ଜୁଲାଇ ୧୭ ପର୍ଯ୍ୟନ୍ତ ବଢ଼ିଲା ଲକ୍ଡାଉନ୍
ଲଣ୍ଡନ, ୨୪।୧: ବ୍ରିଟେନ୍ରେ କରୋନା ମହାମାରୀ ସଂକ୍ରମଣର ନୂଆ ଷ୍ଟ୍ରେନ୍ ନେଇ ଆତଙ୍କ ସୃଷ୍ଟି ହୋଇଛି। ସରକାରୀ ପ୍ରତିବନ୍ଧକ ସତ୍ତ୍ୱେ କରୋନା ସଂକ୍ରମଣକୁ ରୋକିବା ସମ୍ଭବ ହୋଇ ପାରୁ ନାହିଁ। ଦେଶରେ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍ସନ୍ ଜାରି…
ଭାରତର କୋଭିଡ୍ ଭାକ୍ସିନକୁ ମିଳୁଛି ବିଶ୍ୱ ସ୍ତରରେ ପ୍ରଶଂସା; ମୋଦିଙ୍କୁ ଧନ୍ୟବାଦ ଜଣାଇଲେ ଡବ୍ଲ୍ୟୁଏଚ୍ଓ ମୁଖ୍ୟ
ନୂଆଦିଲ୍ଲୀ,୨୪।୧: କୋଭିଡ୍ -୧୯ ବିରୋଧରେ ଭାରତର ଭାରତର ଆଭିମୁଖ୍ୟକୁ ବିଶ୍ୱ ସ୍ତରରେ ମିଳୁଛି ପ୍ରଶଂସା। ବ୍ରାଜିଲ ରାଷ୍ଟ୍ରପତି ଜୈର ବୋଲସୋନାରୋଙ୍କ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛି ଡବ୍ଲ୍ୟୁଏଚ୍ଓ। ଏହି ବିପଦ ସମୟରେ ବିଶ୍ୱର ବିଭିନ୍ନ ଦେଶକୁ ସହାୟତା କରୁଥିବାରୁ…
କିଏ ଏହି ମଡେଲ, ଯାହାଙ୍କୁ ଟ୍ରମ୍ପ୍ କରିଥିଲେ ବ୍ଲକ; ବାଇଡେନ କରୁଛନ୍ତି ଫଲୋ
ଓ୍ବାଶିଂଟନ,୨୪।୧ : ଆମେରିକାର ନବନିଯୁକ୍ତ ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଅଫିସିଆଲ ଟୁଇଟର ଆକାଉଣ୍ଟ ମିଳିଛି। ଏହି ଆକାଉଣ୍ଟରେ ସେ ୧୩ ଜଣ ଲୋକଙ୍କୁ ଫଲୋ କରୁଛନ୍ତି। ଏହି ୧୩ ଜଣଙ୍କ ମଧ୍ୟରେ ବାଇଡେନଙ୍କ ସ୍ତ୍ରୀ ଜିଲ୍ ବାଇଡେନ, କମଳା ହାରିସଙ୍କ ସମେତ…
ମହିଳାଙ୍କ ଅଜାଣତରେ ଫଟୋ ଉଠାଇ ଛେଚା ଖାଇଲେ ଯୁବକ
ଉଦଳା,୨୪।୧(ଡି.ଏନ.ଏ.): ଜନୈକା ମହିଳାଙ୍କ ଅଜାଣତରେ ତାଙ୍କ ଫଟୋ ଉଠାଇବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ଧରାପଡ଼ିବା ପରେ ଯିଏ ଯେମିତି ପାରିଲା ବାଡ଼େଇ ଚାଲିଲା। ନିସ୍ତୁକ ମାଡ଼ ମାରିସାରିବା ପରେ ଲୋକେ ତାଙ୍କୁ ପୋଲିସ ଜିମା ଦେଇଥିଲେ। ପରେ ଆପୋଷ…
ଏଲେକ୍ସି ନଭାଲନିଙ୍କ ମୁକ୍ତି ପାଇଁ ମାଇନସ୍ ୫୦ ଡିଗ୍ରୀରେ ପ୍ରଦର୍ଶନ କଲେ ସମର୍ଥକ
ମସ୍କୋ,୨୪ ।୧: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଆଲୋଚନା ଓ ବିରୋଧୀ ନେତା ଏଲେକ୍ସି ନଭାଲନିଙ୍କ ସମର୍ଥକ ଓ ପୋଲିସ ମଧ୍ୟରେ ଶନିବାର ଟଣାଭିଡା ହୋଇଯାଇଛି । ଯାହାକୁ ବିଭିନ୍ନ ନେତା ନିନ୍ଦା କରିଛନ୍ତି । ଏହି ପ୍ରଦର୍ଶନ ସମୟରେ ପୋଲିସ…
ଭିତ୍ତିଭୂମି ନାହିଁ,ଚାଷ ଛାଡ଼ୁଛନ୍ତି ଚାଷୀ
କେନ୍ଦ୍ରାପଡ଼ା ଅଫିସ,୨୪।୧: କେନ୍ଦ୍ରାପଡ଼ା ଜିଲା ସର୍ଭେ ରିପୋର୍ଟ ଅନୁଯାୟୀ ମଧ୍ୟମ ଓ ବୃହତ୍ ଶିଳ୍ପ ସଂଖ୍ୟା ଶୂନ । ଜିଲାର ଅର୍ଥନୀତି ୭୯ ପ୍ରତିଶତ ଚାଷ ଦ୍ୱାରା ପରିଚାଳିତ । ଜିଲାରେ ୭ ନଦୀ ଓ ୨୭ ଶାଖା ନାଳ ଅଛି…
ତୁରନ୍ତ ଟ୍ରେନ ଚଳାଇବାକୁ ଏମ୍ପି ଚନ୍ଦ୍ରାଣୀଙ୍କ ଦାବି
କେନ୍ଦୁଝର, ୨୪।୧(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲାରେ ପୁରୀ -ବଡ଼ବିଲ ଇଣ୍ଟରସିଟି ଏକ୍ସପ୍ରେସ ଚଳାଚଳ ପାଇଁ ଏମ୍ପି ଚନ୍ଦ୍ରାଣୀ ମୂର୍ମୁ କେନ୍ଦ୍ର ରେଳମନ୍ତ୍ରୀଙ୍କଠାରେ ଦାବି କରିଛନ୍ତି। କରୋନା ମହାମାରୀ ପାଇଁ ଏହି ଟ୍ରେନ ମାର୍ଚ୍ଚ ୨୦୨୦ରୁ ବନ୍ଦ ରହିଥିଲା। ଏବେ ଜୀବନ ଯାତ୍ରା ସ୍ବାଭାବିକ…
ପିକ୍ନିକ୍ ସ୍ପଟ୍: ଓ୍ବାଇଲ୍ଡଲାଇଫ୍ ୱାଚ୍ ଟାୱାର
ରାୟଗଡ଼ା ଜିଲାର ଅନେକ ସ୍ଥାନ ପର୍ଯ୍ୟଟକଙ୍କୁ ଆକର୍ଷିତ କରିଥାଏ। ଏଥିପାଇଁ ବର୍ଷ ତମାମ ଭିଡ଼ ଜମିଥାଏ। ହେଲେ ଜିଲାର ଚନ୍ଦ୍ରପୁର ବ୍ଲକ୍ର ଅନ୍ୟତମ ଆକର୍ଷଣ ‘ଓ୍ବାଇଲ୍ଡଲାଇଫ୍ ଓ୍ବାଚ୍ ଟାଓ୍ବାର’ ଅନେକଙ୍କ ପାଇଁ ଏବେ ବି ଅଜଣା। ଡାଙ୍ଗସୋରଡ଼ା ପଞ୍ଚାୟତଠାରୁ ୫ କି.ମି.…
କୃଷକ ଆନ୍ଦୋଳନ: ଗୋଟିଏ ଗୋଡ଼ରେ ସାଇକେଲ ଚଲାଇ ପଞ୍ଜାବରୁ ଦିଲ୍ଲୀ ପହଞ୍ଚିଲେ ଜଗତାର
ନୂଆଦିଲ୍ଲୀ,୨୪ ।୧: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ଦିଲ୍ଲୀର ବିଭିନ୍ନ ସୀମାରେ ଭିନ୍ନ ଭିନ୍ନ ରାଜ୍ୟରୁ ଆସିଥିବା କୃଷକମାନେ ଆନ୍ଦୋଳନରେ ବସିଛନ୍ତି । ଏମାନଙ୍କ ଦାବି ହେଲା ଯେପର୍ଯ୍ୟନ୍ତ କେନ୍ଦ୍ର ସରକାର ନୂଆ କୃଷି ଆଇନକୁ ଫେରାଇ…
ଏଣିକି ସବୁ ଅଭିଯୋଗ ପାଇଁ ‘୧୩୯’
ଭୁବନେଶ୍ୱର,୨୪।୧(ବ୍ୟୁରୋ): ଭାରତୀୟ ରେଳପଥ ପକ୍ଷରୁ ସମସ୍ତ ହେଲ୍ପଲାଇନ ନମ୍ବରକୁ ଗୋଟିଏ ହେଲ୍ପଲାଇନ ନମ୍ବର-୧୩୯ ସହିତ ମିଶ୍ରଣ କରାଯାଇଛି। ଯାତ୍ରୀମାନେ ହେଲ୍ପଲାଇନ ନମ୍ବରକୁ ସହଜରେ ମନେରଖିବା ପାଇଁ ଏଭଳି ବ୍ୟବସ୍ଥା କରାଯାଇଛି। ଏଣିକି ଏହି ନମ୍ବରକୁ ମନେ ରଖି ରେଲଓ୍ବେ ସହିତ ଯୋଗାଯୋଗ…
ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଲାଲୁ
ନୂଆଦିଲ୍ଲୀ,୨୪।୧: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡିର ମୁଖ୍ୟ ଲାଲୁ ପ୍ରସାଦ ଯାଦବ ଦିଲ୍ଲୀସ୍ଥିତ ଏମ୍ସରେ ଭର୍ତ୍ତି ହୋଇଛନ୍ତି। ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ତାଙ୍କୁ ଶନିବାର ରାତିରେ ଏମ୍ସର କରୋନାରି କେୟାର ୟୁନିଟ୍ (ସିସିୟୁ)ରେ ଭର୍ତ୍ତି କରାଯାଇଛି। ଗୋ ଖାଦ୍ୟ ମାମଲାରେ…
ସମୟ ଖରାପ ପଡ଼ିଲେ କେହି ପାଖ ମାଡ଼ନ୍ତି ନାହିଁ, ସେ ବିଶ୍ୱର ସବୁଠୁ ଶକ୍ତିଶାଳୀ ବ୍ୟକ୍ତି ପଛେ ହୁଅନ୍ତୁ ନା କାହିଁକି
ସମୟ ଯେତେବେଳେ ଖରାପ ପଡ଼େ, କେହି ପାଖ ମାଡ଼ନ୍ତି ନାହିଁ। ଏହା ପ୍ରକୃତିର ନିୟମ। ପ୍ରକୃତି ଆଗରେ ସମସ୍ତେ ସମାନ। ବିଶ୍ୱର ସବୁଠୁ ଶକ୍ତିଶାଳୀ ପଦରେ ଅଧିଷ୍ଠିତ ଥିବା ବ୍ୟକ୍ତି ହୁଅନ୍ତୁ ନା କହିଁକି। ପ୍ରକୃତିର ନିୟମ କାହା ପାଇଁ ବଦଳେ…
Archives


