Home Left

କୃଷକ ଆନ୍ଦୋଳନ: ଗୋଟିଏ ଗୋଡ଼ରେ ସାଇକେଲ ଚଲାଇ ପଞ୍ଜାବରୁ ଦିଲ୍ଲୀ ପହଞ୍ଚିଲେ ଜଗତାର

ନୂଆଦିଲ୍ଲୀ,୨୪ ।୧: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ଦିଲ୍ଲୀର ବିଭିନ୍ନ ସୀମାରେ ଭିନ୍ନ ଭିନ୍ନ ରାଜ୍ୟରୁ ଆସିଥିବା କୃଷକମାନେ ଆନ୍ଦୋଳନରେ ବସିଛନ୍ତି । ଏମାନଙ୍କ ଦାବି ହେଲା ଯେପର୍ଯ୍ୟନ୍ତ କେନ୍ଦ୍ର ସରକାର ନୂଆ କୃଷି ଆଇନକୁ ଫେରାଇ…

ଏଣିକି ସବୁ ଅଭିଯୋଗ ପାଇଁ ‘୧୩୯’

ଭୁବନେଶ୍ୱର,୨୪।୧(ବ୍ୟୁରୋ): ଭାରତୀୟ ରେଳପଥ ପକ୍ଷରୁ ସମସ୍ତ ହେଲ୍ପଲାଇନ ନମ୍ବରକୁ ଗୋଟିଏ ହେଲ୍ପଲାଇନ ନମ୍ବର-୧୩୯ ସହିତ ମିଶ୍ରଣ କରାଯାଇଛି। ଯାତ୍ରୀମାନେ ହେଲ୍ପଲାଇନ ନମ୍ବରକୁ ସହଜରେ ମନେରଖିବା ପାଇଁ ଏଭଳି ବ୍ୟବସ୍ଥା କରାଯାଇଛି। ଏଣିକି ଏହି ନମ୍ବରକୁ ମନେ ରଖି ରେଲଓ୍ବେ ସହିତ ଯୋଗାଯୋଗ…

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଲାଲୁ

ନୂଆଦିଲ୍ଲୀ,୨୪।୧: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡିର ମୁଖ୍ୟ ଲାଲୁ ପ୍ରସାଦ ଯାଦବ ଦିଲ୍ଲୀସ୍ଥିତ ଏମ୍ସରେ ଭର୍ତ୍ତି ହୋଇଛନ୍ତି। ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ତାଙ୍କୁ ଶନିବାର ରାତିରେ ଏମ୍ସର କରୋନାରି କେୟାର ୟୁନିଟ୍‌ (ସିସିୟୁ)ରେ ଭର୍ତ୍ତି କରାଯାଇଛି। ଗୋ ଖାଦ୍ୟ ମାମଲାରେ…

ସମୟ ଖରାପ ପଡ଼ିଲେ କେହି ପାଖ ମାଡ଼ନ୍ତି ନାହିଁ, ସେ ବିଶ୍ୱର ସବୁଠୁ ଶକ୍ତିଶାଳୀ ବ୍ୟକ୍ତି ପଛେ ହୁଅନ୍ତୁ ନା କାହିଁକି

ସମୟ ଯେତେବେଳେ ଖରାପ ପଡ଼େ, କେହି ପାଖ ମାଡ଼ନ୍ତି ନାହିଁ। ଏହା ପ୍ରକୃତିର ନିୟମ। ପ୍ରକୃତି ଆଗରେ ସମସ୍ତେ ସମାନ। ବିଶ୍ୱର ସବୁଠୁ ଶକ୍ତିଶାଳୀ ପଦରେ ଅଧିଷ୍ଠିତ ଥିବା ବ୍ୟକ୍ତି ହୁଅନ୍ତୁ ନା କହିଁକି। ପ୍ରକୃତିର ନିୟମ କାହା ପାଇଁ ବଦଳେ…

ପ୍ରତିଶୋଧ ନିଆଯିବ

ଲଣ୍ଡନ,୨୪।୧: ଇରାନର ସବୁଠୁ ଶକ୍ତିଶାଳୀ ସାମରିକ ବଳ ହେଉଛି ଇସ୍‌ଲାମିକ୍‌ ରିଭୋଲ୍ୟୁଶନାରି ଗାର୍ଡ କର୍ପ୍ସ (ଆଇଆର୍‌ଜିସି)। କାସିମ ସୋଲେମାନି ୧୯୯୮ରୁ ମୃତ୍ୟୁ ପର୍ଯ୍ୟନ୍ତ ଏହାର ମେଜର ଜେନେରାଲ ଥିଲେ। ଏହି ଦୁର୍ଦ୍ଧର୍ଷ କମାଣ୍ଡରଙ୍କୁ ଗତବର୍ଷ ଜାନୁୟାରୀ ୩ରେ ଟ୍ରମ୍ପ୍‌ଙ୍କ ନିର୍ଦ୍ଦେଶକ୍ରମେ ଇରାକ…

ଟ୍ରାକ୍ଟର ପରେଡକୁ ଅନୁମତି

ନୂଆଦିଲ୍ଲୀ, ୨୪।୧: ସାଧାରଣତନ୍ତ୍ର ଦିବସରେ ରାଜଧାନୀ ଦିଲ୍ଲୀରେ ୧୦୦ କିଲୋମିଟର ଟ୍ରାକ୍ଟର ପରେଡ୍‌ ପାଇଁ ଦିଲ୍ଲୀ ପୋଲିସ ଶନିବାର ଅନୁମତି ଦେଇଥିବା କୃଷକ ନେତାମାନେ ଦାବି କରିଛନ୍ତି। ଦିଲ୍ଲୀର ଗାଜିପୁର, ସିଙ୍ଘୁ ଏବଂ ଟିକ୍ରି ସୀମାରୁ ଏହି ଟ୍ରାକ୍ଟର ପରେଡ୍‌ ଆରମ୍ଭ…

ପାଳିରେ ହେଉ ୪ ରାଜଧାନୀ: ମମତା

କୋଲକାତା, ୨୪।୧: ଭାରତରେ ପାଳିକରି ୪ଟି ରାଜଧାନୀ ହେବା ଆବଶ୍ୟକ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି। ନେତାଜୀ ଜୟନ୍ତୀ ପାଳନ ଅବସରରେ ଏକ ସଭାକୁ ସମ୍ବୋଧିତ କରି ମମତା କହିଥିଲେ, ଭାରତରେ ଗୋଟିଏ ନୁହେଁ, ପାଳିକରି ୪ଟି ରାଜଧାନୀ…

ହଡ଼ବଡ଼େଇଲେ ମମତା

କୋଲକାତା,୨୪ା୧: କେନ୍ଦ୍ର ସରକାରଙ୍କ ସହ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅହି ନକୁଳ ସମ୍ପର୍କ ଶନିବାର ଏକ ଅସ୍ବାଭାବିକ ସ୍ଥିତି ସୃଷ୍ଟି କରିଛି। ନେତାଜୀ ଜୟନ୍ତୀ ପାଳନ ଅବସରରେ କୋଲକାତାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମମତା ହଡ଼ବଡ଼ାଇ ଯାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଆଗାମୀ ବଜେଟରେ ସାମଗ୍ରୀ ଉପରେ ଆମଦାନୀ ଶୁଳ୍କ ବୃଦ୍ଧି ପାଇପାରେ

ନୂଆଦିଲ୍ଲୀ,୨୪ା୧: ଆସନ୍ତା ଫେବ୍ରୁଆରି ୧ରୁ ଆରମ୍ଭ ହେବାକୁ ଥିବା ସାଧାରଣ ବଜେଟ ଅଧିବେଶନରେ କେନ୍ଦ୍ର ଅର୍ଥମନ୍ତ୍ରୀ ର୍ନିମଳା ସୀତାରମନ ଲୋକସଭାରେ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ସାଧାରଣ ବଜେଟ ଆଗତ କରିବେ। ଦେଶର ଅର୍ଥନୀତି ବର୍ତ୍ତମାନ ସମୟରେ ମାନ୍ଦାବସ୍ଥାରେ ରହିଛି। ବର୍ତ୍ତମାନ…

ନୂତନ ଅଦାଲତରୁ ତ୍ୱରିତ ନ୍ୟାୟ ଆଶା

ବଅଁରପାଳ,୨୪ା୧(ଡି.ଏନ.ଏ.) ସିଭିଲ କେସ୍‌ ହେଉ କି ଚୋରି, ଡକାୟତି, ମାରପିଟ୍‌ ମକଦ୍ଦମା, ତାରିଖ ପଡ଼ିବା ମାତ୍ରେ ଅଦାଲତରେ ହାଜିରା ଦେବା ନିଶ୍ଚିତ। ହେଲେ ବଅଁରପାଳ ବ୍ଲକରେ କୋର୍ଟ ନ ଥିବାରୁ ଏପରି ମକଦ୍ଦମା ଲଢ଼ିବାକୁ ମହକିଲ କିମ୍ବା ତାଙ୍କ ଓକିଲଙ୍କୁ ଅନୁଗୋଳ…

ଏମ୍‌ଜିଏମ୍‌ ମହିଳା ଟି୨୦ ଲିଗ: ଓଡ଼ିଶା ଭାଓଲେଟ, ଗ୍ରୀନ ବିଜୟୀ

ଭୁବନେଶ୍ୱର,୨୪।୧(ସ୍ପୋର୍ଟ୍ସ ବ୍ୟୁରୋ): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ଆରମ୍ଭ ହୋଇଥିବା ମହିଳା ଟି୨୦ ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟରେ ଶନିବାର ଅନୁଷ୍ଠିତ ପ୍ରଥମ ମ୍ୟାଚ୍‌ରେ ଇଡ଼ିଶା ଭାଓଲେଟ୍‌ ୩୪ ରନରେ ଓଡ଼ିଶା ରେଡ୍‌କୁ ପରାସ୍ତ କରିଛି। ସେହିପରି ଦ୍ୱିତୀୟ ମ୍ୟାଚ୍‌ରେ ଓଡ଼ିଶା…

ଏହିସବୁ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦିଏ ରସୁଣ

ରସୁଣ କେବଳ ସ୍ବାଦ ବଢ଼ାଇ ନ ଥାଏ। ତାହା ମଧ୍ୟ ସ୍ବାସ୍ଥ୍ୟ ଉପକାରୀ ହୋଇଥାଏ। ଖାଲିପେଟରେ ରସୁଣ ଖାଇବା ଦ୍ୱାରା ଅନେକ ଉପକାର ମିଳିଥାଏ। ଆୟୁର୍ବେଦ ଚିକିତ୍ସା ପଦ୍ଧତିରେ ରସୁଣରୁ ଔଷଧ ପ୍ରସ୍ତୁତ ହୋଇଥାଏ। ଅନେକ ସ୍ବାସ୍ଥ୍ୟ ସମସ୍ୟାର ରସୁଣ ଘରୋଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri