ଫେସ୍ବୁକ୍, ହ୍ବାଟ୍ସଆପ୍ ଛାଡି ନୂଆ ଆପ୍ ବ୍ୟବହାର କରୁଛନ୍ତି ଆତଙ୍କବାଦୀ
ଶ୍ରୀନଗର,୨୪।୧: ହ୍ବାଟସଆପ୍ ଏବଂ ଫେସ୍ବୁକ୍ ଭଳି ସୋସିଆଲ ମିଡିଆ ଆପ୍ ଦ୍ୱାରା ଗୋପନୀୟ ତଥ୍ୟ ଲିକ୍ ହେଉଥିବା ଜଣାପଡିବା ପରେ ଏବେ ବିଭିନ୍ନ ଆତଙ୍କବାଦୀ ସଂଗଠନ ସତର୍କ ହୋଇ ପଡିଛନ୍ତି। ବିଭିନ୍ନ ପାକିସ୍ତାନ ଆତଙ୍କବାଦୀ ସଂଗଠନ ଏବେ ନୂତନ ଆପ ଆଡକୁ…
ମୋଦିଙ୍କୁ ଉପହାର ଦେଇ ଚର୍ଚ୍ଚାରେ ଛାତ୍ର
ନୂଆଦିଲ୍ଲୀ,୨୪।୧: ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଦୁବାଇରେ ପଢୁଥିବା ଜଣେ ଭାରତୀୟ ଛାତ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ବିଶେଷ ପ୍ରତିକୃତି ତିଆରି କରିଛନ୍ତି। ବୈଦେଶିକ ବ୍ୟାପାର ମନ୍ତ୍ରୀ ଭି ମୁରଲୀଧରନ ସେହି ପ୍ରତିକୃତିକୁ ଟୁଇଟ କରି ସୂଚନା ଦେଇଛନ୍ତି। ଶରଣ ଶଶିକୁମାର…
ବିଶ୍ୱସ୍ତରର ହେବ ଭିତରକନିକା: କେନ୍ଦ୍ର ମନ୍ତ୍ରୀ ଦେଲେ ସଂକେତ
କେନ୍ଦ୍ରାପଡ଼ା ଅଫିସ/ରାଜନଗର/ପଟ୍ଟାମୁଣ୍ଡାଇ,୨୪ା୧: ରାଜ୍ୟ ସରକାର କେନ୍ଦ୍ରାପଡ଼ା ଜିଲାରେ ମେଡିକାଲ କଲେଜ ପାଇଁ ଭିତ୍ତିଭୂମି ଯୋଗାଇ ଦେଲେ କେନ୍ଦ୍ର ସରକାର ଅନୁଦାନ ଯୋଗାଇ ଦେବେ। କେନ୍ଦ୍ର ସରକାର ନଦୀଭିତ୍ତିକ ବନ୍ଦର ଓ ଉପକୂଳ ରାଜପଥକୁ ଗୁରୁତ୍ୱ ଦେଉଛନ୍ତି। ଏହାଦ୍ୱାରା ଶିଳ୍ପବିହୀନ ଜିଲାରୁ କେନ୍ଦ୍ରାପଡ଼ା…
କରୋନା ଟିକା ନେଇ ଆଶାକର୍ମୀଙ୍କ ମୃତ୍ୟୁ ଅଭିଯୋଗ
ହାଇଦ୍ରାବାଦ,୨୪।୧: ଆନ୍ଧ୍ରପ୍ରଦେଶର ଗୁଣ୍ଟୁର ଜିଲାର ଏକ ସରକାରୀ ଡାକ୍ତରଖାନାରେ ରବିାର ଜଣେ ଆଶା କର୍ମୀଙ୍କ ମୃତ୍ୟୁ ଘଟିଛି। କୋଭିଡ-୧୯ ଟୀକାକରଣ ପରେ ତାଙ୍କର ମୃତ୍ୟୁ ହୋଇଥିବା ତାଙ୍କ ସହକର୍ମୀମାନେ ଅଭିଯୋଗ କରିଛନ୍ତି। ଗୁଣ୍ଟୁର ଜିଲାପାଳ ସାମୁଏଲ ଆନନ୍ଦ କହିଛନ୍ତି ଯେ ଆଶା…
ଓଲିଙ୍କୁ ଝଟ୍କା: କମ୍ୟୁନିଷ୍ଟ ପାର୍ଟିରୁ ହେଲେ ବିଦା
