Home Left

୭୫୦ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ନିଯୁକ୍ତି

ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ ୭୫୦ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଗୁରୁବାର ନିଯୁକ୍ତିପତ୍ର ଦିଆଯାଇଛି। ଆସନ୍ତା ୭ଦିନ ମଧ୍ୟରେ ନିଜ ନିଜ କାର୍ଯ୍ୟସ୍ଥଳୀରେ ଯୋଗଦେବା ପାଇଁ ଅନୁରୋଧ କରାଯାଇଛି। ଉକ୍ତ ନିଯୁକ୍ତିପତ୍ରକୁ ଲକ୍‌ଡାଉନ୍‌ କିମ୍ବା ଶଟ୍‌ଡାଉନ୍‌ ସମୟରେ ଯାତାୟାତ ନିମନ୍ତେ ପାସ୍‌ ଭାବେ ବ୍ୟବହାର କରି…

୨ମାସରୁ ବନ୍ଦ ଥିବା ଓପିଡି ସେବା ପୁଣି ଖୋଲିବାକୁ ସରକାରଙ୍କ ନିର୍ଦ୍ଦେଶ

ଲକ୍ଷ୍ନୌ,୪।୬: ଦେଶରେ ଜାରି ରହିଥିବା କରୋନାର ଦ୍ୱିିତୀୟ ଲହର ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଦେଶର ବିଭିନ୍ନ ରାଜ୍ୟରେ ଦୈନିକ ସଂକ୍ରମଣ ବର୍ତ୍ତମାନ ହ୍ରାସ ପାଇବାରେ ଲାଗିଛି। ଗତ ୨ମାସ ମଧ୍ୟରେ ପ୍ରଥମ ଥର ଉତ୍ତରପ୍ରଦେଶରେ ୧୫୦୦ରୁ କମ୍‌ ନୂଆ…

‘ଯଦି ମହଙ୍ଗା ହେଉଛି ଖାଇବା-ପିଇବା, ପେଟ୍ରୋଲ ପକାଇବା ଛାଡିଦିଅନ୍ତୁ’

ରାୟପୁର,୪।୬: ଛତିଶଗଡର ପୂର୍ବତନ ମନ୍ତ୍ରୀ ବ୍ରିଜମୋହନ ଅଗ୍ରୱାଲଙ୍କ ଅଜବ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସେ କହିଛନ୍ତି ଯେ, ଯେଉଁମାନେ ମହଙ୍ଗା ବଢିଯାଇଛି ବୋଲି କହୁଛନ୍ତି, ସେମାନେ ଖାଇବା ପିଇବା ବନ୍ଦ କରିଦେବା ଉଚିତ ଏବଂ ପେଟ୍ରୋଲ ମଧ୍ୟ ପକାନ୍ତୁ ନାହିଁ।…

ବାତ୍ୟା ପରେ କାଦୁଅଫିଙ୍ଗା

ଭୁବନେଶ୍ୱର,୪।୬(ବ୍ୟୁରୋ): ବାତ୍ୟା ‘ୟାସ୍‌’ ପରିଚାଳନାକୁ ନେଇ ଶାସକ ଏବଂ ବିରୋଧୀ ଦଳ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଛି। ବାତ୍ୟା ପରିଚାଳନା ସରକାରଙ୍କ ପ୍ରଚାର ସର୍ବସ୍ବ ବୋଲି ଭାଜପା ପକ୍ଷରୁ ଅଭିଯୋଗ କରାଯାଇଥିବାବେଳେ ଏଭଳି ସମାଲୋଚନା ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି…

ଭୋଟର ତାଲିକାରୁ ୩୪ ବାଦ୍‌

ଜଗତ୍‌ସିଂହପୁର ଅଫିସ,୪।୬: ଭୋଟର ତାଲିକାରେ ଭାରତର ପ୍ରତ୍ୟେକ ନାଗରିକଙ୍କୁ ସାମିଲ କରିବା ପାଇଁ ପ୍ରତ୍ୟେକ ବର୍ଷ ଉଦ୍ୟମ ହେଉଛି। ଏହା ଭିତରେ ସ୍ପେଶିଆଲ ସମରୀ ରିଭିଜନ୍‌ ଅଫ୍‌ ଫଟୋ ଇଲେକ୍ଟୋରାଲ ରୋଲ୍‌ ୨୦୨୧ ଅନୁଷ୍ଠିତ ହୋଇଯାଇଛି। କିନ୍ତୁ ଦୁଃଖର କଥା, ଅନେକ…

ଖସୁଛି କରୋନା ସଂକ୍ରମଣ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌

ନୂଆଦିଲ୍ଲୀ,୪।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୧,୩୨,୩୬୪ଟି ମାମଲା ସାମ୍ନାକୁ ଆସିଥିବାବେଳେ ୨୭୧୩ ଜଣଙ୍କର…

ବର୍ଷେ ଭିତରେ ଏତିକି ଟଙ୍କା ରୋଜଗାର କରିଛନ୍ତି କୋହଲି

କ୍ରମାଗତ ପଞ୍ଚମ ବର୍ଷ ପାଇଁ ଫୋର୍ବସର ଶ୍ରେଷ୍ଠ ୧୦୦ ସର୍ବାଧିକ ପାରିଶ୍ରମିକ ପ୍ରାପ୍ତ ଖେଳାଳିଙ୍କ ମଧ୍ୟରେ ଭାରତୀୟ ଅଧିନାୟକ ବିରାଟ କୋହଲି ସ୍ଥାନ ପାଇଛନ୍ତି। ସେ ଏଭଳି କରିବାରେ ଏକମାତ୍ର କ୍ରିକେଟର ଅଟନ୍ତି। ଗତବର୍ଷ ପ୍ରାୟ ୧୯୭ କୋଟି (୨୬ ମିଲିୟନ…

ବେବି ବମ୍ପ ସହତ ଫଟୋ ଶେୟାର କଲେ ଅପାରଶକ୍ତି ଖୁରାନା: କାହିଁକି ଲକ୍‌ଡାଉନ୍‌ରେ ବେବି ପ୍ଲାନ କଲେ ଜାଣନ୍ତୁ

ଦୀର୍ଘ ଦିନ ପରେ ଖୁରାନା ପରିବାର ପୁଣି ଥରେ ଖୁସିର ଲହରୀ ଦେଖିବାକୁ ମିଳିଛି। ଅଭିନେତା ଆୟୁଷ୍ମାନ ଖୁରାନା ବଡ଼ବାପା ହେବାକୁ ଯାଉଛନ୍ତି। ବାପା ହେବା ଖୁସିରେ ତାଙ୍କ ସାନଭାଇ ଅପାରଶକ୍ତି ଖୁରାନା ସ୍ତ୍ରୀ ଆକ୍ରିତୀ ଆହୁଜାଙ୍କ ବେବି ବମ୍ପ ସହିତ…

ନକଲି ଡାକ୍ତରଙ୍କ ଚିକିତ୍ସାରେ ୨ ମୃତ୍ୟୁ ଅଭିଯୋଗ

ମହାକାଳପଡ଼ା,୪।୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଉପକୂଳ ଅଞ୍ଚଳରେ ନକଲି ଡାକ୍ତରଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଛି। ସୁନୀତି ପଞ୍ଚାୟତ ଓ କେବୀ ଦାଣ୍ଡୁଆ ପଞ୍ଚାୟତ ସୀମା ମିଲନ ମୋଡ଼ ବଜାରରେ ବେଆଇନ କ୍ଲିନିକ୍‌ ଖୋଲାଯାଇଛି। ସେହି କ୍ଲିନିକ୍‌ରେ ସ୍ଥାନୀୟ ପଙ୍କପାଳ…

ପାରାଦୀପରୁ ଆସୁଛି ଅପମିଶ୍ରିତ ଏଫ୍‌ଓ

ଯାଜପୁର ଅଫିସ,୪ା୬:ପାରାଦୀପ ବନ୍ଦରରୁ ଯାଜପୁର ଜିଲା ଦେଇ ଯାଇଥିବା ୫୩ ନଂ.ଜାତୀୟ ରାଜପଥ କଳାବଜାର କାରବାରର ପେଣ୍ଠସ୍ଥଳୀ ପାଲଟିଛି। ପାରାଦୀପ ବନ୍ଦର ଠାରୁ ୫ କିମି ପରିଧି ମଧ୍ୟରେ ଥିବା ପାରାଦୀପ ଥାନା ଅନ୍ତର୍ଗତ ପିପିଏଲ ସାରରୋଡ, ବାଉରିଆ ପାଳନ୍ଦା, ବାଲିଝରା…

ଜେଲ୍‌ରୁ ମହାନ୍‌ କ୍ରିକେଟର୍‌: ଦଳକୁ କରିଥିଲେ ବିଶ୍ୱ ଚାମ୍ପିଅନ୍‌

ଇଂଲଣ୍ଡ ମହାନ ଖେଳାଳି ବେନ ଷ୍ଟୋକ୍ସ ଆଜି ୩୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏବେ ସେ ଦୁନିଆର ସର୍ବୋତ୍ତମ ଅଲରାଉଣ୍ଡରମାନଙ୍କ ମଧ୍ୟରୁ ଜଣେ। ୨୦୧୧ରେ ଇଂଲଣ୍ଡ ପାଇଁ ଡେବ୍ୟୁ କରିଥିବା ଷ୍ଟୋକ୍ସ ପ୍ରଥମ ଦୁଇ ବର୍ଷରେ ଅଧିକ କିଛି କରିପାରି ନଥିଲେ।…

ସ୍କୁଲ୍‌ ଫି’ ଛାଡ଼ ପ୍ରସଙ୍ଗ: ସୁପ୍ରିମକୋର୍ଟଙ୍କ ରାୟ ମାନିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୪ା୬(ବ୍ୟୁରୋ): କରୋନା କାଳରେ ଘରୋଇ ସ୍କୁଲର ଛାତ୍ରୀଛାତ୍ରଙ୍କ ଫି’ ଛାଡ଼କୁ ନେଇ ସୁପ୍ରିମ୍‌କୋର୍ଟଙ୍କ ରାୟକୁ ଆଧାର କରି ରାଜ୍ୟ ସରକାର ଗୁରୁବାର ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଯେଉଁ ସ୍କୁଲଗୁଡ଼ିକ ରାଜ୍ୟ ସରକାରଙ୍କ ଦ୍ୱାରା ହୋଇଥିବା ଏମ୍‌ଓୟୁରେ ସ୍ବାକ୍ଷର କରିଥିବେ ସେମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?