Home Left

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ

ଖୋର୍ଦ୍ଧା ଅଫିସ,୨୬।୧: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ୭୨ ତମ ସାଧାରଣତନ୍ତ୍ର ଦିବସ ବିଜେବି ହାଇସ୍କୁଲ ପଡ଼ିିଆରେପାଳିତ ହୋଇଯାଇଛି। ଏହି ଅବସରରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଅନିଲ କୁମାର ସାମଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ…

କୋହଲିଙ୍କ ବ୍ୟତୀତ ସଚିନଙ୍କ ରେକର୍ଡ ଭାଙ୍ଗିପାରିବେ ଏହି ଖେଳାଳି

ଲଣ୍ଡନ,୨୬ା୧- କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାର ଦକ୍ଷତା ଇଂଲଣ୍ଡର ଷ୍ଟାର ଖେଳାଳି ଜୋ ରୁଟ୍‌ଙ୍କ ନିକଟରେ ରହିଛି। ଏଭଳି କହି ଇଂଲଣ୍ଡ ଟେଷ୍ଟ ଦଳର ଅଧିନାୟକ ରୁଟ୍‌ଙ୍କୁ ପ୍ରଶଂସାରେ ପୋତି ପକାଇଛନ୍ତି ପ୍ରାକ୍ତନ ଖେଳାଳି ଜିଓଫ୍ରେ ବୟକଟ।…

ସୋରଡାର ବିଭିନ୍ନ ସ୍ଥାନରେ ଜାତୀୟ ପତାକା ଉତ୍ତୋଳନ

ସୋରଡ଼ା,୨୬।୧: ସୋରଡ଼ାର ବିଭିନ୍ନ ସ୍ଥାନରେ ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଶଶିଭୂଷଣ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ ତହସିଲଦାର ରବୀନ୍ଦ୍ର କୁମାର ମିଶ୍ର ପତାକା ଉତ୍ତୋଳନ କରିଥିଲେ। ଥାନା ପରିସରରେ ଆଇଆଇସି ରମେଶ କୁମାର ପ୍ରଧାନ, ବିବେକାନନ୍ଦ ପରିଷଦରେ ସଭାପତି…

ଜଙ୍ଗଲ ରାସ୍ତାରୁ ନାବାଳକ ଉଦ୍ଧାର

ପରଜଙ୍ଗ,୨୬।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ପୋଲିସ ସୋମବାର ସାରେ ଜଣେ ନାବାଳକଙ୍କୁ ଗଡ଼ପଳାଶୁଣୀ ନିକଟ କରଡାଖମଣ ଗ୍ରାମ ନିକଟ ଜଙ୍ଗଲ ରାସ୍ତାରୁ ଉଦ୍ଧାର କରିଛି। ସାରେ ପୋଲିସ ପାଟ୍ରୋଲିଂ କରୁଥିବା ସମୟରେ ଏହି ନାବାଳକଙ୍କୁ ଉଦ୍ଧାର କରାଯାଇଥିଲା।…

ଶେଷ ହେଲା ଅଙ୍କିତାଙ୍କ ମେହେନ୍ଦି ସେରିମନି!

ମୁମ୍ବାଇ: ଟେଲିଭିଜନ ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ କିଛିଦିନ ହେବ ରହୁଛନ୍ତି ଚର୍ଚ୍ଚାରେ ପ୍ରଫେସନାଲଠାରୁ ପର୍ସନାଲ ଲାଇଫ୍ ପର୍ଯ୍ୟନ୍ତ କୌଣସି ନା କୌଣସି କାରଣ ପାଇଁ ସେ ଆସୁଛନ୍ତି ଚର୍ଚ୍ଚାକୁ । ବିଶେଷ କରି ବଳିଉଡ୍ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବ…

କୃଷି ଆଇନ ନ ହଟିବା ପଛରେ ଅଦୃଶ୍ୟ ଶକ୍ତି: ସଞ୍ଜୟ ରାଉତ

ନୂଆଦିଲ୍ଲୀ, ୨୬/୧: କୃଷି ଆଇନକୁ ବିରୋଧ କରି ଅନ୍ନଦାତାଙ୍କ ପକ୍ଷରୁ ଦିଲ୍ଲୀରେ ଟ୍ରାକ୍ଟର ରାଲି ସମୟରେ ସ୍ଥିତି ଅଣାୟତ ହୋଇଛି। ଆନ୍ଦୋଳନକାରୀ ଲାଲ୍‌ କିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଘଟଣାକୁ ଶିବସେନା ପକ୍ଷରୁ କଡ଼ା ନିନ୍ଦା କରାଯାଇଛି। ଶିବସେନା…