କାଠମାଣ୍ଡୁ,୨୪।୧: ନେପାଳର ପ୍ରଧାନମନ୍ତ୍ରୀ କେ.ପି ଶର୍ମା ଓଲିଙ୍କୁ କମ୍ୟୁନିଷ୍ଟ ପାର୍ଟିରୁ ହଟାଇ ଦିଆଯାଇଛି। ଏହାସହ ତାଙ୍କର ସଦସ୍ୟତା ମଧ୍ୟ ରଦ୍ଦ କରାଯାଇଛି। ସ୍ପ୍ଲିଣ୍ଟର୍ ଗ୍ରୁପ ମୁଖପାତ୍ର ନାରାୟଣ କାଜୀ ଶ୍ରେଷ୍ଠଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାର୍ଟିରେ ଓଲିଙ୍କ ବିରୋଧରେ ବିଦ୍ରୋହର…
ସାଇକେଲରେ ବୁଲିଲେ ଉପଜିଲାପାଳ
ଟିଟିଲାଗଡ଼, ୨୪।୧: ସଡ଼କ ସରୁକ୍ଷା ସପ୍ତାହ ପାଳନ ଅବସରରେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଉପଜିଲାପାଳ ସୌମେଶ ଉପାଧ୍ୟାୟ ସାଇକେଲରେ ବୁଲି ସଚେତନ ବାର୍ତ୍ତା ପ୍ରଦାନ କରିଛନ୍ତି। ତାଙ୍କ ସହ ସ୍ଥାନୀୟ ଅଞ୍ଚଳ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ, ସାମାଜିକ ସଂଗଠନ କର୍ମକର୍ତ୍ତା, ପୋଲିସ,…
ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ନେବାକୁ ଯିବା ପୂର୍ବରୁ ନିଜ ଡ୍ରେସ୍ ଡିଜାଇନ୍ କରିଥିଲେ ଏହି ଅଭିନେତ୍ରୀ
ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ ସୋସିଆଲ ମିଡିଆରେ ସକ୍ରିୟ ହେବା ଦିନଠାରୁ ତାଙ୍କୁ ନିଜ ଇନଷ୍ଟାଗ୍ରାମରେ ଲଗାତାର ପୋଷ୍ଟ କରୁଥିବା ଦେଖିବାକୁ ମିଳୁଛି। ନିକଟରେ ଇନଷ୍ଟାଗ୍ରାମରେ ନିଜର ପୁରୁଣା ଫଟୋ ପୋଷ୍ଟ କରିଥିଲେ। ପ୍ରଥମ ଥର ପାଇଁ ସେ ଜାତୀୟ ପୁରସ୍କାର…
ମହାରାଷ୍ଟ୍ରରୁ ଦିଲ୍ଲୀ ଅଭିମୁଖେ କୃଷକଙ୍କ ପଦଯାତ୍ରା
ମୁମ୍ବାଇ,୨୪।୧: କୃଷି ଆଇନ ବିରୋଧରେ ଦିଲ୍ଲୀ ସୀମାରେ ଚାଷୀ ସଂଗଠନର ଆନ୍ଦୋଳନ ଜାରି ରହିଛି। ସାଧାରଣତନ୍ତ୍ର ଦିବସରେ କୃଷକମାନେ ଏକ ଟ୍ରାକ୍ଟର ପରେଡ କରିବା ନେଇ ସୂଚନା ଦେଇଛନ୍ତି। ତେବେ ମହାରାଷ୍ଟ୍ରର ନାସିକରୁ ମୁମ୍ବାଇ ଅଭିମୁଖେ କୃଷକମାନେ ପଦଯାତ୍ରା ଆରମ୍ଭ କରିଛନ୍ତି।…
ଟ୍ରାକ୍ଟର ରାଲିକୁ ସର୍ତ୍ତମୂଳକ ମଞ୍ଜୁରୀ
