ଏମ୍ସ ଉପନିର୍ଦ୍ଦେଶକ ନେଲେ ଟିକା
ନୂଆଦିଲ୍ଲୀ, ୨୫।୧: କରୋନା ଟିକା ନେବାକୁ ନେଇ ଏବେ ଲୋକଙ୍କ ମନରେ ଉତ୍ସାହଠାରୁ ଅଧିକ ଆଶଙ୍କା ଓ ଭୟ ଦେଖାଦେଉଛି। ଏହାକୁ ପ୍ରତିହତ କରିବା ପାଇଁ ସରକାରୀ ସ୍ତରରେ ସଚେତନତା ସୃଷ୍ଟି କରାଯାଉଛି। ପ୍ରଥମ ପର୍ଯ୍ୟାୟରେ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କୁ ଏହି…
ପରେଡ୍ରେ ସାମିଲ ହେବେ ବାଂଲାଦେଶ ସୈନ୍ୟ
ନୂଆଦିଲ୍ଲୀ, ୨୫।୧ : ସାଧାରଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀ ରାଜପଥରେ ହେବାକୁ ଥିବା ପରେଡ୍ରେ ଭାରତୀୟ ଯବାନଙ୍କ ସହ ପ୍ରଥମ ଥର ପାଇଁ ୧୨୨ ବାଂଲାଦେଶୀ ସୈନ୍ୟ ସାମିଲ ହେବେ। ସେମାନଙ୍କ ଦେଶକୁ ସ୍ବାଧୀନ କରାଇବାରେ ଭାରତୀୟ ସେନା ଯବାନମାନଙ୍କ ବଳିଦାନ…
ଶାସକ ଦଳରୁ ଓଲି ବିଦା
କାଠମାଣ୍ଡୁ, ୨୫ା୧: ନେପାଳ ରାଜନୀତି ସଙ୍କଟ ଦେଇ ଗତି କରୁଥିବାବେଳେ ଏବେ ପୁଣି ସୃଷ୍ଟି ହୋଇଛି ହଇଚଇ। କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀ କେ ପି ଶର୍ମା ଓଲିଙ୍କୁ ବାହାର ରାସ୍ତା ଦେଖାଇଛି ତାଙ୍କ ଦଳ ନେପାଳ କମ୍ୟୁନିଷ୍ଟ ପାର୍ଟି (ଏନ୍ସିପି)। ପାର୍ଟିରୁ ତାଙ୍କୁ…
ଟ୍ରାକ୍ଟର ରାଲିକୁ ପୋଲିସ ଅନୁମତି
ନୂଆଦିଲ୍ଲୀ, ୨୫।୧(ପି.ଟି.): ସାଧାରଣତନ୍ତ୍ର ଦିବସରେ ଆନ୍ଦୋଳନରତ ଚାଷୀମାନଙ୍କ ପ୍ରସ୍ତାବିତ ଟ୍ରାକ୍ଟର ରାଲିକୁ ଦିଲ୍ଲୀ ପୋଲିସ ଅନୁମତି ପ୍ରଦାନ କରିଛି। ରବିବାର ଏ ସମ୍ପର୍କରେ ପୋଲିସ ଏକ ସାମ୍ବାଦିକ ସମ୍ମିଳନୀରେ ସ୍ପଷ୍ଟ କରିଛି। ଜାନୁୟାରୀ ୨୬ରେ ଶାନ୍ତିପୂର୍ଣ୍ଣ ଭାବେ ରାଲି ବାହାର କରିବା…
ଦିନକ ପାଇଁ ମୁଖ୍ୟମନ୍ତ୍ରୀ
ଡେରାଡୁନ୍, ୨୫ା୧: ଦିନକ ପାଇଁ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପଦରେ ବସି ଚର୍ଚ୍ଚାକୁ ଆସିଛନ୍ତି ସୃଷ୍ଟି ଗୋସ୍ବାମୀ। ରବିବାର ଜାତୀୟ କନ୍ୟା ଦିବସ ଅବସରରେ ହରିଦ୍ୱାର ଜିଲା ଦୌଲତପୁର ଗ୍ରାମର ସୃଷ୍ଟି ମୁଖ୍ୟମନ୍ତ୍ରୀ ଆସନରେ ବସିବା ପରେ ତାଙ୍କୁ ମନ୍ତ୍ରିମଣ୍ଡଳ ପକ୍ଷରୁ ସ୍ବାଗତ…
ବୋହୂଙ୍କ ଫେସ୍ବୁକ ପୋଷ୍ଟରେ ଶାଶୁ ଦେଲେ ଏମିତି କମେଣ୍ଟ, ଭାଙ୍ଗିଗଲା ସମ୍ପର୍କ
ଜଣେ ମହିଳା ସୋସିଆଲ ମିଡିଆ ଜରିଆରେ ତାଙ୍କ ଶାଶୁ-ଶ୍ୱଶୁରଙ୍କ ଉପରେ ରାଗିଥିବା ଜଣାଇଛନ୍ତି। ସେ ଲେଖିଛନ୍ତି, ମୋ ଶାଶୁ-ଶ୍ୱଶରୁର ଏମିତିରେ ବହୁତ ଭଲ। ମାତ୍ର ସୋସିଆଲ ମିଡିଆରେ ସେମାନଙ୍କ ବ୍ୟବହାର ବହୁତ ଅଜବ। ଯାହା ତାଙ୍କୁ ଖରାପ ଲାଗିଛି। ମହିଳା ଜଣକ…