ଡାବୁଗାଁରେ ଉଡ଼ିଲା ତ୍ରିରଙ୍ଗା

ଡାବୁଗାଁ,୨୬ା୧: ନବରଙ୍ଗପୁର ଜିଲା ଡାବୁଗାଁରେ ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ବିଭିନ୍ନ ସ୍କୁଲ, ବ୍ଲକ୍‌ କାର୍ଯ୍ୟାଳୟ, ତହସିଲ କାର୍ଯ୍ୟାଳୟ, ଥାନା, ପୋଷ୍ଟ ଅଫିସ, ମହିଳା ଓ ଶିଶୁ ବିକାଶ କାର୍ଯ୍ୟାଳୟ, ସାମ୍ବାଦିକ ସଂଘ କାର୍ଯ୍ୟାଳୟ ସମେତ ବିଭିନ୍ନ ସରକାରୀ ଓ…

ନିଜଠାରୁୁ ୧୪ ବର୍ଷ ସାନ ଖଳନାୟକଙ୍କୁ ଡେଟ କରୁଛନ୍ତି ମୁଗ୍ଧା

ମୁମ୍ବାଇ: ବଲିଉଡ୍‌ର କିଛି ଫିଲ୍ମରେ ନଜର ଆସିଥିବା ମୁଗ୍ଧା ଗଡସେ ବେଶ କିଛିଦିନ ହେବ ନିଜ କ୍ୟାରିୟରକୁ ନେଇ ଅଛନ୍ତି ଚର୍ଚ୍ଚାରେ । ସେ ତାଙ୍କଠାରୁ ପାଖାପାଖି ୧୪ ବର୍ଷ ବଡ ଅଭିନେତା ରାହୁଲ ଦେବଙ୍କୁ ଡେଟ କରୁଥିବା ଆଲୋଚନା ହୁଏ…

ସାଧାରଣତନ୍ତ୍ର ଦିବସରେ ପତାକାକୁ ଅସମ୍ମାନ, ଓଲଟା ଉଡ଼ିଲା ତ୍ରିରଙ୍ଗା

ଦିଗପହଣ୍ଡି,୨୬।୧: ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ସ୍ଥାନୀୟ ଗାନ୍ଧୀ ଛକଠାରେ ସାଧାରଣତନ୍ତ୍ର ଦିବସ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏନ୍‌ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆ ପତାକା ଉତ୍ତୋଳନ କରିଥିଲେ। ହେଲେ ପତାକା ଓଲଟା ଉଡିଥିଲା। ଏନେଇ ଉପସ୍ଥିତ ବୁଦ୍ଧିଜୀବୀ ଅସନ୍ତୋଷ…

ବାଡ଼ ଡେଇଁବେ ରାଜକୁମାର ସିଂ !

ପାଟନା, ୨୬/୧: ଏଲ୍‌ଜେପି ମୁଖ୍ୟ ଚିରାଗ ପାସୱାନଙ୍କ ଚିନ୍ତା ବଢ଼ିବାରେ ଲାଗିଛି । ଏହାର ମୁଖ୍ୟ କାରଣ ପାଲଟିଛନ୍ତି ଏଲଜେପିର ଏକ ମାତ୍ର ବିଧାୟକ ରାଜକୁମାର ସିଂ। ରାଜକୁମାର ଏଲ୍‌ଜେପି ବାଡ଼ ଡେଇଁବା ପାଇଁ ଯୋଜନା କରିଥିବା ରାଜନୈତିକ ମହଲରେ ଚର୍ଚ୍ଚା…

ଗଣତନ୍ତ୍ର ଦିବସ ପରେଡରେ ବାଂଲାଦେଶ ସୈନ୍ୟ ବାହିନୀ

ନୂଆଦିଲ୍ଲୀ, ୨୬।୧: ଭାରତର ୭୨ତମ ଗଣତନ୍ତ୍ର ଦିବସ ପରେଡରେ ପ୍ରଥମ ଥର ପାଇଁ ବାଂଲାଦେଶ ସୈନ୍ୟ ବାହିନୀ ସାମିଲ ହୋଇଛନ୍ତି। ବାଂଲାଦେଶର ୧୨୨ ଜଣିଆ ସୈନ୍ୟ ବାହିନୀ ରାଜରାସ୍ତାରେ କଦମ କଦମ ବଢ଼ାଇ ଯା… ଧୁନ୍‌ରେ ପରେଡ କରିଛନ୍ତି। ଭାରତ ଏବଂ…

ଏସ୍‌ଟିଏଫ୍‌ ପଞ୍ଝାରେ ଧଳା ଜହର: ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନ୍‌ସୁଗାର ଜବତ

ଭୁବନେଶ୍ବର, ୨୬।୧(ବ୍ୟୁରୋ): ଭଦ୍ରକ -ଚାନ୍ଦବାଲି ରାସ୍ତାରୁ ସୋମବାର ସକାଳେ ଜଣେ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଏସ୍‌ଟିଏଫ୍‌ ଟିମ୍‌ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କଠାରୁ ୧ କେଜି ୧୪୦ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଜବତ ବ୍ରାଉନସୁଗାରର ମୂଲ୍ୟ ୧ କୋଟି ୧୪ ଲକ୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri