Home Left

୬ ବୁଡ଼ାଜାହାଜ ନିର୍ମାଣ ପାଇଁ ଖର୍ଚ୍ଚ କରାଯିବ ୪୩ ହଜାର କୋଟି

ନୂଆଦିଲ୍ଲୀ, ୪।୬: ଭାରତୀୟ ନୌସେନା ପାଇଁ ୬ଟି ପାରମ୍ପରିକ ବୁଡ଼ାଜାହାଜ ନିର୍ମାଣ ନିମନ୍ତେ ଏକ ମେଗା ପ୍ରକଳ୍ପକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ଶୁକ୍ରବାର ମଞ୍ଜୁରୀ ପ୍ରଦାନ କରିଛି। ଏହି ପ୍ରକଳ୍ପରେ ୪୩,୦୦୦ କୋଟି ଟଙ୍କା ବ୍ୟୟ କରାଯିବ। ଚାଇନା ସାମୁଦ୍ରିକ ଶକ୍ତି ବୃଦ୍ଧି…

ପ୍ରଥମ ଡୋଜ୍‌ ଟିକାକରଣ: ଆମେରିକାକୁ ଟପିଲା ଭାରତ

ନୂଆଦିଲ୍ଲୀ, ୪।୬: କୋଭିଡ୍‌-୧୯ ଟିକା ପ୍ରଥମ ଡୋଜ୍‌ ଦେବାରେ ଭାରତ ଆମେରିକାକୁ ଟପିଯାଇଛି। ଆମେରିକାରେ ୧୬.୯ କୋଟି ଲୋକଙ୍କୁ ପ୍ରଥମ ଡୋଜ୍‌ ଦିଆଯାଇଥିବା ବେଳେ ଭାରତରେ ୧୭.୨ କୋଟି ଲୋକ ପ୍ରଥମ ଡୋଜ୍‌ ନେଇଥିବା ସରକାର ସୂଚନା ଦେଇଛନ୍ତି। ଆଓ୍ବାର ଓ୍ବାଲର୍‌ଡ…

ଅଙ୍କୁର ଭାଟିଆଙ୍କ ପରଲୋକ

ନୂଆଦିଲ୍ଲୀ,୪।୬: ଇଣ୍ଡିଗୋ ମାଲିକ ତଥା ବାର୍ଡ ଗ୍ରୁପ (ଆଇବିସ୍‌)ର କାର୍ଯ୍ୟକାରୀ ମୁଖ୍ୟ ଅଙ୍କୁର ଭାଟିଆଙ୍କ ଶୁକ୍ରବାର ହୃଦଘାତ୍‌ରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୪୮ ବର୍ଷ ହୋଇଥିଲା। କିଛି ସପ୍ତାହ ତଳେ ସେ କୋଭିଡ୍‌ରୁ ଆରୋଗ୍ୟ ଲାଭ କରିଥିଲେ। ଶୁକ୍ରବାର…

ମୋଦିଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ,୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ ଦେଇଥିବା ଦିଲ୍ଲୀ ଖଜୁରୀଖସ୍‌ ଅଞ୍ଚଳର ଜଣେ ୨୨ ବର୍ଷୀୟ ଯୁବକଙ୍କୁ ପୋଲିସ ଗିରଫ କରିଛି। ଜାମିନରେ ଆସିଥିବା ସଲମାନ ନାମକ ଏହି ଯୁବକ ଜେଲ୍‌ ଫେରିବାକୁ ଚାହୁଁଥିଲେ। ସେଥିପାଇଁ ସେ ଗୁରୁବାର ରାତିରେ…

ଭାଜପା ଏମ୍‌ପି, ବିଧାୟକଙ୍କ ଘର ଆଗରେ ବସିବେ ଚାଷୀ

ଗାଜିଆବାଦ,୪।୬: କୃଷି ଆଇନ ବିରୋଧରେ ଆନ୍ଦୋଳନ ଚଳାଇଥିବା ଚାଷୀ ସଂଗଠନ ପକ୍ଷରୁ ଶନିବାର ଦେଶବ୍ୟାପୀ ଭାଜପା ଏମ୍‌ପି ଏବଂ ବିଧାୟକଙ୍କ ଘର ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯିବ। କେନ୍ଦ୍ର ସରକାର କୃଷି ଅଧ୍ୟାଦେଶ ଆଣିବାର ଏକ ବର୍ଷ ପୂର୍ତ୍ତି ଅବସରରେ ଏଭଳି…

ଟିକା କିଣିବା ପାଇଁ ପ୍ରାଇଭେଟ ମେଡିକାଲକୁ ଦିଆଯିବ ବିନା ସୁଧରେ ଟଙ୍କା

ଗୁଆହାଟୀ,୪।୬: ଆସାମରେ କୋଭିଡ୍‌ ଟିକାକରଣକୁ ଦ୍ରୁତ ଗତିରେ ଆଗେଇ ନେବା ପାଇଁ ରାଜ୍ୟ ସରକାର ଏକ ଭିନ୍ନ ଉପାୟ ବାହାର କରିଛନ୍ତି। ବିଭିନ୍ନ ଟିକା ଉତ୍ପାଦନକାରୀ ଫର୍ମା କମ୍ପାନୀଠାରୁ ଯଥେଷ୍ଟ ପରିମାଣର ଟିକା କିଣିବା ପାଇଁ ପ୍ରାଇଭେଟ ମେଡିକଲଗୁଡ଼ିକୁ ବିନା ସୁଧରେ…