ମହାକାଶରୁ ପୃଥିବୀର ଫଟୋ
ନୂଆଦିଲ୍ଲୀ, ୨୫ା୧: ଇଣ୍ଟରନ୍ୟାଶନାଲ ସ୍ପେଶ ଷ୍ଟେଶନ(ଆଇଏସ୍ଏସ୍) ମହାକାଶରୁ ପୃଥିବୀର ବିରଳ ଫଟୋ ଜାରି କରିଛି। ସହରର ଆଲୋକ ଓ ଚମକୁଥିବା ତାରାଗୁଡ଼ିକ ମଧ୍ୟରେ ପୃଥିବୀର ଦୃଶ୍ୟ କେତେ ମନୋରମ ରହିଛି ତାହା ଏହି ଫଟୋରେ ଦେଖିବାକୁ ମିଳିଛି। ଷ୍ଟେଶନର କକ୍ଷପଥରେ ଇକ୍ୟୁଟେରର…
ଟିକସ ବଢ଼ାଇ ୨୦ ଲକ୍ଷ କୋଟି ଆୟ
ନୂଆଦିଲ୍ଲୀ, ୨୫।୧: ପେଟ୍ରୋଲ, ଡିଜେଲର କ୍ରମାଗତ ଦରବୃଦ୍ଧିକୁ ନେଇ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସରକାର ଟିକସ ସଂଗ୍ରହରେ ବ୍ୟସ୍ତ ଥିବାବେଳେ ଦେଶରେ ହୁ ହୁ ହୋଇ ଦରଦାମ୍ ବଢ଼ି ଚାଲିଥିବାରୁ ସେ…
ସଙ୍ଗକାରା ରାଜସ୍ଥାନ ରୟାଲ୍ସ କ୍ରିକେଟ ନିର୍ଦ୍ଦେଶକ
ନୂଆଦିଲ୍ଲୀ, ୨୫ା୧ (ପି.ଟି.)-ଶ୍ରୀଲଙ୍କାର ମହାନ୍ ବ୍ୟାଟ୍ସମ୍ୟାନ କୁମାର ସଙ୍ଗକାରା ରବିବାର ଆସନ୍ତା ସିଜନ୍ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ଫ୍ରାଞ୍ଚାଇଜ୍ ରାଜସ୍ଥାନ ରୟାଲ୍ସର କ୍ରିକେଟ ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଛନ୍ତି। ତାଙ୍କ ନିର୍ଦ୍ଦେଶ ଅନୁସାରେ କୋଚିଂ ଢାଞ୍ଚା, ନିଲାମ ଯୋଜନା,…
ସୁଯୋଗ ହାତଛଡ଼ା କଲା ଓଡ଼ିଶା
ଫାଟୋର୍ଡା, ୨୫ା୧: ଆରମ୍ଭରୁ ଅଗ୍ରଣୀ ସତ୍ତ୍ୱେ ଓଡ଼ିଶା ଏଫ୍ସି ସୁଯୋଗ ହାତଛଡ଼ା କରି ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ)ର ରବିବାର ଖେଳାଯାଇଥିବା ବେଙ୍ଗାଲୁରୁ ଏଫ୍ସି ବିପକ୍ଷ ମ୍ୟାଚ ୧-୧ଗୋଲ୍ରେ ରେ ଡ୍ର ରଖିଛି। ଫଳରେ ଉଭୟ ଦଳ ପଏଣ୍ଟ ବଣ୍ଟୁଆରା କରିଛନ୍ତି।…
ରାଜ୍ୟଗୁଡ଼ିକର ରାଜସ୍ବ କ୍ଷତି ୪ ଗୁଣ ବଢ଼ିବ
ନୂଆଦିଲ୍ଲୀ,୨୫ା୧: କୋଭିଡ୍-୧୯କୁ ନିୟନ୍ତ୍ରଣ କରିବା ଲାଗି ଜାରି ହୋଇଥିବା ଲକ୍ଡାଉନ କାରଣରୁ ଆର୍ଥତ୍କ କାର୍ଯ୍ୟକଳାପ ପ୍ରଭାବିତ ହୋଇଥିବା ବେଳେ ରାଜ୍ୟଗୁଡିକର ଟିକସ ସଂଗ୍ରହରେ ହ୍ରାସ ଘଟିଛି। ଏହାକୁ ଦେଖିଲେ ଚଳିତ ଆର୍ଥତ୍କ ବର୍ଷରେ ରାଜ୍ୟଗୁଡିକର ରାଜସ୍ବ ନିଅଣ୍ଟ ପ୍ରାୟ ୪ ଗୁଣକୁ…
ଯାନ ଦର ବଢ଼ାଇଲା ଟାଟା ମୋଟର୍ସ
ନୂଆଦିଲ୍ଲୀ,୨୫ା୧: ଟାଟା ମୋଟର୍ସ ପକ୍ଷରୁ ଯାତ୍ରୀବାହୀ ଯାନ ବର୍ଗରେ ଦର ବୃଦ୍ଧି ସମ୍ପର୍କରେ ଶୁକ୍ରବାର ଘୋଷଣା କରାଯାଇଛି। ଇନ୍ପୁଟ ଖର୍ଚ୍ଚ ଏବଂ ସେମି କଣ୍ଡକ୍ଟର ମୂଲ୍ୟ ବଢ଼ିବା ଯୋଗୁ କମ୍ପାନୀର ଯାନଗୁଡିକ ପ୍ରାୟ ୨୦ ହଜାର ଟଙ୍କା ପର୍ଯ୍ୟନ୍ତ ମୂଲ୍ୟ ବଢିବ…
Archives


