Home Left

ସିଏଏକୁ ନେଇ ଆସାମରେ ଶାହାଙ୍କୁ କଳା ପତାକା ପ୍ରଦର୍ଶନ

ଗୁଆହାଟି, ୨୫।୧: ନାଗରିକତ୍ୱ ସଂଶୋଧନ ଅଧିନିୟମ (ସିଏଏ)କୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅସାମ ଗସ୍ତ ସମୟରେ କଳା ପତାକା ପ୍ରଦର୍ଶନ ସହିତ ମଶାଲ ଶୋଭାଯାତ୍ରା କରାଯାଇଛି। ଅଲ୍‌ ଆସାମ ଷ୍ଟୁଡେଣ୍ଟସ୍‌ ୟୁନିଅନ ଏବଂ କୃଷକ ମୁକ୍ତି ସଂଗ୍ରାମ ସମିତି…

ପୁଅର ବ୍ୟାଟ୍‌ କିଣିବା ପାଇଁ କରଜ କରିଥିଲେ ମା’, ପୁଅ ଆଜି ଭାରତୀୟ କ୍ରିକେଟ୍‌ ଦଳର ସାଜିଛନ୍ତି ‘ପାଚେରି’

ଭାରତୀୟ କ୍ରିକେଟ ଦଳର ପାଚେରି କୁହାଯାଉଥିବା ଚେତେଶ୍ୱର ପୂଜାରା ଆଜି ୩୧ତମ ଜନ୍ମଦିନ ପାଳନ କରୁଛନ୍ତି। ୧୯୮୮ରେ ଜାନୁୟାରୀ ୨୫ ରାଜକୋଟରେ ଜନ୍ମ ହୋଇଥିବା ପୂଜାରା ନିକଟରେ ଅଷ୍ଟ୍ରେଲିଆରେ ଟିମ ଇଣ୍ଡିଆର ଐତିହାସିକ ବିଜୟରେ ପୂଜାରା ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ…

ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ଜମ୍ମୁ-କଶ୍ମୀରରେ ପାଟ୍ରୋଲିଂ-ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଶ୍ରୀନଗର,୨୫।୧: ଜାନୁୟାରୀ ୨୬ରେ ଜମ୍ମୁ-କଶ୍ମୀରରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ନେଇ ଗୋଇନ୍ଦା ବିଭାଗ ପକ୍ଷରୁ ଗୁପ୍ତ ସୂଚନା ମିଳିବା ପରେ ନିୟନ୍ତ୍ରଣ ରେଖା ନିକଟବର୍ତ୍ତୀ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସେହିପରି ସନ୍ଦିଗ୍ଧ ଅଞ୍ଚଳରେ ବିଏସ୍‌ଏଫ୍‌ ଏବଂ…

ଫ୍ଲୋରୋସିସ୍‌ ରୋଗ ଯୋଗୁ ଅକାଳ ବାର୍ଦ୍ଧକ୍ୟ

ନୟାଗଡ଼ ଅଫିସ,୨୫।୧: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ଭୋଗବାଡି ପଞ୍ଚାୟତ ପୁଟୁବାରୀ ଗାଁର ଦଳିତ ଲୋକେ ବିକଳ୍ପ ନ ଥିବାରୁ ଫ୍ଲୋରାଇଡ୍‌ ଯୁକ୍ତ ପାଣି ପିଇ ଦନ୍ତ ଓ ଅସ୍ଥି ଫ୍ଲୋରୋସିସ୍‌ ରୋଗରେ ଆକ୍ରାନ୍ତ ହେଉଛନ୍ତି। ଫ୍ଲୋରୋସିସ ରୋଗ ଯୋଗୁ ଅକାଳ…

୩ ଆଇଏଏସ୍‌ ଅଫିସରଙ୍କୁ କେନ୍ଦ୍ରରେ ନୂଆ ଦାୟିତ୍ୱ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ୨ ଓଡ଼ିଶା କ୍ୟାଡର ଏବଂ ଜଣେ ଗୁଜରାଟ କ୍ୟାଡର ଆଇଏଏସ୍‌ ଅଫିସରଙ୍କୁ କେନ୍ଦ୍ରରେ ନୂଆ ଦାୟିତ୍ୱ ମିଳିଛି। ପୂର୍ବରୁ ଓଡ଼ିଶାର ବିଭିନ୍ନ ବିଭାଗରେ ସଚିବଭାବେ ଦାୟିତ୍ୱ ତୁଲାଉଥିବା ଉକ୍ତ ୩ ଅଧିକାରୀ ଏବେ କେନ୍ଦ୍ରୀୟ ଡେପୁଟେଶନରେ ରହିଛନ୍ତି। ଏହି ସମସ୍ତ…

ଭୁବନେଶ୍ୱରରୁ ପୁଣେ ସିଧାସଳଖ ଉଡ଼ିଲା ବିମାନ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ଭୁବନେଶ୍ୱରରୁ ପୁଣେକୁ ସିଧାସଳଖ ବିମାନ ସେବା ଆରମ୍ଭ ହୋଇଛି। ରବିବାର ଯୋଜନା ଓ ସଂଯୋଜନ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରଠାରେ ଏହାର ଶୁଭାରମ୍ଭ କରିଛନ୍ତି। ଏୟାର ଏସିଆ ଏହି ସେବା…

ଦକ୍ଷିଣ ଚାଇନା ସାଗରରେ ଆମେରିକା ଯୁଦ୍ଧପୋତ

ଓ୍ବାଶିଂଟନ,୨୫।୧: ଆମେରିକାର ଜୋ ବାଇଡେନ୍‌ ସରକାରଙ୍କ ପକ୍ଷରୁ ଚାଇନାର ତାଇଓ୍ବାନ ନୀତିକୁ ବିରୋଧ କରାଯିବା ସହିତ ଚେତାବନୀ ଦିଆଯାଇଥିଲା। ତାଇଓ୍ବାନ ବିରୋଧରେ ଚାଇନା ପକ୍ଷରୁ କରାଯାଉଥିବା ସୈନ୍ୟ ବାହିନୀ କାର୍ଯ୍ୟ କଳାପ, ରାଜନୈତିକ ଏବଂ ଆର୍ଥିକ ଚାପ କମ୍‌ କରିବା ଲାଗି…

ମୋ ହୃଦୟ ଭାଙ୍ଗିଯାଇଥିଲା, କାହିଁକି ଏମିତି କହିଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୨୫।୧: ଅଷ୍ଟ୍ରେଲିଆ ବିପକ୍ଷ ବ୍ରିସବେନ ଟେଷ୍ଟର ଚତୁର୍ଥ ଇନିଂସରେ ଅପରାଜିତ ୮୯ ସ୍କୋର କରି ଉଇକେଟ କିପର ରିଷଭ ପନ୍ତ ଭାରତକୁ ଐତିହାସିକ ବିଜୟ ଦେଇଥିଲେ। ପନ୍ତଙ୍କ ଇନିଂସରେ ଭାରତ ବ୍ରିସବେନରେ ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆକୁ ପରାସ୍ତ କରି ବର୍ଡର-ଗାଭାସ୍କର…

ସାଧାରଣତନ୍ତ୍ର ଦିବସରେ କିଏ କେଉଁଠି ପତାକା ଉତ୍ତୋଳନ କରିବେ

ଭୁବନେଶ୍ୱର,୨୪ା୧(ବ୍ୟୁରୋ): ଚଳିତବର୍ଷ ଜାନୁୟାରୀ ୨୬ ସାଧାରଣତନ୍ତ୍ର ଦିବସ ଜିଲାସ୍ତରୀୟ ଉତ୍ସବରେ କେଉଁ ମନ୍ତ୍ରୀ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ତାଲିକା ପ୍ରକାଶ ପାଇଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କଟକ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ପୁରୀ,…

ତାଲିମ କେନ୍ଦ୍ରରେ ଯୌନ ଶୋଷଣ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ଭିନ୍ନକ୍ଷମ କମିଶନ

ଭୁବନେଶ୍ୱର,୨୫।୧(ବ୍ୟୁରେ): ରାଜଧାନୀର ଏକ ଭିନ୍ନକ୍ଷମ ତାଲିମ କେନ୍ଦ୍ରରେ ମହିଳା ଓ ଯୁବତୀଙ୍କୁ ଯୌନ ଶୋଷଣ କରାଯାଉଥିବା ନେଇ ଭିଡିଓ ଭାଇରାଲ ପରେ ନିଜ ଆଡୁ ମାମଲା ରୁଜୁ କରିଛନ୍ତି ଭିନ୍ନକ୍ଷମ କମିଶନ। ଏଥିସହ ଏହି ସମ୍ବେଦନଶୀଳ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ…

୩୨ ପିଲାଙ୍କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର

ନୂଆଦିଲ୍ଲୀ, ୨୫।୧(ପି.ଟି.): ଶିକ୍ଷା, କ୍ରୀଡା, କଳା, ସଂସ୍କୃତି, ସାମାଜିକ ସେବା ଓ ସାହସିକତା ଆଦି ବିଭିନ୍ନ କ୍ଷେତ୍ରରେ ଅସାଧାରଣ ଦକ୍ଷତା ପ୍ରଦର୍ଶନ କରିଥିବା ୩୨ ଜଣ ପିଲାଙ୍କୁ ଚଳିତ ବର୍ଷର ‘ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର’ ପ୍ରଦାନ କରାଯାଇଛି। ୨୧ ରାଜ୍ୟ…

ତେଲରେ ନିଆଁ

ଭୁବନେଶ୍ୱର, ୨୫।୧ (ବ୍ୟୁରୋ): ପେଟ୍ରୋଲ ଏବଂ ଡିଜେଲ ଦର କମିବା ଦେଖାଯାଉନାହିଁ। ଚଳିତ ସପ୍ତାହରେ ଇନ୍ଧନ ଦର ୪ଥର ବଢିଲାଣି। ସେହିଭଳି ଜାନୁୟାରୀରେ ତେଲ ଦର ୮ଥର ବୃଦ୍ଧି ପାଇବା ଅସହ୍ୟ ହେଲାଣି। ରାଷ୍ଟ୍ରାୟତ୍ତ ତୈଳ ବିପଣନ କମ୍ପାନୀଗୁଡ଼ିକ ଶନିବାର ଲଗାତର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri