Home Left

ପ୍ରେମିକାଙ୍କୁ ଭେଟିବାକୁ ଆସି ଧରାପଡ଼ିଲେ ଯୁବକ, ଭୟରେ ସୀମାରେଖା ଡେଇଁ ପଳାଇଲେ ପାକିସ୍ତାନ; ଏବେ..

ବାର୍‌ମେର,୨୪।୧: କିଛି ଦିନ ଅନ୍ତରରେ ପ୍ରେମିକାଙ୍କୁ ଲୁଚିଛପି ଭେଟୁଥିଲେ ପ୍ରେମିକ। ଦିନେ ତାଙ୍କୁ ଭେଟିବା ପାଇଁ ଘର ପର୍ଯ୍ୟନ୍ତ ମଧ୍ୟ ଚାଲିଗଲେ। ହେଲେ ପ୍ରେମିକାଙ୍କ ଘରଲୋକ ତାଙ୍କୁ ଧରି ପକାଇଥିଲେ। ଏହାପରେ ଯାହା ହେଲା ଶୁଣିଲେ ଆଶ୍ଚର୍ଯ୍ୟ ହୋଇଯିବେ। କାରଣ ଯେକୌଣସି…

ଐତିହାସିକ ବିଜୟ ପରେ ବିରାଟ କୋହଲିଙ୍କ ବିଷୟରେ ମୁହଁ ଖୋଲିଲେ ରାହାନେ

ଭାରତୀୟ କ୍ରିକେଟ୍‌ ଦଳର କାମଚଳା ଅଧିନାୟକ ଅଜିଙ୍କେ ରାହାନେଙ୍କ ନେତୃତ୍ୱରେ ଭାରତ ଅଷ୍ଟ୍ରେଲିଆରେ ଐତିହାସିକ ଟେଷ୍ଟ ସିରିଜ୍‌ ବିଜୟ ହାସଲ କରିଥିଲା। ଏହାପରେ ରାହାନେଙ୍କ ନେତୃତ୍ୱକୁ ନେଇ ଚାଲିଆଡେ ପ୍ରଶଂସା କରାଯାଉଛି। ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଅଷ୍ଟ୍ରେଲିଆ ବିପକ୍ଷ…

ଭାରତରେ ଚମକିବେ ଇଂଲଣ୍ଡର ଏହି ସ୍ପିନର, ବଲ୍‌କୁ ଖେଳି ପାରିବେନି ଭାରତୀୟ ଖେଳାଳି :ସ୍ବାନ୍‌

ଲଣ୍ଡନ,୨୪।୧: ଫେବୃୟାରୀ ୫ରୁ ଆରମ୍ଭ ହେବାକୁ ଯାଉଛି ଭାରତ-ଇଂଲଣ୍ଡ ମଧ୍ୟରେ ଟେଷ୍ଟ ସିରିଜ୍‌। ଏହାପୂର୍ବରୁ ଇଂଲଣ୍ଡର ପୂର୍ବ ଅଫ୍‌ ସ୍ପିନର ଗ୍ରିମ୍‌ ସ୍ବାନ ଦଳର ଜ୍ୟାକ୍‌ ଲିଚ୍‌ ଭଲ ପ୍ରଦର୍ଶନ କରିବେ ବୋଲି କହିଛନ୍ତି। ସ୍ପିନରମାନଙ୍କୁ ପ୍ରସ୍ତୁତ ରହିବାକୁ ହେବ। ତେବେ…

ପବନରେ ଦେଖାଇଲେ ଆଖି ଲାଖିଯିବା ପରି ଷ୍ଟଣ୍ଟ୍‌, ଭିଡିଓ ଦେଖିଲେ ନିଶ୍ଚିତ କରିବେ ପ୍ରଶଂସା

ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଜଣେ କୁନି ପିଲାଟି ଆଖି ଲାଖିଯିବା ପରି ଷ୍ଟଣ୍ଟ କରିଛି। ପିଲାଟିର ଷ୍ଟଣ୍ଟ ଦେଖି ପାଖରେ ଥିବା ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଭିଡିଓଟିକୁ ଜଣେ ଟୁଇଟର ବ୍ୟବହାରକାରୀ ରୁକ୍ମଣୀ କୁମାରୀ…

ଦ୍ରାଭିଡଙ୍କ ଏହି ଟିପ୍ସ ମାନିଲେ ଭାରତ ଗସ୍ତରେ ସଫଳ ହେବ ଇଂଲଣ୍ଡ

ଇଂଲଣ୍ଡର ପୂର୍ବତନ କେଭିନ ପିଟରସନ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ରହୁଛନ୍ତି। ଆଗାମୀ ଭାରତ ଏବଂ ଇଂଲଣ୍ଡ ସିରିଜ୍‌ ଉପରେ ମନ୍ତବ୍ୟ ଦେଇ ସେ କହିଛନ୍ତି ଇଂଲଣ୍ଡ ଖେଳାଳିମାନେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ରାହୁଲ ଦ୍ରାଭିଡଙ୍କ ଟିପ୍ସ ମାନିରେ…

ପିଇବା ପାଣି ବିଷ: ଲକ୍ଷ୍ମୀବିହାରରେ ଚାଲିଛି ଚଢ଼ାଉ

ବ୍ରହ୍ମପୁର ଅଫିସ ,୨୪।୧: ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ ବଢ଼ିଚାଲିଛି ନକଲି କାରବାର। ଭେଜାଲ ମସଲା ଗୁଣ୍ଡ, ଚା’ଗୁଣ୍ଡ ପରେ ଏବେ ଭେଜାଲ ପାଣି କାରଖାନା ଉପରେ ବଡବଜାର ପୋଲିସ ଚଢ଼ାଉ କରିଛି । ଲକ୍ଷ୍ମୀନଗର ଅଞ୍ଚଳରେ ଘରଭଡା ନେଇ ଲଷ୍ମୀ…