ଭାରତରେ ଶିଶୁଙ୍କୁ ଦିଆଯିବ ଏହି ଟିକା

ନୂଆଦିଲ୍ଲୀ,୪।୬: ତୃତୀୟ ଲହର ଶିଶୁମାନଙ୍କ ପ୍ରତି ଅଧିକ ବିପଦ ଥିବା ନେଇ ବିଶେଷଜ୍ଞମାନେ ମତ ଦେଇଛନ୍ତି। ଏଭଳି ସ୍ଥତିରେ ଦେଶରେ ଶିଶୁମାନଙ୍କ ପାଇଁ କୋଭିଡ ଟିକା ନ ଥିବା ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢାଇଦେଇଛି। ହେଲେ ଆମେରିକାରେ ପ୍ରସ୍ତୁତ ଫାଇଜର ଟିକାକୁ…

ପାକିସ୍ତାନ ଟି୨୦ ଦଳରେ ପୂର୍ବତନ ଅଧିନାୟକଙ୍କ ପୁଅ

କରାଚୀ,୪।୬: ଆଗକୁ ହେବାକୁ ଥିବା ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ଗସ୍ତ ପାଇଁ ପିସିବି ପକ୍ଷରୁ ଘୋଷଣା କରାଯାଇଛି ପାକିସ୍ତାନ ଟି୨୦ ଦଳ। ଏହି ଦଳରେ ସ୍ଥାନ ପାଇଛନ୍ତି ପୂର୍ବତନ ଅଧିନାୟକ ମୋଇନ ଖାଁଙ୍କ ପୁଅ ଆଜାମ। ମୋଇନଙ୍କ ୨୨ ବର୍ଷୀୟ ପୁଅଙ୍କୁ…

କୋହଲି, ଯୁବି, ଧୋନୀଙ୍କ ପାଇଁ ଏମିତି ଶବ୍ଦର ବ୍ୟବହାର କଲେ ରଶିଦ

ନୂଆଦିଲ୍ଲୀ,୪।୬: ଭାରତ ପାଇଁ କ୍ରିକେଟ ଗ୍ରାଉଣ୍ଡରେ ଅନେକ ସଫଳତା ହାସଲ କରିଥିବା ମହେନ୍ଦ୍ର ସିଂ ଧୋନୀ, ଯୁବରାଜ ସିଂ (ଯୁବି) ଓ ବିରାଟ କୋହଲିଙ୍କୁ ଗୋଟିଏ ଶବ୍ଦରେ ବର୍ଣ୍ଣନା କରିବା କଷ୍ଟକର ବ୍ୟପାର। କିନ୍ତୁ ଆଫଗାନିସ୍ତାନର ଲେଗ୍‌ ସ୍ପିନର ରଶିଦ ଖାନଙ୍କ…

ମହାମାରୀରେ ଅନାଥ ହୋଇଥିବା ପିଲାଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୪।୬: କରୋନା ମହାମାରୀରେ ମା’ ବାପାଙ୍କୁ ହରାଇଥିବା ବର୍ତ୍ତମାନ ସୁଦ୍ଧା ରାଜ୍ୟର ୧୨ ପିଲାଙ୍କୁ ମଧୁବାବୁ ଯୋଜନାରେ ଭତ୍ତା ଦେବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ରାପଡ଼ା ଏବଂ ମୟୂରଭଞ୍ଜ ଜିଲାରୁ ୩ ଜଣ ଲେଖାଏଁ ପିଲା ଭତ୍ତା ପାଇବେ।…

‘ଲୋକପ୍ରିୟତା ପାଇବା ପାଇଁ ଆବେଦନ କରିଥିଲେ ଜୁହି’

ନୂଆଦିଲ୍ଲୀ,୪।୬ : ଦେଶରେ ୫ଜି ନେଟୱର୍କ ବ୍ୟବସ୍ଥା ବିରୋଧରେ ଦିଲ୍ଲୀ ହାଇକୋର୍ଟରେ ବଲିଉଡ ଅଭିନେତ୍ରୀ ଜୁହି ଚାୱଲା ଆବେଦନ କରିଥିଲେ। ଏହି ଆବେଦନକୁ ଶୁକ୍ରବାର କୋର୍ଟ ଖାରଜ କରିବା ସହ ଅଭିନେତ୍ରୀଙ୍କ ଉପରେ ୨୦ ଲକ୍ଷ ଟଙ୍କା ଜରିମାନା ଲଗାଇଛନ୍ତି। କେବଳ…

ବୃଦ୍ଧ ବ୍ୟବସାୟୀଙ୍କୁ ମାଡ଼: ମାଜିଷ୍ଟ୍ରେଟଙ୍କୁ ମହଙ୍ଗା ପଡ଼ିଲା

ଝାରସୁଗୁଡା ଅଫିସ୍‌,୪।୬: କୋଭିଡ୍‌ ତଦାରଖ ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଥିବା ଝାରସୁଗୁଡ଼ା ଅତିରିକ୍ତ ତହସିଲଦାର ଯୋଗୀତା ତିର୍କୀ ବୁଧବାର ଜଣେ ବୃଦ୍ଧ ତରଭୂଜ ବିକାଳୀ ଏବଂ ତାଙ୍କର ନାବାଳକ ପୁଅଙ୍କୁ ବାଡିରେ ମାଡ଼ ମାରିଥିଲେ। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?