Home Left

ଲୋକାର୍ପିତ ହେଲା ପାନୀୟ ଜଳ ପ୍ରକଳ୍ପ

ବଲାଙ୍ଗୀର ଅଫିସ, ୨୮ା୧:  ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ବୁଧବାର ସଦର ବ୍ଲକର ଖଲିଆପାଲି, କୁଟୁମଡୋଲା, ଚନ୍ଦନଭାଟ ପଞ୍ଚାୟତର ବିଭିନ୍ନ ଗଁା ଗସ୍ତ କରି ଲୋକମାନଙ୍କ ବିଭିନ୍ନ ଅଭିଯୋଗ ଶୁଣିଥିଲେ। ଏହି ଅବସରରେ ବିଧାୟକ ମିଶ୍ର କୁଟୁମଡୋଲା ପଞ୍ଚାୟତର ଦୁଆନପାଲିଠାରେ ୧…

ହସ୍ପିଟାଲରେ ଗାଙ୍ଗୁଲି

କୋଲକାତା,୨୮।୧: ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ତଥା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ପୁଣି ଥରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଛାତିରେ ଯନ୍ତ୍ରଣା ଅନୁଭବ କରୁଥିବାରୁ ହସ୍ପିଟାଲରେ ତାଙ୍କର ଏକାଧିକ ଟେଷ୍ଟ କରାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ…

ରାଣା କପୁରଙ୍କୁ ଗିରଫ କଲା ଇଡି

ନୂଆଦିଲ୍ଲୀ: ୟେସ୍‌ ବ୍ୟାଙ୍କର ସହ ପ୍ରମୋଟର ରାଣା କପୁରଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବୁଧବାର ଗିରଫ କରିଛି। ମହାରାଷ୍ଟ୍ର ଭିତ୍ତିକ ପିଏମ୍‌ସି ବ୍ୟାଙ୍କରୁ ୪,୩୦୦ କୋଟି ଟଙ୍କାର ଠକେଇ ଅଭିଯୋଗ ତାଙ୍କ ବିରୋଧରେ ରହିଥିବା ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ମାର୍ଚ୍ଚରେ…

ରାସ୍ତାକଡ଼ରୁ ଛାତ୍ରୀଙ୍କ ମୃତଦେହ ଜବତ

ରସୁଲପୁର/ବାରିପଦା ଅଫିସ,୨୭ା୧: ଯାଜପୁର ଜିଲା ରସୁଲପୁର ବ୍ଲକ ମୂଳାପାଳ ଛକ ନିକଟସ୍ଥ ରାଜେନ୍ଦ୍ରପୁର-ଦିଆଲଖଣ୍ଡି ଗ୍ରାମରାସ୍ତା ପାର୍ଶ୍ୱରୁ ବୁଧବାର କୁଆଖିଆ ପୋଲିସ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି। ଯୁବତୀ ଜଣକ ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଯୁକ୍ତତିନି ୨ୟ ବର୍ଷ ଛାତ୍ରୀ…

କୋହଲିଙ୍କୁ କେରଳ ହାଇକୋର୍ଟଙ୍କ ନୋଟିସ୍‌

କୋଚି,୨୭।୧: କେରଳ ହାଇକୋର୍ଟରେ ମୁଖ୍ୟ ବିଚାରପତି ଏସ୍‌. ମନିକୁମାରଙ୍କ ନେତୃତ୍ୱରେ ଏକ ଖଣ୍ଡପୀଠ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ନିକଟକୁ ନୋଟିସ୍‌ ଜାରି କରିଛନ୍ତିି। କୋହଲିଙ୍କ ସମେତ ମାଲାୟାଲମ ଅଭିନେତା ଅଜୁ ଭର୍ଗିସ ଓ ଦକ୍ଷିଣ ଭାରତୀୟ ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ…

ରାମଚନ୍ଦ୍ର ବେହେରା ପାଇବେ ‘ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର’

ଭୁବନେଶ୍ୱର, ୨୭।୧(ବ୍ୟୁରୋ): ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ବୁଧବାର ୨୦୨୦ ପାଇଁ ଏକାଡେମୀର ସର୍ବୋଚ୍ଚ ମର୍ଯ୍ୟାଦାଜନକ ‘ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର’ ଓ ‘ବୟୋଜ୍ୟେଷ୍ଠ ସାରସ୍ବତ ସମ୍ମାନ’ ଘୋଷଣା କରାଯାଇଛି। ପ୍ରଖ୍ୟାତ କଥାକାର ରାମଚନ୍ଦ୍ର ବେହେରାଙ୍କୁ ‘ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର’…