୨୨ ବର୍ଷ ଧରି ଚେନ୍ନାଇରେ ହାରିନାହିଁ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୧: ଭାରତୀୟ ଟିମ୍‌ ଅଷ୍ଟ୍ରେଲିଆ ଗସ୍ତରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ପ୍ରଶଂସକଙ୍କ ହୃଦୟ ଜିତିଛି। ଏପରିସ୍ଥଳେ ଇଂଲଣ୍ଡ ବିପକ୍ଷରେ ହେବାକୁ ଥିବା ଘରୋଇ ସିରିଜ ଉପରେ ସମସ୍ତଙ୍କ ନଜର ରହିଛି। ଫେବୃୟାରୀ ୫ରୁ ଚେନ୍ନାଇରେ ଟେଷ୍ଟ ସିରିଜର ପ୍ରଥମ ମୁକାବିଲା ଖେଳାଯିବ।…

ବିନା ହେଲ୍‌ମେଟ୍‌ରେ ଯିବାକୁ ବସିଥିଲେ, ଟ୍ରାଫିକ୍‌ ପୋଲିସ ନୁହେଁ ହାତୀ ଦେଲା ପାନେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ…

୯୭ ରନ୍‌ର ପାଳି ଖେଳିବା ପୂର୍ବରୁ ୨ ଇଞ୍ଜେକ୍ସନ ନେଇଥିଲେ ଏହି ଭାରତୀୟ କ୍ରିକେଟର, କହିଲେ ଏଭଳି..

ନୂଆଦିଲ୍ଲୀ,୨୪।୧: ଅଷ୍ଟ୍ରେଲିଆ ବିପକ୍ଷ ସିରିଜ୍‌ରେ ଭାରତର ବିଜୟରେ ପ୍ରମୁଖ ଭୂମିକା ତୁଲାଇଥିଲେ ଯୁବ ଉଇକେଟକିପର ତଥା ବ୍ୟାଟ୍ସମ୍ୟାନ୍‌ ରିଷଭ ପନ୍ତ। ଗାବା ଟେଷ୍ଟରେ ପନ୍ତ ୮୯ ଅପରାଜିତ ରନ୍‌ କରିଥିଲେ। ଏହାପୂର୍ବରୁ ସିଡନୀରେ ଖେଳାଯାଇଥିବା ତୃତୀୟ ଟେଷ୍ଟରେ ସେ ୯୭ ରନ୍‌ର…

କ୍ରିକେଟର୍‌ରୁ ସନ୍ୟାସ ନ ନେଇ ଅମ୍ପାୟାର୍‌ ହୋଇଗଲେ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌

ଖ୍ରୀଷ୍ଟଚର୍ଚ୍ଚ,୨୪।୧: ଖ୍ରୀଷ୍ଟଚର୍ଚ୍ଚର ହେଗେଲ ଓଭାଲରେ ଟିମ କ୍ରିକେଟ ଏବଂ ଟିମ ରଗବୀ ମଧ୍ୟରେ ଏକ ରୋମାଞ୍ଚକର କ୍ରିକେଟ ମ୍ୟାଚ ଖେଳାଯାଇଥିଲା। ଟିମ କ୍ରିକେଟ ଷ୍ଟିଫେନ ଫ୍ଲେମିଂଙ୍କ ନେତୃତ୍ୱରେ ଟିମ ରଗବୀ ସାର୍‌ ଗ୍ରାହାମ ହେନେରୀଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା। ଉଭୟଙ୍କ ମଧ୍ୟରେ…

ବଲ୍‌ ବଦଳରେ ନେଟ୍‌ରେ ଝୁଲି ରହିଲେ ଖେଳାଳି, ଆଉ ତା’ ପରେ…

ଯେକୌଣସି ଖେଳ ସମୟରେ ଖେଳାଳିଙ୍କ ମଧ୍ୟରେ ଉତ୍ସାହ ବଢ଼ିବା ସ୍ବାଭାବିକ କଥା। ମାତ୍ର ଜଣେ ଖେଳାଳିଙ୍କ ଉତ୍ସାହ ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏକ ବାସ୍କେଟ ବଲ୍‌ ମ୍ୟାଚ ଚାଲିଥିବା ସମୟରେ ଅଧିକ ଉତ୍ସାହିତ ହୋଇପଡ଼ିଥିବା ଖେଳାଳି ଜଣକ ବଲ ବଦଳରେ…

ପଦାରେ ପଡୁଛି ଚାଇନାର ଚାଲାକି

ନୂଆଦିଲ୍ଲୀ,୨୪ ।୧: ଚାଇନା ତା’ର ଚତୁରତା ପାଇଁ ସାରା ବିଶ୍ୱରେ ବେଶ୍ ପରିଚିତ । ଗୋଟିଏ ପଟେ ଭାରତର ସହୃଦୟ ଦେଖି ଚାଇନା ନିଜ ପଡୋଶୀ ଦେଶ ବାଂଲାଦେଶକୁ ମାଗଣାରେ ଲକ୍ଷ ଲକ୍ଷ ଡୋଜ କରୋନା ଟିକା ପଠାଇଥିବା ଜଣାପଡିଛି ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri