିଲେ ଏହାକୁ ଖାଦ୍ୟରେ ସାମିଲ କରିପାରିବେ। ଏହାଦ୍ୱାରା ପାଚନତନ୍ତ୍ରଠାରୁ ଆରମ୍ଭ କରି ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ଉପଶମ ମିଳିବ। ଏହି ତେଲ ରୋଗ…
୨୦୨୩ ପର୍ଯ୍ୟନ୍ତ ଫେସବୁକ୍ ବ୍ୟବହାର କରିପାରିବେ ନାହିଁ ଟ୍ରମ୍ପ
ଓ୍ବାଶିଂଟନ,୪।୬: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅତିକମ୍ରେ ୨୦୨୩ ପର୍ଯ୍ୟନ୍ତ ଫେସ୍ବୁକ ବ୍ୟବହାର କରିପାରିବେ ନାହିଁ। କାରଣ ଲୋକପ୍ରିୟ ସୋସିଆଲ ମିଡିଆ ପ୍ଲାଟଫର୍ମ ତାଙ୍କୁ ଶୁକ୍ରବାର ୨ ବର୍ଷ ପାଇଁ ବାସନ୍ଦ କରିଛି। ଏଭଳି ନିଷ୍ପତ୍ତି ଦ୍ୱାରା ଫେସବୁକ୍ ଦର୍ଶାଇ…
ଟୁଇଟରକୁ ବ୍ୟାନ କଲା ନାଇଜେରିଆ
ଅବୁଜ,୪।୬: ନାଇଜେରିଆରେ ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟରକୁ ଶୁକ୍ରବାର ବ୍ୟାନ୍ କରିଦିଆଯାଇଛି। ଦେଶର କର୍ପୋରେଟ୍ ବ୍ୟବସ୍ଥାକୁ ଦୁର୍ବଳ କରୁଥିବାରୁ ଆମେରିକୀୟ କମ୍ପାନୀ ବିରୋଧରେ କେନ୍ଦ୍ର ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସୂଚନା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି, କେନ୍ଦ୍ର ସରକାର ଟୁଇଟରକୁ…
୬ ବୁଡ଼ାଜାହାଜ ନିର୍ମାଣ ପାଇଁ ଖର୍ଚ୍ଚ କରାଯିବ ୪୩ ହଜାର କୋଟି
ନୂଆଦିଲ୍ଲୀ, ୪।୬: ଭାରତୀୟ ନୌସେନା ପାଇଁ ୬ଟି ପାରମ୍ପରିକ ବୁଡ଼ାଜାହାଜ ନିର୍ମାଣ ନିମନ୍ତେ ଏକ ମେଗା ପ୍ରକଳ୍ପକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ଶୁକ୍ରବାର ମଞ୍ଜୁରୀ ପ୍ରଦାନ କରିଛି। ଏହି ପ୍ରକଳ୍ପରେ ୪୩,୦୦୦ କୋଟି ଟଙ୍କା ବ୍ୟୟ କରାଯିବ। ଚାଇନା ସାମୁଦ୍ରିକ ଶକ୍ତି ବୃଦ୍ଧି…