ନୂଆଦିଲ୍ଲୀ,୨୪।୧: ଦିଲ୍ଳୀ-ଏନ୍ସିଆର୍ରେ ଚାଲିଥିବା କୃଷକ ଆନ୍ଦୋଳନ ଦୁଇ ମାସ ପୂରଣ ହେବାକୁ ଯାଉଛି। ଏହି ଅବସରରେ ଆଗାମୀ ଜାନୁଆରୀ ୨୬ ସାଧାରଣତନ୍ତ୍ର ଦିବସ ପରେଡ୍ରେ ଦିଲ୍ଲୀର ରିଙ୍ଗ୍ ରୋଡ୍ରେ କୃଷକମାନେ ବିଶାଳ ଟ୍ରାକ୍ଟର ରାଲି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ରାଲିକୁ…
୯ ଜିଲାକୁ ଘନ କୁହୁଡ଼ି ୱାର୍ଣ୍ଣିଂ
ଭୁବନେଶ୍ୱର,୨୪।୧(ବ୍ୟୁରୋ): ରାଜ୍ୟରେ ଘନକୁହୁଡ଼ି ଲାଗି ଏସ୍ଆରସିଙ୍କ ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛିି। ରବିବାର ରାତିରୁ ସୋମବାର ସକାଳ ପର୍ଯ୍ୟନ୍ତ ୯ଟି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲାଗୁଡ଼ିକ ମଧ୍ୟରେ ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼ ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ଼…
ଦ୍ୱିତୀୟ ବିବାହ କଲେ‘ପବିତ୍ର ରିସ୍ତା’ର ଏହି ଅଭିନେତା
ଗୋଟିଏ ପଟେ ବଲିଉଡ ଅଭିନେତା ବରୁଣ ଧୱନ ମୁମ୍ବାଇର ଆଲିବାଗଙ୍କ ଦି ମେନ୍ଶନ ହାଉସ ରିସର୍ଟରେ ତାଙ୍କ ଗର୍ଲଫ୍ରେଣ୍ଡ ନତାଶା ଦଲାଲଙ୍କ ବିବାହ କରିବାକୁ ନେଇ ଚର୍ଚ୍ଚାରେ ଥିବା ବେଳେ ଆଉ ଜଣେ ଅଭିନେତା ଦ୍ୱିତୀୟ ବିବାହ କରି ସମସ୍ତଙ୍କୁ ଚମକାଇ…
ହାଣ୍ଡିଖାଲ ଜଙ୍ଗଲରେ ଯବାନଙ୍କ ସର୍ଚ୍ଚ ଅପରେଶନ: ମାଓବାଦୀ କ୍ୟାମ୍ପ ଠାବ
ଚିତ୍ରକୋଣ୍ଡା,୨୪।୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ସ୍ବାଭିମାନ ଅଞ୍ଚଳ ଅନ୍ତର୍ଗତ ପଣସପୁଟ ପଞ୍ଚାୟତ ଗୋରାସେତୁ ନିକଟ ହାଣ୍ଡିଖାଲ ଜଙ୍ଗଲରେ ରବିବାର ବିଏସ୍ଏଫ ଯବାନ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲେ। ସେତିକିବେଳେ ଯବାନମାନେ ଏକ ମାଓବାଦୀ କ୍ୟାମ୍ପ ଠାବ କରିଛନ୍ତି। ସେଠାରୁ ମାଓବାଦୀମାନେ…
Archives