ଚେନ୍ନାଇରେ ପହଞ୍ଚିଲେ ଇଂଲଣ୍ଡ ଖେଳାଳି

ଚେନ୍ନାଇ,୨୭।୧: ଭାରତ ବିପକ୍ଷରେ ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଅଧିନାୟକ ଜୋ ରୁଟ୍‌ଙ୍କ ସମେତ ଇଂଲଣ୍ଡ କ୍ରିକେଟ ଦଳର କେତେକ ସଦସ୍ୟ ବୁଧବାର ଚେନ୍ନାଇରେ ପହଞ୍ଚିଛନ୍ତି। ସିରିଜ୍‌ର ପ୍ରଥମ ଦୁଇଟି ଟେଷ୍ଟ ଚେନ୍ନାଇରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ରୁଟ୍‌…

ଏକାଠି ପିଉଥିଲେ ମଦ, ଆଉ ତାପରେ…

ତେନ୍ତୁଳିଖୁଣ୍ଟି, ୨୭।୧: ମଦ୍ୟ ପାନ କରି ବଚସା ପରେ ହାତାହାତି ହୋଇ ଜଣଙ୍କ ଜୀବନ ଯାଇଛି। ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ନରସିଂହଗୁଡ଼ା ଗ୍ରାମରେ ଏଭଳି ଏକ ଘଟଣା ଘଟିଛି। ମୃତକ ହେଲେ ଥବୀର ଜାନି। ମଙ୍ଗଳବାର ଥବୀର କେତେଜଣ ଯୁବକଙ୍କ…

ଟେକ୍ସାସ ମେଡିକାଲ ଅଫିସରେ ବନ୍ଧକ: ଦୁଇ ମୃତ

ଅଷ୍ଟିନ,୨୭ା୧- ଟେକ୍ସାସର ଜଣେ ଡାକ୍ତରଙ୍କ ଅଫିସରେ ଦୁଇ ଜଣ ଦୁର୍ବୁତ୍ତ କିଛି ବ୍ୟକ୍ତିଙ୍କୁ ବନ୍ଧକ ରଖିଥିଲେ। ଏହି ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସ୍ବାଟର ଏକ ଦଳକୁ ମଙ୍ଗଳବାର ରାତିରେ ଦୁଇ ଜଣଙ୍କ ମୃତ ଦେହ…

କୋଭିଡ୍‌ ଟିକା ପରେ ମୃତ୍ୟୁ

ତରବୋଡ଼/ନୂଆପଡ଼ା ଅଫିସ, ୨୭।୧: କୋଭିଡ୍‌ ଟିକା କୋଭାକ୍ସିନ ନେବାର ୨ ଦିନ ପରେ ଜଣେ ହସ୍ପିଟାଲ ସୁରକ୍ଷା କର୍ମଚାରୀଙ୍କ ମଙ୍ଗଳବାର ମୃତ୍ୟୁ ଘଟିଛି। ଏଭଳି ଘଟଣା ଓଡ଼ିଶାରେ ପ୍ରଥମ କରି ଘଟିଛି। ମୃତକ ହେଲେ ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ…

କୋଇଲା ବୋଝେଇ ଟ୍ରକ୍‌ରେ ଲାଗିଲା ନିଆଁ, ତା ପରେ..

ରାୟଗଡ଼ା ଅଫିସ,୨୭।୧: ରାୟଗଡ଼ା ବ୍ଲକ୍‌ ଲାଡା ଗ୍ରାମ ନିକଟରେ ବୁଧବାର ସକାଳେ ଶର୍ଟ ସର୍କିଟ ଯୋଗୁ ଏକ କୋଇଲା ବୋଝେଇ ଟ୍ରକ୍‌ରେ ନିଅଁା ଲାଗିଯାଇଥିଲା। ତେବେ ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଏକ ବଡ଼ ଧରଣର ଦୁର୍ଘଟଣା ଏଡ଼ାଇ ଯାଇପାରିଛି। ସୂଚନା…

ଫେବୃୟାରୀ ପାଇଁ ଗାଇଡ୍‌ ଲାଇନ୍‌ : ସିନେମା ହଲରେ ୫୦ ପ୍ରତିଶତରୁ ଅଧିକ ଦର୍ଶକଙ୍କୁ ମିଳିବ ଅନୁମତି

ନୂଆଦିଲ୍ଲୀ,୨୭ା୧- ଆସନ୍ତା ଫେବୃୟାରୀ୧ ଠାରୁ ଜାରି ହେବାକୁ ଯାଉଛି ନୂଆ ଗାଇଡ୍‌ଲାଇନ। ଏଥିରେ ସିନେମା ହଲରେ ୫୦ ପ୍ରତିଶତରୁ ଅଧିକ ଦର୍ଶକଙ୍କୁ ଅନୁମତି ଦିଆଯିବ। ଏ ନେଇ ଗୃହ ମନ୍ତ୍ରଣାଳୟ ବୁଧବାର ବିଜ୍ଞପ୍ତି ଜାରି କରିଛି। କରୋନା ସଂକ୍ରମଣ ରୋକିବାରେ ଦେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri